ବ୍ରହ୍ମପୁର ଜୋନ ଯୁକ୍ତ ଦୁଇ ପରୀକ୍ଷାଫଳ କଳାରେ ପାସ୍ ହାର ୬୧.୨୧%, ବାଣିଜ୍ୟରେ ୬୦.୮୮%, ଧନ୍ଦାମୂଳକ ଶିକ୍ଷାରେ ୪୩.୬୯ %
ବ୍ରହ୍ମପୁର ଅଫିସ୍,୨୨ା୬-ଯୁକ୍ତ ଦୁଇ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ବାର୍ଷିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଜୋନ ଅଧୀନସ୍ଥ ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ବୌଦ୍ଧ ଓ କନ୍ଧମାଳ ଜିଲାରେ କଳାରେ ୬୧.୨୧ପ୍ରତିଶତ, ବାଣିଜ୍ୟରେ…
ଟ୍ରାକ୍ଟର ଧକ୍କାରେ ପୁତୁରା ମୃତ, ଦାଦା ଗୁରୁତର
ଦାରିଙ୍ଗବାଡ଼ି,୨୧।୬(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ସୁଲୁମାହା ଘାଟିରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟାରେ ଟ୍ରାକ୍ଟର ଧକ୍କାରେ ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ବାଇକ ଚାଳକ ଦାଦା ଗୁରୁତର ହୋଇଛନ୍ତି। ମୃତକ ହେଲେ ଉକ୍ତ ଥାନା ଶ୍ରାନିକେତା ପଞ୍ଚାୟତ ଡବୁଲମାହା ଗ୍ରାମର…
ଠିକାଦାରଙ୍କ ଘରୁ ୧୫ଭରି ଗହଣା, ୩ଲକ୍ଷ ଟଙ୍କା ଚୋରି
ବ୍ରହ୍ମପୁର ଅଫିସ,୨୧।୬(ଡି.ଏନ୍.ଏ.)- ବୈଦ୍ୟନାଥପୁର ଥାନା ଅନନ୍ତନଗରରେ ଶୁକ୍ରବାର ରାତିରେ ଜଣେ ଠିକାଦାରଙ୍କ ଘରୁ ଚୋରି ହୋଇଛି। ଠିକାଦାର କେ. ଦୀପସାଗର ସନ୍ଧ୍ୟାରେ ସ୍ତ୍ରୀଙ୍କ ସହ ଶାଳକଙ୍କ ଘରକୁ ଯାଇଥିଲେ। ସେଠାରେ ରାତ୍ରଭୋଜନ ସାରି ପ୍ରାୟ ୧୦ଟାରେ ଘରକୁ ଫେରିଥିଲେ। ଗ୍ରୀଲ୍ ଖୋଲି…
ଏପିଡିଙ୍କ ସନ୍ଦେହଜନକ ମୃତ୍ୟୁ: କ୍ୱାର୍ଟର୍ସ କବାଟ ଭାଙ୍ଗି ଉଦ୍ଧାର କରାଗଲା ମୃତଦେହ
ଫୁଲବାଣୀ ଅଫିସ, ୨୧ା୬- କନ୍ଧମାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ) ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ(ଏପିଡି) ଧ୍ରୁବ କୁମାର ସିଂ(୩୭)ଙ୍କ ମୃତଦେହ ଶୁକ୍ରବାର ତାଙ୍କ କ୍ୱାର୍ଟର୍ସରୁ ଉଦ୍ଧାର କରାଯାଇଛି । ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ଧ୍ରୁବଙ୍କ ମୃତ୍ୟୁ ଘଟିଛି ନା ସେ…
ବିଦ୍ୟାଳୟ ଜମିରେ ଜବର ଦଖଲକୁ ବିରୋଧ: କାଟିଙ୍ଗିଆ ବନ୍ଦ, ସ୍କୁଲ, ସରକାରୀ କାର୍ଯ୍ୟାଳୟରେ ତାଲା
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୧।୬(ଡି.ଏନ.ଏ.)- କନ୍ଧମାଳ ଜିଲା ଦୁର୍ଗମ ପଞ୍ଚାୟତ କାଟିଙ୍ଗିଅ ମହର୍ଷି ଦୟାନନ୍ଦ ଉଚ୍ଚ ବିଦ୍ୟାଳୟର ଜମିରେ ଗତ ୧୦ବର୍ଷ ହେଲା ଜବରଦଖଲ କରି ଜଣେ ବ୍ୟକ୍ତି ଘର କରି ରହିଛନ୍ତି। ଏନେଇ ଗ୍ରାମବାସୀ ବହୁବାର ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ କିଛି ସୁଫଳ…
ପୋଲିସ ଗାଡ଼ି ଧକ୍କାରେ ଜଣେ ଗୁରୁତର: ଭଞ୍ଜନଗର-ଆସିକା ରାସ୍ତା ଅବରୋଧ
ଭଞ୍ଜନଗର,୨୧।୬(ଡି.ଏନ.ଏ)- ଗଞ୍ଜାମ ଜିଲା ଭଞ୍ଜନଗର ଦମକଳ କେନ୍ଦ୍ର ନିକଟରେ ଶୁକ୍ରବାର ଅପରାହ୍ନରେ ପୋଲିସ ଗାଡି (କୋର୍ଟ ଭ୍ୟାନ୍) ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କାଳିଆପଲ୍ଲୀର ପାଣୁ ମଲ୍ଲିକ (୫୦)। ଏହାର ପ୍ରତିବାଦରେ ସ୍ଥାନୀୟ ଲୋକେ ଭଞ୍ଜନଗର-ଆସିକା ମୁଖ୍ୟରାସ୍ତା…
ଖରାଛୁଟି ପରେ ଖୋଲିଲା ସ୍କୁଲ, ପ୍ରଥମ ଦିନରେ ଛାତ୍ରୀଛାତ୍ରଙ୍କୁ ଫୁଲଚନ୍ଦନରେ କରାଗଲା ସ୍ବାଗତ
ବ୍ରହ୍ମପୁର ଅଫିସ,୨୧ା୬: ଖରାଛୁଟି ପରେ ଶୁକ୍ରବାର ଖୋଲିଛି ସ୍କୁଲ। ପ୍ରଥମ ଦିନରେ ସ୍କୁଲଗୁଡ଼ିକରେ ପ୍ରବେଶ ଉତ୍ସବ ଆୟୋଜନ କରାଯାଇଥିଲା । ଛାତ୍ରୀଛାତ୍ରମାନେ ନିର୍ଦ୍ଦାରିତ ସମୟରେ ସ୍କୁଲରେ ପହଞ୍ଚତ୍ଥିଲେ। ଫାଟକ ପାଖରେ ଶିକ୍ଷୟିତ୍ରୀ ଶିକ୍ଷକ ଉପସ୍ଥିତ ରହି ପିଲାମାନଙ୍କୁ ଫୁଲଚନ୍ଦନ ଦେଇ ସ୍ବାଗତ…
ବ୍ରହ୍ମପୁର ମହାନଗର ନିଗମ : ବିଲ୍ଡିଂ ଟିକସ ବାବଦ ବକେୟା ୬.୫୩ କୋଟି
ବ୍ରହ୍ମପୁର ଅଫିସ,୨୧ା୬- ବ୍ରହ୍ମପୁର ମହାନଗର ନିଗମ (ବିଏମ୍ସି)ର ୨୦୧୮-୧୯ ଆର୍ଥିକ ବର୍ଷ ସୁଦ୍ଧା ଆଦାୟ ହୋଇପାରିନି ହୋଲଡିଂ (ଘର) ଟିକସ ବାବଦ ୬ କୋଟି ୫୩ ଲକ୍ଷ ୫୫ ହଜାର ୭୬୩ ଟଙ୍କା। ତନ୍ମଧ୍ୟରୁ କେବଳ ଏମ୍କେସିଜି ମେଡିକାଲ କଲେଜ ଓ…
ପୋଡ଼ି ହୋଇ ୨ ଭଉଣୀଙ୍କ ମୃତ୍ୟୁ ଘଟଣା: ପରିବାରକୁ ମିଳିବ ୮ଲକ୍ଷ ଟଙ୍କା
ଫିରିଙ୍ଗିଆ, ୨୧ା୬- ଫିରିଙ୍ଗିଆ ବ୍ଲକ କେଳାପଡା ପଞ୍ଚାୟତ ଗେରୁପଡା ଗ୍ରାମରେ ବିଦ୍ୟୁତ ଶର୍ଟ ସର୍କିଟରୁ ଘରେ ନିଆଁ ଲାଗି ପୋଡ଼ି ହୋଇ ବୁଧବାର ୨ ଭଉଣୀଙ୍କ ମୃତ୍ୟୁ ଘଟିଥିଲା। ଗୁରୁବାର ସେମାନଙ୍କ ପରିବାରବର୍ଗଙ୍କୁ ସ୍ଥାନୀୟ ବିଧାୟକ ଓ ପ୍ରଶାସନିକ ଅଧିକାରୀ ଭେଟିଛନ୍ତି।…
ଚଢ଼ାଦରରେ ଧାନ ବିହନ ବିକ୍ରି ଅଭିଯୋଗ
ଛତ୍ରପୁର,୨୧ା୬(ଡି.ଏନ.ଏ)- ଗଞ୍ଜାମ ଜିଲାରେ ଚଢା ଦରରେ ଧାନ ବିହନ ବିକ୍ରି ଚାଲିଥିବା ଅଭିଯୋଗ ଆସିଛି। ପୂର୍ବରୁ ଘରୋଇ ଡିଲର ଓ ପ୍ରାଥମିକ ସମବାୟ ସେବା ସମିତିଗୁଡିକୁ ଜିଲାପାଳ ଏଥିପାଇଁ ତାଗିଦ୍ କରିଥିବା ନଜିର ରହିଛି ା ତେବେ ଠିକ୍ ସମୟରେ ସେବା…
ବ୍ରହ୍ମପୁର ଷ୍ଟାଡିୟମ୍ରେ ସର୍ବସାଧାରଣଙ୍କ ପ୍ରବେଶ: ପେସାଦାର ଖେଳାଳିଙ୍କ ବିରୋଧ
ବ୍ରହ୍ମପୁର ଅଫିସ୍,୨୧ା୬- ନେତା ବଦଳିଲେ, ନୀତି ବଦଳେ। ଏକଥା କୁହାଯାଏ। ହେଲେ ବ୍ରହ୍ମପୁର ସହରରେ ଏବେ ନେତା ବଦଳୁଥିବା ନୀତି ସମସ୍ୟା ସୃଷ୍ଟି କରୁଛି। ବ୍ରହ୍ମପୁର ଷ୍ଟାଡିୟମ୍ ବର୍ତ୍ତମାନ ଏହା ଭୋଗିବାକୁ ଯାଉଛି। ଷ୍ଟାଡିୟମ୍ରେ ସକାଳୁ ବ୍ୟାୟାମ କରିବା ପାଇଁ ସର୍ବସାଧାରଣଙ୍କ…
ଜଙ୍ଗଲରେ ଗୁଳିମାଡ ଘଟଣା: ଭାଇ ସମେତ ୨ ଗିରଫ
ଶଙ୍କରାଖୋଲ,୨୧ା୬(ଡି.ଏନ୍.ଏ.): ଚକାପାଦ ବ୍ଲକ ଟିକାବାଲି ଥାନା ମିଣିଆଖଡି ଜଙ୍ଗଲରେ ଶନିବାର ଗୁଳି ମାଡରେ ଆରାବାକା ପଞ୍ଚାୟତ କାମ୍ବିରିକିଆ ଗ୍ରାମର ଜନକ ମଲ୍ଲିକ ଗୁରୁତର ହୋଇଥିଲେ। ଏହି ଘଟଣାରେ ଟିକାବାଲି ପୋଲିସ ଗୁରୁବାର ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ…
Archives


