ଗଞ୍ଜାମ

ତାରସିଂ ରେଞ୍ଜ ବଡ଼ଗୁଣ୍ଡିରିବାଡ଼ି ଜଙ୍ଗଲରେ ହାତୀ ମୃତଦେହ ଠାବ

ଭଞ୍ଜନଗର,୧୪।୨(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ତାରସିଂ ରେଞ୍ଜ ବଡ଼ଗୁଣ୍ଡିରିବାଡ଼ି ଜଙ୍ଗଲରେ ଶୁକ୍ରବାର ସକାଳେ ଏକ ହାତୀ ମୃତଦେହ ଠାବ ହୋଇଛି। ଖବର ପାଇ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚିଛି। ହାତୀଟିର କେଉଁ ପରିସ୍ଥିତିରେ ମୃତ୍ୟୁ ଘଟିଛି…

ଉଚ୍ଛେଦ ପ୍ରତିବାଦରେ ଧାରଣା

ଆସିକା,୧୪।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଏନ୍‌ଏସି ପକ୍ଷରୁ ଗୁରୁବାର ସହରାଞ୍ଚଳରୁ ଜବରଦଖଲ ଉଚ୍ଛେଦ ହୋଇଥିଲା। ଆସିକା କଳିଙ୍ଗାରୋଡ୍‌ ପାର୍ଶ୍ୱସ୍ଥ ଟେଲିଫାନ୍‌ ଭବନ ସମ୍ମୁଖରେ ଥିବା କେତେକ ବେଆଇନ ନିର୍ମାଣକୁ ମଧ୍ୟ ଉଚ୍ଛେଦ କରାଯାଇଥିଲା। ତେବେ ଏହି ଉଚ୍ଛେଦ ପ୍ରତିବାଦରେ ସଂପୃକ୍ତ ସ୍ଥାନରେ…

ଜମାକାରୀଙ୍କ ଟଙ୍କା ଠକେଇ ଘଟଣା: ଜେଲ ଗଲେ ସାଇଲ୍ୟାଣ୍ଡ ଚିଟ୍‌ଫଣ୍ଡ ଏମ୍‌ଡି

ବ୍ରହ୍ମପୁର ଅଫିସ,୧୪ା୨- ସାଇଲ୍ୟାଣ୍ଡ କେଶୁରିଆ ଗ୍ରୁପ ଚିଟଫଣ୍ଡ ସଂସ୍ଥା ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଗୋପାଳ ଚନ୍ଦ୍ର ରାଉତ(୪୪)ଙ୍କୁ ଟଙ୍କା ଠକେଇ ଅଭିଯୋଗରେ ଗୋଷାଣୀନୂଆଗଁା ପୋଲିସ ୨ ବର୍ଷ ପରେ ଗିରଫ କରିଛି। ମାମଲା ନଂ. ୮୬/୧୭ରେ ଉକ୍ତ ଚିଟଫଣ୍ଡ ସଂସ୍ଥା ଏମ୍‌ଡ଼ି…

ବ୍ରହ୍ମପୁରରେ ଜୁଡିସିଆଲ ଏକାଡେମୀର ୨୬ ଜଣିଆ ସଦସ୍ୟ

ବ୍ରହ୍ମପୁର ଅଫିସ,୧୪ା୨- ନ୍ୟାୟ ପରିଷଦ (ଜୁଡିସିଆଲ ଏକାଡେମୀ) ସଦସ୍ୟା ଓ ସଦସ୍ୟମାନେ ଗୁରୁବାର ବ୍ରହ୍ମପୁରରେ ପହଞ୍ଚିଥିଲେ। ୧୫ ଜିଲାର ୨୬ ଜଣିଆ ଟିମ୍‌ ପ୍ରଥମେ ସୁଧାର ଗୃହରେ ରହୁଥିବା ବାଳ ଅପରାଧୀମାନଙ୍କୁ ଭେଟିଥିଲେ। ସେଠାରେ ସେମାନଙ୍କର ରହଣି, ଖାଦ୍ୟପେୟ, ସ୍ବାସ୍ଥ୍ୟାବସ୍ଥା ଓ…

ମୃତକଙ୍କ ପରିବାରକୁ ଭେଟିଲେ କଂଗ୍ରେସ ନେତା

ଗୋପାଳପୁର,୧୪ା୨- ଗତ ରବିବାର ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଡଙ୍କଲପାଡୁ ରାସ୍ତାରେ ନିର୍ବନ୍ଧ ପାଇଁ ଯାଉଥିବା ବସ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଯିବାରୁ ୧୦ ଜଣଙ୍କ ଜୀବନ ଯାଇଥିଲା। ଗୁରୁବାର ଅପରାହ୍ନରେ ସାନଖେମୁଣ୍ଡି ବିଧାୟକ ରମେଶ ଜେନା ଓ…

କାଗଜପତ୍ର ଜବତ କଲା ପୋଲିସ: ଜାଲ ସାର୍ଟିଫିକେଟ୍‌ ଦେଇ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ

ଛତ୍ରପୁର,୧୩ା୨(ଡି.ଏନ.ଏ)-ଜାଲ ସାର୍ଟିଫେକେଟ ଦେଇ ଅନେକ ଶିକ୍ଷୟିତ୍ରୀ, ଶିକ୍ଷକ ଭାବେ ନିଯୁକ୍ତି ପାଇଥିବା ଜଣାପଡ଼ିବା ପରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲାର ସମସ୍ତ ୨୨ ବ୍ଲକରେ ଏହାର ଖୋଳାତାଡ ଆରମ୍ଭ ହୋଇଛି । ୨୦୧୧ ପରଠାରୁ ନିଯୁକ୍ତି ପାଇଥିବା…

ଲାଞ୍ଚ ନେଇ ଆର୍‌ଡି କିରାଣି ଗିରଫ

ଫୁଲବାଣୀ ଅଫିସ, ୧୩ା୨-କାମ କରୁନି ସରକାରଙ୍କ ୫-ଟି ଫର୍ମୁଲା । ସାଧାରଣ ଲୋକଙ୍କୁ ସରକାରୀ କର୍ମଚାରୀମାନେ ହଇରାଣ କରିବା କଥା ଛାଡ, ଖୋଦ ନିଜ ବିଭାଗର କର୍ମଚାରୀଙ୍କୁ ବି ଛାଡୁ ନାହାନ୍ତି। ଅବସରକାଳୀନ ସହାୟତା ଏବଂ ପେନସନ୍‌ କରିଦେବା ପାଇଁ ୫…

ମାଟ୍ରିକ ପରୀକ୍ଷା ଲାଗି ପ୍ରଶ୍ନପତ୍ର ପହଞ୍ଚିଲା, ପ୍ରସ୍ତୁତି ଜୋର୍‌ଦାର

ଗଞ୍ଜାମ,୧୩।୨(ଡି.ଏନ୍‌.ଏ.): ଚଳିତମାସ ୧୯ ତାରିଖରେ ସାରା ରାଜ୍ୟରେ ହେବ ମାଟ୍ରିକ ପରୀକ୍ଷା l ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଜୋର୍‌ଦାର ଚାଲିଛି l ଗୁରୁବାର ମାଧ୍ୟମିକ ପରିଷଦ (କଟକ)ପକ୍ଷରୁ ଗଞ୍ଜାମ ଭାରତୀ ବିଦ୍ୟାପୀଠକୁ ସ୍ବତନ୍ତ୍ର ପୋଲିସ ସ୍କ୍ବାଡ୍‌ ଯୋଗେ ପ୍ରଶ୍ନପତ୍ର ପହଞ୍ଚିଛି। ଗଞ୍ଜାମ…

ଆସିକା ଏନ୍‌ଏସିରେ ଜବରଦଖଲ ଉଚ୍ଛେଦ

ଆସିକା, ୧୩।୨ (ଡି.ଏନ.ଏ.): ଗଞ୍ଜାମ ଜିଲା ଆସିକା ଏନଏସିର ବସ୍‌ଷ୍ଟାଣ୍ଡକୁ ଲାଗିଥିବା ରାସ୍ତା ବିନାୟକ ବଜାର, ଲକ୍ଷ୍ମୀ ବଜାର ଅଞ୍ଚଳରେ ଗୁରୁବାର ସକାଳୁ ଜବରଦଖଲ ଉଚ୍ଛେଦ କରାଯାଇଛି। ଜନଗହଳି ପୂର୍ଣ୍ଣ ଏହି ବଜାର ଅଞ୍ଚଳରେ ସର୍ବଦା ଲାଗି ରହିଥିବା ଟ୍ରାଫିକ୍‌ ସମସ୍ୟାର…

ଏସ୍‌ପି ଅଫିସ ଆଗରେ ବିଜେଡି ନେତ୍ରୀଙ୍କ ଆତ୍ମାହୁତି ଉଦ୍ୟମ

ବ୍ରହ୍ମପୁର ଅଫିସ,୧୩ା୨: ବ୍ରହ୍ମପୁର ଏସ୍‌ପିଙ୍କ କାର୍ଯ୍ୟାଳୟ ପରିସରରେ ବୁଧବାର ରାଜ୍ୟ ମହିଳା ବିଜେଡି କାର୍ଯ୍ୟକାରିଣୀ ସଦସ୍ୟା ମୀନାକ୍ଷୀ ମିଶ୍ର ନିଜ ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କ ପୁଅଙ୍କୁ ଏକ ମିଥ୍ୟା ମାମଲାରେ ଗିରଫ କରି କୋର୍ଟ ଚାଲାଣ…

ପିକ୍‌ଅପ୍‌ ଭ୍ୟାନ ଓଲଟି ୭ ଆହତ

ସୋରଡା,୧୩ା୨(ଡି.ଏନ.ଏ.): ସୋରଡା-ଆସିକା ରାସ୍ତା ତତାବାଲି ଗ୍ରାମ ନିକଟରେ ବୁଧବାର ରାତି ପ୍ରାୟ ୮ଟାରେ ଏକ ପିକ୍‌ଅପ୍‌ ଭ୍ୟାନ ଓଲଟି ୭ଜଣ ଆହତ ହୋଇଛନ୍ତି। ସୋରଡା ମେଡିକାଲରେ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପ୍ରକାଶ ଯେ,…

ଗାଡ଼ି ସ୍ପିଡରେ କଟକଣା ଲଗାଇଲେ ଜିଲାପାଳ

ଛତ୍ରପୁର,୧୩ା୨(ଡି.ଏନ.ଏ)-ଗଞ୍ଜାମ ଜିଲାରେ ସଡ଼କ ଦୁର୍ଘଟଣା ସଂଖ୍ୟା ହ୍ରାସ କରିବାରୁ ବିଭିନ୍ନ ଗାଡ଼ିର ସ୍ପିଡ୍‌ ଉପରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଜିଲା ସଡ଼କ ସୁରକ୍ଷା କମିଟିର ଅଧ୍ୟକ୍ଷ ତଥା ଜିଲାପାଳ ମୋଟର ଭେହିକିଲ୍‌ ଆକ୍ଟ ୧୯୮୮ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?