ରେଣ୍ଟିର ୧୮୨ନଂ. ବୁଥ୍ରେ ସାନି ମତଦାନ ଆଜି : ଭିଡିଓଗ୍ରାଫି, ୱେବ୍କାଷ୍ଟିଂ ବ୍ୟବସ୍ଥା ଅନୁଧ୍ୟାନ କଲେ ଜିଲାପାଳ
ଛତ୍ରପୁର/ସୋରଡ଼ା, ୨୫ା୪(ଡି.ଏନ.ଏ)-ଗଞ୍ଜାମ ଜିଲା ସୋରଡା ବ୍ଲକ ୧୮୨ନଂ. ରେଣ୍ଟି ବୁଥ୍ରେ ଗୁରୁବାର ସାନି ମତଦାନ ହେବ ା ଏଥିପାଇଁ ଜିଲା ପ୍ରଶାସନ ଓ ଗଞ୍ଜାମ ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି ା ଶାନ୍ତିଶୃଙ୍ଖଳାରେ ମତଦାନ ହେବ। ବୁଧବାର ନିଜେ ଯାଇ…
ମରଣ ଫାଶରୁ ମୁକୁଳୁଛି ଗଞ୍ଜାମ ଜିଲା
ବ୍ରହ୍ମପୁର ଅଫିସ୍,୨୫ା୪-ଏକଦା ମ୍ୟାଲେରିଆ ପ୍ରବଣ ଜିଲା ଭାବେ ଦୁର୍ନାମ ମୁଣ୍ଡାଇଥିବା ଗଞ୍ଜାମ ଜିଲାରେ ଏବେ ସ୍ଥିତି ସୁଧୁରିବାରେ ଲାଗିଛି। ବର୍ଷକୁ ବର୍ଷ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ସେହିପରି ଆକ୍ରାନ୍ତଙ୍କ ସହ କମୁଛି ମୃତକଙ୍କ ସଂଖ୍ୟା। ମ୍ୟାଲେରିଆର ମରଣ ଫାଶରୁ ମୁକୁଳିବାରେ…
ଭଞ୍ଜନଗର ଆହାର କେନ୍ଦ୍ରରେ ଅଗ୍ନିକାଣ୍ଡ
ଭଞ୍ଜନଗର,୨୫।୪(ଡି.ଏନ.ଏ.)-ଭଞ୍ଜନଗର ଆହାର କେନ୍ଦ୍ରରେ ବୁଧବାର ସକାଳେ ରୋଷେଇ ଚାଲିଥିବା ବେଳେ ସିଲିଣ୍ଡରରୁ କୌଣସି ପ୍ରକାରେ ଗ୍ୟାସ୍ ଲିକ୍ ହୋଇ ନିଆଁ ଲାଗିଯାଇଥିଲା। ଫଳରେ ସେଠାରେ ଥିବା ବିଭିନ୍ନ ପ୍ଲାଷ୍ଟିକ୍ ଜିନିଷ ପୋଡ଼ିଯାଇଥିଲା। ଭଞ୍ଜନଗର ଦମକଳ ବାହିନୀ ତୁରନ୍ତ ପହଞ୍ଚତ୍ ନିଆଁକୁ ଆୟତ୍ତ…
ଟ୍ରାଫିକ୍ ନିୟନ୍ତ୍ରଣକୁ ଧ୍ୟାନ ଦେଉନି ପୋଲିସ
ବ୍ରହ୍ମପୁର ଅଫିସ,୨୪|୪-ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ଅବଧି ସରି ଆସୁଥିବା ବେଳେ ଲୋକମାନଙ୍କ ଭିଡ଼ ବଢ଼ିବାରେ ଲାଗିଛି। ଜିଲାର ବିଭିନ୍ନ ସ୍ଥାନରୁ ଲୋକମାନେ ମା’ଙ୍କ ଅସ୍ଥାୟୀ ପୀଠକୁ ଦର୍ଶନ ପାଇଁ ଆସୁଛନ୍ତି। ଏହା ସହିତ ଦକ୍ଷିଣ ଓଡ଼ିଶା, ପଡ଼ୋଶୀ ଆନ୍ଧ୍ରପ୍ରଦେଶ, ପୁରୀ ଓ…
ମାଓବାଦୀ ଅଞ୍ଚଳରୁ ଗାଡ଼ି ଆଣିଲେ ମାଲିକ
ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୪ା୪ -କନ୍ଧମାଳ ଜିଲାରେ ନିର୍ବାଚନ ବେଳେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ ଯୋଗୁ ସେସବୁ ଅଞ୍ଚଳରେ ନିୟୋଜିତ ଗାଡି ନିର୍ବାଚନ ପରେ ଆସିପାରି ନଥିଲା। କର୍ମଚାରୀଙ୍କୁ ଜଞ୍ଚଲ ରାସ୍ତାରେ ସୁରକ୍ଷାକର୍ମୀ ଆଣି ନିର୍ବାଚନ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ଏହାପରେ ପ୍ରଶାସନ ସେ ସବୁ…
ପୂର୍ବତନ ଆକାଉଣ୍ଟାଣ୍ଟଙ୍କୁ ୨ବର୍ଷ ଜେଲ
ଫୁଲବାଣୀ ଅଫିସ,୨୪ା୪- ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ଭଗବାନ ପ୍ରଧାନ ଏକ ଲାଞ୍ଚ ମାମଲାର ବିଚାର କରି ଜଣେ ଆକାଉଣ୍ଟାଣ୍ଟଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦେୟ ଅଧିକ ୬ ମାସ…
ପୋଲିସ ପରିଚୟ ଦେଇ ଯୁବକଙ୍କୁ ଅପହରଣ ଅଭିଯୋଗ
ଗୋପାଳପୁର, ୨୪ା୪-ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଜଣେ ଯୁବକ ଧାର ଟଙ୍କା ଫେରସ୍ତ ନ କରିବାରୁ ତାଙ୍କ ଭାଇଙ୍କୁ ପୋଲିସ ପରିଚୟ ଦେଇ ବନ୍ଧୁକ ଦେଖାଇ ଅପହରଣ କରି ନିସ୍ତୁକ ମାଡ଼ ମାରିଥିବା ଗୋଳନ୍ଥରା ଥାନାରେ ମଙ୍ଗଳବାର ରାତି ପ୍ରାୟ…
ରଞ୍ଜିତାଙ୍କୁ ଦୁଇଟି ପଦକ
ବ୍ରହ୍ମପୁର ଅଫିସ୍,୨୨ା୪- ପୁନେର ଚାକନ୍ଠାରେ ବିଲିଭ୍ ଫିଟନେସ୍ ତରଫରୁ ଆୟୋଜିତ ରାଜ୍ୟସ୍ତରୀୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ବ୍ରହ୍ମପୁରର ରଞ୍ଜିତା ମିଶ୍ର ଦୁଇଟି ପଦକ ଜିତିଛନ୍ତି। ସେ ଶ୍ରେଷ୍ଠ ଲିଫଟର୍ ଭାବେ ସ୍ବର୍ଣ୍ଣ ପଦକ ଏବଂ ଡେଡ୍ ଲିଫ୍ଟିଂ ପାଇଁ ରୌପ୍ୟ ପଦକ…
ଖରାଦିନେ ବରଡ଼ା ଶାଗ ଚାହିଦା
ଫୁଲବାଣୀ ଅଫିସ, ୨୨ା୪- କନ୍ଧମାଳ ଜିଲା ପଛୁଆ ଅଞ୍ଚଳ ଭାବେ ପରିଚିତ ହେଲେ ମଧ୍ୟ ଏଠାରେ ମିଳୁଥିବା କେତେକ ଦ୍ରବ୍ୟର ଚାହିଦା ବହୁ ଉଚ୍ଚରେ। କନ୍ଧମାଳ ହଳଦୀ ବିଶ୍ୱ ପ୍ରସିଦ୍ଧ। ଜୈବିକ ପଦ୍ଧତିରେ ଚାଷ ହେଉଥିବା ଏହି ହଳଦୀକୁ ନିକଟରେ ମିଳିଛି…
୭ ମାସ ହେଲା ଏସଇସିସି ଲିଷ୍ଟ ଖୋଜୁଛି ପ୍ରଶାସନ
ଫିରିଙ୍ଗିଆ,୨୨ା୪- ଫିରିଙ୍ଗିଆ ବ୍ଲକ ବନ୍ଧଗଡ ପଞ୍ଚାୟତ ତେଜାମାହା ଗ୍ରାମର କାଣ୍ଡୁଲୁ ଅମାତ। ବୟସ ୬୧ ଟପିଲାଣି। ସ୍ତ୍ରୀ, ଝିଅ ଓ ପୁଅଙ୍କୁ ହରାଇ ବେସାହାରା ହୋଇ ପଡିଥିବାବେଳେ ତାଙ୍କୁ ଆବାସ ଯୋଜନାରେ ଘରଟିଏ ମିଳିନାହିଁ। ଗତ ସେପ୍ଟେମ୍ବର ମାସରେ ଏନେଇ ଧରିତ୍ରୀରେ…
ଆବାସ ଯୋଜନାରେ ସାମିଲରୁ ବଞ୍ଚିତ ପ୍ରସଙ୍ଗ ପଦକ୍ଷେପ ନେବାକୁ ବିଏମ୍ସିକୁ ଆସିଲା ଚିଠି
ଛତ୍ରପୁର,୨୨ା୪(ଡି.ଏନ.ଏ.)- ଗଞ୍ଜାମ ଜିଲା ବ୍ରହ୍ମପୁର ମହାନଗର ନିଗମ ରାଜୀବ ଆବାସ ଯୋଜନାରେ ଖଳାସାହିରୁ ଉଚ୍ଛେଦ ୭ ପରିବାର ସାମିଲ ହୋଇନାହାନ୍ତି। ଏହି ପ୍ରସଙ୍ଗ ଏବେ ଭିନ୍ନ ମୋଡ ନେଇଛି। ସବୁସ୍ତରରୁ ନିରାଶ ପରେ ଉକ୍ତ ପରିବାରଗୁଡିକ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ…
ନିଖୋଜ ମହିଳାଙ୍କ ମୃତଦେହ ପୁଣେରୁ ଉଦ୍ଧାର, ହତ୍ୟା ସନ୍ଦେହ
ପାତ୍ରପୁର,୨୧ା୪(ଡି.ଏନ.ଏ.)-ଆନ୍ଧ୍ରପ୍ରଦେଶ ମଞୁଷାଗଡ଼ ମହାଦେଇପୁର ଗ୍ରାମରେ ବିବାହ କରିଥିବା କେ. ନୂଆଗଁା ଫାଣ୍ଡି ବୀରସିଂହଲକ୍ଷ୍ଣୀନାରାୟଣପୁର ଗ୍ରାମର ପୀତାମ୍ବର ପ୍ରଧାନଙ୍କ ଝିଅ ପ୍ରିୟଙ୍କା(୨୦) ଗତ ମାର୍ଚ୍ଚ ୧୧ରେ ଜରଡ଼ା ଥାନା ସାମନ୍ତିଆପଲ୍ଲୀ ଭରତପତି କଲେଜକୁ ପରୀକ୍ଷା ଦେବାକୁ ଆସି ନିଖୋଜ ହୋଇଯାଇଥିଲେ। ଏନେଇ ପୀତାମ୍ବର…
Archives


