ଗଞ୍ଜାମ

ବିଶ୍ବାସ କ୍ଲିନିକ୍‌ ସିଲ୍‌ କଲା ପ୍ରଶାସନ

ଆର୍‌.ଉଦୟଗିରି,୧୯ା୪(ଡି.ଏନ୍‌.ଏ.)- ମୋହନା ନୀଳକଣ୍ଠେଶ୍ବର ମନ୍ଦିର ରାସ୍ତାରେ ଥିବା ବିଶ୍ବାସ କ୍ଲିନିକକୁ ଶନିବାର ସିଲ୍‌ କରିଛି ପ୍ରଶାସନ। କରୋନା ନିୟମ ଉଲ୍ଲଘଂନ ସହ ନଥିପତ୍ର ନଥାଇ ବେଆଇନ ଭାବେ…

6 years ago

ରାଶନକାର୍ଡରେ ହିତାଧିକାରୀଙ୍କୁ ୯ଶହ ଟଙ୍କା ଦେବା ଘଟଣା: ଗାଁ କୋଠ ଟଙ୍କାରୁ ୫୦ ହଜାର ଉଠାଇ ବାଦ୍‌ ପଡିଥିବା ୫୨ ପରିବାରକୁ ପ୍ରଦାନ

ପାତ୍ରପୁର,୧୮ା୪(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ବରଙ୍ଗ ଗ୍ରାମରେ ରାଶନ କାର୍ଡ଼ଧାରୀଙ୍କୁ ଦାଇତ୍ୱରେ ଥିବା କିଛି କର୍ମଚାରୀ କାର୍ଡ଼ ପିଛା ୧୦୦୦ ଟଙ୍କା ବଦଳରେ ୯୦୦ ଟଙ୍କା ଦେଇଥିବା ଭିଡ଼ିଓ…

6 years ago

ଜୁଆଆଡ୍ଡାରେ ଚଢାଉ, ୫ ଗିରଫ

ବୁଗୁଡା,୧୮ା୪(ଡି.ଏନ୍‌.ଏ.)- ବୁଗୁଡା ଥାନା ଅନ୍ତର୍ଗତ କରସିଙ୍ଗି ନିକଟ ଏକ କାଜୁ ତୋଟାରେ ଶନିବାର ଅପରାହ୍ନରେ ବୁଗୁଡା ପୋଲିସ ଚଢାଉ କରି ୫ ଜଣ ଜୁଆଡିଙ୍କୁ ଗିରଫ କରିଛି।…

6 years ago

ବିଦେଶୀ ମଦ ଭର୍ତ୍ତି ଟ୍ରକ ଜବତ

ଭଞ୍ଜନଗର,୧୮।୪(ଡି.ଏନ.ଏ)- ଲକ୍‌ଡ଼ାଉନ ପୂର୍ବରୁ ଏକ ବିଦେଶୀ ମଦ ଭର୍ତ୍ତି ଟ୍ରକ ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ବାହାରିଥିଲା। ଏହି ସମୟରେ ଲକ୍‌ଡ଼ାଉନ ଘୋଷଣା ହୋଇଯାଇଥିଲା। ଚାଳକ ନିଜ ଗ୍ରାମକୁ…

6 years ago

ଜୁଆ ଆଡ୍ଡାରୁ ୮ ଗିରଫ

ଆସିକା,୧୮ା୪(ଡି.ଏନ୍‌.ଏ.):  ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ କଲେଜଛକ ଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଶନିବାର ମଧ୍ୟାହ୍ନରେ ପୋଲିସ ଚଢାଉ କରି ୮ଜଣଙ୍କୁ ଗିରଫ…

6 years ago

୧୦୦ଜଣଙ୍କ ପାଇଁ ଶୁଖିଲା ଖାଦ୍ୟ ପ୍ରଦାନ

ଗଞ୍ଜାମ,୧୮ା୪(ଡି.ଏନ୍‌.ଏ.)- କରୋନା ପାଇଁ ଲକ୍‌ଡାଉନ ପରେ ଗରିବ, ଅସହାୟ ଓ ଶ୍ରମିକ ଶ୍ରେଣୀର ଲୋକଙ୍କ ଦୁର୍ଦ୍ଦଶା ବଢିଯାଇଛି। କାମଧନ୍ଦା ବନ୍ଦ ଯୋଗୁ ଜିବନ ଜୀବିକା ପ୍ରଭାବିତ ହେବା…

6 years ago

ଗଞ୍ଜାମର ୩୩. ୩୧ ଲକ୍ଷ ଜଣଙ୍କ ସ୍ବାସ୍ଥ୍ୟ ସର୍ଭେ ହେଲାଣି

ଛତ୍ରପୁର, ୧୮ା୪(ଡି.ଏନ୍‌.ଏ.)- କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାର ପ୍ରତ୍ୟେକ ଘରକୁ ଯାଇ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟବସ୍ଥା ସର୍ଭେ କରିବାକୁ ଜିଲାପାଳ ନିର୍ଦ୍ଦେଶ…

6 years ago

ବଜ୍ରପାତରେ ଯୁବକଙ୍କ ଜୀବନଗଲା

ଆସିକା,୧୮ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ସହର ଉପକଣ୍ଠ ଋଷିକୂଲ୍ୟା ନଦୀ ପଠାରେ ଶନିବାର ଅପରାହ୍ନରେ ବଜ୍ରପାତରେ ଜଣେ ଯୁବକଙ୍କ ଜୀବନ ଯାଇଛି। ସେ ହେଲେ ଆସିକା ଥାନା…

6 years ago

ଦିଗପହଣ୍ଡିରେ ସ୍ଥିତି ସମୀକ୍ଷା କଲେ ଜିଲାପାଳ: ବିଭିନ୍ନ ପ୍ରକଳ୍ପ ବୁଲିଦେଖିଲେ, ସରକାରୀ ସହାୟତା ନେଇ ପଚାରି ବୁଝିଲେ

ଦିଗପହଣ୍ଡି,୧୮।୪(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ ନିୟମ ନ ମାନିଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦେଇଛନ୍ତି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ। ଶନିବାର ପୂର୍ବାହ୍ନ…

6 years ago

ସାନିଟାଇଜ୍‌ ହେଲା ବୁଗୁଡ଼ା ସହର: ମେଡିକାଲ, ବ୍ଲକ କାର୍ଯ୍ୟାଳୟ, ପରିବା ମାର୍କେଟରେ ବିଶୋଧକ ସିଞ୍ଚନ

ବୁଗୁଡା,୧୮।୪(ଡି.ଏନ୍‌.ଏ.): ଗଞ୍ଜାମ ବୁଗୁଡା ଏନ୍‌ଏସି ପ୍ରଶାସନ ପକ୍ଷରୁ ସ୍ଥାନୀୟ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଶନିବାର ବୁଗୁଡା ସହରର ବିଭିନ୍ନ ସ୍ଥାନରେ ବିଶୋଧକ ସିଞ୍ଚନ କରି ସାନିଟାଇଜ କରିଥିବା…

6 years ago