ଗଞ୍ଜାମ

୧୫ ଭରି ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୨୧ା୨: ବ୍ରହ୍ମପୁର ସଦର ଥାନା ଅଞ୍ଚଳରେ ଏବେ ଚୋରି ଦିନକୁ ଦିନ ବଢ଼ିବାରେ ଲାଗିଛି। କାଳୀଚରଣ ସାହୁ ସପରିବାର ପୁରୀରୁ ଜଗନ୍ନାଥ ଦର୍ଶନ ସାରି ବୁଧବାର…

6 years ago

ବିଦ୍ୟୁତ୍‌ କର୍ମଚାରୀଙ୍କୁ ଆକ୍ରମଣ

ଖଲ୍ଲିକୋଟ,୨୧ା୨(ଡି.ଏନ୍‌.ଏ.) - ଖଲ୍ଲିକୋଟ ବ୍ଲକ ଡି.ଗୁହାରିଆପାଟ ଗ୍ରାମ ରମ୍ଭା ସାଉଥ୍‌କୋ ଡିଭିଜନର କର୍ମଚାରୀ ଆର. କ୍ରୀଷ୍ଣା ରେଡ୍ଡୀ, ସାଗର କୁମାର ଦାସ, ଚନ୍ଦ୍ରଶେଖର ରଥ, ଅରକ୍ଷୀତ ନାୟକ,…

6 years ago

ନାବାଳିକାଙ୍କ ସମେତ ୨୦ ଶିଶୁ ଶ୍ରମିକ ଉଦ୍ଧାର

ବ୍ରହ୍ମପୁର ଅଫିସ,୨୧ା୨-ବ୍ରହ୍ମପୁର ପୋଲିସ ଜିଲାରେ ବଚପନ ବଚାଓ ଆନ୍ଦୋଳନ ଆରମ୍ଭ ହୋଇଛି। ଏଥିରେ ଜିଲା ଶ୍ରମ ଅଧିକାରୀ, ଜିଲା ଶିଶୁ ସୁରକ୍ଷା ଅଧିକାରୀ, ଶିଶୁ ମଙ୍ଗଳ କମିଟି…

6 years ago

ଗୋଆରେ ଓଡ଼ିଆ ମହିଳା ଶ୍ରମିକଙ୍କୁ ହତ୍ୟା

ପାଟପୁର,୨୧ା୨- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ବୁରେଇପାହାଡ଼ ଗ୍ରାମର ଜଣେ ମହିଳା ଶ୍ରମିକଙ୍କୁ ଗତ ୭ ତାରିଖରେ ଗୋଆରେ ହତ୍ୟା କରାଯାଇଛି। ସେ ହେଲେ…

6 years ago

ବିଜୟାଲକ୍ଷ୍ମୀ ହତ୍ୟା ଘଟଣା: ଅଭିଯୁକ୍ତ ଗିରଫ, ରକ୍ତଭିଜା କାଠଫାଳିଆ ଜବତ

ବେଗୁନିଆପଡ଼ା,୨୧ା୨(ଡି.ଏନ.ଏ.) - କୋଦଳା ଥାନା ବୁରୁଝରି ଗ୍ରାମର ବିଜୟାଲକ୍ଷ୍ମୀ ହତ୍ୟାକାଣ୍ଡର ୯ମାସପରେ ପର୍ଦ୍ଦାଫାଶ କରିଛି ପୋଲିସ। ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।…

6 years ago

ଫେରାର ଶିକ୍ଷକଙ୍କ କାଗଜପତ୍ର ଜବତ କଲା ପୋଲିସ

ଛତ୍ରପୁର,୨୧ା୨(ଡି.ଏନ.ଏ)- ଜାଲ ସାର୍ଟିଫିକେଟ୍‌ ଦେଇ ଶିକ୍ଷକ ନିଯୁକ୍ତି ଘଟଣାର ଖୋଳତାଡ ଚାଲିଛି। ପୃଥକ ୩ଟି ମାମଲାରେ ଛତ୍ରପୁର, ଚମାଖଣ୍ଡି ଓ ମେରାଇନ୍‌ ଥାନା ପୋଲିସ ତଦନ୍ତ କରୁଥିବାବେଳେ…

6 years ago

ଜୟମଙ୍ଗଳ କେନାଲ, ରାହାଡ଼ା ନାଳ ପୁନରୁଦ୍ଧାର ହେବ: ବିଧାନସଭାରେ ଜଣାଇଲେ ମନ୍ତ୍ରୀ

ଛତ୍ରପୁର,୨୦ା୨(ଡି.ଏନ.ଏ)-ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଚଳିତ ବିଧାନସଭା ଅଧିବେଶନରେ ଜୟମଙ୍ଗଳ କେନାଲ ଓ ରାହାଡା ନାଳ ପୁନରୁଦ୍ଧାର ନିମନ୍ତେ ଏକ ପ୍ରଶ୍ନ କରିଥିଲେ। ଛତ୍ରପୁର ବ୍ଲକ…

6 years ago

ମଦଦୋକାନରେ ଚଢ଼ାଉ

ପୁରୁଷୋତ୍ତମପୁର,୨୦।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ସହରର ବିଭିନ୍ନ ସ୍ଥାନରେ ଥିବା ଦେଶୀ ଓ ବିଦେଶୀ ମଦ ଦୋକାନ ଉପରେ ବୁଧବାର ରାତିରେ ପୁରୁଷୋତ୍ତମପୁର ଏସ୍‌ଡିପିଓ ସୀମା ସ୍ବାଇଁ…

6 years ago

ଜିଲାପାଳଙ୍କ ରାତି ଅଧିଆ ଗଞ୍ଜାମ ଏନ୍‌ଏସି ଗ୍ରସ୍ତ

ଗଞ୍ଜାମ,୨୦।୨(ଡି.ଏନ୍‌.ଏ): ଗଞ୍ଜାମ ଏନ୍‌ଏସିକୁ ଜିଲାପାଳଙ୍କ ଅଚାନକ ଗ୍ରସ୍ତ। ବେଆଇନ୍‌ ପଲିଥିନ ଉପରେ ଚଢ଼ାଉ। ବୁଧବାର ରାତିରେ ଜିଲାପାଳ ବିଜୟ ଅମୃତ କୁଲାଙ୍ଗ ଅଚାନକ ଗଞ୍ଜାମ ଏନ୍‌ଏସି ଗ୍ରସ୍ତ…

6 years ago

କେନ୍ଦ୍ର ସମତୁଲ ମହଙ୍ଗା ଭତ୍ତା ଦାବି ନେଇ ବିକ୍ଷୋଭ

ବ୍ରହ୍ମପୁର ଅଫିସ,୨୦ା୨ - ବ୍ରହ୍ମପୁରସ୍ଥ ଦକ୍ଷିଣାଞ୍ଚଳ ଆରଡିସି ଅଫିସ ଆଗରେ ବୁଧବାର ଓଡ଼ିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଗଞ୍ଜାମ ଜିଲା ଶାଖା…

6 years ago