ଗଞ୍ଜାମ

ଖେଳୁଥିବା ବେଳେ ବିସ୍ଫୋରଣ: ୩ ନାବାଳକ ଆହତ

ହିଞ୍ଜିଳିକାଟୁ,୪ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ସୋମପୁର ଗ୍ରାମରେ ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ୯ରେ ବିସ୍ଫୋରଣ ଘଟି ୩ ନାବାଳକ ଆହତ ହୋଇଛନ୍ତି। ପାହାଡରୁ ପଥର ଫଟାଇବା ପାଇଁ ବ୍ୟବହୃତ ଡିଟୋନେଟରରେ ବ୍ୟାଟେରି ସଂଯୋଗବେଳେ ଏହି ବିସ୍ଫୋରଣ ଘଟିଛି। ଆହତମାନେ ହେଲେ…

ଆୟ ବର୍ହିଭୁତ ସମ୍ପତ୍ତି ଠୁଳ: ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ

ବ୍ରହ୍ମପୁର ଅଫିସ/ଗଞ୍ଜାମ,(ଡି.ଏନ.ଏ.), ୪ା୩-ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ବିନୋଦ ଚନ୍ଦ୍ର ପାଢ଼ୀଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଥିଲା। ଗଞ୍ଜାମ ଏବଂ ଭୁବନେଶ୍ୱର ସମେତ ୧୨ଟି ସ୍ଥାନରେ ଏକକାଳୀନ ଚଢାଉ…

ସ୍କୁଲରେ ଶୋଇ ନିଲମ୍ବିତ ହେଲେ ଶିକ୍ଷୟିତ୍ରୀ

କୁକୁଡ଼ାଖଣ୍ଡି,୪ା୩(ଡି.ଏନ.ଏ.)- ବିଦ୍ୟାଳୟରେ ଶୋଇବା ଜଣେ ଶିକ୍ଷୟିତ୍ରୀଙ୍କୁ ମହଙ୍ଗା ପଡ଼ିଛି। ଶୋଇଥିବା ବେଳର ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବା ପରେ ତାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଗୁରୁଣ୍ଠି ପଞ୍ଚାୟତ ରଙ୍ଗରାଜପୁର ପ୍ରାଥମିକ…

ଖେଳୁଥିବା ବେଳେ ଡିଟୋନେଟର ବିସ୍ଫୋରଣ: ୩ ନାବାଳକ ଆହତ

ହିଞ୍ଜିଳିକାଟୁ,୩।୩(ଡି.ଏନ୍‌.ଏ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ସୋମପୁର ଗ୍ରାମରେ ମଙ୍ଗଳବାର ପୂର୍ବାହ୍ନରେ ବିସ୍ଫୋରଣ ଘଟି ୩ ନାବାଳକ ଆହତ ହୋଇଛନ୍ତି। ପାହାଡ଼ରୁ ପଥରଫଟା ପାଇଁ ବ୍ୟବହୃତ ଡିଟୋନେଟର ବିସ୍ଫୋରଣରୁ ଏପରି ହୋଇଥିବା କୁହାଯାଉଛି। ଆହତମାନେ ହେଲେ ବାଦଲ ଗାୈଡ଼(୧୦), ନାରାୟଣ ଗାୈଡ(୧୨)…

ଡିଟୋନେଟର ବିସ୍ଫୋରଣ: ୩ ନାବାଳକ ଆହତ

ହିିଞ୍ଜିଳିକାଟୁ,୩ା୩(ଡି.ଏନ୍‌.ଏ): ଗଞ୍ଜାମ ଜିଲା ହଞ୍ଜିଳି ଥାନା ସୋମପୁର ଗ୍ରାମରେ ମଙ୍ଗଳବାର ପୂର୍ବାହ୍ନରେ ପାହାଡ଼ରୁ ପଥର ଫୁଟା ପାଇଁ ବ୍ୟବହୃତ ଡିଟୋନେଟର ବିସ୍ଫୋରଣ ଘଟି ୩ ନାବାଳକ ଆହତ ହୋଇଛନ୍ତି। ସେମାନେ ହେଲେ ବାଦଲ ଗାୈଡ(୧୦), ନାରାୟଣ ଗାୈଡ(୧୨), ଶ୍ରୀଧର ଗାୈଡ(୧୦)। ପ୍ରକାଶ…

କ୍ଷୁଦ୍ର ବ୍ୟବସାୟୀଙ୍କଠାରୁ ଜରିମାନା ଆଦାୟ: ବଣିକ ସଂଘ ପକ୍ଷରୁ ନିନ୍ଦା

ଗଞ୍ଜାମ, ୩।୩(ଡି.ଏନ୍‌.ଏ.): ଗଞ୍ଜାମ ସହର ମଧ୍ୟରେ ଥିବା ବଡ ବଜାର ଓ ସାନ ବଜାରରେ କ୍ୟାବିନ ଓ ଉଠା ଦୋକାନୀମାନେ ଦୀର୍ଘବର୍ଷ ହେବ ନିଜର ବ୍ୟବସାୟ କରିଆସୁଛନ୍ତି l କିନ୍ତୁ ପ୍ରଶାସନ ପକ୍ଷରୁ ଅନେକ ସମୟରେ ବିଭିନ୍ନ କାରଣନେଇ କ୍ଷୁଦ୍ର ବ୍ୟବସାୟୀଙ୍କଠାରୁ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ

ବ୍ରହ୍ମପୁର ଅଫିସ/ଗଞ୍ଜାମ,୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ମଙ୍ଗଳବାର ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଯନ୍ତ୍ରୀ ବିନୋଦ ଚନ୍ଦ୍ର ପାଢ଼ୀଙ୍କ ଘର ସମେତ ଏକକାଳୀନ ୧୨ଟି ସ୍ଥାନରେ ଚଢ଼ାଉ ଚାଲିଥିବା ଜଣାପଡ଼ିଛି। ତେବେ ଆୟ…

ପ୍ରକଳ୍ପ ଅସମ୍ପୂର୍ଣ୍ଣ, ଜଳ ଅପେକ୍ଷାରେ ବ୍ରହ୍ମପୁରବାସୀ

ବ୍ରହ୍ମପୁର ଅଫିସ,୩ା୩ – ବ୍ରହ୍ମପୁରରେ ଏଣିକି ଖରାଦିନେ ଦୂର ହେବ ପାନୀୟ ଜଳ ସଙ୍କଟ। ସହରବାସୀଙ୍କ ପ୍ରତ୍ୟେକ ଘରକୁ ହେବ ୨୪ ଘଣ୍ଟିଆ ଜଳଯୋଗାଣ ସୁବିଧା । ଏଭଳି କେତେକ ପ୍ରତିଶ୍ରୁତି ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୧୯ ମାର୍ଚ୍ଚ…

ମିଳିତ ଅଭିଯୋଗ ଶୁଣାଣିରେ ଅବ୍ୟବସ୍ଥା

ଛତ୍ରପୁର,୩ା୩(ଡି.ଏନ.ଏ.) ମାସର ପ୍ରଥମ ସୋମବାର ଛତ୍ରପୁରଠାରେ ଜିଲାପାଳ ଓ ଗଞ୍ଜାମ ଏସ୍‌ପିଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେଉଛି ା କେବଳ ଛତ୍ରପୁର ସବଡିଭିଜନ ନୁହେଁ ଜିଲାର ସମସ୍ତ ଅଞ୍ଚଳରୁ ଲୋକେ ଏହି ଶିବିରକୁ ଆସି ନିଜ ନିଜ ସମସ୍ୟା…

ସାଇକେଲ ଆରୋହୀଙ୍କଠାରୁ ସୁନା ଅଳଙ୍କାର ଲୁଟ୍‌

ଦିଗପହଣ୍ଡି,୨ା୩(ଡି.ଏନ.ଏ.)-ଦିଗପହଣ୍ଡି ଥାନା ରାଜପୁର ରୋଡରେ ସୋମବାର ଜଣେ ସାଇକେଲ ଆରୋହୀଙ୍କଠାରୁ ୨ ଜଣ ଦୁର୍ବୃତ୍ତ ୫ ଭରି ଓଜନର ସୁନା ଅଳଙ୍କାର ମୁଣିକୁ ଲୁଟି ନେଇଛନ୍ତି। ଲୁଟର ଶିକାର ହୋଇଛନ୍ତି ଦିଗପହଣ୍ଡି ବ୍ଲକ ଆଙ୍କୋରଡା ପଞ୍ଚାୟତ ରାଜପୁର ଗ୍ରାମର ସୁଦର୍ଶନ ବିଷୋୟୀ।…

ମୋପେଡ୍‌କୁ ଧକ୍କାଦେଲା କାର୍‌: ଚାଳକ ମୃତ

ହିିଞ୍ଜିଳିକାଟୁ,୨।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିିଞ୍ଜିଳ ଥାନା ପୋଚିଲିମା ଛକ ନିକଟରେ ସୋମବାର ମଧ୍ୟାହ୍ନରେ ଏକ ଦୁର୍ଘଟଣା ଘଟିଛି। କାର ଧକ୍କାରେ ଜଣେ ମୋପେଡ୍‌ ଚାଳକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ଠୁରୁବୁରାଇ ଗ୍ରାମର ଲଡ଼ୁ କିଶୋର ଲେଙ୍କା (୬୦)। ପ୍ରକାଶ…

୨୪ ସ୍ବାସ୍ଥ୍ୟକେନ୍ଦ୍ରକୁ ମିଳିବ କାୟାକଳ୍ପ ପୁରସ୍କାର

ଛତ୍ରପୁର,୨ା୩(ଡି.ଏନ.ଏ.) ସ୍ବାସ୍ଥ୍ୟକେନ୍ଦ୍ରର ସ୍ବଚ୍ଛତା ଓ ସଂକ୍ରମଣ ନିୟନ୍ତ୍ରଣ ପଦକ୍ଷେପକୁ ଦେଖି ଜାତୀୟ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ପ୍ରତିବର୍ଷ କାୟାକଳ୍ପ ପୁରସ୍କାର ପ୍ରଦାନ କରାଯାଉଛି। ୨୦୧୯-୨୦ ବର୍ଷ ପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୨୪ ସ୍ବାସ୍ଥ୍ୟକେନ୍ଦ୍ରକୁ କାୟାକଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?