ଗଞ୍ଜାମ

ଉଦ୍‌ଘାଟିତ ହେଲା ଦ୍ୱିତୀୟ ଦୁଗ୍ଧ ଏଟିଏମ୍‌

ବ୍ରହ୍ମପୁର ଅଫିସ,୨ା୪-ଗଞ୍ଜାମ-ଗଜପତି ସମବାୟ ଦୁଗ୍ଧ ଉପତ୍ାଦକ ସଂଘ ପକ୍ଷରୁ ଗଞ୍ଜାମ ଜିଲାର ଦ୍ୱିତୀୟ ଦୁଗ୍ଧ ବିଶୋଧିତ ଏବଂ ଭିଟାମିନ୍‌ ମିଶ୍ରିତ ଏଟିଏମ୍‌ ଗୁରୁବାର ବ୍ରହ୍ମପୁର ତୁଳସୀନଗର ମେନ୍‌ରୋଡରେ…

6 years ago

କମ୍ପାନୀ ଅଧିକାରୀଙ୍କ ପାଇଁ ନାକେଦମ ପ୍ରଶାସନ, ଆପାର୍ଟମେଣ୍ଟ ସିଲ୍‌

ଛତ୍ରପୁର,୨ା୪(ଡି.ଏନ.ଏ)- ବାହାର ରାଜ୍ୟରୁ ଫେରିି ନିଜ ତଥ୍ୟ ଲୁଚାଇଥିବା ଏକ ଘରୋଇ କମ୍ପାନୀର ଜଣେ ଅଧିକାରୀଙ୍କ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ନାକେଦମ ହୋଇଛି। ସମ୍ପୃକ୍ତ ଅଧିକାରୀଙ୍କୁ…

6 years ago

କରୋନା ମୁକାବିଲା ସମୀକ୍ଷା କଲେ ବିଧାୟିକା

ବେଗୁନିଆପଡା୨ା୪(ଡି.ଏନ.ଏ.)-କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଗୁରୁବାର କୋଦଳା, କବିସୂର୍ଯ୍ୟନଗର ଓ ପୁରୁଷୋତ୍ତମପୁରରେ ସ୍ଥାନୀୟ ତହସିଲଦାର, ବିଡିଓ, ଥାନାଧିକାରୀ, ମେଡିକାଲ ଅଫିସର, ଏନ୍‌ଏସି ଅଧିକାରୀଙ୍କୁ ନେଇ କରୋନା ମୁକାବିଲା…

6 years ago

ପରୀକ୍ଷା ପାଇଁ ପଠାଗଲା ୨ସନ୍ଦିଗ୍ଧଙ୍କ ସ୍ବାବ

ଛତ୍ରପୁର,୨ା୪(ଡି.ଏନ.ଏ)-ଗଞ୍ଜାମ ଜିଲା ଜଗନ୍ନାଥପୁର ଛକ ନିକଟରେ ସୋମବାର ସନ୍ଧ୍ୟାରେ ପୋଲିସ ରାଞ୍ଚିରୁ ଚେନ୍ନାଇ ଯାଉଥିବା ଏକ ଟ୍ରକ୍‌ରୁ ଉଦ୍ଧାର କରିଥିବା ୬୦ ଜଣ ଏବେ ଚମାଖଣ୍ଡିସ୍ଥିତ ଓଡିଶା…

6 years ago

ଓଡ଼ିଶା ସୀମା ସିଲ୍‌ ଅନୁଧ୍ୟାନ କଲେ ଡିଆଇଜି

ପାତ୍ରପୁର,୨ା୪ (ଡି.ଏନ.ଏ.): ରାଜ୍ୟରେ କରୋନା ସଂକ୍ରମଣ ରୋକିବା ନିମନ୍ତେ ଆନ୍ଧ୍ର- ଓଡ଼ିଶା ସୀମା ସିଲ୍‌ କରାଯାଇଛି। ବାହାର ରାଜ୍ୟର କେହି ଯେଭଳି ଲୁଚାଛପାରେ ନ ଆସିପାରିବେ ସେଥିପ୍ରତି…

6 years ago

ରଥକାଠ କଟା ସରିଲା, ପଠାଯିବ ପୁରୀ

ଭଞ୍ଜନଗର,୨।୪(ଡି.ଏନ.ଏ.)-ମହାମାରୀ କରୋନା ଯୋଗୁ ଚଳିତବର୍ଷ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ହେବ କି ନାହିଁ ଅନିଶ୍ଚିତତା ମଧ୍ୟରେ ରହିଥିବା ବେଳେ ରଥ ନିର୍ମାଣ ପାଇଁ କାଠ ସଂଗ୍ରହ…

6 years ago

ଗଞ୍ଜାମପ୍ରଶାସନର ଅଭିନବ ପଦକ୍ଷେପ: ଭିଡିଓ କଲ୍‌ରେ କ୍ୟାରିୟର ନେଇ ପରାମର୍ଶ ଦେବେ ଏକ୍ସପର୍ଟ

ଛତ୍ରପୁର,୨ା୪(ଡି.ଏନ୍‌.ଏ.)- କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସମସ୍ତେ ଘରେ ଅଛନ୍ତି। ତେବେ ଅନେକ ଘରେ ବସି ବୋର୍‌ ହେଉଛନ୍ତି। ଏଥିରୁ ମୁକ୍ତି ପାଇଁ ଗଞ୍ଜାମ…

6 years ago

ବିଦେଶରୁ ସର୍ବାଧିକ ଆସିଛନ୍ତି ଖଲ୍ଲିକୋଟକୁ

ଛତ୍ରପୁର,୨ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାକୁ ବିଦେଶ ଓ ବାହାର ରାଜ୍ୟରୁ ୨୫ ହଜାର ୫୮୦ ଜଣ ଫେରିଛନ୍ତି। ସେଥିମଧ୍ୟରେ ବାହାର ରାଜ୍ୟରୁ ୨୪ ହଜାର ୮୫୦ ଜଣ ଓ…

6 years ago

ଦଣ୍ଡନାଚ ପରିବେଷଣ ଅଭିଯୋଗ: ପୂର୍ବତନ ସରପଞ୍ଚଙ୍କ ସମେତ ୮ ଜଣଙ୍କ ନଁାରେ ମାମଲା

ଦିଗପହଣ୍ଡି,୨ା୪(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗଁାରେ ଗୁରୁବାର ଦଣ୍ଡଯାତ୍ରା ପରିବେଷଣକୁ କେନ୍ଦ୍ରକରି ୨ ଗୋଷ୍ଠୀ ଯୁବକଙ୍କ ମଧ୍ୟରେ ଚାପା ଉତ୍ତେଜନା ଲାଗିରହିଛି। ଦଣ୍ଡଯାତ୍ରା ପରିବେଷଣରେ ସମ୍ପୃକ୍ତ ଜଣେ…

6 years ago

କୋଠ ଟଙ୍କାକୁ ନେଇ ଗଣ୍ଡଗୋଳ: ଆକ୍ରମଣ-ପ୍ରତିଆକ୍ରମଣ ଅଭିଯୋଗ, ୨ ମାମଲା ରୁଜୁ

ଦିଗପହଣ୍ଡି,୨ା୪(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଲୋଚାପଡ଼ା ଚୈତନ୍ୟ ପ୍ରସାଦ ଗଁାରେ ଏକ ନିର୍ଦ୍ଧିଷ୍ଟ ସମ୍ପ୍ରଦାୟର କୋଠ ଟଙ୍କା ଆୟବ୍ୟୟ ହିସାବକୁ କେନ୍ଦ୍ରକରି ଉତ୍ତେଜନା ଲାଗିରହିଛି। କୋଠ…

6 years ago