ଗଞ୍ଜାମ

ଗୁଳିମାଡ଼ରେ ଆହତ କଂଗ୍ରେସ ବିଧାୟକ ପ୍ରାର୍ଥୀଙ୍କ ପ୍ରାଣ ଗଲା

ଆସିକା,୨୫ା୫(ଡି.ଏନ୍‌.ଏ.)- ସାଧାରଣ ନିର୍ବାଚନ ଭୋଟ ଗଣତି ପୂର୍ବ ରାତିରେ ଦୁର୍ବୃତ୍ତଙ୍କ ଆକ୍ରମଣ ଓ ଗୁଳିମାଡ଼ରେ ଗୁରୁତର ଆହତ ହୋଇଥିବା ଆସିକା କଂଗ୍ରେସ ବିଧାୟକ ପ୍ରାର୍ଥୀ ମନୋଜ ଜେନାଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ବିଳମ୍ବିତ…

ଜି.ଉଦୟଗିରି ନିର୍ବାଚନମଣ୍ଡଳୀରେ ବିଜେଡିର ସାଲୁଗା ବିଜୟୀ

ଦାରିଙ୍ଗବାଡ଼ି,୨୪।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ ବିଜୟୀ ହୋଇଛନ୍ତି। ସାଲୁଗା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଶ୍ୟାମଘନ ପ୍ରଧାନଙ୍କଠାରୁ ମୋଟ ୧୧,୨୬୧ ଖଣ୍ଡ ଭୋଟରେ ବିଜୟଲାଭ କରିଛନ୍ତି। ସାଲୁଗା ମୋଟ ୫୩,୨୩୮ ଖଣ୍ଡ…

ଜି.ଉଦୟଗିରି ବିଧାନସଭାରେ ବିଜେଡିର ବାଜିମାତ: ସାଲୁଗା ପ୍ରଧାନ ୧୧୨୬୧ଭୋଟରେ ବିଜୟୀ

ଜି.ଉଦୟଗିରି, ୨୪।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ୮୩(ଏସ୍‌ଟି) ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ସାଲୁଗା ପ୍ରଧାନ ବିଜୟୀ ହୋଇଛନ୍ତି। ସାଲୁଗା ନିଜର ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଶ୍ୟାମଘନ ପ୍ରଧାନଙ୍କୁ ୧୧୨୬୧ ଖଣ୍ଡ ଭୋଟ ବ୍ୟବଧାନରେ ପରାଜିତକରି ଏହି ସଫଳତା ପାଇଛନ୍ତି। ସାଲୁଗା ସମୁଦାୟ…

ବ୍ରହ୍ମପୁର ଲୋକ ସଭା: ଚନ୍ଦ୍ରଶେଖରଙ୍କୁ ମିଳିଲା ବିଜୟୀ ପ୍ରମାଣପତ୍ର

ଛତ୍ରପୁର, ୨୪ା୫(ଡି.ଏନ୍‌.ଏ.):ବ୍ରହ୍ମପୁର ଲୋକ ସଭା ଆସନରେ ବିଜୟୀ ବିଜେଡିର ଚନ୍ଦ୍ରଶେଖର ସାହୁ ଶୁକ୍ରବାର ଛତ୍ରପୁରଠାରେ ରିଟର୍ନିଂ ଅଫିସର ତଥା ଡିଆରଡିଏ ପିଡି ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କଠାରୁ ବିଜୟୀ ସମ୍ପର୍କୀୟ ପ୍ରମାଣପତ୍ର ଗ୍ରହଣ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦ୍ୱୀ ଭାଜପାର ଭୃଗୁ…

ଆସିକା ଲୋକ ସଭା: ୨ଲକ୍ଷରୁ ଅଧିକ ଭୋଟରେ ଜିତିଲେ ପ୍ରମିଳା ବିଷୋୟୀ

ବ୍ରହ୍ମପୁର ଅଫିସ,୨୪ା୫-ଆସ୍କା ଲୋକ ସଭା ଆସନରୁ ବିଜୟୀ ହୋଇଛନ୍ତି ବିଜେଡି ପ୍ରାର୍ଥୀନୀ ପ୍ରମିଳା ବିଷୋୟୀ। ସେ ଦୁଇ ଲକ୍ଷରୁ ଅଧିକ ଭୋଟରେ ବିଜୟ ହାସଲ କରିଛନ୍ତି। ପ୍ରମିଳାଙ୍କୁ ୫ଲକ୍ଷ ୫୨ହଜାର ୭୪୯ ଭୋଟ ମିଳିଥିବା ବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା…

ବିଜେଡି ଦଖଲରେ ବ୍ରହ୍ମପୁର ଲୋକ ସଭା: ବାଜିମାରିଲେ ଚନ୍ଦ୍ରଶେଖର ସାହୁ

ବ୍ରହ୍ମପୁର ଅଫିସ,୨୪ା୫: ବ୍ରହ୍ମପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜୟୀ ହୋଇଛନ୍ତି ବିଜେଡିର ଚନ୍ଦ୍ରଶେଖର ସାହୁ । ଚନ୍ଦ୍ରଶେଖର ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପାର ଭୃଗୁ ବକ୍ସିପାତ୍ରଙ୍କଠାରୁ ୯୪,୮୪୪ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି। ୧ଲକ୍ଷ ୪୨ହଜାର ୬୩୨ ଖଣ୍ଡ ଭୋଟରେ…

ସମ୍ପତ୍ତି ଭାଗବଣ୍ଟାରୁ ଆକ୍ରମଣ: ମା’ ମୃତ, ଝିଅ ପୁଅ ଗୁରୁତର

ଆସିକା,୨୪ା୫(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଆସିକା ଥାନା ଅଧୀନ ବାଲିସିରା ପଞ୍ଚାୟତ ସାପୁଆପଲ୍ଲୀ ଗ୍ରାମରେ ସମ୍ପତ୍ତି ଭାଗବଣ୍ଟାକୁ ନେଇ ଦୁଇ ପରିବାର ମଧ୍ୟରେ ଲାଗିଥିବା ବିବାଦ ଉଗ୍ରରୂପ ନେଇଛି। ବୁଧବାର ରାତି ପ୍ରାୟ ୧୦ଟାରେ ହୋଇଥିବା ଗଣ୍ଡଗୋଳରେ ଗୋଟିଏ ପରିବାରର ଜଣେ ମହିଳାଙ୍କ ମୃତ୍ୟୁ…

କନ୍ଧମାଳରେ ବିଜେଡିର ବାଜିମାତ୍‌

ଫୁଲବାଣୀ ଅଫିସ/ଜି.ଉଦୟଗିରି, ୨୪ା୫(ଡି.ଏନ.ଏ.) -ନ୍ଧମାଳ ଜିଲାରେ ବିଜେଡି ବହୁ ଭୋଟ ବ୍ୟବଧାନରେ ୩ ବିଧାନସଭା ଓ ଗୋଟିଏ ଲୋକ ସଭା ଆସନ ଅକ୍ତିଆର କରିଛି। ଲୋକ ସଭାରେ ବିଜେଡି ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ଭାଜପା ପ୍ରାର୍ଥୀ ମହାମେଘ ବାହାନ ଐରଖାରବେଳ ସ୍ବାଇଁଙ୍କୁ…

ରେଶମ ସହରରେ ଉଗ୍ରରୂପ ନେଉଛି ଜଳସଙ୍କଟ: ଜେମାଦେଇ ପେଣ୍ଠବାସିନ୍ଦାଙ୍କ ବିକ୍ଷୋଭ, ରାସ୍ତା ଅବରୋଧ

ବ୍ରହ୍ମପୁର ଅଫିସ, ୨୪ା୫- ବ୍ରହ୍ମପୁରରେ ଖରାଦିନେ ଜଳସଙ୍କଟ ଉଗ୍ରରୂପ ଧାରଣ କରିବାରେ ଲାଗିଛି ା ସହରର ଜଳାଭାବ ଦୂର କରିବାକୁ ଜାନିବିଲି ପ୍ରକଳ୍ପର ଶୁଭାରମ୍ଭ ହୋଇଥିବା ବେଳେ ଏଯାଏ ଏହି ପ୍ରକଳ୍ପର ପ୍ରଥମ ପର୍ଯ୍ୟୟ କାର୍ଯ୍ୟ ମଧ୍ୟ ସମ୍ପୂର୍ଣ୍ଣ ହୋଇନାହିଁ ା…

ହିଞ୍ଜିଳିରେ ନବୀନଙ୍କ ଦମ୍‌ଦାର ବିଜୟ

ହିଞ୍ଜିଳିକାଟୁ,୨୩।୫(ଡି.ଏନ୍‌.ଏ.): ୨୦୧୯ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଲଗାତାର ପଞ୍ଚମ ଥର ପାଇଁ ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହିଞ୍ଜିଳି ବିଧାନସଭାରୁ ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପା ପ୍ରାର୍ଥୀ ପୀତାମ୍ବର ଆଚାର୍ଯ୍ୟଙ୍କ ଠାରୁ…

ମୋହନାରେ ଜିତିଲା କଂଗ୍ରେସ

ମୋହନା,୨୪।୫(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀ ଦାଶରଥୀ ଗମାଙ୍ଗ ୫୩,୭୦୫ ଭୋଟ ପାଇ ବିଜୟୀ ହୋଇଛନ୍ତି। ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡି ପ୍ରାର୍ଥିନୀ ପୂର୍ଣ୍ଣବାସୀ ନାୟକ ୫୧,୩୫୧ ଭୋଟ ପାଇଛନ୍ତି। ସେହିପରି ତୃତୀୟ ସ୍ଥାନରେ ଭାଜପା ପ୍ରାର୍ଥୀ…

କବିସୂର୍ଯ୍ୟନଗରରେ ଲତିକା ଆଗୁଆ

ବେଗୁନିଆପଡ଼ା,୨୩।୫(ଡି.ଏନ୍‌.ଏ.)-ଦଶମ ରାଉଣ୍ଡ ଭୋଟ ଗଣତି ସୁଦ୍ଧା କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥନୀ ଲତିକା ପ୍ରଧାନ ୨୨,୫୬୯ ଭୋଟ ପାଇ ଆଗରେ ଥିବା ବେଳେ ଭାଜପା ପ୍ରାର୍ଥୀ ରଞ୍ଜନ ପଲାଇ ୧୨,୭୪୯ ଖଣ୍ଡ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସେହିପରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri