ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…
ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି । ଦିଗପହଣ୍ଡି ପୋଲିସ ଘର ଭିତରୁ ପଙ୍ଖାରେ ଝୁଲୁଥିବା ଅବସ୍ଥାରେ ଯୁବତୀଙ୍କ ମୃତଦେହ ଜବତ…
ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ
ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି । ଡ୍ରାଇଭରମାନଙ୍କ ବେପରୁଆ ଗାଡି ଚାଳନା ଯୋଗୁଁ ଅନେକ ସମୟରେ ଛୋଟ ବଡ଼…
ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ
ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏନେଇ ଗାଁ ଉତ୍ସବ ମୁଖର ହୋଇ ପଡିଛି। ଚୈତ୍ର ଶୁକ୍ଳ…
ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଥିଲା ଭଞ୍ଜନଗରର ଭୂମିକା
ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ରବିବାର ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧି ସାଧନରେ ଭଞ୍ଜନଗରର ଭୂମିକା ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ଭଞ୍ଜ ସାହିତ୍ୟର ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଯେତିକି…
କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…
ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି । ପାଣି ମୋଟର ଏବଂ କିଛି ଆସବାବପତ୍ର କେହି ନେଇଯାଇଥିବା ଜଣାପଡିଛି ।…
ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ
ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ ବ୍ୟାପି ସ୍ୱାମୀ ଚେତନାନନ୍ଦ ସରସ୍ୱତୀ ପରମହଂସ ଦେବଙ୍କ ୯୪ତମ ଜନ୍ମୋତ୍ସବ ମହାସମାରୋହରେ ପାଳିତ…
ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….
ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ସୂଚନା ଅନୁସାରେ, ଗତକାଲି(ଶନିବାର) ବିଳମ୍ବିତ…
ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…
ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଭଞ୍ଜନଗର ବିଧାୟକ ତଥା ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…
ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ
ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା ହେଉଛି। ଏନେଇ ଲଙ୍କା ଗ୍ରାମବାସୀ ବନବିଭାଗକୁ ଖବର ଦେବା ପରେ ବନବିଭାଗର ଏକ…
ସେବା ପାଇଁ ଉଦାହାରଣ ସାଜିଛନ୍ତି ବିପଦର ବନ୍ଧୁ କର୍ମକର୍ତ୍ତା, ରକ୍ତ ଦେବା ସହ ଚିକିତ୍ସା କରି…
ଭଞ୍ଜନଗର,୨୧ା୩(ବାବୁଲା ପ୍ରଧାନ): ବିପଦର ବନ୍ଧୁ ଓଡ଼ିଶା ଭଞ୍ଜନଗର ଶାଖା କର୍ମକର୍ତ୍ତାମାନେ ସର୍ବଦା ସେବା ପାଇଁ ଆଗକୁ ଆସନ୍ତି। ସେମାନଙ୍କ ସେବା ଆଗ୍ରହ ଅନେକଙ୍କ ପାଇଁ ବରଦାନ ହେଉଛି। ବିପଦର ବନ୍ଧୁ କର୍ମକର୍ତ୍ତା କେତେବେଳେ ଶବ ସତ୍କାର କରନ୍ତି। ଆଉ କେତେବେଳେ ରକ୍ତଦାନ…
ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…
ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ ସ୍ବତନ୍ତ୍ର ଆମ୍ବୁଲାନ୍ସରେ ବାସଭବନରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ମଧ୍ୟରେ ଗ୍ରାମ ଶ୍ମଶାନରେ…
ନାଟକ ଜରିଆରେ ଛାତ୍ରୀଛାତ୍ର ପାଳିଲେ ବିଶ୍ୱ ବନ ଦିବସ, ଲୋକଙ୍କୁ ସଚେତନ କରି…
ଭଞ୍ଜନଗର,୨୧ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତରବନଖଣ୍ଡ, ଟାଟା ପାଓ୍ବାର, ସ୍ନେହା ଅନୁଷ୍ଠାନ ଓ ବିଡିପୁରସ୍ଥିତ ଟିଏସ୍ଡି କଲେଜ ଏନ୍ସିସି ପକ୍ଷରୁ ମିଳିତ ଭାବେ ଶନିବାର ବିଶ୍ୱ ବନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଡିପୁର ଶ୍ରୀ ଅରବିନ୍ଦ…
Archives


