ଗଞ୍ଜାମ

ଗଞ୍ଜାମ ଜିଲା ପ୍ରଶାସନର ଚେତାବନୀ: କୋଭିଡ-୧୯ ନିୟମ ନ ମାନିଲେ ସିଲ୍‌ ହେବ ଦୋକାନ

ଗଞ୍ଜାମ,୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ଯୋଗୁ ଚିନ୍ତାରେ ଜିଲା ପ୍ରଶାସନ। ଏହିପାଇଁ ରେଶମ ସହର ବ୍ରହ୍ମପୁର ଓ ଜିଲା…

6 years ago

ଜିଲାପାଳ କ୍ଷମତା ପ୍ରୟୋଗ କଲେ ସରପଞ୍ଚ: ୭ ଦିନ ଖମାରି ଗାଁ ଶଟ୍‌ଡାଉନ୍‌

ଦିଗପହଣ୍ଡି,୨ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁରେ ୪ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଗୋଷ୍ଠୀ ସଂକ୍ରମଣ ଭୟରେ ଗୁରୁବାର ସ୍ଥାନୀୟ ସରପଞ୍ଚ ସନ୍ତୋଷ…

6 years ago

ଗଞ୍ଜାମରେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକ ବନ୍ଦ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ନେଇ ଗତ ୩୦ ଜୁନ ମଧ୍ୟରେ ବିଭିନ୍ନ ପଞ୍ଚାୟତରେ ଚାଲୁ ରହିଥିବା…

6 years ago

ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର କରୋନା ପଜିଟିଭ ଚିହ୍ନଟ

ପୁରୁଷୋତ୍ତମପୁର,୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ଡାକ୍ତର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତାଙ୍କର ସ୍ବାବ ପରୀକ୍ଷା ରିପୋର୍ଟ ପଜିଟିଭ ଆସିବା ପରେ…

6 years ago

ଦିନକରେ ୯୫ କରୋନା ପଜିଟିଭ ଚିହ୍ନଟ: ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୬୭କୁ ବୃଦ୍ଧି

ଛତ୍ରପୁର,୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଗୁରୁବାର ଦିନକରେ ୯୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୬୭କୁ ବୃଦ୍ଧି ପାଇଛି…

6 years ago

କରୋନା ନେଲା ଆଉ ଏକ ମୁଣ୍ଡ: ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି

ଛତ୍ରପୁର,୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଜିଲାରେ କରୋନା ମୃତ୍ୟୁ ସଂଖ୍ୟା ୧୬ରେ ପହଞ୍ଚିଛି। ମୃତକ ଜଣକ ୪୯ ବର୍ଷୀୟ…

6 years ago

ଗଞ୍ଜାମ ଜିଲାପାଳଙ୍କ ଶେରଗଡ଼ ବ୍ଲକ ଗସ୍ତ: କହିଲେ ଜୁଲାଇ ମାସରେ ସତର୍କ ରହିବାକୁ ପଡ଼ିବ

ଶେରଗଡ଼,୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁବାର ଭୋରରୁ ଶେରଗଡ଼ ବ୍ଲକ ଗସ୍ତରେ ଆସିଛନ୍ତି। ଏହି ସମୟରେ ସେ ବ୍ଲକ ସମ୍ମୁଖରେ ସରପଞ୍ଚମାନଙ୍କ ସହ ଆଲୋଚନା…

6 years ago

ଗୋବିନ୍ଦପୁର ବଡ଼ପୋଖରୀରେ ଗାଧୋଇବାକୁ ବାରଣ କଲେ ତହସିଲଦାର: ପୂରା ଗ୍ରାମ ବୁଲି କଲେ ଅନୁରୋଧ

ଶେରଗଡ଼,୨।୭(ଡି.ଏନ୍‌.ଏ.):ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ନେଇ ପ୍ରଶାସନ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଉଛି। ପ୍ରତିଦିନ ତହସିଲ ପ୍ରଶାସନ…

6 years ago

ବୁଗୁଡ଼ା ବ୍ଲକ କାର୍ଯ୍ୟାଳୟର କନିଷ୍ଠ ଯନ୍ତ୍ରୀ କରୋନା ଆକ୍ରାନ୍ତ

ବୁଗୁଡ଼ା,୨ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନାର ୬ ପୋଲିସ କର୍ମଚାରୀ ଏବଂ ଅଗ୍ନିଶମ ବିଭାଗର ୫ କର୍ମଚାରୀ କିଛିଦିନ ତଳେ କରୋନା ଆକ୍ରାନ୍ତ ହୋଇଥିବା ବେଳେ ଏବେ…

6 years ago

ଉପ ଜିଲାପାଳଙ୍କ ନିର୍ଦ୍ଦେଶପରେ ଚାରାରୋପଣ ସ୍ଥଗିତ

ଭଞ୍ଜନଗର,୧।୭(ଡି.ଏନ.ଏ)- ଗଞ୍ଜାମ ଜିଲା ବେଲଗୁଣ୍ଠା ତହସିଲ ଅନ୍ତର୍ଗତ ତନରଡ଼ା ଗୋଚର ଜମିରେ ଚାରାରୋପଣ ଯୋଜନାକୁ ନେଇ ବନ ବିଭାଗ ଓ ଆଇଆର୍‌ବି ବାଟାଲିୟନ ମଧ୍ୟରେ ଶୁକ୍ରବାର ବିବାଦ…

6 years ago