ଗଞ୍ଜାମ

ଗାଇଡଲାଇନ ଉଲ୍ଲଂଘନକାରୀଙ୍କୁ ଚେତାବନୀ

ହିଞ୍ଜିଳିକାଟୁ, ୨୩ା୩ (ଡ଼ି.ଏନ.ଏ) : କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ବିଭିନ୍ନ ଗାଇଡ଼ଲାଇନ ଜାରି କରାଯାଇଛି। ହିଞ୍ଜିଳିକାଟୁ ପୌର ପ୍ରଶାସନ…

6 years ago

ଘରେପଶି ମାଡ଼ମାରି ସୁନାଗହଣା, ଟଙ୍କା ଚୋରିକଲେ ଦୁର୍ବୃତ୍ତ: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ଆରମ୍ଭ

ଦିଗପହଣ୍ଡି/ଚିକିଟି,୨୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚିକିଟି ବ୍ଲକ ଗଡ଼ ଗୋବିନ୍ଦପୁର ପଞ୍ଚାୟତ ଡାବରାସିଙ୍ଗି ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ପ୍ରସନ୍ନ ପ୍ରଧାନଙ୍କ ଘରେ ପଶି…

6 years ago

ରାସ୍ତାକଡ଼ରୁ ନବଜାତ ଶିଶୁକନ୍ୟା ମୃତଦେହ ଉଦ୍ଧାର

ପୁରୁଷୋତ୍ତମପୁର,୨୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର-ହୁମ୍ମା ପୂର୍ତ୍ତ ବିଭାଗ ମୁଖ୍ୟ ରାସ୍ତାର ଆଛୁଲି କୁମାରୀ ମଧ୍ୟରେ ଥିବା ବୁଦା ନିକଟରୁ ସୋମବାର ଏକ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର…

6 years ago

ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନ: ନିର୍ଦ୍ଦେଶ ଉଲ୍ଲଙ୍ଘନକାରୀଙ୍କଠାରୁ ଜରିମାନା ଆଦାୟ କଲା ପ୍ରଶାସନ

ପାଟପୁର,୨୩।୩(ଡି.ଏନ୍‌.ଏ.): ବିଶ୍ୱରେ ଦେଖାଦେଇଥିବା ମହାମାରୀ କରୋନା ରୋଗର ମୁକାବିଲା ପାଇଁ ଚାରିଆଡ଼େ ସଚେତନତା ସୃଷ୍ଟି କରାଯାଉଛି। ଏହି ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର…

6 years ago

ଗଞ୍ଜାମ ଫେରିଲେ ୩୯୫୦ ଦାଦନ: ସ୍କ୍ରିନିଂ ପରେ ପଞ୍ଜୀକରଣ, ସ୍ବତନ୍ତ୍ର ବସ୍‌ରେ ଘରକୁ ପଠାଇଲା ପ୍ରଶାସନ

ବ୍ରହ୍ମପୁର ଅଫିସ,୨୩।୩: ବିଶ୍ୱବ୍ୟାପୀ ଆତଙ୍କ ସୃଷ୍ଟି କରିଥିବା ମହାମାରୀ କରୋନା ଭାଇରସ୍‌ର ପ୍ରକୋପ ଏବେ ଭାରତରେ ବଢ଼ିବାରେ ଲାଗିଛି। ଏହି ଭାଇରସ୍‌କୁ ନେଇ ସମସ୍ତେ ଏବେ ଭୟଭୀତ…

6 years ago

ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନ: ନିର୍ଦ୍ଦେଶ ଉଲ୍ଲଙ୍ଘନକାରୀଙ୍କୁ ଦାଗିଦ୍‌ କଲା ପ୍ରଶାସନ

ପୁରୁଷୋତ୍ତମପୁର,୨୩।୩: ମହାମାରୀ କରୋନା ଭାଇରସ୍‌ ଆତଙ୍କକୁ ନେଇ ସରକାର ଲକ୍‌ଡାଉନ୍‌ ଘୋଷଣା କରି ବିଭିନ୍ନ ନିୟମ ଓ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ମାତ୍ର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର…

6 years ago

ଭୁଶୁଡ଼ିଲା ଦୁଇ ମହଲା କୋଠା ସମେତ ୩ ଚାଳ ଛପର ଘର

ଦିଗପହଣ୍ଡି,୨୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗାଁରେ ରବିବାର ରାତିରେ ରଜନୀକାନ୍ତ ଗୌଡ଼,ଚନ୍ଦ୍ରମା ଗୌଡ଼ଙ୍କ ୨ଟି ଦୁଇ ମହଲା ଘର ଏବଂ ପଡ଼ୋଶୀ ଗୋପାଳ…

6 years ago

ଦୁଇ ବାଇକ୍‌ ଧକ୍କା : ୨ ମୃତ

ଆସିକା,୨୨ା୩ (ଡି.ଏନ୍‌.ଏ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା କ୍ଷେତ୍ରୀୟବରପୁର-କୁଲାଙ୍ଗି ରାସ୍ତାର ପଳାସପଲ୍ଲୀ ନିକଟରେ ଶନିବାର ରାତି ପ୍ରାୟ ସାଢେ ୮ଟାରେ ୨ ବାଇକ ଧକ୍କା ହେବାରୁ ୨…

6 years ago

ପ୍ରତାପୁରରେ ବାରୁଣୀ ସ୍ନାନ ବନ୍ଦ: ହୋଇପାରିଲାନି ଠାକୁରଙ୍କ ମେଳଣ

ପୁରୁଷୋତ୍ତମପୁର,୨୨।୩(ଡି.ଏନ୍‌.ଏ.): ମହାମାରୀ କରୋନା ଭାଇରସ୍‌ ଆତଙ୍କକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଗ୍ରାମର ଋଷିକୂଲ୍ୟାର ଉତ୍ତରବାଙ୍କଠାରେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଦ୍ୱାରା ପ୍ରତିଷ୍ଠିତ ତୁମ୍ବେଶ୍ବର…

6 years ago

ଜଗନ୍ନାଥପ୍ରସାଦରେ ଜନତା କର୍ଫ୍ୟୁ: ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ

ଜଗନ୍ନାଥପ୍ରସାଦ,୨୨।୩(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନରେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅଞ୍ଚଳରେ ଜନତା କର୍ଫ୍ୟୁର ପ୍ରଭାବ ରବିବାର ଦେଖିବାକୁ ମିଳିଛି। ମୁଖ୍ୟ ବଜାର ଜଗନ୍ନାଥ ପ୍ରସାଦ,…

6 years ago