ଗଞ୍ଜାମ

୫୧ ବସ୍ତା ଗୁଟ୍‌ଖା ଜବତ, ଜଣେ ଅଟକ

ଶେରଗଡ,୨୧ା୫(ଡି.ଏନ୍‌.ଏ.)- ଶେରଗଡ ପୋଲିସ ଓ ପ୍ରଶାସନ ତହସିଲ ରୋଡରେ ଥିବା ଏକ ଘରୁ ବିପୁଳ ପରିମାଣର ଗୁଟ୍‌ଖା ଓ ଖଇନି ଜବତ କରିଛି। ଜଣେ ବ୍ୟକ୍ତିଙ୍କ ଘରେ…

6 years ago

ପାଚେରି ଡେଇଁ ଧାରଣାରେ ବସିଲେ ଅନ୍ତେବାସୀ

ଶେରଗଡ଼,୨୧ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଠୁରୁବୁରାଇ ଉଚ୍ଚ ବିଦ୍ୟାଳୟରେ ହୋଇଥିବା ସଙ୍ଗରୋଧ କେନ୍ଦ୍ରରେ ବୁଧବାର ବାସିଖାଦ୍ୟ ଦିଆଯାଇଥିବାରୁ ଅନ୍ତେବାସୀମାନେ ପାଚେରୀ ଡେଇଁ ରାସ୍ତା ଅବରୋଧ କରିଥିଲେ।…

6 years ago

କୋଭିଡ୍‌ ନିୟମ ଉଲ୍ଲଘଂନ, ଔଷଧ ଦୋକାନ ସିଲ୍‌

ଦିଗପହଣ୍ଡି,୨୧ା୫(ଡି.ଏନ୍‌.ଏ.)- କୋଭିଡ-୧୯ ନିୟମ ଉଲ୍ଲଘଂନ କରି ବ୍ୟବସାୟ କରୁଥିବା ଅଭିଯୋଗରେ ଦିଗପହଣ୍ଡି ବସ୍‌ଷ୍ଟାଣ୍ଡସ୍ଥିତ ରଥ ମେଡିସିନ ଷ୍ଟୋରକୁ ତହସିଲ ପ୍ରଶାସନ ପକ୍ଷରୁ ବୁଧବାର ସିଲ କରାଯାଇଛି। ଦିଗପହଣ୍ଡି…

6 years ago

ସାବିତ୍ରୀ ପାଇଁ ଆଗୁଆ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ପୋଲସରା,୨୦ା୫(ଡି.ଏନ.ଏ.)-ପୋଲସରା ବ୍ଲକ କଳମ୍ବ ସରପଞ୍ଚ ପ୍ରଶାନ୍ତ କୁମାର ପ୍ରଧାନ ସାବିତ୍ରୀ ବ୍ରତ ପାଇଁ ଶୁକ୍ରବାର ପୂର୍ବାହ୍ନ ୯ଟାରୁ ଶନିବାର ସକାଳ ୭ଟା ପର୍ଯ୍ୟନ୍ତ ପଞ୍ଚାୟତକୁ ଶଟ୍‌ଡାଉନ ଘୋଷଣା…

6 years ago

ଶ୍ରମିକଙ୍କୁ ନେଇ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ, ୩ ଗୁରୁତର

ଖଲ୍ଲିକୋଟ,୨୦ା୫(ଡି.ଏନ.ଏ.)- ଖଲ୍ଲିକୋଟ ବ୍ଲକ ଢ଼ିମିରିଆ ଛକ ନିକଟରେ ବୁଧବାର ସକାଳେ ତାମିଲନାଡୁରୁ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ଟ୍ରକ ପଛରେ ପିଟି ଦେଇଥିଲା। ଏଥିରେ…

6 years ago

ସଙ୍ଗରୋଧ କେନ୍ଦ୍ର ପାଣି ଟାଙ୍କି ଭୁଶୁଡିଲା

ଆର.ଉଦୟଗିରି,୨୦ା୫(ଡି.ଏନ୍‌.ଏ.)- ନୂଆଗଡ଼ ବ୍ଲକ ତାବରଡ଼ା ଗ୍ରାମ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଥିବା ସଙ୍ଗରୋଧ କେନ୍ଦ୍ରରେ ଅନ୍ତେବାସୀମାନଙ୍କ ପାଇଁ ପାଣିର ସୁବିଧା ନିମନ୍ତେ ୧୦ହଜାର ଲିଟର ବିଶିଷ୍ଟ…

6 years ago

କଣ୍ଟେନମେଣ୍ଟ ଜୋନ୍‌ ହେଲା ଲିଆଖାଇ: ୭୯ ଜଣଙ୍କ ସ୍ବାବ୍‌ ନମୂନା ସଂଗ୍ରହ

ଚିକିଟି,୨୦ା୫(ଡି.ଏନ.ଏ.)- ଚିକିଟି ବ୍ଲକ୍‌ ଲିଆଖାଇ ଗ୍ରାମର ଜଣେ ବ୍ୟକ୍ତି ମସ୍ତିସ୍କ କର୍କଟ ରୋଗରେ ଭୂବନେଶ୍ୱର ଏମ୍‌ସରେ ଚିକିସତ୍ିତ ହେଉଥିବାବେଳେ କୋଭିଡ୍‌-୧୯ ରିପୋର୍ଟ ପଜିଟିଭ୍‌ ଆସିଥିଲା। ଜିଲା ପ୍ରଶାସନର…

6 years ago

କରୋନାରେ ମୃତ୍ୟୁ ସନ୍ଦେହ: କୁଏତରୁ ପୁଅଙ୍କ ମୃତଦେହ ଆଣିବାକୁ ବାପାଙ୍କ ନିବେଦନ

ଛତ୍ରପୁର, ୨୦।୫(ଡି.ଏନ୍‌.ଏ.)- କୁଏତରେ ମଙ୍ଗଳବାର ଜଣେ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ କାଳୀପାଲି ପଞ୍ଚାୟତ ବଡପୁଟି ଗାଁର ଡି.…

6 years ago

ଆନ୍ଧ୍ର-ଗଞ୍ଜାମ ସୀମାନ୍ତରେ ୨୪ ଘଣ୍ଟିଆ ଅନ୍‌ଲାଇନ୍‌ ପଞ୍ଜୀକରଣ

ଛତ୍ରପୁର,୨୦ା୫(ଡି.ଏନ୍‌.ଏ.): ଆନ୍ଧ୍ରପ୍ରଦେଶ -ଗଞ୍ଜାମ ଜିଲା ସୀମାନ୍ତ ଗିରିଶୋଳା ତନଖି ଫାଟକରେ ଅନ୍ୟ ରାଜ୍ୟରୁ ଆସୁଥିବା ଗାଡ଼ି ଓ ଶ୍ରମିକଙ୍କ ୨୪ ଘଣ୍ଟିଆ ପଞ୍ଜୀକରଣ କରାଯାଉଛି। କୋଭିଡ୍‌ ପୋର୍ଟାଲରେ…

6 years ago

କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଘରକୁ ଗଲେ ୧୧୯ ଜଣ, ସମସ୍ତଙ୍କ ରିପୋର୍ଟ ନେଗେଟିଭ୍‌

ଶେରଗଡ଼,୨୦ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ଥିବା ଆଦର୍ଶ ବିଦ୍ୟାଳୟରେ ଗତ ୨୯ ଏପ୍ରିଲ୍‌ରୁ ସୁରଟରୁ ଆସିଥିବା ପ୍ରବାସୀମାନେ ରହିଥିଲେ। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଉପସ୍ଥିତିରେ…

6 years ago