ଗଞ୍ଜାମ

ଏମ୍‌କେସିଜିରେ ୩ କରୋନା ସନ୍ଦିଗ୍ଧ, ସ୍ବାବ୍‌ ରିପୋର୍ଟ ମିଳିବାରେ ବିଳମ୍ବ

ବ୍ରହ୍ମପୁର ଅଫିସ,୧୯ା୪: ମେଡିକାଲର ସଂଘରୋଧ କକ୍ଷରେ ୩ ଜଣ କରୋନା ସନ୍ଦିଗ୍ଧ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଛି ।…

6 years ago

ମହିଳାଙ୍କୁ ଅସଦାଚରଣ, ପ୍ରତିବାଦ କରିବାରୁ ସ୍ବାମୀଙ୍କୁ ନିସ୍ତୁକ ମାଡ଼ ଅଭିଯୋଗ

ଦିଗପହଣ୍ଡି,୧୯ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମହିଳାଙ୍କୁ ପାରିବାରିକ ବିବାଦକୁ କେନ୍ଦ୍ରକରି ଆକ୍ରମଣ ଓ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି।…

6 years ago

ବାକି ମଜୁରୀ ଟଙ୍କା ମାଗିବାରୁ ନିସ୍ତୁକ ମାଡ଼ ଘଟଣା: ଅଭିଯୁକ୍ତଙ୍କ ନାମରେ ଏତଲା

ଦିଗପହଣ୍ଡି,୧୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁର ଜି. ଭୀମ ରେଡ୍ଡୀଙ୍କୁ ଜଣେ ଠିକାଦାର ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ରବିବାର…

6 years ago

ସୋମବାରଠାରୁ ଗଞ୍ଜାମ ଜିଲାରେ ଲକ୍‌ଡାଉନ୍‌ କୋହଳ, ବଳବତ୍ତର ରହିବ ଅନ୍ୟାନ୍ୟ କଟକଣା: ଜିଲାପାଳ

ଛତ୍ରପୁର, ୧୯।୪(ଡି.ଏନ୍‌.ଏ.)- ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ସୋମବାରଠାରୁ ଗଞ୍ଜାମ ଜିଲାରେ ଲକ୍‌ଡାଉନ୍‌ କୋହଳ କରାଯାଇଛି। ଫଳରେ ପୂର୍ବରୁ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ଦିଆଯାଇଥିବା ନିର୍ଦ୍ଧାରିତ…

6 years ago

କାଳି ମନ୍ଦିରରେ ତାଲା ଭାଙ୍ଗି ଲୁଟ୍‌: ମା’ଙ୍କ ଟଙ୍କା,ସୁନା, ରୁପା ନେଇଗଲେ ଦୁର୍ବୃତ୍ତ; ପୋଲିସର ତଦନ୍ତ ଆରମ୍ଭ

ପାଟପୁର,୧୯।୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପଳାସପୁର କାଳୀ ମନ୍ଦିରରୁ ଶନିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ସାରା ଅଞ୍ଚଳରେ ଲକ୍‌ଡାଉନ୍‌ ଚାଲିଥିବା ସମୟରେ ମନ୍ଦିର…

6 years ago

ରାଧାନଗରରେ ଡକାୟତି: ୪୦ ଭରି ସୁନାଗହଣା, ଦେଢ଼ଲକ୍ଷ ଲୁଟିନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୧୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଗ୍ରାମାଞ୍ଚଳରେ କିଛିଦିନ ହେଲା ଘନଘନ ଚୋରି ଡକାୟତି ଘଟଣା ଲୋକଙ୍କ ନିଦ ହଜାଇ ଦେଇଛି। ଶନିବାର ବିଳମ୍ବିତ ରାତିରେ…

6 years ago

ଚାଷୀଙ୍କ ଉପରେ କରୋନା ଚଡ଼କ: ଜମିରେ ସଢୁଛି ପନିପରିବା

ଛତ୍ରପୁର,୧୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଚଡ଼କ ଚାଷୀ, ମୂଲିଆ ଓ କୃଷି ଶ୍ରମିକଙ୍କ ଉପରେ ଅଧିକ ପଡ଼ିଥିବା ଜଣାପଡ଼ିଛି। ଲକ୍‌ଡାଉନ୍‌ ଓ ପ୍ରତ୍ୟହ ୧୯ଘଣ୍ଟିଆ ସଟ୍‌ଡାଉନ ଯୋଗୁ…

6 years ago

ପୋଲିସ କର୍ମଚାରୀଙ୍କୁ କିନ୍ନର ମହାସଂଘର ସମ୍ବର୍ଦ୍ଧନା

ବ୍ରହ୍ମପୁର ଅଫିସ,୧୯ା୪-କରୋନା ମହାମାରୀକୁ ନେଇ ସାରା ବିଶ୍ୱବାସୀ ଆତଙ୍କିତ। ଏହି ସମୟରେ ସଂକ୍ରମଣକୁ ପ୍ରତିରୋଧ କରିବାକୁ ଲାଗୁ କରାଯାଇଥିବା ଲକ୍‌ଡାଉନ୍‌କୁ ସଫଳ କରିବାକୁ ନେଇ ପ୍ରଶାସନିକ ଅଧିକାରୀ,…

6 years ago

ବିଶ୍ବାସ କ୍ଲିନିକ୍‌ ସିଲ୍‌ କଲା ପ୍ରଶାସନ

ଆର୍‌.ଉଦୟଗିରି,୧୯ା୪(ଡି.ଏନ୍‌.ଏ.)- ମୋହନା ନୀଳକଣ୍ଠେଶ୍ବର ମନ୍ଦିର ରାସ୍ତାରେ ଥିବା ବିଶ୍ବାସ କ୍ଲିନିକକୁ ଶନିବାର ସିଲ୍‌ କରିଛି ପ୍ରଶାସନ। କରୋନା ନିୟମ ଉଲ୍ଲଘଂନ ସହ ନଥିପତ୍ର ନଥାଇ ବେଆଇନ ଭାବେ…

6 years ago

ରାଶନକାର୍ଡରେ ହିତାଧିକାରୀଙ୍କୁ ୯ଶହ ଟଙ୍କା ଦେବା ଘଟଣା: ଗାଁ କୋଠ ଟଙ୍କାରୁ ୫୦ ହଜାର ଉଠାଇ ବାଦ୍‌ ପଡିଥିବା ୫୨ ପରିବାରକୁ ପ୍ରଦାନ

ପାତ୍ରପୁର,୧୮ା୪(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ବରଙ୍ଗ ଗ୍ରାମରେ ରାଶନ କାର୍ଡ଼ଧାରୀଙ୍କୁ ଦାଇତ୍ୱରେ ଥିବା କିଛି କର୍ମଚାରୀ କାର୍ଡ଼ ପିଛା ୧୦୦୦ ଟଙ୍କା ବଦଳରେ ୯୦୦ ଟଙ୍କା ଦେଇଥିବା ଭିଡ଼ିଓ…

6 years ago