ଗଞ୍ଜାମ

ଫେରାର୍‌ ମଦ ବେପାରୀ ଗିରଫ

ଶଙ୍କରାଖୋଲ,୨୭।୫(ଡି.ଏନ୍‌.ଏ.)- ଟିକାବାଲି ଥାନା ଟୁଡୁବାଲି ଗ୍ରାମର ବେଆଇନ୍‌ ବିଦେଶୀ ମଦ ବିକ୍ରି ଅଭିଯୋଗରେ ଫେରାର୍‌ ଥିବା ଅଭିଯୁକ୍ତଙ୍କୁ ସୋମବାର ପୋଲିସ କୋର୍ଟଚାଲାଣ କରିଛି। ସେ ହେଲେ ଅରକ୍ଷିତ ଭୋଇ। ଏ ନେଇ ନଂ. ୪୭/୧୯ରେ ମାମଲା ରୁଜୁ ହୋଇଛି। ଗତ ୧…

ବ୍ଲକ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ବାଲିଗୁଡ଼ା ବିଧାୟକ

କ.ନୂଆଗଁ।,୨୭।୫(ଡି.ଏନ୍‌.ଏ.)- କ.ନୂଆଗଁ। ବ୍ଲକର ଅଧ୍ୟକ୍ଷ ଚକ୍ରମଣି କହଁର ବାଲିଗୁଡ଼ା ବିଧାୟକ ଭାବେ ନିର୍ବାଚିତ ହେବା ପରେ ସୋମବାର ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ଗତ ପଞ୍ଚାୟତ ନିର୍ବାଚନରେ ଶିକ୍ଷକ ପଦବୀରୁ ଇସ୍ତଫା ଦେଇ ନିଜ ପଞ୍ଚାୟତ ସାଇନପଡ଼ାରୁ ସମିତିସଭ୍ୟ ଭାବେ…

କୁଇଭାଷା ସାହିତ୍ୟ ସମିତିର ବାର୍ଷିକ ସମ୍ମିଳନୀ

ଫିରିଙ୍ଗିଆ,୨୭।୫-କୁଇ ଭାଷା ସାହିତ୍ୟ ସମିତି, ଓଡିଶା କୁଇଦିନା କନ୍ଧମାଳର ଚତୁର୍ଥ ବାର୍ଷିକ ସମ୍ମିଳନୀ ଫିରିଙ୍ଗିଆ ପଞ୍ଚାୟତ କଲେଜ ପାଖ କୁଇ ସମାଜ ପଡିଆରେ ଅନୁଷ୍ଠିତ ହୋଇଯାଇଛି। ସମିତି ସଭାପତି ଦୀନବନ୍ଧୁ କହଁରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ସ୍ବତନ୍ତ୍ର ଉନ୍ନୟନ…

ଦିଗପହଣ୍ଡି ସହରରେ କମିଲା ବିଜେଡିର ଭୋଟ

ଦିଗପହଣ୍ଡି,୨୭।୫(ଡି.ଏନ.ଏ.)-ଦିଗପହଣ୍ଡି ବିଧାନସଭା ନିର୍ବାଚନମଣ୍ଡଳୀ ରାଜ୍ୟ ରାଜନୀତିରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି । ଲଗାତର ଭାବେ ୭ଥର ଏଠାରୁ ସୂର୍ଯ୍ୟନାରାୟଣ ପାତ୍ର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ତେବେ ଚଳିତଥର ଦିଗପହଣ୍ଡି ଏନଏସିରେ ବିଜେଡିକୁ କମ୍‌ ଭୋଟ ମିଳିବା ଘଟଣା…

ଉଚ୍ଚ ଅଟ୍ଟାଳିକାରେ ଅଗ୍ନିକାଣ୍ଡ ଭୟ

ବ୍ରହ୍ମପୁର ଅଫିସ,୨୭ା୫- ଗୁଜରାଟର ସୁରଟସ୍ଥିତ ଏକ କୋଚିଂ ସେଣ୍ଟରରେ ଶୁକ୍ରବାର ନିଆଁ ଲାଗିଯାଇଥିଲା। ଏଥିରେ ପୋଡ଼ି ହୋଇ ଓ ନିଆଁରୁ ବର୍ତ୍ତିବା ପାଇଁ ତୃତୀୟ ଓ ଚତୁର୍ଥ ମହଲାରୁ ଡ଼େଇଁ ୨୨ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ଘଟିଥିଲା। ଉଚ୍ଚ ଅଟ୍ଟାଳିକାଗୁଡ଼ିକରେ ଅଗ୍ନି ନିରାପତ୍ତା…

ମା’ ତାରାଦେବୀଙ୍କ ଯାତ୍ରା ୮ମ ଦିନରେ: ୬ ସାହିରେ ଘଟ ପରିକ୍ରମା

ବ୍ରହ୍ମପୁର ଅଫିସ,୨୭ା୫-ବ୍ରହ୍ମପୁରର ଅନ୍ୟତମ ପ୍ରସିଦ୍ଧ ଲାଞ୍ଜିପଲ୍ଲୀ ମା’ ତାରାଦେବୀ ଠାକୁରାଣୀ ଯାତ୍ରା ରବିବାର ଅଷ୍ଟମ ଦିବସରେ ପହଞ୍ଚିଛି। ଛୁଟିଦିନ ଥିବାରୁ ଅସ୍ଥାୟୀ ପୀଠରେ ମା’ଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ନାହିଁ ନ ଥିବା ଭିଡ ଦେଖିବାକୁ ମିଳିଥିଲା। ମା’ ଦିନ ତମାମ…

ତାତି ବଢ଼ାଉଛି ବେଆଇନ ଇଟାଭାଟି

ପାଟପୁର,୨୭ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଶତାଧିକ ବେଆଇନ ଇଟାଭାଟି ପୋଡ଼ା ଚାଲିଛି। ସେଥିରୁ ନିର୍ଗତ ନିଆଁ ପ୍ରକୋପରେ ଅସ୍ବାଭାବିକ ଭାବେ ସ୍ଥାନୀୟ ଅଞ୍ଚଳରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଥିବା ଅଭିଯୋଗ ହୋଇଛି। ଫଳରେ ସାଧାରଣ ଜନ ଜୀବନ ପ୍ରଭାବିତ ହେଉଛି। ପ୍ରଚଣ୍ଡ…

ଫିରିଙ୍ଗିଆ ମେଡିକାଲରେ ଜେନେରେଟର ଅଚଳ: ଲାଇନ କଟିଲେ ରୋଗୀ ହନ୍ତସନ୍ତ

ଫିରିଙ୍ଗିଆ,୨୭ା୫-ଫିରିଙ୍ଗିଆ ମେଡିକାଲ ବହୁ ଅବ୍ୟବସ୍ଥା ନେଇ ଗତି କରୁଛି। ରବିବାର ଏଠାରେ ବିଦ୍ୟୁତ୍‌ କାଟ ହୋଇଥିବାବେଳେ ଜେନେରେଟର ଚାଲୁ ନ ଥିଲା। ରୋଗୀମାନେ ଅସହ୍ୟ ଗରମରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ବିଦ୍ୟୁତ କାଟ ନେଇ ଫୁଲବାଣୀ ସମେତ…

ଦିଗପହଣ୍ଡି ନିର୍ବାଚନମଣ୍ଡଳୀ: ତ୍ରୁଟି ଯୋଗୁ ଗଣନାରୁ ବାଦ୍‌ ପଡ଼ିଲା ୧୨ ଇଭିଏମ୍‌

ଦିଗପହଣ୍ଡି,୨୭ା୫(ଡି.ଏନ୍‌.ଏ.)-ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସୂର୍ଯ୍ୟ ନାରାୟଣ ପାତ୍ର ୪୦,୪୫୨ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ସୂର୍ଯ୍ୟ ୭୫,୦୧୬ ଭୋଟ ପାଇଥିବା ବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପିଙ୍କି ପ୍ରଧାନ ୩୪,୫୬୪ ଭୋଟ ପାଇଥିଲେ। ଇଭିଏମ୍‌ରେ ତ୍ରୁଟି…

ଯୁବକଙ୍କୁ ଘରୁ ଡାକିନେଇ ହତ୍ୟା ଘଟଣା: ୮ ଗିରଫ

ଧରାକୋଟ,୨୬ା୫(ଡି.ଏନ.ଏ.)- ଧରାକୋଟ ଥାନା ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଅଲେଖ ନାହାକଙ୍କୁ ଘରୁ ଡାକିନେଇ ହତ୍ୟା କରାଯାଇଥିଲା। ପ୍ରେମ ବ୍ୟାପାରକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଅଲେଖଙ୍କ ବାପା ଧରାକୋଟ ଥାନାରେ ଏତଲା ଦେବାପରେ ପୋଲିସ ନଂ. ୭୨/୧୯ରେ ମାମଲା ରୁଜୁ…

ପେଟ୍ରୋଲ୍‌ପମ୍ପରୁ ୨ଲକ୍ଷ ୭୦ହଜାର ଟଙ୍କା ଲୁଟ

ପୁରୁଷୋତ୍ତମପୁର,୨୬।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଲୁଟେରାମାନେ ଦିନକୁ ଦିନ ସକ୍ରିୟ ହୋଇ ଗୋଟିଏ ପରେ ଗୋଟିଏ ଲୁଟ୍‌ପାଟ ଚଳାଇଛନ୍ତି। ସହର ଉପକଣ୍ଠରେ ଥିବା ରଘୁନାଥ ସାହୁ ପେଟ୍ରୋଲ ପମ୍ପରୁ ଶନିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଶଟର୍‌ ତାଡି ୨ଲକ୍ଷ…

କୂଅ ଖୋଳୁଥିବାବେଳେ ଖସିପଡି ଜଣେ ମୃତ

ଖଜୁରିପଡା,୨୬।୫(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ କଟ୍ରିଙ୍ଗୀଆ ପଞ୍ଚାୟତର ଶ୍ରାକି ଗ୍ରାମରେ ଶନିବାର ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ କାର୍ଯ୍ୟାଦେଶ ପାଇ କୂଅ ଖୋଳୁଥିବାବେଳେ ଖସିପଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସନ୍ୟାସୀ କହଁର (୫୪)। ଏନେଇ ଲୋଚାପଡା ଥାନାରେ ନଂ.୨/୧୯ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri