ଗଞ୍ଜାମ

୨୯ରେ ରାଜ୍ୟସ୍ତରୀୟ ଓପନ୍‌ ଚେସ୍‌ ଟୁର୍ନାମେଣ୍ଟ

ସୋରଡ଼ା,୧୯ା୧୨(ଡି.ଏନ.ଏ.)-ଓଡ଼ିଶା ଚେସ୍‌ ସଂଘ ଓ ସୋରଡ଼ା ଚେସ ସଂଘ ମିଳିତ ଆନୁକୁଲ୍ୟରେ ରାଜ୍ୟସ୍ତରୀୟ ଓପନ ଚେସ୍‌ ଟୁର୍ନାମେଣ୍ଟ ଆସନ୍ତା ୨୯ ତାରିଖରେ ସ୍ଥାନୀୟ ବୈଷୟିକ ବିଦ୍ୟାଳୟ ପରିସରରେ…

6 years ago

ଜାଗା ସମୀକ୍ଷା ବୈଠକ :୪୩୯ ବସ୍ତି ବାସିନ୍ଦାଙ୍କୁ କରାଯାଇନି ଥଇଥାନ

ଛତ୍ରପୁର,୧୯ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲାରେ ଜାଗା ଯୋଜନାରେ ବସ୍ତି ବାସିନ୍ଦାଙ୍କୁ ଥଇଥାନର ଅଗ୍ରଗତି ସମୀକ୍ଷା ବୈଠକ ଗୁରୁବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସହରାଞ୍ଚଳ ଉନ୍ନୟନ…

6 years ago

ମହିଳାଙ୍କୁ ହତ୍ୟା ଘଟଣା :  ଅଭିଯୁକ୍ତ ଟୁନାଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର ଅଫିସ,୧୯ା୧୨-ଗଞ୍ଜାମ ଜିଲା ଅତିରିକ୍ତ ଦୌରା ଜଜ (ଏଡିଜେ) -୧ ଡ.ପ୍ରସନ୍ନ କୁମାର ପଣ୍ଡା ଜଣେ ମହିଳାଙ୍କୁ ବିୟର ବୋତଲରେ ଭୁସି ହତ୍ୟା କରାଯାଇଥିବା ମାମଲାର ବୁଧବାର…

6 years ago

ଋଣ ପରିଶୋଧକୁ ନେଇ ଉନ୍ମତକାଣ୍ଡ : ଖେଳଣା ବନ୍ଧୁକ ସହ ଅଧ୍ୟାପକ ଗିରଫ

ବ୍ରହ୍ମପୁର ଅଫିସ,୧୯ା୧୨-ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଧର୍ମନଗରସ୍ଥିତ ବଜାଜ ଫାଇନାନ୍ସ କମ୍ପାନୀ ସମ୍ମୁଖରେ ବୁଧବାର ସନ୍ଧ୍ୟାରେ ଜଣେ ଅଧ୍ୟାପକଙ୍କ ଉନ୍ମତକାଣ୍ଡ ଦେଖିବାକୁ ମିଳିଛି। ହାତରେ ଖେଳଣା ବନ୍ଧୁକ…

6 years ago

୨ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର ଅଭିଯୋଗ : ପ୍ରତିବାଦରେ ଡିଇଓଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

ବ୍ରହ୍ମପୁର ଅଫିସ,୧୯ା୧୨-ବ୍ରହ୍ମପୁର ଆସ୍କାରୋଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୨ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଥିବା ଅଭିଯୋଗ ହୋଇଛି । ଏହାର ପ୍ରତିବାଦରେ ବୁଧବାର ଜିଲା ଶିକ୍ଷାଧିକାରୀ…

6 years ago

ବେଆଇନ ବାଲି ଚାଲାଣ:  ୯ ଟ୍ରାକ୍ଟର ଜବତ, ୯ ଗିରଫ

ଆସିକା,୧୯ା୧୨(ଡି.ଏନ୍‌.ଏ.) -ଆସିକା ଥାନା କୋଟିନଡା ଫାଣ୍ଡି ଅନ୍ତର୍ଗତ ଜୟପୁର-ପଢାଳ ମଧ୍ୟରେ ଋଷିକୁଲ୍ୟା ନଦୀରୁ ବେଆଇନ ଭାବେ ବାଲି ଚାଲାଣ ହେଉଥିବାବେଳେ ପୋଲିସ ୯ଟି ଟ୍ରାକ୍ଟର ଜବତ କରିଛି।…

6 years ago

ଢ଼େପସାହି ହତ୍ୟା ମାମଲା: ଗିରଫ ୧୧ ଜଣଙ୍କୁ କୋର୍ଟ ଚାଲାଣ

ଭଞ୍ଜନଗର,୧୮।୧୨(ଡି.ଏନ୍‌.ଏ): ତାରସିଂ ଥାନା ବୁରପଲ୍ଲୀ ଢ଼େପସାହିର ହାଡ଼ିଆ ନାଇକ ହତ୍ୟା ମାମଲାରେ ପୋଲିସ ବୁଧବାର ୧୧ ଜଣଙ୍କୁ ଗିରଫ କରି ଭଞ୍ଜନଗର କୋର୍ଟକୁ ଚାଲାଣ କରିଛି। ଜାମିନ…

6 years ago

ପୋଡାଗଲା ୫୧ହଜାର ଗଞ୍ଜେଇ ଗଛ

ଆର.ଉଦୟଗିରି,୧୮ା୧୨(ଡି.ଏନ.ଏ.): ଗଜପତି ଜିଲା ଆର.ଉଦୟଗିରି ଥାନା ନୂଆଗଡ ବ୍ଲକ ଅନୁଗୁରୁ ପଞ୍ଚାୟତର ଟଣ୍ଡରଙ୍ଗ ଗ୍ରାମ ପାହାଡ ଉପରେ ଚାଷ ହୋଇଥିବା ଗଞ୍ଜେଇ ଗଛକୁ ବୁଧବାର ପୋଲିସ ଓ…

6 years ago

ମହିଳାଙ୍କ ଆତ୍ମହତ୍ୟା: ସ୍ବାମୀ, ଦିଅର ଅଟକ

ପୁରୁଷୋତ୍ତମପୁର,୧୮।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠ କନକାଠାରେ ୮ମାସ ତଳେ ବିବାହ କରିଥିବା ଜଣେ ମହିଳା ବୁଧବାର ଘରେ ଫ୍ୟାନ୍‌ରେ ଶାଢ଼ି ଲଗାଇ ଆତ୍ମହତ୍ୟା କରିଛନ୍ତି।…

6 years ago

୧୦୮୦ ଶିଶୁଙ୍କୁ ଦିଆଗଲା ‘ସ୍ବର୍ଣ୍ଣପ୍ରାଶନ’

ବ୍ରହ୍ମପୁର ଅଫିସ,୧୭ା୧୨- ବ୍ରହ୍ମପୁର ଉପକଣ୍ଠ ଆଙ୍କୁଶପୁରସ୍ଥିତ କବିରାଜ ଅନନ୍ତ ତ୍ରିପାଠୀ ଶର୍ମା(କେଏଟିଏସ୍‌) ଆୟୁର୍ବେଦ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଶିଶୁମାନଙ୍କ ପାଇଁ ଟିକାକରଣ ଶିବିର ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି…

6 years ago