ଗଞ୍ଜାମ

କଡ଼ା ସୁରକ୍ଷା ମଧ୍ୟରେ କ୍ୱାରାଣ୍ଟାଇନ୍‌ରେ ରହିଲେ ୧୧୪ ଜଣ

ଶେରଗଡ଼,୩୦ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ପଦ୍ମପୁର ଗ୍ରାମରେ ଥିବା ଆଦର୍ଶ ବିଦ୍ୟାଳୟକୁ ବୁଧବାର ବିଳମ୍ବିତ ରାତିରେ ସୁରଟରୁ ଆସିଥିବା ଦୁଇଟି ବସ ଯୋଗେ ୧୧୪ଜଣଙ୍କୁ…

6 years ago

କ୍ୱାରାଣ୍ଟାଇନ୍‌ରେ ରହିଲେ ୨୧୭ ସୁରଟ ଫେରନ୍ତା, ଅନ୍ୟ କେହି କେନ୍ଦ୍ର ନିକଟକୁ ଗଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ କହିଲେ ଜିଲାପାଳ

ଛତ୍ରପୁର,୩୦ା୪(ଡି.ଏନ୍‌.ଏ.): ସୁରଟରୁ ୪ଟି ବସ୍‌ ଯୋଗେ ୨୧୭ ପ୍ରବାସୀ ଓଡ଼ିଆ ବୁଧବାର ବିଳମ୍ବିତ ରାତିରେ ଗଞ୍ଜାମ ଜିଲାକୁ ଫେରିଛନ୍ତି। ସମସ୍ତଙ୍କର ପ୍ରାଥମିକ ସ୍ବାସ୍ଥ୍ୟ ସ୍କ୍ରିନିଂ କରାଯାଇଥିବା ଗଞ୍ଜାମ…

6 years ago

ସୁରଟରୁ ଗଞ୍ଜାମରେ ପହଞ୍ଚିଲା ୪ ବସ୍‌

ଛତ୍ରପୁର,୩୦।୪(ଡି.ଏନ୍‌.ଏ.): ବାହାର ରାଜ୍ୟରେ ଫସିଥିବା ଲୋକେ ସ୍ଥଳପଥ ଓ ଜଳପଥରେ ଗଞ୍ଜାମ ଜିଲାକୁ ଫେରିବାରେ ଲାଗିଛନ୍ତି। ଜିଲା ସୀମା ସିଲ୍‌ ଓ ସମୁଦ୍ରପଥକୁ ପୋଲିସ, କୋଷ୍ଟଗାର୍ଡ ନଜର…

6 years ago

ପ୍ରବାସୀ ଓଡ଼ିଆଙ୍କୁ ନେଇ ପୁଣି ବାହାରିଲା ବସ୍‌:  ସୁରଟରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ

ଭଞ୍ଜନଗର,୩୦।୪(ଡି.ଏନ.ଏ)-ଗୁଜୁରାଟର ସୁରଟ ଜିଲା ପ୍ରଶାସନ ଅନୁମତିକ୍ରମେ ସେଠାରୁ ଓଡ଼ିଆମାନେ ବସ୍‌ ଯୋଗେ ଗଞ୍ଜାମ ଜିଲାକୁ ନିଜ ଖର୍ଚ୍ଚରେ ଫେରୁଛନ୍ତି। ପ୍ରଥମ ପର୍ଯ୍ୟାୟରେ ୨୨୮ ଜଣଙ୍କୁ ନେଇ ଆସିଥିବା…

6 years ago

କ୍ୱାରାଣ୍ଟାଇନ୍‌ କେନ୍ଦ୍ର ପରିଚାଳନା ତାଲିମ

ଶେରଗଡ଼,୩୦ା୪(ଡି.ଏନ୍‌.ଏ.)- ଶେରଗଡ଼ ଆଦର୍ଶ ବିଦ୍ୟାଳୟ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ପ୍ରଥମ କରି ୧୧୪ଜଣ ସୁରଟ ଫେରନ୍ତାଙ୍କୁ ରଖାଯିବ। ଏନେଇ ଆଦର୍ଶ ବିଦ୍ୟାଳୟରେ ସମସ୍ତ ପ୍ରସ୍ତୁତ ସରିଛି। ଛାତ୍ରୀ ନିବାସ…

6 years ago

ତପ୍ତପାଣି ଘାଟିରେ ଓଲଟିଲା ଟ୍ରକ୍‌, ଡ୍ରାଇଭର ମୃତ

ପାଟପୁର,୨୯ା୪-ଗଞ୍ଜାମ-ଗଜପତି ସୀମାନ୍ତ ପାଟପୁର ଥାନା ତପ୍ତପାଣି ଘାଟି ହରିଣ ପାର୍କ ନିକଟରେ ବୁଧବାର ଅପରାହ୍ନ ପ୍ରାୟ ୪ ଟାରେ ଏକ ଟ୍ରକ୍‌ ଓଲଟି ଘଟଣାସ୍ଥଳରେ ଡ୍ରାଇଭରଙ୍କର ମୃତ୍ୟୁ…

6 years ago

ବିପୁଳ ପରିମାଣର ଦେଶୀ ମଦ ଜବତ

ଆର.ଉଦୟଗିରି,୨୯ା୪(ଡି.ଏନ.ଏ.)- ଗଜପତି ଜିଲାପାଳ ଅନୁପମ ସାହା ଏବଂ ଅବକାରୀ ଅଧ୍ୟକ୍ଷ ପ୍ରଦୀପ କୁମାର ପାଣିଗ୍ରାହିଙ୍କ ନିର୍ଦ୍ଦେଶକ୍ରମେ ଆର.ଉଦୟଗିରି ଅବକାରୀ ବିଭାଗ, ରାମଗିରି ପୋଲିସ ଓ ବ୍ରହ୍ମପୁର ଇଆଇବିଆଇ…

6 years ago

କୋଭିଡ୍‌ ଫଣ୍ଡକୁ ଶିକ୍ଷକ ଦେଲେ ୬.୭୪ ଲକ୍ଷ

ପାଟପୁର,୨୯ା୪- ସାନଖେମୁଣ୍ଡି ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ସମେତ ଶିକ୍ଷା ସହାୟକ, ଗଣଶିକ୍ଷକ କନିଷ୍ଠ ବର୍ଗ ଶିକ୍ଷକମାନେ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି (କୋଭିଡ୍‌)କୁ…

6 years ago

ପ୍ରବାସୀ ସୁରଟ ଫେରନ୍ତାଙ୍କ ପାଇଁ ପ୍ରସ୍ତୁତି, ସମୀକ୍ଷା କଲେ ଜିଲାପାଳ

ଧରାକୋଟ,୨୯ା୪(ଡି.ଏନ.ଏ.)- ସୁରଟରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ବସ୍‌ ମଧ୍ୟରୁ ୨ଟି ଧରାକୋଟରେ ରହିବ। ଏନେଇ ପ୍ରସ୍ତୁତି ଅନୁଧ୍ୟାନ କରିଛନ୍ତି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ।…

6 years ago

ବଜ୍ରପାତରେ ଗୋରୁଚରାଳୀଙ୍କ ମୃତ୍ୟୁ

ଭଞ୍ଜନଗର,୨୯।୪(ଡି.ଏନ.ଏ)- ତାରସିଂ ଥାନା ତୋଲଡ଼ିରେ ବୁଧବାର ବଜ୍ରପାତରେରେ ଜଣେ ଗୋରୁ ଚରାଳିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ତୋଲାଡିର ଲକ୍ଷ୍ମଣ ବେହେରା (୩୦)। ଲକ୍ଷ୍ମଣ ଗୋରୁ ନେଇ…

6 years ago