ଧରାକୋଟ,୧୯ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଝରପାରି ପଞ୍ଚାୟତ ବାଡୁଲା ଗ୍ରାମର କୃଷ୍ଣଚନ୍ଦ୍ର ବିଶୋଇ(୨୭)ଙ୍କ ସୁରଟରେ ମୃତ୍ୟୁ ହୋଇଛି। ସେ କରୋନାରେ ଆକ୍ରାନ୍ତ ହୋଇ ଗତ ୮ଦିନ ତଳେ…
ସୋରଡା,୧୯ା୫(ଡି.ଏନ୍.ଏ.)- ସୋରଡା ବ୍ଲକ ରାଇବନ୍ଧ ମଶାଣିରୁ ବଡଗଡ ପୋଲିସ ଜଣେ ନବବଧୂଙ୍କ ଅଧାପୋଡା ମୃତଦେହ ମଙ୍ଗଳବାର ଜବତ କରିଛି। ସେ ହେଲେ କୁଲାଙ୍ଗି ଗ୍ରାମର କୃଷ୍ଣ ସ୍ବାଇଁଙ୍କ…
ଛତ୍ରପୁର, ୧୯।୫(ଡି.ଏନ୍.ଏ.): ଗଞ୍ଜାମ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ୧୧୬୭ଟି କ୍ୱାରାଣ୍ଟାଇନ ସେଣ୍ଟର ରହିଛି। ଉକ୍ତ ସେଣ୍ଟରଗୁଡିକର ବାହାରେ ପୋଲିସ ଫୋର୍ସ ମୁତୟନ ଅଛନ୍ତି। ଏଥିସହ ୫୮ଟି…
ବ୍ରହ୍ମପୁର ଅଫିସ,୧୯।୫: ଗଞ୍ଜାମ ଜିଲା ସଦର ଥାନା ଅନ୍ତର୍ଗତ ଲାଠି ଗ୍ରାମରେ ଥିବା ପ୍ରସିଦ୍ଧ ବୁଢ଼ୀ ଠାକୁରାଣୀ ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ…
ଛତ୍ରପୁର,୧୯।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ସହର ବଜାର ମେନ୍ରୋଡରେ ଥିବା ସନ୍ତୋଷ ସେନାପତିଙ୍କ ଗ୍ରୋସରୀ ଦୋକାନକୁ ସୋମବାର ପ୍ରଶାସନ ପକ୍ଷରୁ ସିଲ୍ କରାଯାଇଛି। ସାମାଜିକ ଦୂରତା…
ଛତ୍ରପୁର, ୧୯।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ମହାନାଦପୁର ପଞ୍ଚାୟତ ଖୁରିଗାଁ ପ୍ରାଥମିକ ବିଦ୍ୟାଳୟରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ପ୍ରବାସୀ ତଥା ଅନ୍ତେବାସୀଙ୍କୁ ସୋମବାର ରାତିରେ ଖାଇବାକୁ…
ଗଞ୍ଜାମ,୧୯।୫(ଡି.ଏନ୍.ଏ.): ମହାମାରୀ କରୋନା ପରେ ସାମୁଦ୍ରିକ ଝଡ଼ ବାତ୍ୟା ‘ଅମ୍ପନ’ ପାଇଁ ଚିନ୍ତିତ ହୋଇପଡିଛନ୍ତି ଗଞ୍ଜାମ ଜିଲାବାସୀ। ତେବେ ସହରର ଏକ ସ୍ବେଛାସେବୀ ସଂଗଠନ ଏହାର ମୁକାବିଲା…
ଗଞ୍ଜାମ, ୧୯।୫(ଡି.ଏନ୍.ଏ.): ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି l ଏଥିପାଇଁ ସରକାର ଲକ୍ଡାଉନ ଅବଧିକୁ ମେ ୩୧ ଯାଏଁ ବୃଦ୍ଧି କରିଛନ୍ତି।…
ଭଞ୍ଜନଗର, ୧୯ା୫(ଡି.ଏନ୍.ଏ.)-ଭଞ୍ଜନଗର ଥାନା ବାରୁଡ଼ାର ସତ୍ୟବାନ ସ୍ବାଇଁଙ୍କୁ ସୁରାଟ ପୋଲିସ ଗତ ଗୁରୁବାର ପିଟି ପିଟି ମାରି ଦେବା ଘଟଣାକୁ ୫ଦିନ ବିତିଥିଲେ ମଧ୍ୟ ଦୋଷୀଙ୍କ ବିରୋଧରେ…
ହିଞ୍ଜିିଳିକାଟୁ, ୧୯ା୫(ଡି.ଏନ୍.ଏ.)-ହିଞ୍ଜିଳିକାଟୁ ଥାନା ପଲାସୀ ଗ୍ରାମରେ ଏକ ଗୁଟ୍ଖା କାରଖାନା ଉପରେ ରବିବାର ମଧ୍ୟରାତ୍ରିରେ ପୋଲିସ ଚଢ଼ାଉ କରିଛି। ଆସିକା ଏସ୍ଡିପିଓ ସୂର୍ଯ୍ୟମଣି ପ୍ରଧାନଙ୍କ ନେତୃତ୍ୱର ଟିମ୍…