ଗଞ୍ଜାମ

ମାଓବାଦୀଙ୍କ ଶହୀଦ ସପ୍ତାହ: ବ୍ରହ୍ମପୁରରୁ ୪ ରୁଟ୍‌ରେ ବସ୍‌ ଚଳାଚଳ ବନ୍ଦ

ବ୍ରହ୍ମପୁର ଅଫିସ,୨୮।୭: ଗୁରୁବାରଠାରୁ ଅଗଷ୍ଟ ୩ତାରିଖ ପର୍ଯ୍ୟନ୍ତ ମାଓବାଦୀଙ୍କ ଶହୀଦ ସପ୍ତାହ ପାଳନ କରାଯାଉଛି। ଏହି ସମୟରେ ମାଓବାଦୀମାନେ ସରକାରୀ ଗାଡ଼ିଗୁଡ଼ିକୁ ଟାର୍ଗେଟ କରି ପୋଡି ଦେଉଥିବା…

4 years ago

ନିଶା ମାଫିଆ ଦୁଇ ଭାଇଙ୍କ ୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି

ବୁଗୁଡା,୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡା ସହରର ରଘୁନାଥ ସାହିରେ ଥିବା ଦୁଇ ନିଶା ମାଫିଆ ଭାଇଙ୍କ ୩ କୋଟି ଟଙ୍କା ମୂଲ୍ୟର ବେଆଇନ ସମ୍ପତ୍ତିକୁ ବାଜ୍ୟାପ୍ତ କରାଯାଇଛି।…

4 years ago

ଖବରକାଗଜ ବିକ୍ରେତାଙ୍କ ପୁଅର ସଫଳତା

ଛତ୍ରପୁର,୨୮ା୭(ଡି.ଏନ୍‌.ଏ.): ଯୁକ୍ତ ଦୁଇ ବିଜ୍ଞାନ/ବାଣିଜ୍ୟ ଫଳାଫଳ ବୁଧବାର ପ୍ରକାଶ ପାଇଛି। ଛତ୍ରପୁର ଅଞ୍ଚଳର ସୂର୍ଯ୍ୟ ନାରାୟଣ ଶତପଥୀ ନାମକ ଜଣେ ଖବରକାଗଜ ବିକ୍ରେତାଙ୍କ ପୁଅ ଶୁଭ୍ରାଂଶୁ ଶତପଥୀ…

4 years ago

କେ.ତ୍ରିଲୋଚନ ଦୋରା ହେଲେ ବୁଗୁଡ଼ା ଏନ୍‌ଏସି ବିଜେଡି ସଭାପତି

ବୁଗୁଡ଼ା,୨୮।୭(ଡି.ଏନ୍‌.ଏ.): ବିଜୁ ଜନତା ଦଳ(ବିଜେଡି)ର ବୁଗୁଡ଼ା ଏନ୍‌ଏସି ସଭାପତି ଭାବେ କେ.ତ୍ରିଲୋଚନ ଦୋରାଙ୍କୁ ଦଳର ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚୟନ କରିଛନ୍ତି ।…

4 years ago

ଶୌଚାଳୟ ପଛପଟେ ପଡ଼ିଛି ନବଜାତକର ମୃତଦେହ

ଛତ୍ରପୁର,୨୭ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଶୌଚାଳୟ ପଛପଟେ ନବଜାତ ଶିଶୁ ମୃତଦେହ ପଡ଼ିଥିବା ବୁଧବାର ଦେଖିବାକୁ ମିଳିଛି। ତେବେ ସ୍ବାସ୍ଥ୍ୟ କିମ୍ବା ଶିଶୁ ବିଭାଗକୁ ଖବର ଦିଆଯାଇଥିଲେ…

4 years ago

ଶହୀଦ ସ୍ମୃତିପୀଠରେ କାରଗିଲ ବିଜୟ ଦିବସ

ବୁଗୁଡ଼ା,୨୬।୭(ଡି.ଏନ୍‌.ଏ.): ବୁଗୁଡା କାରଗିଲ ଶହୀଦ ସ୍ମୃତିପୀଠରେ ସେନା କର୍ମଚାରୀ ସଂଘ ପକ୍ଷରୁ ୨୩ ତମ କାରଗିଲ ବିଜୟ ଦିବସ ପାଳିତ ହୋଇଯାଇଛି । ଏ ଅବସରରେ ୧୯୯୯…

4 years ago

ଗ୍ୟାସ ସିଲିଣ୍ଡର ଫାଟିବା ଘଟଣାରେ ଜଣଙ୍କର ମୃତ୍ୟୁ

ବ୍ରହ୍ମପୁର ଅଫିସ, ୨୫।୭: ଗଞ୍ଜାମ ଜିଲା ଗୋପାଳପୁର ଥାନା ରାମଚନ୍ଦ୍ରପୁର ଗାଁରେ ଗ୍ୟାସ ସିଲିଣ୍ଡର ଫାଟିବା ଘଟଣାରେ ସୋମବାର ଜଣଙ୍କର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ଶୁକ୍ରବାର ଗୋପାଳପୁର…

4 years ago

ଜିଲାପାଳ,ଏସ୍‌ପିଙ୍କ ଉପସ୍ଥିତିରେ ଦିବ୍ୟାଙ୍ଗଙ୍କ ଆତ୍ମହତ୍ୟା ଉଦ୍ୟମ

ଦିଗପହଣ୍ଡି,୨୫।୭(ଡି.ଏନ୍‌.ଏ.): ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ପରିସରରେ ସୋମବାର ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମରେ ଏକ ଅଭାବନୀୟ ଘଟଣା ଘଟିଛି। ଗଞ୍ଜାମ ଜିଲାପାଳ ଦିବ୍ୟ ଜ୍ୟୋତି…

4 years ago

ଖରିଫ ଚାଷ ପାଇଁ ବାଘୁଆ ଜଳଭଣ୍ଡାରରୁ ଛଡ଼ାଗଲା ପାଣି

ବୁଗୁଡ଼ା,୨୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅଧୀନ ମତାଝରୀ ନିକଟସ୍ଥ ବାଘୁଆ ଜଳଭଣ୍ଡାରରୁ ଖରିଫ ଚାଷ ପାଇ ପାଣି ଛଡାଯାଇଛି। ଦୁଇଟି କେନାଲ ଦେଇ ଏହି ପାଣି…

4 years ago

ଡାକ୍ତରଖାନା ଗ୍ରୀଲ୍‌ ଭାଙ୍ଗି ନେଇଗଲେ ଇନ୍‌ଭର୍ଟର

ପାତ୍ରପୁର,୪ା୭(ଡି.ଏନ୍‌.ଏ.): ଗଞ୍ଚାମ ଜିଲା ପାତ୍ରପୁର ବ୍ଲକ ତୁରିବୁଡ଼ି ଡାକ୍ତରଖାନାରୁ ଚୋରି ହୋଇଥିବା ନେଇ ରବିବାର ଜରଡ଼ା ଥାନାରେ ଅଭିଯୋଗ ହୋଇଛି। ଡାକ୍ତର ଖାନାରେ କାର୍ଯ୍ୟରତ ଫାର୍ମାସିଷ୍ଟ ପୂର୍ଣ୍ଣଚନ୍ଦ୍ର…

4 years ago