ଗଞ୍ଜାମ

ଗଞ୍ଜାମରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜିଲାପାଳଙ୍କ ଅଫିସକୁ ପ୍ରବେଶ ପୂର୍ବରୁ କରାଯାଉଛି ସ୍କ୍ରିନିଂ, ସାନିଟାଇଜେଶନ

ଛତ୍ରପୁର, ୧୩/୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ ଜିଲାପ୍ରଶାସନ ପକ୍ଷରୁ ସମାଜିକ ଦୂରତା, ମାସ୍କ ବ୍ୟବହାର ଉପରେ…

6 years ago

ଝାରଖଣ୍ଡର ୧୧ ଶ୍ରମିକଙ୍କୁ ଘରକୁ ପଠାଇଥିଲେ ଗଞ୍ଜାମ ଏସ୍‌ପି: ପହଞ୍ଚିବା ପରେ ଧନ୍ୟବାଦ ମେସେଜ ପଠାଇଲେ

ଛତ୍ରପୁର, ୧୨।୫(ଡି.ଏନ୍‌.ଏ.): ଗତ କିଛି ଦିନ ପୂର୍ବେ ଗଞ୍ଜାମ ଜ଼ିଲାଦେଇ ଜାତୀୟ ରାଜପଥରେ ୧୧ ଶ୍ରମିକ ପ୍ରଚଣ୍ଡ ରୌଦ୍ରତାପରେ ଚାଲି ଚାଲି ଝାରଖଣ୍ଡ ଯାଉଥିଲେ। ଗଞ୍ଜାମ ଏସ୍‌ପି…

6 years ago

ସଂଗୀତ ମାଧ୍ୟମରେ କରୋନା ସଚେତନତା

ଗଞ୍ଜାମ, ୧୨।୫(ଡି.ଏନ୍‌.ଏ.): ରାଜ୍ୟରେ ଦିନକୁ ଦିନ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିପାଇଁ ସରକାର ଲକ୍‌ଡାଉନ ଅବଧି ମଧ୍ୟ ବଢ଼ାଇ ଚାଲିଛନ୍ତି…

6 years ago

ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ହୃଦ୍‌ଘାତରେ ମୃତ୍ୟୁ

ଗଞ୍ଜାମ,୧୨।୫(ଡି.ଏନ୍‌.ଏ.): ମୁମ୍ବାଇର ଏକ ଘରୋଇ କମ୍ପାନୀରେ ଶ୍ରମିକଭାବେ କାମ କରୁଥିବା ଜଣେ ଓଡ଼ିଆ ଶ୍ରମିକଙ୍କର ସୋମବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲା ହୁମା…

6 years ago

ଚେନ୍ନାଇରୁ ବୋଟ୍‌ରେ ଆସିଲେ ୪୨ ଶ୍ରମିକ : ସମୁଦ୍ରରେ ୫ ଦିନ ଯାତ୍ରା, କ୍ୱାରାଣ୍ଟାଇନ୍‌କୁ ଗଲେ ସମସ୍ତେ

ବ୍ରହ୍ମପୁର ଅଫିିସ,୧୨ା୫-ଗଞ୍ଜାମ ଜିଲାକୁ ପୁଣି ବୋଟ୍‌ରେ ଆସିଲେ ପ୍ରବାସୀ ଶ୍ରମିକ। ସୋମବାର ସନ୍ଧ୍ୟାରେ ଚେନ୍ନାଇରୁ ସମୁଦ୍ରରେ ୪୨ ଜଣ ଶ୍ରମିକ ମାର୍କଣ୍ଡିରେ ପହଞ୍ଚିଛନ୍ତି । ଏମାନଙ୍କ ମଧ୍ୟରେ…

6 years ago

କରୋନା ଛଡ଼ାଇନେଲା ସବୁ, ପଢ଼ିବା, ଚଳିବା କଷ୍ଟ

ପୋଲସରା,୧୨ା୫(ଡି.ଏନ.ଏ.)-ସାରା ବିଶ୍ୱକୁ ଗ୍ରାସିଛି କରୋନା। ଏଥିରେ ଗଲାଣି ୨ ଲକ୍ଷରୁ ଊର୍ଦ୍ଧ୍ୱ ଜୀବନ। କରୋନାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତରଫରୁ ବହୁ ପ୍ରଚେଷ୍ଟା ସହ…

6 years ago

ସୁରଟରୁ ଗଞ୍ଜାମ ଆସିଛି ୨୯୮ ବସ୍‌ : ଫେରିଛନ୍ତି ୧୬,୫୭୬ ପ୍ରବାସୀ

ଭଞ୍ଜନଗର,୧୨।୫(ଡି.ଏନ.)-ସୁରଟରୁ ଏପ୍ରିଲ ୨୯ ତାରିଖରୁ ଗତ ୮ ତାରିଖ ମଧ୍ୟରେ ମୋଟ ୨୯୮ଟି ବସରେ ପ୍ରବାସୀ ଓଡ଼ିଆମାନେ ଗଞ୍ଜାମ ଜିଲାକୁ ଫେରିଛନ୍ତି। ଅନ୍ୟପକ୍ଷରେ ସୋମବାର ପୂର୍ବାହ୍ନ ସୁଦ୍ଧା…

6 years ago

ଲକ୍‌ଡାଉନ କଟକଣା ଉଲ୍ଲଂଘନ: ଭୋଜି ସହ ଜୁଆ ଆଡ୍ଡାରେ ଚଢ଼ାଉ

ପାଟପୁର,୧୧ା୫-ଗଞ୍ଜାମ ଜିଲା ପାଟପୁର ଥାନା ଗୋକର୍ଣ୍ଣମେରୀପଲ୍ଲୀ ନିକଟ ଏକ ଖୋଲା ପଡିଆରେ ଭୋଜି ସହ ଜୁଆ ଖେଳ ଚାଲିଥିବା ନେଇ ପାଟପୁର ପୋଲିସକୁ ରବିବାର ସନ୍ଧ୍ୟାରେ ଖବର…

6 years ago

ବୁଗୁଡ଼ା ବ୍ଲକ: ୬୦ ସଂଗରୋଧ କେନ୍ଦ୍ରରେ ୨୫୧୪ ପ୍ରବାସୀ

ବୁଗୁଡ଼ା,୧୧ା୫(ଡି.ଏନ.ଏ.)-ବୁଗୁଡ଼ା ବ୍ଲକ ଏବଂ ଏନ୍‌ଏସି ଅଧୀନରେ ଥିବା ୬୦ ସଂଗରୋଧ କେନ୍ଦ୍ରରେ ସୋମବାର ସୁଦ୍ଧା ୨୫୧୪ ପ୍ରବାସୀ ରହିଥିବା ଜଣାପଡ଼ିଛି। ସେଥିରୁ ୨୪୯୫ ଜଣ ସୁରଟ ଫେରନ୍ତା…

6 years ago

ସୋସିଆଲ ମିଡିଆରେ ଗଞ୍ଜାମ ଜିଲାର ମିଥ୍ୟା କରୋନା ପଜିଟିଭ ତାଲିକା

ଛତ୍ରପୁର, ୧୧।୫( ଡି.ଏନ୍‌.ଏ.): ଗଞ୍ଜାମ ଜିଲାର କରୋନା ପଜିଟିଭର ଏକ ମିଥ୍ୟା ତାଲିକା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହା ଉପରେ କେହି ବିଶ୍ୱାସ କରନ୍ତୁ…

6 years ago