ଛତ୍ରପୁର,୩୦ା୫(ଡି.ଏନ.ଏ.)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁରୋଧକ୍ରମେ ଶନିବାର ଅପରାହ୍ନରେ ଛତ୍ରପୁରସ୍ଥିତ ପୋଲିସ ପଡିଆରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ…
ବ୍ରହ୍ମପୁର ଅଫିସ,୩୦ା୫- ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଡ଼ି ଚାଲିଛି। ଶୁକ୍ରବାର ଜିଲାରେ ୬ ନୂତନ ସଂକ୍ରମିତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦୪ ରେ…
ଛତ୍ରପୁର,୩୦ା୫(ଡି.ଏନ୍.ଏ.): ସୁରଟରୁ ବାଲେଶ୍ୱର ଯାଉଥିବା ଟ୍ରେନର ଚେନ୍ ଟାଣିି ଗଞ୍ଜାମ ଜିଲା ଛତ୍ରପୁର ଷ୍ଟେଶନ ନିକଟରେ ୧୫୩୪ ଜଣ ପ୍ରବାସୀ ଶୁକ୍ରବାର ସନ୍ଧ୍ୟାରେ ଓହ୍ଲାଇ ପଡ଼ିଥିଲେ। ଘଟଣାସ୍ଥଳରେ…
ବୁଗୁଡ଼ା,୨୯ା୫(ଡି.ଏନ.ଏ.)- ଅଙ୍ଗନୱାଡ଼ି କର୍ମୀଙ୍କର ଦାବି ମେ ୩୧ ସୁଦ୍ଧା ପୂରଣ ନ ହେଲେ ଜୁନ ୧ରୁ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବେ ବୋଲି ଶୁକ୍ରବାର ସ୍ଥାନୀୟ ସିଡିପିଓ…
ଛତ୍ରପୁର,୨୯ା୫(ଡି.ଏନ୍.ଏ)-ପୁଣି ଟ୍ରେନ ଚେନ ପୁଲିଂ କରି ଓହ୍ଲାଇ ପଡ଼ିଛନ୍ତି ପ୍ରବାସୀ। ଏପରି ଘଟଣା ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନରେ ଦେଖିବାକୁ ମିଳିଛି। ସୁରଟରୁ ପ୍ରବାସୀଙ୍କୁ ନେଇ…
ପାଟପୁର,୨୯ା୫- ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ବତାଗଡ ଗ୍ରାମର ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ଉକ୍ତ ଗ୍ରାମର ରାଧା ଗୌଡ଼ (୨୪)। ଶାଶୁଘର…
ବ୍ରହ୍ମପୁର ଅଫିସ,୨୯ା୫-ପ୍ରବାସୀ ଫେରନ୍ତାଙ୍କ ପାଇଁ ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି। ଶୁକ୍ରବାର ଜିଲାରେ ୪ ନୂତନ ସଂକ୍ରମିତଙ୍କୁ ନେଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା…
ଛତ୍ରପୁର, ୨୯।୫(ଡି.ଏନ୍.ଏ.)- ଗଞ୍ଜାମ ଜିଲା ଦେଇ ଯାଉଥିବା ପ୍ରବାସୀ ଶ୍ରମିକମାନଙ୍କୁ ନିଜ ଜ଼ିଲା ଓ ଏହି ଜିଲାର ବିଭିନ୍ନ ଅଞ୍ଚଳଞ୍କୁ ସୁଗମ ଯୋଜନାରେ ପ୍ରଶାସନ ପକ୍ଷରୁ ଗାଡ଼ିଯୋଗେ…
ଶେରଗଡ଼,୨୯।୫(ଡି.ଏନ୍.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁକ୍ରବାର ଶେରଗଡ଼ ବ୍ଲକକୁ ପରିଦର୍ଶନରେ ଯାଇ ଖମାର କ୍ୱାରାଣ୍ଟାଇନ କେନ୍ଦ୍ର ବୁଲି ଦେଖିଥିଲେ। ଉକ୍ତ କେନ୍ଦ୍ରରେଥେିବା ପ୍ରବାସୀଙ୍କର ଶୁକ୍ରବାର…
ବୁଗୁଡ଼ା,୨୯ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ସହରରେ କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଲକ୍ଡାଉନ୍ ନିୟମ ମାନି ଚଳିବାକୁ ବାରମ୍ବାର ସଚେତନ କରାଯାଇଥିଲେ…