ଗଞ୍ଜାମ

ଘୁମୁସର ବନଖଣ୍ଡରେ ରୋପଣ ହେବ ୨୫ ଲକ୍ଷ ଚାରା

ଭଞ୍ଜନଗର,୨୨।୪(ଡି.ଏନ.ଏ.)-କରୋନା ଲାଗି ଲକ୍‌ଡାଉନ୍‌ ଜାରି ରହିଥିଲେ ମଧ୍ୟ ଭଞ୍ଜନଗରସ୍ଥିତ ଉତ୍ତର ଘୁମୁସର ବନଖଣ୍ଡ ଓ ଦକ୍ଷିଣ ଘୁମୁସର ବନଖଣ୍ଡ କର୍ମଚାରୀମାନେ ଚାରା ଉପତ୍ାଦନ ପ୍ରତି ଧ୍ୟାନ ଦେଇଥିଲେ।…

6 years ago

ଚେନ୍ନାଇରୁ ସାଇକେଲରେ ସୋରଳ ଫେରିଲେ ୭ ଯୁବକ

ପାତ୍ରପୁର/ ଚିକିଟି,୨୧ା୪(ଡି.ଏନ୍‌.ଏ.)- ଏଗାର ଶହ କିଲୋମିଟରରୁ ଉର୍ଦ୍ଧ୍ୱ ରାସ୍ତା ସାଇକେଲରେ ଅତିକ୍ରମ କରି ଚେନ୍ନାଇରୁ ୭ଜଣ ଯୁବକ ଚିକିଟି ବ୍ଲକର ସୋରଳ ଗ୍ରାମରେ ପହଞ୍ଚତ୍ଛନ୍ତି। ପ୍ରଶାସନ ପକ୍ଷରୁ…

6 years ago

ମନ୍ଦିରରୁ ପୂଜକଙ୍କୁ ଉଠାଇନେଲା ପ୍ରଶାସନ

ଭଞ୍ଜନଗର,୨୧।୪(ଡି.ଏନ.ଏ.)-ଗଞ୍ଜାମରେ ଲକ୍‌ଡାଉନ ସାମାନ୍ୟ କୋହଳ ହୋଇଥିଲେ ମଧ୍ୟ ମନ୍ଦିରରେ ଲୋକଙ୍କ ଗହଳି ଉପରେ କଟକଣା ଜାରି ରହିଛି। ଏହା ସତ୍ତ୍ୱେ ଭଞ୍ଜନଗର-ବେଲଗୁଣ୍ଠା ରାସ୍ତାର ଜାମପଲ୍ଲୀ ଛକରେ ଥିବା…

6 years ago

ଚିତ୍ରକଳାରେ କରୋନା ସଚେତନତା

ଆସିକା,୨୧ା୪(ଡି.ଏନ୍‌.ଏ.): ଆସିକା କଳାକାର ସଂଘ ପକ୍ଷରୁ ସହରର ବିଜୁ ପଟ୍ଟନାୟକ ଛକ, ବସଷ୍ଟାଣ୍ଡ, ତାଲୁକା ଛକ ଆଦିର ମୁଖ୍ୟ ରାସ୍ତାରେ ଚିତ୍ରକଳା ମାଧ୍ୟମରେ ମହାମାରୀ କରୋନା ସମ୍ପର୍କରେ…

6 years ago

ଡାକମଣ୍ଡଳ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ

ପାତ୍ରପୁର,୨୧ା୪(ଡି.ଏନ୍‌.ଏ.): ଲକ୍‌ଡାଉନ ଯୋଗୁ ଗ୍ରାମାଞ୍ଚଳର ଜନସାଧାରଣଙ୍କ ପାଖରେ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ପହଞ୍ଚିପାରୁନି। ଏଭଳି ସ୍ଥିତିରେ ଡାକ ବିଭାଗ ପକ୍ଷରୁ ଗରିବଙ୍କୁ ଶୁଖିଲା ଖାଦ୍ୟ ଓ ବିଭିନ୍ନ…

6 years ago

ବିଓଆଇର ମୋବାଇଲ ବ୍ୟାଙ୍କିଙ୍ଗ ସେବା ଆରମ୍ଭ

ବେଗୁନିଆପଡା,୨୧ା୪(ଡି.ଏନ.ଏ.)-କରୋନା ମୁକାବିଲା ପାଇଁ ସାମାଜିକ ଦୂରତା ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଗଞ୍ଜାମ ଜିଲାପାଳ ଏ ଦିଗରେ ବହୁ କଟକଣା ମଧ୍ୟ ଜାରି କରିଛନ୍ତି। କିନ୍ତୁ ବେଗୁନିଆପଡ଼ା…

6 years ago

ତହସିଲ, ଏନ୍‌ଏସି ଓ ପୋଲିସ ପ୍ରଶାସନ ପକ୍ଷରୁ ସଚେତନତା

ଗଞ୍ଜାମ,୨୧ା୪(ଡି.ଏନ୍‌.ଏ.)- କରୋନା ମୁକାବିଲା ପାଇଁ ରାଜ୍ୟ ଓ ଜିଲା ପ୍ରଶାସନ ରାତିଦିନ ଏକ କରିଦେଇଛନ୍ତି l ଏଥିପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କଡା ଆଭିମୁଖ୍ୟ…

6 years ago

ଜଳପଥ ଦେଇ ଗଞ୍ଜାମ ଜିଲାରେ ପ୍ରବେଶକୁ ନେଇ ପ୍ରତିଷେଧ ମୂଳକ ପଦକ୍ଷେପ: କୋଷ୍ଟଗାର୍ଡ, ମେରାଇନ ପୋଲିସକୁ ଚିଠି ଲେଖିଲେ ଜିଲାପାଳ

ଛତ୍ରପୁର, ୨୧।୪(ଡି.ଏନ୍‌.ଏ.): ବାହାର ରାଜ୍ୟରୁ କେହି ଲୋକ ଜଳପଥ ଦେଇ ଗଞ୍ଜାମ ଜିଲାରେ ପ୍ରବେଶ କରିବାକୁ ନେଇ ପ୍ରଶାସନ ପକ୍ଷରୁ ସବୁପ୍ରକାର ପ୍ରତିଷେଧକ ମୂଳକ ପଦକ୍ଷେପ ନିଆଯାଇଛି।…

6 years ago

କରୋନା ସହାୟତା: ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ଭାଗବତ ଗାଦି ପକ୍ଷରୁ ଦାନ

ଛତ୍ରପୁର, ୨୧।୪(ଡି.ଏନ୍‌.ଏ.): କରୋନା ସହାୟତା ନେଇ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କାଳିଆବାଲି ସ୍ଥିତ ଲକ୍ଷୀନୃସିଂହ କାମିନୀ ଦାସୁଡୁ ସତ୍ୟମ ସେବା ନୃତ୍ୟ କଳାକେନ୍ଦ୍ର (ଭାଗବତ ଗାଦି)…

6 years ago

କରୋନା କଟକଣା କୋହଳ ଯୋଗୁଁ ଆରମ୍ଭ ହେଲା ଚାଷ କାର୍ଯ୍ୟ: ଜିଲାପାଳଙ୍କୁ ଧନ୍ୟବାଦ ଦେଲେ ଚାଷୀ

ପୁରୁଷୋତ୍ତମପୁର, ୨୧।୪(ଡି.ଏନ୍‌.ଏ.): କରୋନା ସହ ମୁକାବିଲା ପାଇଁ ସରକାର ଦୀର୍ଘ ଏକ ମାସରୁ ଊର୍ଦ୍ଧ୍ୱ ହେଲା ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିଯୋଗୁ ଗଞ୍ଜାମରେ ବିଭିନ୍ନ କଟକଣା…

6 years ago