ଗଞ୍ଜାମ

ଶତାଧିକ ମହିଳା ସଂଘକୁ ମିଳୁନି ବ୍ୟାଙ୍କ ଋଣ

ବ୍ରହ୍ମପୁର ଅଫିସ,୨୯ା୪-ବ୍ରହ୍ମପୁରର ୩ ଶତାଧିକ ମହିଳା ସଂଘ ବ୍ୟାଙ୍କ ଋଣ ପାଇବାରୁ ବଞ୍ଚିତ ହୋଇଛନ୍ତି। ଏଥିପାଇଁ ବିଏମ୍‌ସି (ମହାନଗର ନିଗମ)ର ଅବହେଳା ଓ ପ୍ରତାରଣାକୁ ଦାୟୀ କରାଯାଇଛି। ସହରାଞ୍ଚଳ ମହିଳାଙ୍କ ସ୍ବାର୍ଥ ପାଇଁ କାର୍ଯ୍ୟ କରୁଥିବା ସ୍ବେଚ୍ଛାସେବୀ ‘ସଂଗଠନ ଶ୍ରୁତାଇ’ର ରବିବାର…

ଏନ୍‌ଏସି ଖୋଲିନି, ଲୋକେ ଖୋଲିଲେ ଜଳଛତ୍ର

ଭଞ୍ଜନଗର,୨୯।୪(ଡି.ଏନ.ଏ.)-ଭଞ୍ଜନଗର ଅଞ୍ଚଳରେ ବିଗତ କିଛିଦିନ ହେବ ତାପମାତ୍ରା ସର୍ବାଧିକ ୪୨ ଡିଗ୍ରୀ ରହୁଛି। ଫଳରେ ଲୋକେ ଗରମରେ ଛଟପଟ ହେଉଛନ୍ତି। ସହରର ପ୍ରମୁଖ ରାସ୍ତା ଜନଶୂନ୍ୟ ହୋଇପଡୁଛି। ଖରାଦିନେ ଜଳଛତ୍ର ଏନ୍‌ଏସି ପକ୍ଷରୁ ପ୍ରତ୍ୟେକ ବର୍ଷ ଖୋଲାଯାଉଥିଲା। କିନ୍ତୁ ଚଳିତବର୍ଷ ଏପର୍ଯ୍ୟନ୍ତ…

ପ୍ରସୂତି, ଶିଶୁ ମୃତ୍ୟୁର କାରଣ ଖୋଜିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୯ା୪(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଦିଆଯାଉଥିବା ସ୍ବାସ୍ଥ୍ୟ ସେବାର ଏକ ସମୀକ୍ଷା ବୈଠକ ରବିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରି ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇଦେବା ଉପରେ ଗୁରୁତ୍ୱାରୋପ କରିଥିଲେ। ଗତ…

ବେଆଇନ ଜମିରେ ନିର୍ମିତ ହୋଇଛି ନବୀନ ନିବାସ

ବ୍ରହ୍ମପୁର ଅଫିସ୍‌,୨୯ା୪-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସସ୍ଥାନ ନବୀନ ନିବାସ ଜମିକୁ ନେଇ ବିବାଦ ଦେଖାଦେଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ ରାଜ୍ୟ ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ଏ ନେଇ ଓଡ଼ିଶା ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରିଛନ୍ତି। ଆସନ୍ତା ୧୦ତାରିଖରେ…

ରାସ୍ତାରେ ଓଲଟିଲା ପିକ୍‌ଅପ : ୧୪ ଶ୍ରମିକ ଆହତ

ଭଞ୍ଜନଗର,୨୮ା୪ (ଡି.ଏନ.ଏ) : ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଚୋପ୍ରା ନିକଟରେ ରବିବାର ପୂର୍ବାହ୍ନରେ ଏକ ପିକ୍‌ଅପ ରାସ୍ତା ଉପରେ ଓଲଟି ପଡ଼ିଛି। ଉକ୍ତ ଗାଡ଼ିରେ ଯାଉଥିବା ୧୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ଭଞ୍ଜନଗର ଏବଂ ଜଗନ୍ନାଥପ୍ରସାଦ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।…

ମାରୁତି କଲ୍ୟାଣ ମଣ୍ଡପରେ ନିଅଁ।

ଫୁଲବାଣୀ ଅଫିସ, ୨୮ା୪-କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ହାଟପଦାରେ ଥିବା ବେଆଇନଭାବେ  ଗଢି ଉଠିଥିବା ମାରୁତି କଲ୍ୟାଣ ମଣ୍ଡପରେ ଶନିବାର ପୂର୍ବାହ୍ନରେ ନିଅଁ।  ଲାଗିଛି ।  ବିଦ୍ୟୁତ୍‌ ଶର୍ଟ ଶର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଛି ା ଠିକ୍‌ ସମୟରେ ଅଗ୍ନିଶମ କର୍ମଚାରୀ…

ବିବାହ ଶୋଭାଯାତ୍ରାରେ ଗୋଷ୍ଠୀ ସଂଘର୍ଷ

ପାଟପୁର,୨୮ା୪(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ହିଞ୍ଜିଳି ଥାନା ଅନ୍ତର୍ଗତ ଆଡ଼ପଡ଼ା ଗ୍ରାମରେ ଶୁକ୍ରବାର ରାତିରେ ଏକ ବିବାହ ଶୋଭାଯାତ୍ରାରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଉଭୟ  ଗୋଷ୍ଠୀର ୧୨ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଆଡ଼ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ…

ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟ,କାମଚଳା ଅଧ୍ୟକ୍ଷାଙ୍କୁ ପୁଣି ଦାୟିତ୍ୱ

ବ୍ରହ୍ମପୁର ଅଫିସ,୨୮ା୪-ପୁଣି ଥରେ ବଦଳିଲେ ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟର ଅଧ୍ୟକ୍ଷା। ଭାରପ୍ରାପ୍ତ ଅଧ୍ୟକ୍ଷା ଡ. ଦେବଦତ୍ତା ମିଶ୍ରଙ୍କର କଟକସ୍ଥିତ ଜାତୀୟ କବି ବୀର କିଶୋର (ଜେକେବିକେ) ମହାବିଦ୍ୟାଳୟକୁ ବଦଳି ହୋଇଛି। ତାଙ୍କ ସ୍ଥାନରେ ଅଧ୍ୟକ୍ଷା ଦାୟିତ୍ୱ ସମ୍ଭାଳିଛନ୍ତି ପ୍ରଫେସର ପ୍ରମିଳା ଖାଡ଼ଙ୍ଗା।…

ଗଞ୍ଜାମ ଜିଲା ୨୦୧୯ ନିର୍ବାଚନ: ଦଳବଦଳ ପ୍ରାର୍ଥୀଙ୍କ ବଢ଼ିଛି ଚିନ୍ତା

ବ୍ରହ୍ମପୁର ଅଫିସ,୨୮ା୪-ଗଞ୍ଜାମ ଜିଲାରେ ୨୦୧୯ ସାଧାରଣ ନିର୍ବାଚନ ଦୁଇ ପର୍ଯ୍ୟାୟରେ ସରିଯାଇଛି। ଫଳାଫଳ ଘୋଷଣାକୁ ୨୫ ଦିନ ବାକି ରହିଛି। ଦଳ ବଦଳ କରି ମଇଦାନକୁ ଓହ୍ଲାଇଥିବା ଜିଲାର ୮ ପ୍ରାର୍ଥୀଙ୍କ ହାରଜିତ ନେଇ ଚିନ୍ତା ବଢ଼ିଯାଇଛି। ସେମାନେ ଟେନସନରେ ଅଛନ୍ତି…

ଅସୁରକ୍ଷିତ ଅବସ୍ଥାରେ ମିନାବଜାର

ବ୍ରହ୍ମପୁର ଅଫିସ,୨୮ା୪-ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ସରିବାକୁ ଦୁଇଦିନ ବାକି ରହିଛି। ଦେଶୀ ବେହେରା ସାହିସ୍ଥିତ ମା’ଙ୍କ ଅସ୍ଥାୟୀ ମଣ୍ଡପ, ସାନବଜାର, ବଡ଼ବଜାର, ଗିରି ମାର୍କେଟ, ସବ୍‌ରେଜିଷ୍ଟ୍ରାର ଅଫିସ, ରାମଲିଙ୍ଗମ୍‌ ଟ୍ୟାଙ୍କ ରୋଡ, ସତ୍ୟ ନାରାୟଣ ମନ୍ଦିର ରାସ୍ତା,…

ରକ୍ତ ଅଭାବ ଦୂର ପାଇଁ ଆଗକୁ ଆସିଲେଣି ବିଭିନ୍ନ ସଂଗଠନ

ବ୍ରହ୍ମପୁର ଅଫିସ୍‌,୨୭ା୪-  ବ୍ରହ୍ମପୁର ବଡ଼ମେଡ଼ିକାଲ୍‌ ପରିସରରେ ଥିବା ରକ୍ତ ଭଣ୍ଡାରରେ ରକ୍ତ ଅଭାବ ଦେଖାଦେବାରେ ଲାଗିଛି। ଗ୍ରୀଷ୍ମ ପ୍ରବାହ ଯୋଗୁ ରକ୍ତ ସଂଗ୍ରହ ବହୁ ପରିମାଣରେ କମିଯାଇଛି। ଆବଶ୍ୟକ ଅନୁଯାୟୀ ରକ୍ତ ସଂଗ୍ରହ ହୋଇପାରୁନି। ଫଳରେ ଜରୁରୀ ପରିସ୍ଥିତିରେ ରୋଗୀଙ୍କୁ ରକ୍ତ…

ଠିକାଦାରଙ୍କୁ ଅପହରଣ: ସୁନା ଗହଣା ଦେଇ ମୁକୁଳାଇଲେ ସ୍ତ୍ରୀ

ଆସିକା,୨୭ା୪(ଡି.ଏନ୍‌.ଏ.)- ଆସିକା ଥାନାର ଆଲିପୁର ଗ୍ରାମଠାରେ ଗୁରୁବାର ରାତି ପ୍ରାୟ ୮ଟାରେ ଜଣେ ଠିକାଦାର ଓ ତାଙ୍କ ସହଯୋଗୀଙ୍କୁ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଅପହରଣ କରିନେଇଥିଲେ। ଅପହୃତ ଠିକାଦାର ଜଣକ କୋଟିବାଡି ଗ୍ରାମର ପ୍ରଶାନ୍ତ ଗୌଡ (୪୭) ଓ ତାଙ୍କ ସହଯୋଗୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri