ଗଞ୍ଜାମ

ଦିଗପହଣ୍ଡି କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା ଅଭିଯୋଗ: ସୁରଟ ଫେରନ୍ତାଙ୍କ ହୋହଲ୍ଲା

ଦିଗପହଣ୍ଡି,୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଆଦିବାସୀ ହଷ୍ଟେଲ କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା ପ୍ରତିବାଦରେ ସୋମବାର ସକାଳେ ବହୁସଂଖ୍ୟକ ସୁରଟ ଫେରନ୍ତା ହୋହଲ୍ଲା କରିଥିଲେ। ତଦାରଖ…

6 years ago

ପୋଲିସ, ପ୍ରଶାସନିକ ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କଲେ ମନ୍ତ୍ରୀ

ଭଞ୍ଜନଗର,୪ା୫(ଡି.ଏନ୍‌.ଏ.): ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୋମବାର ଭଞ୍ଜନଗର ଉପଖଣ୍ଡର ପୋଲିସ ପ୍ରଶାସନିକ ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ।…

6 years ago

ଏମ୍‌କେସିଜିରେ ୩ କରୋନା ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ,୪।୫: ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲର ସଂଘରୋଧ କକ୍ଷରେ ସୋମବାର ୩ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଛନ୍ତି । ସେମାନଙ୍କ ସ୍ବାବ ସଂଗ୍ରହ…

6 years ago

ସୁରଟରୁ ଦ୍ୱିତୀୟ ଟ୍ରେନ୍‌ ୩ ଘଣ୍ଟା ବିଳମ୍ବରେ ଆସିଲା: ଏଥିରେ ଅଛନ୍ତି ଗଞ୍ଜାମର ୧୧୮୮ ଜଣ

ଛତ୍ରପୁର,୪ା୫(ଡି.ଏନ୍‌.ଏ.) : ସୁରଟରୁ ଆଉ ଏକ ଟ୍ରେନ୍‌ ସୋମବାର ୧୨୦୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆଙ୍କୁ ନେଇ ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଛି। ସେଥିରେ ଗଞ୍ଜାମ ଜିଲାର ୧୧୮୮ ଜଣ…

6 years ago

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ବିଶୃଙ୍ଖଳା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଜିଲାପାଳ

ଛତ୍ରପୁର,୪ା୫(ଡି.ଏନ୍‌.ଏ.) : ବାହାର ରାଜ୍ୟରୁ ବସ୍‌ ଓ ଟ୍ରେନ୍‌ରେ ଶତାଧିକ ପ୍ରବାସୀ ଓଡ଼ିଆ ଗଞ୍ଜାମ ଜିଲାକୁ ଫେରିବାରେ ଲାଗିଛନ୍ତି। ରବିବାର ଜିଲାର କେତେକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା…

6 years ago

ହାତ ସଫା ପାଇଁ ଗଞ୍ଜାମ ମେଡିକାଲରେ ଲଗାଯାଇଥିବା ବେସିନ ଭାଙ୍ଗିଲେ ଦୁର୍ବୃତ୍ତ

ଗଞ୍ଜାମ, ୪।୫(ଡି.ଏନ୍‌.ଏ.): ସାରା ବିଶ୍ୱରେ କରୋନା(କୋଭିଡ ୧୯) ଦିନକୁ ଦିନ ଉଗ୍ର ରୂପ ଧାରଣ କରୁଛି। ଏଥିପାଇଁ ସରକାର ଓ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ…

6 years ago

ସୁରଟ ଫେରନ୍ତାଙ୍କୁ ଅଣଦେଖା ଅଭିଯୋଗ: କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ନ ଯାଇ ରାସ୍ତାରେ ଠିଆ ହୋଇ ହଟହଟା

ପୁରୁଷୋତ୍ତମପୁର,୪ା୫(ଡି.ଏନ୍‌.ଏ.): ସୁରଟ ଓ କେରଳରୁ ଫେରୁଥିବା ପ୍ରବାସୀ ଓଡ଼ିଆଙ୍କୁ ନେଇ ଚିନ୍ତା ବଢ଼ିଛି। ଏଭଳି ସ୍ଥିତିରେ ଫେରୁଥିବା ଏହି ଓଡ଼ିଆଙ୍କୁ ତତ୍‌କ୍ଷଣାତ୍‌ କ୍ବାରାଣ୍ଟାଇନ୍‌ ସେଣ୍ଟରରେ ନେଇ ରଖି…

6 years ago

ଖାଦ୍ୟ ତାଲିକା ଜାରିକଲେ ଗଞ୍ଜାମ ଜିଲାପାଳ: କ୍ୱାରାଣ୍ଟାଇନ କେନ୍ଦ୍ରରେ ସପ୍ତାହରେ ୪ଦିନ ମିଳିବ ଆମିଷ, ଶିଶୁଙ୍କୁ ହର୍‌ଲିକ୍ସ, କ୍ଷୀର

ଛତ୍ରପୁର, ୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକର ୨ଟି କ୍ୱାରାଣ୍ଟାଇନ ସେଣ୍ଟରରେ କିଛି ଦିନ ତଳେ ଖାଦ୍ୟ ଅଭାବ ନେଇ ଗଣ୍ଡଗୋଳ କରି ସୁରଟ ଫେରନ୍ତାମାନେ ସେଠାରୁ…

6 years ago

ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଲେ ୬୦୬ କେରଳ ଫେରନ୍ତା

ଛତ୍ରପୁର, ୪।୫(ଡି.ଏନ୍‌.ଏ.): କେରଳରୁ ଏର୍ଣ୍ଣାକୁଲମ ଜଙ୍କସନ-ଖୋର୍ଦ୍ଧା ରୋଡ ସ୍ପେଶାଲ ଟ୍ରେନ ସୋମବାର ସକାଳେ ଗଞ୍ଜାମ ଜିଲା ଜଗନ୍ନାଥପୁର ଜଙ୍କସନ୍‌ ଷ୍ଟେଶନରେ ପହଞ୍ଚିଛି। ଏଥିରେ ଗଞ୍ଜାମ ଜଲାର ୬୦୬…

6 years ago

୫ ବସ୍‌ରେ ଆସି ଦିଗପହଣ୍ଡିରେ ପହଞ୍ଚିଲେ ୩୦୪ ପ୍ରବାସୀ ଓଡ଼ିଆ

ଦିଗପହଣ୍ଡି,୪ା୫(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକକୁ ରବିବାର ରାତିରେ ସୁରଟ ଓ କେରଳରୁ ସମୁଦାୟ ୩୦୪ ଜଣ ପ୍ରବାସୀ ଓଡ଼ିଆ ଆସି ପହଞ୍ଚିଛନ୍ତି। ସେମାନଙ୍କ ମଧ୍ୟରେ…

6 years ago