ଗଞ୍ଜାମ

ଲୋକଙ୍କୁ ମାକ୍ସ ପିନ୍ଧାଇ ସଚେତନ କଲା ଗଞ୍ଜାମ ପୋଲିସ

ଗଞ୍ଜାମ,୨୯ା୪(ଡି.ଏନ୍‌.ଏ.)- ବର୍ତ୍ତମାନ କରୋନା ଭୂତାଣୁ ସାରା ବିଶ୍ୱରେ କାୟାବିସ୍ତାର କରି ଚାଲିଛି। ଏଥିପାଇଁ ସରକାର ଓ ଜିଲା ପ୍ରଶାସନ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସାମାଜିକ ଦୂରତା,…

6 years ago

ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ୍‌ଙ୍କୁ ଆକ୍ରମଣ : ଯୁବକ କୋର୍ଟ ଚାଲାଣ

ପୁରୁଷୋତ୍ତମପୁର,୨୯ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ମହାମାରୀ କରୋନାକୁ ନେଇ ପ୍ରଶାସନ ଚିନ୍ତାରେ ପଡ଼ି ଦିନରାତି ଏକ କରି ଗାଁ ଗାଁ ବୁଲି ଲୋକଙ୍କୁ ସଚେତନତା…

6 years ago

ଏମ୍‌କେସିଜିରେ ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି: ଚେନ୍ନାଇରୁ ଫେରିଥିଲେ ଫୁଲବାଣୀ

ବ୍ରହ୍ମପୁର ଅଫିସ ,୨୬।୪ - ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି ) ମେଡିକାଲରେ ବୁଧବାର ଜଣେ ସନ୍ଦିଗ୍ଧ କରୋନା ବ୍ୟକ୍ତି ଭର୍ତ୍ତି ହୋଇଛନ୍ତି। ସେ ଜଣେ ଡ୍ରାଇଭର।…

6 years ago

ସୁରଟରୁ ୧୮୦୦ କିଲୋମିଟର ସାଇକେଲରେ ଆସି ଗାଁରେ ପହଞ୍ଚିଲେ ଯୁବକ: ଗ୍ରାମବାସୀଙ୍କ ବିରୋଧ, ରହିଲେ ସଙ୍ଗରୋଧ ଗୃହରେ

ବୁଗୁଡ଼ା,୨୯ା୪(ଡି.ଏନ୍‌.ଏ.): ସୁରଟରୁ ଦୀର୍ଘ ୧୮୦୦ କିଲୋମିଟର ରାସ୍ତା ସାଇକେଲ ଚଲାଇ ବୁଗୁଡ଼ା ଥାନା ଅନ୍ତର୍ଗତ ବିଷ୍ଣୁଚକ୍ରରେ ମଙ୍ଗଳବାର ସନ୍ଧ୍ୟାରେ ପହଞ୍ଚିଥିଲେ ଦୁର୍ଯ୍ୟୋଧନ ପ୍ରଧାନ। ବର୍ତ୍ତମାନ ଦେଶରେ ଲକ୍‌ଡାଉନ୍‌…

6 years ago

ଛତ୍ରପୁର ହସ୍ପିଟାଲରେ କାର୍ଯ୍ୟକ୍ଷମ ହେଲା ସାନିଟାଇଜେଶନ ମେଶିନ

ଛତ୍ରପୁର,୨୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ହସ୍ପିଟାଲରେ ସମ୍ପୂର୍ଣ୍ଣ ଅଟୋମେଟିକ୍‌ ସାନିଟାଇଜେଶନ ମେଶିନ ସ୍ଥାପନ ହୋଇଛି। ଛତ୍ରପୁର ରୋଟାରି କ୍ଲବ ପକ୍ଷରୁ ଏହି ମେଶିନ ହସ୍ପିଟାଲକୁ ଦିଆଯାଇଛି। ବୁଧବାର…

6 years ago

ଆଇସୋଲେଶନ କେନ୍ଦ୍ରର ପ୍ରସ୍ତୁତି କାର୍ଯ୍ୟ ତଦାରଖ କଲେ ଜିଲାପାଳ

ଶେରଗଡ଼,୨୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ଆଦର୍ଶ ବିଦ୍ୟାଳୟରେ ପ୍ରଶାସନ ପକ୍ଷରୁ ଏକ ଆଇସୋଲେଶନ କେନ୍ଦ୍ର ଖୋଲାଯାଇଛି। ବୁଧବାର ସନ୍ଧ୍ୟାରେ ସୁରଟରୁ ଫେରୁଥିବା ୧୧୪ ଜଣଙ୍କୁ ଏଠାରେ ରଖାଯିବ।…

6 years ago

ଛାତ ପଡ଼ି ଶିଶୁପୁତ୍ରର ଜୀବନଗଲା, ମା’ ଗୁରୁତର

ଛତ୍ରପୁର,୨୯ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ମାଟିଖାଲ ଗାଁରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଭୋର୍‌ ସମୟରେ ମା ଓ ପୁଅ ଶୋଇଥିବା ବେଳେ…

6 years ago

କରୋନା ସହାୟତା: ନିରାଶ୍ରୟଙ୍କ ପାଇଁ ଖାଦ୍ୟ ସାମଗ୍ରୀ ପ୍ରଦାନ କଲା ଗୋପାଳପୁର ପୋର୍ଟ

ଛତ୍ରପୁର, ୨୯।୪(ଡି.ଏନ୍‌.ଏ.): କରୋନା ସହାୟତା ନେଇ ଗଞ୍ଜାମ ଜିଲା ଗୋପାଳପୁର ପୋର୍ଟ ପକ୍ଷରୁ ୨୦୦ ଖାଦ୍ୟ ପ୍ୟାକେଟ ଛତ୍ରପୁର ଏସ୍‌ଡିପିଓ ଗୌତମ କିଷାନଙ୍କୁ ପ୍ରଦାନ କରାଯାଇଛି। ନିରାଶ୍ରୟ…

6 years ago

ଅନ୍ୟ ରାଜ୍ୟରୁ ଗଞ୍ଜାମ ଫେରିବାକୁ ପଞ୍ଜୀକରଣ କଲେଣି ୧.୯୧ ଲକ୍ଷ ଲୋକ

ଛତ୍ରପୁର, ୨୯।୪(ଡି.ଏନ୍‌.ଏ.): ଲକ୍‌ଡାଉନ ଉଠିବା ପରେ ବିଭିନ୍ନ ରାଜ୍ୟରୁ ଗଞ୍ଜାମ ଜ଼ିଲାକୁ ଶ୍ରମିକ, ଛାତ୍ରୀଛାତ୍ର ଓ ଅନ୍ୟମାନେ ଫେରିବେ। ଏ ନେଇ ପଞ୍ଜୀକରଣ କରିବାକୁ ଓଡିଶା ସରକାର…

6 years ago

ପୁଣି ବୋଟ୍‌ରେ ଆସିଲେ ୩୩ ମତ୍ସ୍ୟଜୀବୀ

ଛତ୍ରପୁର,୨୯ା୪(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ ଯୋଗୁ ଚେନ୍ନାଇରେ ଫସି ରହିଥିବା ମତ୍ସ୍ୟଜୀବୀ ଓ ଶ୍ରମିକମାନେ ନିଜ ଉଦ୍ୟମରେ ବୋଟ୍‌ କିଣି ସମୁଦ୍ର ପଥରେ ଗଞ୍ଜାମ ଫେରିବାରେ ଲାଗିଛନ୍ତି। କରୋନା ଭୟ…

6 years ago