ଗଞ୍ଜାମ

ତାରାତାରିଣୀ ମନ୍ଦିର ଟ୍ରଷ୍ଟ ବୋର୍ଡ ବୈଠକ: ସ୍ବତନ୍ତ୍ର ଦର୍ଶନ, ବସ ସେବା ଯିବ ଟ୍ରଷ୍ଟ ବୋର୍ଡକୁ

ପୁରୁଷୋତ୍ତମପୁର,୨୯।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଟ୍ରଷ୍ଟ ବୋର୍ଡ ବୈଠକ ଶନିବାର ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୋର୍ଡ ପରିଚାଳନା ପରିଷଦର ଟ୍ରଷ୍ଟି ତଥା ଅତିରିକ୍ତ ଜିଲାପାଳ କବୀନ୍ଦ୍ର ସାହୁଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ବୈଠକରେ ମାର୍ଚ୍ଚ…

ପାଖେଇ ଆସୁଛି ଚୈତ୍ରଯାତ୍ରା: ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ତାରାତାରିଣୀଙ୍କ ଉନ୍ନୟନ କାର୍ଯ୍ୟ

ପୁରୁଷୋତ୍ତମପୁର,୨୯।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ପାଖେଇ ଆସୁଛି। ଏ ନେଇ ମନ୍ଦିର ଉନ୍ନୟନ କାର୍ଯ୍ୟ ଲାଗି ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ଶେଷ ଲାଗି ବିଭିନ୍ନ ବିଭାଗର ଅଧିକାରୀ ଲାଗି ପଡିଛନ୍ତି। ପୂର୍ତ୍ତ ବିଭାଗ ନିର୍ବାହୀ…

ମାର୍ଚ୍ଚ ପହିଲାରୁ ଗାଡିଯାଞ୍ଚ କଡ଼ାକଡ଼ି: ପରିବହନ କାର୍ଯ୍ୟାଳୟରେ ଭିଡ଼

ବ୍ରହ୍ମପୁର ଅଫିସ,୨୯ା୨: ମୋଟରଯାନ ଆଇନ କୋହଳ ସମୟସୀମାର ଶନିବାର ଶେଷ ଦିନ। ମାର୍ଚ୍ଚ ୧ ତାରିଖ ଅର୍ଥାତ୍‌ ରବିବାରଠାରୁ ଏହି ନିୟମ କଡ଼ାକଡି କରାଯିବ। ଗଞ୍ଜାମ ଜିଲାରେ ମଧ୍ୟ ନିୟମକୁ କଡ଼ାକଡ଼ି କରାଯିବାକୁ ଥିବା ବେଳେ ଯେଉଁମାନେ ଏଯାବତ୍‌ ଗାଡିର ଆବଶ୍ୟକ…

ତୀର୍ଥଯାତ୍ରାରେ ଗଲେ ୯୭୬ ବରିଷ୍ଠ ନାଗରିକ

ବ୍ରହ୍ମପୁର ଅଫିସ,୨୯।୨: ଗରିବ ଲୋକମାନଙ୍କ ପାଇଁ ତୀର୍ଥଯାତ୍ରା ସ୍ବପ୍ନ ଥିଲା। ଅର୍ଥାଭାବରୁ ତୀର୍ଥସ୍ଥାନକୁ ଯାଇ ପୂଣ୍ୟ ଅର୍ଜନ କରିବା ଆଶା ମଉଳି ଯାଉଥିଲା। ରାଜ୍ୟରେ ଗରିବ ଶ୍ରେଣୀର ବରିଷ୍ଠ ନାଗରିକମାନଙ୍କ ଏହି ସ୍ବପ୍ନକୁ ସାକାର କରିବା ପାଇଁ ୨୦୧୬ରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା…

ଉତ୍ତର, ଦକ୍ଷିଣ ଘୁମୁସରରେ କୃଷ୍ଣସାର ସଂଖ୍ୟା ବୃଦ୍ଧି

ଭଞ୍ଜନଗର/ବୁଗୁଡା/ଆସିକା,୨୯।୨(ଡି.ଏନ୍‌.ଏ.) – କୃଷ୍ଣସାର ମୃଗ ଗଞ୍ଜାମ ଜିଲାର ଦକ୍ଷିଣ ଘୁମୁସର ବନଖଣ୍ଡରେ ପ୍ରାୟ ଦେଖାଦିଏ। ବ୍ରହ୍ମପୁର ଓ ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ କମ୍‌ ଦେଖାଦିଅନ୍ତି। ପ୍ରତି ଦୁଇବର୍ଷକୁ ଥରେ ରାଜ୍ୟରେ କୃଷ୍ଣସାର ମୃଗ ଗଣନା ହୁଏ। ଶୁକ୍ରବାର ଗଞ୍ଜାମ ଜିଲାର…

ଅଙ୍ଗଦାନ ପାଇଁ ସଚେତନ କରୁଛନ୍ତି ପ୍ରମୋଦ

ଛତ୍ରପୁର,୨୯ା୨(ଡି.ଏନ.ଏ) – ଅଙ୍ଗଦାନ ପାଇଁ ଲୋକଙ୍କୁ ସଚେତନ କରିବାକୁ ମହରାଷ୍ଟ୍ରରୁ ୬୮ ବର୍ଷୀୟ ପ୍ରମୋଦ ମହାଜନ ବାଇକ୍‌ରେ ଭାରତ ଅର୍ଗାନ ଯାତ୍ରାରେ ବାହାରିଛନ୍ତି। ବୟସ ପାଖରେ ହାର ନମାନି ସେ ଏହି ମହତ୍‌ କାମ ପାଇଁ ପୂରା ଭାରତ ଯାତ୍ରା କରିବାକୁ…

ବୃନ୍ଦାବନଙ୍କ ଘରେ ପଡ଼ିଛି ତାଲା, ରାସ୍ତାରେ ବୃଦ୍ଧା ମା’

ଛତ୍ରପୁର,୨୯ା୨(ଡି.ଏନ.ଏ) – ଛତ୍ରପୁର ଥାନା ଅନ୍ତର୍ଗତ ପାଲିଆ ଛତ୍ରପୁରସ୍ଥିତ ଘରୁ ବୃନ୍ଦାବନ ବେହେରା ଏବଂ ତାଙ୍କ ସ୍ତ୍ରୀ ଉର୍ମିଳା ଓ ଝିଅ ସୁନିତାଙ୍କ ମୃତଦେହ ବୁଧବାର ସକାଳେ ଉଦ୍ଧାର ହୋଇଥିଲା। ପାରିବାରିକ ଅଶାନ୍ତିରୁ ବୃନ୍ଦାବନ ପ୍ରଥମେ କାତିରେ ସ୍ତ୍ରୀ ଓ ଝିଅଙ୍କୁ…

ଦୁଇଘଣ୍ଟା ବିଳମ୍ବରେ ଛାଡିଲା ଟ୍ରେନ୍‌

ବ୍ରହ୍ମପୁର ଅଫିସ,୨୯ା୨ – ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଲାଗି ସ୍ବତନ୍ତ୍ର ଟ୍ରେନ ଶୁକ୍ରବାର ବ୍ରହ୍ମପୁର ରେଳ ଷ୍ଟେଶନରୁ ଯାତ୍ରା ଆରମ୍ଭ କରିଛି। ଏହି ଟ୍ରେନକୁ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ମାତ୍ର ପର୍ଯ୍ୟଟନ ବିଭାଗ ଓ…

ଉପଜିଲାପାଳଙ୍କ ପାଖରେ ଫେରାଦ ହେଲେ ଚାଷୀ: ଧାନ କିଣୁନାହାନ୍ତି ମିଲର, ନଷ୍ଟ ହେଉଛି ଟୋକନ

ପୁରୁଷୋତ୍ତମପୁର,୨୮।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ଗ୍ରାମରେ ଚାଷୀଙ୍କ ଧାନକୁ ମିଲର ଓ ସମବାୟ ସମିତି କିଣୁ ନ ଥିବା ଅଭିଯୋଗ ହୋଇଛି। ଏ ନେଇ ଚାଷୀଙ୍କୁ ବିକ୍ରି ଲାଗି ମିଳୁଥିବା ଟୋକନର ଅବଧି ସରିବାରେ ଲାଗିଛି । ଏହା…

ମାର୍ଚ୍ଚ ପହିଲାରୁ ଗଞ୍ଜାମରେ ଟ୍ରାଫିକ ନିୟମ କଡ଼ାକଡ଼ି: ନ ମାନିଲେ ଦେବାକୁ ପଡ଼ିବ ମୋଟା ଅଙ୍କର ଜରିମାନା

ବ୍ରହ୍ମପୁର,୨୮।୨: କେନ୍ଦ୍ର ସରକାରଙ୍କ ପକ୍ଷରୁ ଗତ ୨୦୧୯ ସେପ୍ଟେମ୍ବର ୧ରେ ସାରା ଭାରତରେ ନୂଆ ମୋଟର ଯାନ ଆଇନ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ହୋଇଥିଲା । ବିଭିନ୍ନ କାରଣରୁ ଲୋକମାନଙ୍କୁ ସେମାନଙ୍କ ଯାନବାହନର କାଗଜପତ୍ର ପ୍ରସ୍ତୁତ ପାଇଁ ରାଜ୍ୟ ସରକାର…

ଟ୍ରକ୍‌ ତଳେ ପଶିଗଲା ମୋପେଡ, ଦମ୍ପତି ମୃତ

ପାତ୍ରପୁର,୨୭ା୨(ଡି.ଏନ୍‌.ଏ.)- ଜାତୀୟ ରାଜପଥ ନଂ.୧୬ ଆନ୍ଧ୍ରପ୍ରଦେଶ ଭେସି ଓ କୁଲାମ ମଧ୍ୟସ୍ଥଳରେ ଗୁରୁବାର ଏକ ମର୍ମତୁଦ ସଡକ ଦୁର୍ଘଟଣା ଘଟିଛି। ଟ୍ରକ୍‌ ତଳେ ମୋପେଡ ପଶିଯିବାରୁ ନାତି ବ୍ରତୋପନୟନକୁ ଯାଉଥିବା ଦମ୍ପତିଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ପାତ୍ରପୁର ବ୍ଲକ ଗୁଣ୍ଡ୍ରା…

ବୃଦ୍ଧଙ୍କଠାରୁ ଲୁଟିନେଲେ ଦୁର୍ବୃତ୍ତ

ଚିକିଟି,୨୭ା୨(ଡି.ଏନ.ଏ.)- ବ୍ରହ୍ମପୁର ପୋଲିସ୍‌ ଜିଲା କେ.ନୂଆଗଁା ଥାନା କରବାଲୁଆ ଛକ-ଭୋଳାସିଙ୍ଗି ରାସ୍ତାରେ ଥିବା ମା’ ବଗଳାମୁଖି ମନ୍ଦିର ନିକଟରେ ଗୁରୁବାର ଅପରାହ୍ନରେ ଜଣେ ବୃଦ୍ଧ ଲୁଟ୍‌ର ଶିକାର ହୋଇଛନ୍ତି। ସେ ହେଲେ କଳବାଡ ପଞ୍ଚାୟତ ବଡଗଁା ଗ୍ରାମର ରଘୁ ବେହେରା (୬୦)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?