ଗଞ୍ଜାମ

ବିଭିନ୍ନ ହାଟ ବନ୍ଦ, ଯାନବାହନ ଯାଞ୍ଚ

ଆର.ଉଦୟଗିରି,୨୫ା୩(ଡି.ଏନ.ଏ.)- ଆର୍‌.ଉଦୟଗିରି ଓ ସେରଙ୍ଗ ଥାନା ଖଜୁରିପଦା ଫାଣ୍ଡି ପକ୍ଷରୁ ଲକ୍‌ଡାଉନ ଯୋଗୁ ଯାନବାହନ ଯାଞ୍ଚ କଡ଼ାକଡ଼ି କରିବା ସହ ସଚେତନତା ଜାରି ରଖାଯାଇଛି। ସୋମବାର ଆର୍‌.ଉଦୟଗିରି…

6 years ago

ରେଖାଙ୍କିତ ଚିହ୍ନ ମଧ୍ୟରେ ଠିଆହୋଇ ରାଶନ କିଣିବାକୁ ପୋଲିସର ପରାମର୍ଶ

ଦିଗପହଣ୍ଡି,୨୫।୩(ଡି.ଏନ୍‌.ଏ.): ଦିଗପହଣ୍ଡି ଥାନା ପୋଲିସ ପକ୍ଷରୁ ସହରରେ ଥିବା ରାଶନ ଦୋକାନଗୁଡିକର ଭିଡ଼ ନିୟନ୍ତ୍ରଣ କରି ସତର୍କତା ଅବଲମ୍ବନ କରିବାକୁ ପଦକ୍ଷେପ ନିଆଯାଇଛି। ପ୍ରତି ଦୋକାନ ସମ୍ମୁଖରେ…

6 years ago

ବୁଲାଗୋରୁଙ୍କୁ ମିନି ଷ୍ଟାଡିୟମରେ ଭର୍ତ୍ତିକରି ତାଲା ପକାଇଲା ପ୍ରଶାସନ, ୩ଦିନ ହେଲା ଉପାସରେ

ଗଞ୍ଜାମ, ୨୫।୩(ଡି.ଏନ୍‌.ଏ.): କରୋନା ପାଇଁ ସାରା ବିଶ୍ୱ ଚିନ୍ତାରେ ଥିବାବେଳେ ଜୀବଜନ୍ତୁ ମଧ୍ୟ ସଙ୍କଟରେ ପଡ଼ିଛନ୍ତି। ଏ ନେଇ ସରକାର ଏପ୍ରିଲ ୧୪ ପର୍ଯ୍ୟନ୍ତ ଅର୍ଥାତ୍‌ ୨୧…

6 years ago

ଦିଗପହଣ୍ଡି ଗ୍ରାମାଞ୍ଚଳରେ ଯୁବ ସଙ୍ଗଠନ ପକ୍ଷରୁ ଜନସଚେତନତା

ଦିଗପହଣ୍ଡି,୨୫।୩(ଡି.ଏନ୍‌.ଏ.): କରୋନା (କୋଭିଡ-୧୯)ର ମୂକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରୀ ପଞ୍ଚାୟତ…

6 years ago

କରୋନା ପ୍ରଭାବ: ଗଞ୍ଜାମରେ ଖାଉଟି ସାମଗ୍ରୀ କଳାବଜାର ଅଭିଯୋଗ

ଗଞ୍ଜାମ,୨୫।୩(ଡି.ଏନ୍‌.ଏ.): କରୋନା ପାଇଁ ସବୁଠି ହାହାକାର। ଭୟରେ ଲୋକେ ଘରୁ ବାହାରୁ ନାହାନ୍ତି। ଏଥିପାଇଁ ସରକାର ଓ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ କଟକଣା ଜାରି କରାଯାଇଛି।…

6 years ago

ମିଲିଟାରୀ ଗୁଇନ୍ଦା ସ୍କାନରରେ ଦଲାଲ

ଗୋପାଳପୁର,୨୫ା୩-ଆଗାମୀ ଦିନରେ ସୈନ୍ୟ ବାହିନୀରେ ଲୋୟର ଡିଭିଜନ କ୍ଲର୍କ (ଏଲଡିସି)ରେ ଚାକିରି କରାଇଦେବା ନାଁରେ ଠକେଇ କରିଥିବା ଅଭିଯୋଗରେ ଗତ ୨୦ ତାରିଖରେ ଜନୈକ ଯୁବକଙ୍କୁ ମିଲିଟାରୀ…

6 years ago

ଆଖୁବୋଝେଇ ଟ୍ରକ୍‌ ଡ୍ରାଇଭରଙ୍କୁ ପୋଲିସର ମାଡ଼ ଅଭିଯୋଗ: ପ୍ରତିବାଦରେ କାରଖାନାକୁ ପରିବହନ ବନ୍ଦ

ଆସିକା,୨୫।୩(ଡି.ଏନ୍‌.ଏ.): ଆସିକା ସମବାୟ ଚିନିଶିଳ୍ପର ଆଖୁପେଡ଼ା କାର୍ଯ୍ୟ ଚାଲୁ ରହିଥିଲା ବେଳେ ଜିଲାର ବିଭିନ୍ନ ଅଞ୍ଚଳରୁ ଟ୍ରକ୍‌ ଯୋଗେ ଆଖୁ କାରଖାନାକୁ ଆସୁଛି। ମଙ୍ଗଳବାର ବିଳମ୍ବିତ ରାତିରେ…

6 years ago

ବଚସାରୁ ସାଙ୍ଗକୁ ହାଣି ହତ୍ୟା

ପୋଲସରା,୨୪ା୩(ଡି.ଏନ.ଏ.)- ଗଞ୍ଜାମ ଜିଲା ପୋଲସରା ଥାନା ପାଣ୍ଡିରିପଡ଼ା ପଞ୍ଚାୟତସ୍ଥିତ ପାତାଳସିଙ୍ଗି ଗ୍ରାମରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟଛି। ସାମାନ୍ୟ ବଚସାରୁ ସାଙ୍ଗଙ୍କୁ କାତିରେ ହାଣି ହତ୍ୟା କରିଛନ୍ତି…

6 years ago

ନିୟମ ନ ମାନି ୩ ଚା ଦୋକାନୀ ଗିରଫ

ବୁଗୁଡ଼ା,୨୪ା୩(ଡି.ଏନ.ଏ.)- ବୁଗୁଡ଼ା ସହରରେ ଲକ୍‌ ଡାଉନ ଯୋଗୁ ଗାଡ଼ି ମଟର ସହ ସମସ୍ତ ଦୋକାନ ବନ୍ଦ ରହିଥିବାବେଳେ କେତେକ ଚା’ ଦୋକାନୀ ନିୟମ ନମାନି ଦୋକାନ ଖୋଲିଥିଲେ।…

6 years ago

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ନ ରହିବାରୁ ଥାନାରେ ମାମଲା

ହିଞ୍ଜିଳିକାଟୁ,୨୪ା୩(ଡି.ଏନ୍‌.ଏ.)- ରାଜ୍ୟ ସରକାର କରୋନାକୁ ନେଇ ଗାଇଡ୍‌ଲାଇନ ଜାରି କରିଛନ୍ତି। ଏହାକୁ ଅବମାନନା କରିବା ଅଭିଯୋଗରେ ଜଣେ ବିଦେଶ ଫେରନ୍ତା ଯୁବକଙ୍କ ବିରୋଧରେ ହିଞ୍ଜିଳିକାଟୁ ତହସିଲଦାର ମଙ୍ଗଳବାର…

6 years ago