ଗଞ୍ଜାମ

ଛତ୍ରପୁର ସବ୍‌ ଜେଲ୍‌ ପରିଦର୍ଶନ କଲେ ଜିଲା ଜଜ

ଛତ୍ରପୁର, ୧୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଜ୍‌ ରାମ ଶଙ୍କର ହୋତା ରବିବାର ଛତ୍ରପୁର ସବ୍‌ ଜେଲ ପରିଦର୍ଶନ କରିଛନ୍ତି। ଏହି ସବ୍‌ ଜେଲରେ ୧୩୨ ଜଣ ପୁରୁଷ…

6 years ago

ମାଛ ଧରିବା ବେଳେ ଜାଲରେ ପଡିଲା ୯ ଫୁଟ ଲମ୍ବର ଅଜଗର

ଛତ୍ରପୁର, ୧୬।୮(ଡି.ଏନ୍‌.ଏ.): ମାଛ ଧରିବା ବେଳେ ଜାଲରେ ପଡିଲା ୯ ଫୁଟ ଲମ୍ବର ଅଜଗର ସାପ । ଏଭଳି ଦୃଶ୍ୟ ଦେଖି ବାକୁ ମିଳିଛଇ ଗଞ୍ଜାମ ଜିଲା…

6 years ago

ଆସିକାରେ ଚାଞ୍ଚଲ୍ୟ: ସଂକ୍ରାନ୍ତିରେ ପୂଜା ସାରି ମନ୍ଦିରରୁ ଫେରୁଥିବା ବେଳେ ମହିଳାଙ୍କୁ ହତ୍ୟା

ଆସିକା,୧୬ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନାର କୋଟିନଡ଼ା ଫାଣ୍ଡି ଅନ୍ତର୍ଗତ ଭେଙ୍କଟରାଇପଲ୍ଲୀ ଗ୍ରାମରେ ରବିବାର ସକାଳେ ଶିବମନ୍ଦିର ନିକଟରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଛି। ମୃତ ମହିଳା…

6 years ago

କରୋନା ନେଲା ଭାଟକୁମରଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀଙ୍କ ଜୀବନ

ପୁରୁଷୋତ୍ତମପୁର,୧୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ରବିବାର ଆଉଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଭାଟକୁମରଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଅଧିକାରୀ ଡାକ୍ତର ବି…

6 years ago

ବେଳାଭୂମିରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଗୋପାଳପୁର,୧୫।୮-ଗଞ୍ଜାମ ଜିଲା ସୁନାପୁର ବେଳାଭୂମିରୁ ଶନିବାର ଗୋଳନ୍ଥରା ଥାନା ପୋଲିସ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ପ୍ରକାଶ ଯେ,…

6 years ago

ସଂଗରୋଧ ସରିବା ପରେ ଭୁଲିଗଲା ଗଞ୍ଜାମ ପ୍ରଶାସନ: ରକ୍ଷଣାବେକ୍ଷଣ ଅଭାବରୁ ଭୂତକୋଠି ପାଲଟିଲାଣି ସ୍କୁଲ-କଲେଜ କୋଠା

ବ୍ରହ୍ମପୁର,୧୫।୮- ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆମାନେ ନିଜ ନିଜ ଜିଲ୍ଲାକୁ ଫେରି ଆସିଥିଲେ। ରାଜ୍ୟ ସରକାର ସେମାନଙ୍କୁ ବିଭିନ୍ନ ସ୍କୁଲ ଓ କଲେଜ ସଂଗରୋଧ…

6 years ago

ବୁଗୁଡ଼ାରେ ସ୍ବାଧୀନତା ଦିବସ: ଜାଣନ୍ତୁ କେଉଁଠି କିଏ କଲେ ପତାକା ଉତ୍ତୋଳନ

ବୁଗୁଡ଼ା,୧୫।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ାର ବିଭିନ୍ନ ସ୍ଥାନରେ ୭୪ତମ ସ୍ବାଧୀନତା ଦିବସ ଶନିବାର ପାଳିତ ହୋଇଯାଇଛି। ବ୍ଲକ କାର୍ଯ୍ୟାଳୟରେ ବିଡିଓ ତନ୍ମୟ ପାତ୍ରଙ୍କ ଉପସ୍ଥିତିରେ ବ୍ଲକ ଉପାଧ୍ୟକ୍ଷ…

6 years ago

ପୁରୁଷୋତ୍ତମପୁରରେ ସ୍ବାଧୀନତା ଦିବସ: ଜାଣନ୍ତୁ କେଉଁଠି କିଏ କଲେ ପତାକା ଉତ୍ତୋଳନ

ପୁରୁଷୋତ୍ତମପୁର,୧୫।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ୭୪ ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ଏବଂ ଓକିଲ…

6 years ago

ବଞ୍ଚିଛି ମାନବିକତା: ମା’-ବାପା ଛେଉଣ୍ଡ ୩ ପିଲାଙ୍କୁ ସହାୟତାର ହାତ ବଢ଼ାଇଲେ…

ଛତ୍ରପୁର,୧୫।୮(ଡି.ଏନ୍‌.ଏ.): ଏବେ ବି ବଞ୍ଚିଛି ମାନବିକତା। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ସୁନ୍ଦରପୁର ଗାଁରେ। ମା’-ବାପା ଛେଉଣ୍ଡ ୩ ଅସହାୟ…

6 years ago

ଗଞ୍ଜାମରେ ପାଳିତ ହେଲା ଜିଲାସ୍ତରୀୟ ସ୍ବାଧୀନତା ଦିବସ; ସଂଗ୍ରାମୀଙ୍କ ତ୍ୟାଗ, ବଳିଦାନ ପାଇଁ ଆମେ ପାଇଛୁ ସ୍ବାଧିନତା: ଜିଲାପାଳ

ଛତ୍ରପୁର,୧୫।୮(ଡି.ଏନ୍‌.ଏ):ଗଞ୍ଜାମରେ ଜିଲାସ୍ତରୀୟ ୭୪ ତମ ସ୍ବାଧୀନତା ଦିବସ ସମାରୋହ ଶନିବାର ଛତ୍ରପୁରସ୍ଥିତ ପୋଲିସ ପଡିଆଠାରେ ଅନୁଷ୍ଠିତ ହୋଇଯାଇଛିା ଏଥିରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜାତୀୟ…

6 years ago