ଗଞ୍ଜାମ

ବୁଗୁଡ଼ାରେ ଗର୍ଜିଲେ ଚାଷୀ

ବୁଗୁଡ଼ା,୧୮।୧୦(ଡି.ଏନ୍‌.ଏ.):ଗଞ୍ଜାମ ଜିଲା ଏନ୍‌ଏସିର ଶତାଧିକ ଚାଷୀ ମଙ୍ଗଳବାର ତହସିଲଦାରଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ସେମାନେ ସ୍ଥାନୀୟ ପ୍ରାଣୀଧନ ଚିକିତ୍ସାଳୟ ପରିସରରୁ ଏକ ଶୋଭାଯାତ୍ରାରେ ବାହାରି ତହସିଲ…

5 years ago

ପୋତାଗଡ଼ରୁ ଉଦ୍ଧାର ନାଗ ଦେବତାଙ୍କ ମୂର୍ତ୍ତି କାଶୀ ବିଶ୍ୱନାଥ ମନ୍ଦିରରେ ପାଇବେ ପୂଜା

ଗଞ୍ଜାମ,୧୭ା୧୦(ଡି.ଏନ୍‌.ଏ.): ଗଞ୍ଜାମ ସହରସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗ ନିକଟରୁ ଏକ ସପ୍ତଫେଣୀ ନାଗ ଦେବତାଙ୍କ ପ୍ରାଚୀନ ପିତ୍ତଳ ମୂର୍ତ୍ତି ଉଦ୍ଧାର ହୋଇଥିଲା l ସୁରିଆ ପ୍ରଧାନ, କାହ୍ନୁ…

5 years ago

ମୁଖ୍ୟମନ୍ତ୍ରୀଙ୍କ ୭୬ତମ ଜନ୍ମଦିନରେ ପାଟଣା ବିଜେଡି ପକ୍ଷରୁ ସ୍ବାସ୍ଥ୍ୟକେନ୍ଦ୍ର ସଫେଇ

ପାଟଣା,୧୬।୧୦(ସ୍ବ.ପ୍ର.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୬ତମ ଜନ୍ମଦିନ ଅବସରରେ ପାଟଣା ବିଜେଡି ପକ୍ଷରୁ ଶନିବାର ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରକୁ ସଫେଇ କରାଯାଇଛି। ପରେ ସ୍ବାସ୍ଥ୍ୟକେନ୍ଦ୍ର ଅନ୍ତେବାସୀମାନଙ୍କୁ…

5 years ago

ଅଟା ଗୋଦାମରେ ନିଆଁ ଲାଗିଲା

ଗଞ୍ଜାମ,୧୫।୧୦(ଡି.ଏନ.ଏ.): ଗଞ୍ଜାମ ବ୍ଲକ ପାଳିବନ୍ଧ ଗ୍ରାମର ଶଙ୍କର ପଣ୍ଡାଙ୍କ ଅଟା ଗୋଦାମରେ ଶୁକ୍ରବାର ନିଆଁ ଲାଗି ଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳି ଯାଇଛି। ଖବରପାଇ…

5 years ago

ସୀମାନ୍ତରେ ଆନ୍ଧ୍ର ଅଧିକାରୀ-ପଟ୍ଟାଙ୍ଗୀ ବିଧାୟକ ମୁହାଁମୁହିଁ

ପଟ୍ଟାଙ୍ଗୀ,୧୪।୧୦ (ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତ ଉପରୁ ନଜର ହଟାଉନି ଆନ୍ଧ୍ର। ବାରମ୍ବାର ଓଡ଼ିଶାର ଏହି ସୀମାନ୍ତ…

5 years ago

ମଦ ପିଇ ପାଟିତୁଣ୍ଡ କରୁଥିଲେ, ଅଟକାଇବାରୁ ଗାଁ ସଭାପତିଙ୍କୁ ଭୁସିଲେ ଛୁରି

ବୁଗୁଡା ,୧୩।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡା ଥାନା ଅନ୍ତର୍ଗତ ବୀର ଧନଞ୍ଜୟପୁର ଶାସନ ଗ୍ରାମ ସଭାପତି ତଥା ବାଲୁକେଶ୍ୱର ମନ୍ଦିର ପରିଚାଳକ ସୁଶାନ୍ତ କୁମାର ଦାଶ (କୁନା)ଙ୍କୁ…

5 years ago

ପୁରୁଷୋତ୍ତମପୁରରେ ଦୂର୍ଗା ପୂଜା ପାଳିତ

ପୁରୁଷୋତ୍ତମପୁର,୧୩।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ସହିତ ଏହାର ଆଖପାଖ ଅଞ୍ଚଳରେ କରୋନା କଟକଣା ମଧ୍ୟରେ ମା’ଦୂର୍ଗାଙ୍କ ପୂଜା ପାଳିତ ହୋଇଯାଇଛି। ମଙ୍ଗଳବାର ପବିତ୍ର ମହାସପ୍ତମୀ ଓ…

5 years ago

ଗଞ୍ଜାମରେ ଅଣାୟତ୍ତ ଡେଙ୍ଗୁ

ବ୍ରହ୍ମପୁର ଅଫିସ,୧୩।୧୦:ଗଞ୍ଜାମ ଜିଲାର ୧୯ ବ୍ଲକ ଓ ବ୍ରହ୍ମପୁର ମହାନଗର ନିଗମରେ ଅକ୍ଟୋବର ୧୨ ତାରିଖ ସୁଦ୍ଧା ୧୫୨ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ଜିଲା ସ୍ବାସ୍ଥ୍ୟ…

5 years ago

ଦୋଳାରେ ବୁହା ହୋଇ ଗର୍ଭବତୀ ଗଲେ ହସ୍ପିଟାଲ୍‌

ପାତ୍ରପୁର,୧୨ା୧୦(ଡି.ଏନ.ଏ.): ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ଆଙ୍କୁଲି ପଞ୍ଚାୟତ ସାନଗାଁର ଜଣେ ଗର୍ଭବତୀଙ୍କୁ ମଙ୍ଗଳବାର ଦୋଳାରେ ଡାକ୍ତରଖାନା ନିଆଯାଇଛି। ସାନଗାଁ ଗ୍ରାମର କୃଷ୍ଣଚନ୍ଦ୍ର ଦଳେଇଙ୍କ ସ୍ତ୍ରୀ ହୀରା…

5 years ago

ସ୍ତ୍ରୀଙ୍କ ପ୍ରେମିକଙ୍କୁ ହତ୍ୟା କରି ପୋତିଦେଲେ

ଜଗନ୍ନାଥପ୍ରସାଦ,୧୨ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ସୁଗୁମୁ ଗ୍ରାମର ଜଣେ ଯୁବକଙ୍କୁ ଗତ ୭ ତାରିଖରେ ଘରୁ ଡାକି ନେଇ ହତ୍ୟା କରାଯାଇଛି। ମୃତକ ହେଲେ…

5 years ago