ଗଞ୍ଜାମ

ମାତିଲେ ଚୋର: ଷ୍ଟେଟ ବ୍ୟାଙ୍କ ଗ୍ରାହକ ସେବାକେନ୍ଦ୍ରରୁ ନେଇଗଲେ ପ୍ରାୟ ୨ଲକ୍ଷ ଟଙ୍କା

ପୁରୁଷୋତ୍ତମପୁର, ୧୨।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜାମୁନି ଗ୍ରାମରେ ଥିବା ଷ୍ଟେଟ ବ୍ୟାଙ୍କ ଗ୍ରାହକ ସେବା କେନ୍ଦ୍ରରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି।…

5 years ago

ଦିଗପହଣ୍ଡି କୋର୍ଟରେ ଜାତୀୟ ଲୋକ ଅଦାଲତ: ୨୫ ମାମଲାର ହେଲା ଫଇସଲା

ଦିଗପହଣ୍ଡି,୧୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ ପରିସରରେ ଶନିବାର ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡିସ୍ଥିତ ପ୍ରଥମ ଶ୍ରେଣୀ ଅଦାଲତର ମାଜିଷ୍ଟ୍ରେଟ ସଞ୍ଜୟ କୁମାର ଶୁଭବ୍ରତ…

5 years ago

ହଜୁଛି ମାନବିକତା: ପୋଖରୀ ପାହାଚରୁ ନବଜାତକର ମୃତଦେହ ଜବତ

ପୁରୁଷୋତ୍ତମପୁର,୧୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗୋଠିଆଳି ଗ୍ରାମରେ ଥିବା ଯମୁନା ପୋଖରୀ ପାହାଚରୁ ଏକ ନବଜାତ ଶିଶୁପୁତ୍ରର ମୃତଦେହ ଜବତ ହୋଇଛି। କେହି ଜଣେ…

5 years ago

ନିଶା ଦେଇ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ

ବୁଗୁଡ଼ା,୯ା୪: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଜଣେ ୧୨ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ପୋଲିସ ନିକଟରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି…

5 years ago

ବାରୁଣୀ ସ୍ନାନ ବନ୍ଦ : ୧୪୪ ଧାରା ଜାରି

ପୁରୁଷୋତ୍ତମପୁର,୯।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଠାରେ ଋଷିକୁଲ୍ୟା ନଦୀର ତୁମ୍ବେଶ୍ବର ଘାଟରେ ହେଉଥିବା ବାରୁଣୀସ୍ନାନ ବନ୍ଦ କରାଯାଇଛି। କରୋନା କଟକଣା ନେଇ ଏହାକୁ…

5 years ago

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା: ଆଜି ଆସିବ ଆଜ୍ଞାମାଳ

ବ୍ରହ୍ମପୁର ଅଫିସ୍‌,୯।୪: ବ୍ରହ୍ମପୁର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନେଇ ଜିଲା ପ୍ରଶାସନ ଓ ଯାତ୍ରା ପରିଚାଳକଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

5 years ago

ଗଞ୍ଜାମରେ କରୋନା ସଚେତନତା ରାଲି

ଗଞ୍ଜାମ,୮।୪(ଡି.ଏନ୍‌.ଏ): ମହାମାରୀ କରୋନା ଦିନକୁ ଦିନ ରାଜ୍ୟରେ ଉଗ୍ର ରୂପ ଧାରଣ କରିବାରେ ଲାଗିଛି। କରୋନାର ନୂଆ ଷ୍ଟ୍ରେନ୍‌ ଅତି ଭୟଙ୍କର ହୋଇଥିବା ବେଳେ ଏଥିପାଇଁ ଲୋକେ…

5 years ago

ପୋଲିସ ପକ୍ଷରୁ କରୋନା ସଚେତନତା ଶୋଭାଯାତ୍ରା

ବୁଗୁଡ଼ା,୮।୪: ରାଜ୍ୟ ତଥା ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କରୋନା ମୁକାବିଲା ପାଇଁ ବୁଧବାର ବୁଗୁଡ଼ା ସହରରେ…

5 years ago

ଲାଞ୍ଚ ନେଇଥିବା ଆର୍‌ଆଇଙ୍କୁ ଜେଲଦଣ୍ଡ

ବ୍ରହ୍ମପୁର ଅଫିସ,୭ା୪: ଗଞ୍ଜାମ ଜିଲା ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସୁବ୍ରତ ମହାନ୍ତି ବୁଧବାର ଏକ ଲାଞ୍ଚ ଗ୍ରହଣ ମାମଲାର ଶୁଣାଣି କରିଥିଲେ। ସମସ୍ତ ପ୍ରମାଣକୁ ଭିତ୍ତି କରି…

5 years ago

ଚିଟ୍‌ଫଣ୍ଡ ଠକେଇ ମାମଲା: କମ୍ପାନୀ ଏମ୍‌ଡି, ମ୍ୟାନେଜରଙ୍କୁ ୭ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର ଅଫିସ,୭ା୪: ବ୍ରହ୍ମପୁର ସ୍ବତନ୍ତ୍ର ଚିଟଫଣ୍ଡ୍‌ କୋର୍ଟ ଜଜ୍‌ ଏକ ଟଙ୍କା ଠକେଇ ମାମଲାର ଶୁଣାଣି କରି ରାମକ୍ରିଷ୍ଣା ଇଲେକ୍ଟ୍ରୋ କଣ୍ଟ୍ରୋଲ୍‌ ଲିମିଟେଡ୍‌ ନାମକ ଅର୍ଥଲଗାଣକାରୀ ସଂସ୍ଥା…

5 years ago