ଗଞ୍ଜାମ

ବିନା ମାସ୍କଧାରୀଙ୍କଠାରୁ ୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଜରିମାନା ଆଦାୟ କଲା ଗଞ୍ଜାମ ପୋଲିସ

ଛତ୍ରପୁର,୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ବୁଧବାରଠାରୁ ଏନ୍‌ଫୋର୍ସମେଣ୍ଟକୁ କଡ଼ାକଡ଼ି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ପକ୍ଷରୁ ଯାଞ୍ଚ କରାଯାଇ…

5 years ago

ବୁଗୁଡ଼ାରେ ମେଡିଶିନ ଷ୍ଟୋର ମାଲିକ କରୋନା ଆକ୍ରାନ୍ତ: ଷ୍ଟୋର ସିଲ୍‌ କଲା ଜିଲା ପ୍ରଶାସନ

ବୁଗୁଡା,୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା କାୟା ବିସ୍ତାର କରୁଥିବା ବେଳେ ବୁଗୁଡାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୨ରେ ପହଞ୍ଚିଛି। ବୁଗୁଡା ଏନ୍‌ଏସିରେ ଆକ୍ରାନ୍ତଙ୍କ ସଂଖ୍ୟା ୫୧ ହୋଇ…

5 years ago

ଗଞ୍ଜାମରେ ମୋବାଇଲ ସ୍ବାବ ସଂଗ୍ରହ, ଆଣ୍ଟିଜେନ୍‌ ଟେଷ୍ଟ: ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳିରୁ ହେଲା ଆରମ୍ଭ

ଛତ୍ରପୁର,୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଜିଲାରେ ସ୍ବାବ ସଂଗ୍ରହ ଓ କରୋନା ଟେଷ୍ଟିଂ ବୃଦ୍ଧି ନେଇ ଜିଲା…

5 years ago

ସଙ୍ଗରୋଧ କେନ୍ଦ୍ରରେ କାମକରିବା ପରେ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ କରାଯାଉ ସ୍ବାବ ଟେଷ୍ଟ: ଶେରଗଡ଼ ପ୍ରାଥମିକ ଶିକ୍ଷକ ସଂଘ

ଶେରଗଡ଼,୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ରେ କରୋନା ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏ ନେଇ ଶିକ୍ଷକ ମାନଙ୍କୁ କ୍ୱାରାଣ୍ଟାଇନ କାର୍ଯ୍ୟରେ ନିୟୋଜିତ କରୁଛି ବ୍ଲକ…

5 years ago

ଗଞ୍ଜାମରେ ଶଟ୍‌ଡାଉନ୍‌ର ପ୍ରଭାବ: ରାସ୍ତାଘାଟ ଜନଶୂନ୍ୟ

ଗଞ୍ଜାମ,୯ା୭(ଡି.ଏନ୍‌.ଏ.) : ମହାମାରୀ କରୋନା ସାରା ବିଶ୍ୱରେ କାୟା ବିସ୍ତାର କରିଚାଲିଛି ।ଏହାକୁ ରୋକିବା ପାଇଁ ବିଶ୍ୱସ୍ତରରେ ନିଆ ଯାଉଥିବା ପଦକ୍ଷେପ ଫେଲ୍‌ ମାରିଛି। ଏକ ମାତ୍ର…

5 years ago

ଗଞ୍ଜାମରେ ଘରକୁ ଘର ବୁଲି ସ୍ବାସ୍ଥ୍ୟ ସ୍କ୍ରିନିଂ ଆରମ୍ଭ: ଅଞ୍ଚଳରେ ୫ ଦିନ ଶଟ୍‌ଡାଉନ

ଛତ୍ରପୁର,୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ମୁକାବିଲା ପାଇଁ ଗୁରୁବାରଠାରୁ ସମସ୍ତ ସହରାଞ୍ଚଳ, ୫ ବ୍ଲକ ହେଡକ୍ୱାର୍ଟରରେ ଘରକୁ ଘର ଯାଇ ସ୍ବାସ୍ଥ୍ୟ ସ୍କ୍ରିନିଂ ଆରମ୍ଭ ହୋଇଛି। ସ୍କ୍ରିନିଂ…

5 years ago

ଗଞ୍ଜାମ ସହରରେ ଗୋଷ୍ଠୀ ସଂକ୍ରମଣ ରୋକିବା, ପ୍ରଶାସନ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ

ଗଞ୍ଜାମ,୯।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମହାମାରୀ କରୋନା ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏଠାରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ସମାନ ଅବସ୍ଥା…

5 years ago

ଗଞ୍ଜାମ ଜିଲାକୁ ବନ୍ଦ ହେଲା ଟ୍ରେନ୍‌ ସେବା

ଭୁବନେଶ୍ୱର, ୮ା୭(ବ୍ୟୁରୋ)-ଗଞ୍ଜାମରେ କୋଭିଡ-୧୯ ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ଜିଲାରେ ଟ୍ରେନ୍‌ ସେବାକୁ ବନ୍ଦ କରାଯାଇଛି। ସଂକ୍ରମଣକୁ ରୋକିବା ପାଇଁ ଗଞ୍ଜାମ ଜିଲାର ସମସ୍ତ ଷ୍ଟେସନ ସହ…

5 years ago

ପାରଳାଖେମୁଣ୍ଡି ୩ ଦିନ ଶଟ୍‌ଡାଉନ

ପାରଳାଖେମୁଣ୍ଡି,୮।୭(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଆସନ୍ତା ଶୁକ୍ରବାର, ଶନିବାର ଓ ରବିବାର ୩ ଦିନ ପାରଳାଖେମୁଣ୍ଡି ସହର ଶଟଡାଉନ ରହିବ। ଏ…

5 years ago

ଗଞ୍ଜାମରେ ପହଞ୍ଚିଲେ ଡିଜିପି : କଲେ କୋଭିଡ ପରିଚାଳନା ସମୀକ୍ଷା

ଛତ୍ରପୁର,୮।୭(ଡି.ଏନ୍‌.ଏ.): ଓଡ଼ିଶା ପୋଲିସ ଡିଜି ଅଭୟ ବୁଧବାର ଅପରାହ୍ନରେ ଗଞ୍ଜାମ ଜିଲାରେ ପହଞ୍ଚିଛନ୍ତି। ଛତ୍ରପୁରସ୍ଥିତ ଗଞ୍ଜାମ ଏସ୍‌ପିଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ବୈଠକରେ କୋଭିଡ-୧୯ ପରିଚାଳନା ଓ…

5 years ago