ଗଞ୍ଜାମ

ଜୁଆଆଡ୍ଡାରେ ଚଢାଉ, ୫ ଗିରଫ

ବୁଗୁଡା,୧୮ା୪(ଡି.ଏନ୍‌.ଏ.)- ବୁଗୁଡା ଥାନା ଅନ୍ତର୍ଗତ କରସିଙ୍ଗି ନିକଟ ଏକ କାଜୁ ତୋଟାରେ ଶନିବାର ଅପରାହ୍ନରେ ବୁଗୁଡା ପୋଲିସ ଚଢାଉ କରି ୫ ଜଣ ଜୁଆଡିଙ୍କୁ ଗିରଫ କରିଛି।…

6 years ago

ବିଦେଶୀ ମଦ ଭର୍ତ୍ତି ଟ୍ରକ ଜବତ

ଭଞ୍ଜନଗର,୧୮।୪(ଡି.ଏନ.ଏ)- ଲକ୍‌ଡ଼ାଉନ ପୂର୍ବରୁ ଏକ ବିଦେଶୀ ମଦ ଭର୍ତ୍ତି ଟ୍ରକ ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ବାହାରିଥିଲା। ଏହି ସମୟରେ ଲକ୍‌ଡ଼ାଉନ ଘୋଷଣା ହୋଇଯାଇଥିଲା। ଚାଳକ ନିଜ ଗ୍ରାମକୁ…

6 years ago

ଜୁଆ ଆଡ୍ଡାରୁ ୮ ଗିରଫ

ଆସିକା,୧୮ା୪(ଡି.ଏନ୍‌.ଏ.):  ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ କଲେଜଛକ ଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଶନିବାର ମଧ୍ୟାହ୍ନରେ ପୋଲିସ ଚଢାଉ କରି ୮ଜଣଙ୍କୁ ଗିରଫ…

6 years ago

୧୦୦ଜଣଙ୍କ ପାଇଁ ଶୁଖିଲା ଖାଦ୍ୟ ପ୍ରଦାନ

ଗଞ୍ଜାମ,୧୮ା୪(ଡି.ଏନ୍‌.ଏ.)- କରୋନା ପାଇଁ ଲକ୍‌ଡାଉନ ପରେ ଗରିବ, ଅସହାୟ ଓ ଶ୍ରମିକ ଶ୍ରେଣୀର ଲୋକଙ୍କ ଦୁର୍ଦ୍ଦଶା ବଢିଯାଇଛି। କାମଧନ୍ଦା ବନ୍ଦ ଯୋଗୁ ଜିବନ ଜୀବିକା ପ୍ରଭାବିତ ହେବା…

6 years ago

ଗଞ୍ଜାମର ୩୩. ୩୧ ଲକ୍ଷ ଜଣଙ୍କ ସ୍ବାସ୍ଥ୍ୟ ସର୍ଭେ ହେଲାଣି

ଛତ୍ରପୁର, ୧୮ା୪(ଡି.ଏନ୍‌.ଏ.)- କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାର ପ୍ରତ୍ୟେକ ଘରକୁ ଯାଇ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟବସ୍ଥା ସର୍ଭେ କରିବାକୁ ଜିଲାପାଳ ନିର୍ଦ୍ଦେଶ…

6 years ago

ବଜ୍ରପାତରେ ଯୁବକଙ୍କ ଜୀବନଗଲା

ଆସିକା,୧୮ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ସହର ଉପକଣ୍ଠ ଋଷିକୂଲ୍ୟା ନଦୀ ପଠାରେ ଶନିବାର ଅପରାହ୍ନରେ ବଜ୍ରପାତରେ ଜଣେ ଯୁବକଙ୍କ ଜୀବନ ଯାଇଛି। ସେ ହେଲେ ଆସିକା ଥାନା…

6 years ago

ଦିଗପହଣ୍ଡିରେ ସ୍ଥିତି ସମୀକ୍ଷା କଲେ ଜିଲାପାଳ: ବିଭିନ୍ନ ପ୍ରକଳ୍ପ ବୁଲିଦେଖିଲେ, ସରକାରୀ ସହାୟତା ନେଇ ପଚାରି ବୁଝିଲେ

ଦିଗପହଣ୍ଡି,୧୮।୪(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ ନିୟମ ନ ମାନିଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦେଇଛନ୍ତି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ। ଶନିବାର ପୂର୍ବାହ୍ନ…

6 years ago

ସାନିଟାଇଜ୍‌ ହେଲା ବୁଗୁଡ଼ା ସହର: ମେଡିକାଲ, ବ୍ଲକ କାର୍ଯ୍ୟାଳୟ, ପରିବା ମାର୍କେଟରେ ବିଶୋଧକ ସିଞ୍ଚନ

ବୁଗୁଡା,୧୮।୪(ଡି.ଏନ୍‌.ଏ.): ଗଞ୍ଜାମ ବୁଗୁଡା ଏନ୍‌ଏସି ପ୍ରଶାସନ ପକ୍ଷରୁ ସ୍ଥାନୀୟ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଶନିବାର ବୁଗୁଡା ସହରର ବିଭିନ୍ନ ସ୍ଥାନରେ ବିଶୋଧକ ସିଞ୍ଚନ କରି ସାନିଟାଇଜ କରିଥିବା…

6 years ago

ଏମ୍‌କେସିଜିରେ ପୁଣି ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ ,୧୮।୪ - ଗଞ୍ଜାମ ଜିଲା ଏମ୍‌କେସିଜି ମେଡିକାଲରେ ଶନିବାର ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଛନ୍ତି। ବ୍ରହ୍ମପୁର ରେଳଷ୍ଟେଶନ ନିକଟରୁ ତାଙ୍କୁ ପୋଲିସ ଉଦ୍ଧାର…

6 years ago

ଗଞ୍ଜାମ କୋଭିଡ ହସ୍ପିଟାଲ ପାଇଁ ଏମ୍‌କେସିଜିରୁ ଯିବେ ୧୬ ଡାକ୍ତର, ୨୪ରେ ଯୋଗ ଦେବାକୁ ନିର୍ଦ୍ଦେଶ

ଛତ୍ରପୁର, ୧୮।୪(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲାର ଶିତଳାପଲିଠାରେ ଥିବା ଟାଟା ଷ୍ଟିଲ ମେଡ଼ିକାଲ ହସ୍ପିଟାଲକୁ ଟାଟା ଗ୍ରୁପର ସହାୟତାରେ ଓଡିଶା ସରକାରଙ୍କ ପକ୍ଷରୁ କୋଭିଡ-୧୯ ହସ୍ପିଟାଲରେ ପରିଣତ କରାଯାଇଛି।…

6 years ago