ଗଞ୍ଜାମ

କାହାକୁ ପଚାରି ଏମିତି କରିଛ: ବର୍ଷିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୬।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁରରେ ଥିବା ଅନସ୍ଲୋ ସରକାରୀ ହାଇସ୍କୁଲକୁ ମଙ୍ଗଳବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପରିଦର୍ଶନରେ ଯାଇଥିଲେ। ସେଠାରେ ସେ ସ୍ମାର୍ଟ କ୍ଲାସ…

5 years ago

ଅନ୍‌ଲାଇନ୍‌ କ୍ଲାସରେ ସମସ୍ୟା :ବ୍ଲକ ଶିକ୍ଷା ଅଧିକାରୀଙ୍କ ନେଲେ ଅଭିନବ ପଦକ୍ଷେପ

ଛତ୍ରପୁର,୫।୭(ଡି.ଏନ୍‌.ଏ.): କରୋନା ମହାମାରୀ ପାଇଁ ଏବେ ସମସ୍ତ ସ୍କୁଲ ବନ୍ଦ ରହିଛି। ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ପାଠ ପଢ଼ୁଛନ୍ତି। ତେବେ ଗଞ୍ଜାମର ବିଭିନ୍ନ ସ୍ଥାନରେ ମୋବାଇଲ ନେଟୱର୍କ…

5 years ago

ଥମୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା: ଆଜି ନେଲା ୫ ମୁଣ୍ଡ

ଛତ୍ରପୁର,୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାରେ ନାଁ ନେଉ ନାହିଁ। ପୁଣି ଆଜି ଜିଲାରୁ ଆଉ ୩ ଜଣ ମହିଳାଙ୍କ ସହ ୫…

5 years ago

ଚର୍ଚ୍ଚରେ ରଶି ଲଗାଇଲେ ଫାଦର

ଗୋପାଳପୁର,୪ା୭: ଗୋପାଳପୁର ହିଲ୍‌ଟପ ରୋଡରେ ଥିବା ସେଣ୍ଟ ଭିନ୍‌ସେଣ୍ଟ ଚର୍ଚ୍ଚର ଫାଦର ପ୍ରଦୀପ ସରେନ(୩୦) ଆତ୍ମହତ୍ୟା କରିଛନ୍ତି। ଗୋପାଳପୁର ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୯/୨୧) ରୁଜୁ କରି…

5 years ago

ଦେଢ଼ଶୁରଙ୍କୁ କୋଡ଼ିରେ ହାଣି ହତ୍ୟା କଲେ ଭାଇବୋହୂ; ପ୍ରତିଶୋଧ ନେବା ପାଇଁ…

ଜଗନ୍ନାଥପ୍ରସାଦ,୪ା୭(ଡି.ଏନ.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ପଞ୍ଚଭୂତି ବେଢାସାହି ଗ୍ରାମରେ ଶନିବାର ସମ୍ପତ୍ତି ଭାଗବଣ୍ଟାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି। ଭାଇବୋହୂ କୋଡ଼ିରେ ହାଣି ଦେଢ଼ଶୁରଙ୍କୁ ହତ୍ୟା…

5 years ago

ସୋମବାରଠାରୁ ଗଞ୍ଜାମରେ କୋଭାକ୍ସିନ ଟିକାକରଣ

ଛତ୍ରପୁର,୪ା୭(ଡି.ଏନ୍‌.ଏ.): ଭୁବନେଶ୍ୱର ପରେ ପ୍ରଥମ ଥର ପାଇଁ ଗଞ୍ଜାମ ଜିଲାରେ କୋଭାକ୍ସିନ ପହଞ୍ଚିଛି। ବ୍ରହ୍ମପୁର ସହର ସମେତ ଗଞ୍ଜାମ ଜିଲା ପାଇଁ ୧ ଲକ୍ଷ ୪୦ ହଜାର…

5 years ago

ସ୍ତ୍ରୀ ହତ୍ୟା ଅଭିଯୋଗରେ ଡାକ୍ତର ଗିରଫ

ଗୋପାଳପୁର,୩।୭: ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ଗୋଳନ୍ଥରା ପୋଲିସ ଶନିବାର କେଲୁଆପୁଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଡାକ୍ତରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଛତ୍ରପୁର…

5 years ago

ବୁଗୁଡ଼ାରେ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ ଦାବି

ବୁଗୁଡ଼ା,୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ପୌରାଞ୍ଚଳରେ ଉଦୀୟମାନ କ୍ରୀଡ଼ା ପ୍ରତିଭାଙ୍କୁ ପ୍ରୋତ୍ସାହିତ କରିବା ପାଇଁ କୌଣସି ଷ୍ଟାଡିୟମ ନାହିଁ। ଏ ନେଇ ପ୍ରତିଭାର ଉପଯୁକ୍ତ ବିକାଶ ହୋଇପାରୁ…

5 years ago

ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଜଣେ ଅଟକ

ଗୋପାଳପୁର,୩ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପୋଲିସ ବଡ଼ ଧରଣର ଗଞ୍ଜେଇ ଚୋରାଚାଲାଣକୁ ଠାବ କରିଛି। ଏହି ଚୋରାଚାଲାଣରେ ଦୁଇଜଣ ଚମ୍ପଟ ମାରିଥିବା ବେଳେ ଜଣକୁ ଅଟକ…

5 years ago

ପତ୍ନୀଙ୍କୁ ନିର୍ଯ୍ୟାତନା, ହତ୍ୟା ଅଭିଯୋଗ: ଜେଲ୍‌ ଗଲେ ଦୁଇ ସ୍ବାମୀ

ଛତ୍ରପୁର,୩।୭(ଡି.ଏନ୍‌.ଏ.): ଛତ୍ରପୁର ଥାନା ପୋଲିସ ଦୁଇଟି ପୃଥକ ପୃଥକ ପତ୍ନୀଙ୍କୁ ହତ୍ୟା ଅଭିଯୋଗ ମାମଲାରେ ଦୁଇ ସ୍ବାମୀଙ୍କୁୁ ଗିରଫ କରି କୋର୍ଟ ଚାଲାଣ କରିଛି। ଛତ୍ରପୁର ଥାନା…

5 years ago