ଟାଟା ପ୍ରକଳ୍ପରେ ଶ୍ରମିକ ଅଶାନ୍ତି: ଭଙ୍ଗାରୁଜା ନେଇ ମାମଲା ରୁଜୁ, ଉଭୟ ପକ୍ଷ ସହ ଆଲୋଚନା
ଛତ୍ରପୁର,୨୮ା୬(ଡି.ଏନ.ଏ.)- ଚମାଖଣ୍ଡି ଥାନା ଅଞ୍ଚଳରେ ଥିବା ଟାଟା ପ୍ରକଳ୍ପରେ ଶ୍ରମିକ ଅଶାନ୍ତି ଦେଖାଦେଇଛି ା ଟାଟା ଷ୍ଟିଲ୍ରେ ସ୍ଥାୟୀ ନିଯୁକ୍ତି ଦାବି ନେଇ ଠିକା କର୍ମଚାରୀ ତଥା ବିସ୍ଥାପିତମାନେ କାମ ବନ୍ଦ କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଅନ୍ୟପକ୍ଷରେ ଗୁରୁବାର ରାତିରେ ଆନ୍ଦୋଳନକାରୀ…
ପିଲିବନ୍ଧ ଚତୁଃପାର୍ଶ୍ୱ ସଫେଇ କଲେ ସିପାହୀ
ଛତ୍ରପୁର,୨୮।୬(ଡି.ଏନ.ଏ.)- ଛତ୍ରପୁର ଅଷ୍ଟମ ବାଟାଲିୟନ ପକ୍ଷରୁ ପିଲିବନ୍ଧ ଚତୁଃପାର୍ଶ୍ୱକୁ ସଫେଇ କରାଯାଇଛି ା ବାଟାଲିୟନ୍ କମାଣ୍ଡାଣ୍ଟ ଉଦୟ କୁମାର ରଥଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ସିପାହୀ ଓ ସଂଘର କର୍ମକର୍ତ୍ତାମାନେ ସାମିଲ ଥିଲେ ା ପିଲିବନ୍ଧର ଚତୁଃପାର୍ଶ୍ୱରେ ଥିବା…
ଚାଲିଛି ତାଲା ବନ୍ଦ, ଖୋଲା ଅଭିଯାନ: ଦ୍ୱନ୍ଦ୍ୱରେ ଘରୋଇ ଶିକ୍ଷାନୁଷ୍ଠାନ ଅଭିଭାବକ
ଭଞ୍ଜନଗର,୨୭।୬(ଡି.ଏନ.ଏ.)- ଘରୋଇ ଶିକ୍ଷାନୁଷ୍ଠାନଗୁଡିକ ଶିକ୍ଷା ଅଧିକାର ଆଇନ ଉଲ୍ଲଂଘନ କରି ବେନିୟମ ଭାବେ ଚଳାଇଥିବା ଦର୍ଶାଇ ପ୍ରଶାସନ ପକ୍ଷରୁ ଜଗନ୍ନାଥପ୍ରସାଦ, ଭଞ୍ଜନଗର, ବେଲଗୁଣ୍ଠା ସମେତ ପ୍ରମୁଖ ବ୍ଲକର କିଛି ଶିକ୍ଷାନୁଷ୍ଠାନକୁ ସୋମବାର ସିଲ୍ କରି ଦିଆଯାଇଥିଲା। କିନ୍ତୁ ଚଳିତମାସ ୩୦ ପର୍ଯ୍ୟନ୍ତ…
ସରକାରୀ ବସ୍ ଛାତ ଉପରେ ଯାତ୍ରୀ ପରିବହନ: ଓଏସ୍ଆର୍ଟିସି ଇନ୍ଚାର୍ଜଙ୍କୁ କାରଣ ଦର୍ଶାଅ ନୋଟିସ
ଦାରିଙ୍ଗବାଡି,୨୮ା୬(ଡି.ଏନ୍.ଏ.) – ହାତିମୁଣ୍ଡା ଠାରୁ ଫୁଲବାଣୀ ଯାତାୟତ କରୁଥିବା ସରକାରୀ ବସ୍ରେ ବେଆଇନ ଭାବେ ବିପଦସଙ୍କୁଳ ଅବସ୍ଥାରେ ଯାତ୍ରୀଙ୍କୁ ବୁହାଯାଉଛି। ଏହି ଘଟଣାରେ ଆଞ୍ଚଳିକ ପରିବହନ ବିଭାଗର ଏମ୍ଭିଆଇ ଗତିକୃଷ୍ଣ ସାମନ୍ତରାୟ ଓଏସ୍ଆରଟିସି ବିଭାଗର ଇନ୍ଚାର୍ଜଙ୍କୁ କାରଣ ଦର୍ଶାଅ ନୋଟିସ ସହ…
‘ଭାରତୀୟ ସଂସ୍କୃତି ପ୍ରତି ବିଶ୍ୱ ଆକର୍ଷିତ
ଛତ୍ରପୁର,୨୭।୬(ଡି.ଏନ.ଏ.)-ଭାରତର ସଂସ୍କୃତି ଓ ଆଧ୍ୟାମତ୍ିକ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇ ପୂର୍ବରୁ ବିଭିନ୍ନ ଦେଶର ବିଦ୍ୱାନମାନେ ଆସି ନିଜକୁ ଏଥିରେ ସମର୍ପି ଦେଇଛନ୍ତି। ଭାରତର ସନ୍ଥ, ମୁନି ଋଷିମାନେ ବିଶ୍ୱରେ ଚୈତନ୍ୟ ଭରି ଦେଇଛନ୍ତି। ତେଣୁ ସମସ୍ତ ଭାରତୀୟ ଗର୍ବ ଅନୁଭବ…
ଓୟୁଏଟି ଯୁଗ୍ମ ନିର୍ଦ୍ଦେଶକଙ୍କ କେବିକେ ପରିଦର୍ଶନ
ଭଞ୍ଜନଗର,୨୭।୬(ଡି.ଏନ.ଏ.)- ଓୟୁଏଟି ଯୁଗ୍ମ ନିର୍ଦ୍ଦେଶକ (ସମ୍ପ୍ରସାରଣ ନିର୍ଦ୍ଦେଶାଳୟ) ଡ. ପ୍ରସନ୍ନଜିତ ମିଶ୍ର ଗୁରୁବାର ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ର (କେବିକେ) ପରିଦର୍ଶନ କରିଥିଲେ। କେନ୍ଦ୍ରର ବୈଜ୍ଞାନିକମାନଙ୍କ ସହ ଜଳବାୟୁକୁ ଦେଖି କିଭଳି ଚାଷ କରାଯିବ ସେ ବିଷୟରେ ଆଲୋଚନା କରିଥିଲେ। ଏହାପରେ…
ଚାକିରି ନଁ।ରେ ଅର୍ଥ ଲୁଟ୍ ଘଟଣା:`ଯୁବକ କୋର୍ଟ ଚାଲାଣ
ଫୁଲବାଣୀ ଅଫିସ, ୨୭।୬-ଚାକିରି ଦେବା ନାମରେ କନ୍ଧମାଳର ଯୁବକଙ୍କଠାରୁ ବ୍ୟାପକ ପରିମାଣର ଅର୍ଥ ଲୁଟ୍ କରିବା ଅଭିଯୋଗରେ ଟାଉନ ଥାନା ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଅଟକ ରଖି ପଚରା ଉଚରା କରୁଥିଲା। ଗୁରୁବାର ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…
କାଟିଙ୍ଗିଆ ବିଦ୍ୟାଳୟ ଜମି ଜବରଦଖଲ ଘଟଣା : ପ୍ରଶାସନ ପକ୍ଷରୁ କରାଗଲା ଉଚ୍ଛେଦ
ଦାରିଙ୍ଗବାଡ଼ି, ୨୭ା୬(ଡି.ଏନ୍.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାଟିଙ୍ଗିଆ ପଞ୍ଚାୟତରେ ରହିଥିବା ମହର୍ଷି ଦୟାନନ୍ଦ ଉଚ୍ଚ ବିଦ୍ୟାଳୟ ଜମିରେ ଗୋଟିଏ ପରିବାର ଦୀର୍ଘବର୍ଷ ଧରି ଜବରଦଖଲରେ ଘର କରି ରହିଥିଲେ ା ଏନେଇ ପ୍ରଶାସନ ପକ୍ଷରୁ ଗୁରୁବାର ଜମି ଜବରଦଖଲ…
ସାମ୍ବାଦିକ ତରୁଣ ଆଚାର୍ଯ୍ୟ ହତ୍ୟା ମାମଲା ରାୟ ପ୍ରକାଶ : ୫ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ
ଖଲିକୋଟ, ୨୭ା୬(ଡି.ଏନ୍.ଏ.) : ଗଞ୍ଜାମ ଜିଲା ଖଲିକୋଟର ବହୁ ଚର୍ଚ୍ଚିତ ସାମ୍ବାଦିକ ତରୁଣ ଆଚାର୍ଯ୍ୟ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଖଲିକୋଟ ଏଡିଜେ ଶ୍ରୀନିବାସ ପ୍ରତିହାରୀ ୩୦୨/୧୨୦ ବି ଦଫା ସହିତ ବିଭିନ୍ନ ଦଫାରେ ମୁଖ୍ୟ ଅଭିଯୁକ୍ତ ଶ୍ୟାମସୁନ୍ଦର ପୃଷ୍ଟି,…
ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲ ସଂଘର ଆନ୍ଦୋଳନ
ବ୍ରହ୍ମପୁର ଅଫିସ,୨୭ା୬: ବ୍ରହ୍ମପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଗଞ୍ଜାମ ଓକିଲ ସଂଘ ପକ୍ଷରୁ ଦୀର୍ଘଦିନ ହେଲା ଆନ୍ଦୋଳନ ହୋଇଆସୁଛି । ଏହି ଧାରାରେ ଗୁରୁବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଛି। ଓକିଲମାନେ ସଂଘ କାର୍ଯ୍ୟାଳୟ ସମ୍ମୁଖରେ ଏକାଠି ହୋଇ…
ଶେରଗଡ଼ ହାଟବନ୍ଧରୁ ଯୁବକଙ୍କ ମୃତଦେହ ଉଦ୍ଧାର, ଗାଧୋଇବାକୁ ଯାଇ ବୁଡ଼ି ଯାଇଥିବା ସନ୍ଦେହ
ଶେରଗଡ଼, ୨୭।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ହାଟବନ୍ଧରୁ ଶେରଗଡ଼ ପୋଲିସ ଗୁରୁବାର ସକାଳେ ଜଣେ ଯୁବକଙ୍କ ମୃତଦେହକୁ ଉଦ୍ଧାର କରିଛି। ମୃତକ ହେଲେ ଉସ୍ତା ଗ୍ରାମର ଶ୍ରୀକାନ୍ତ ପଣ୍ଡା(୨୫)। ଶ୍ରୀକାନ୍ତ ବୁଧବାର ରାତିରେ ହାଟବନ୍ଧକୁ ଗାଧୋଇବାକୁ ଯାଇଥିଲେ। ଅସାବଧାନତାବଶତଃ ବୁଡ଼ିଯିବା ଯୋଗୁ…
ସାଡ଼ିଙ୍ଗିଆରେ ମାଓବାଦୀ ବ୍ୟାନର
ଫିରିଙ୍ଗିଆ,୨୭ା୬-କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସାଡ଼ିଙ୍ଗିଆ ପଞ୍ଚାୟତ ଲେଣ୍ଡ୍ରିଗାଁ ପାଖ ଘାଟି ରାସ୍ତାରେ ମାଓବାଦୀମାନେ ବ୍ୟାନର ଲଗାଇଛନ୍ତି। ଦୁର୍ଗମ ଅଞ୍ଚଳରେ ଏହି ବ୍ୟାନର ଦେଖାଯାଇଥିବାରୁ ଲୋକେ ଭୟଭୀତ ହୋଇଛନ୍ତି। ସରକାରୀ ଦମନ, ଜନସାଧାରଣଙ୍କ ଉପରେ ପୋଲିସ ଦମନ ବନ୍ଦ କରିବା, ନିଜର…
Archives


