ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ କୋଟିପତି କନିଷ୍ଠ କିରାଣି
ବ୍ରହ୍ମପୁର ଅଫିସ,୧୮ା୮-ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ଦ୍ୱାରା ଜାରି ହୋଇଥିବା ୱାରେଣ୍ଟ ବଳରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏମ୍କେସିଜି ମେଡିକାଲ କଲେଜ କନିଷ୍ଠ କିରାଣି ଅଜିତ କୁମାର ସାହୁଙ୍କର ୫ ସ୍ଥାନରେ ମଙ୍ଗଳବାର ଭିଜିଲାନ୍ସ ଏକ କାଳୀନ ଚଢାଉ କରିଛି।…
ସରକାରୀ ସୁବିଧା ଦାବିକଲେ ଚାଳକ
ବ୍ରହ୍ମପୁର ଅଫିସ୍,୧୮ା୯-ଓଡ଼ିଶା ମୋଟର୍ ଚାଳକ ସଂଘ ବ୍ରହ୍ମପୁର ଶାଖା ପକ୍ଷରୁ ମଙ୍ଗଳବାର ସକାଳେ ଚାଳକ ଦିବସ ପାଳନ କରାଯାଇଛି । ଏହି ଅବସରରେ ସକାଳେ ବହୁ ସଂଖ୍ୟାରେ ଗାଡ଼ି ଚାଳକ ପୁରୁଣା ବସ୍ଷ୍ଟାଣ୍ଡରେ ଏକାଠି ହୋଇଥିଲେ। ସେଠାରୁ ଏକ ରାଲିରେ ବାହାରି…
ଭଷାଣି ବେଳେ ଯୁବକଙ୍କୁ ହତ୍ୟା ଉଦ୍ୟମ: ୭ ଅଭିଯୁକ୍ତ ଗିରଫ, ମାରଣାସ୍ତ୍ର ଜବତ
ବ୍ରହ୍ମପୁର ଅଫିସ,୧୮ା୯-ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଭାବିନୀପୁର ଗ୍ରାମରେ ଗତ ୧୫ ତାରିଖ ରାତିରେ ଗଣେଶ ମୂର୍ତ୍ତି ଭାଷାଣି ବେଳେ ଜଣେ ଯୁବକଙ୍କୁ ହତ୍ୟା ଉଦ୍ୟମ କରାଯାଇଥିଲା। ଫେରାର ଥିବା ୭ ଅଭିଯୁକ୍ତଙ୍କୁ ପୋଲିସ ମଙ୍ଗଳବାର ଗିରଫ କରିଛି। ସେମାନେ ହେଲେ…
ବନ୍ଦ ହେବ କଲେଜ, ଡିଆରଡିଏ ଛକ: ଛତ୍ରପୁର ନୂଆ ବସଷ୍ଟାଣ୍ଡ ସମ୍ମୁଖରେ ଭେଇକିଲ୍ ଅଣ୍ଡରପାସ୍
ଛତ୍ରପୁର,୧୮ା୯(ଡି.ଏନ.ଏ.)-ଛତ୍ରପୁର କଲେଜ ଓ ଡିଆରଡିଏ ଛକ ନିକଟ ଜାତୀୟ ରାଜପଥରେ ବିଭିନ୍ନ ସମୟରେ ଦୁର୍ଘଟଣା ଘଟୁଛି ା ଏହା ପୋଲିସ, ପ୍ରଶାସନ ଓ ଆରଟିଓ କାର୍ଯ୍ୟାଳୟ କର୍ତ୍ତୃପକ୍ଷଙ୍କ ମୁଣ୍ଡବ୍ୟଥାର କାରଣ ହୋଇଛି ା ଏଠାରେ ଫ୍ଲାଏଓଭର, ଅଣ୍ଡରପାସ୍ କିମ୍ବା ଭେଇକିଲ ଅଣ୍ଡର…
କଙ୍କଡ଼ା ବିଛା କାମୁଡ଼ିବାରୁ ମହିଳା ମୃତ
ଗୋପାଳପୁର,୧୭ା୯-ଗୋଳନ୍ଥରା ଥାନା ଚାନ୍ଦପୁର ଗ୍ରାମରେ ସୋମବାର କଙ୍କଡ଼ା ବିଛା କାମୁଡ଼ିିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚନ୍ଦ୍ରମଣି ବେହେରା (୨୨)। ଚାନ୍ଦପୁର କୁମ୍ଭାର ସାହିର ଚନ୍ଦ୍ରମଣି ୨ ବର୍ଷ ପୂର୍ବେ ବି.ତୁରୁବୁଡ଼ିରେ ବିବାହ କରିଥିଲେ। ଗତ ଏକ ମାସ…
ଡୁଙ୍ଗୁରୁଗୁଡା ଗ୍ରାମରେ ତିନି ଭାଇଙ୍କୁ ବାସନ୍ଦ ଘଟଣା: ବିଇଓଙ୍କ ସହ ଆଲୋଚନା କଲେ ବାସନ୍ଦ ପରିବାର
ପାତ୍ରପୁର,୧୭ା୯(ଡି.ଏନ୍.ଏ.)- ଜରଡ଼ା ଥାନା ପାତ୍ରପୁର ବ୍ଲକ ଡୁଙ୍ଗୁରୁଗୁଡା ଗ୍ରାମରେ ସାମାନ୍ୟ କଥାକୁ ନେଇ ୩ଭାଇଙ୍କୁ ଗ୍ରାମରୁ ବାସନ୍ଦ ଘଟଣା ଦିନକୁ ଦିନ ବଢିବାରେ ଲାଗିଛି। ମଙ୍ଗଳବାର ପାତ୍ରପୁର ଆସି ବିଇଓଙ୍କ ସହ ଆଲୋଚନା କରିଛନ୍ତ ବାସନ୍ଦ ପରିବାର। ବାସନ୍ଦ ପରଠାରୁ ଉକ୍ତ…
ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ଏମ୍କେସିଜି କନିଷ୍ଠ କିରାଣୀ
ବ୍ରହ୍ମପୁର ଅଫିସ,୧୭।୮: ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲର କନିଷ୍ଠ କିରାଣୀଙ୍କ ଘର ସହ ୫ଟି ସ୍ଥାନରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। କିରାଣୀ ଅଜିତ କୁମାର ସାହୁଙ୍କ ନାମରେ ଆୟ ବହିର୍ଭୁତ…
ଚାଳକ ଦିବସ: ସରକାରୀ ସୁବିଧା ଦାବିକଲେ ଚାଳକ
ବ୍ରହ୍ମପୁର ଅଫିସ,୧୭ା୯: ଓଡ଼ିଶା ମୋଟର୍ ଚାଳକ ସଂଘର ବ୍ରହ୍ମପୁର ଶାଖା ପକ୍ଷରୁ ମଙ୍ଗଳବାର ସକାଳେ ଚାଳକ ଦିବସ ପାଳନ କରାଯାଇଛି। ଏହି ଅବସରରେ ସକାଳେ ବହୁ ସଂଖ୍ୟାରେ ଗାଡ଼ି ଚାଳକ ପୁରୁଣା ବସ୍ଷ୍ଟାଣ୍ଡଠାରେ ଏକାଠି ହୋଇଥିଲେ। ସେଠାରୁ ଏକ ରାଲିରେ ବାହାରି…
ପାଇଖାନା ନ କଲେ ରାଶନ ସାମଗ୍ରୀ ମିଳୁନି
ପାତ୍ରପୁର,୧୭ା୯(ଡି.ଏନ୍.ଏ.)-ପାତ୍ରପୁର ବ୍ଲକର ୨୩ ପଞ୍ଚାୟତରେ ପ୍ରଶାସନର ଗୋଟିଏ ନିୟମ ଥିବାବେଳେ ଆନ୍ଧ୍ର ସୀମାକୁ ଲାଗିଥିବା କେଶରୀପଡ଼ା ପଞ୍ଚାୟତ ସଦରମହକୁମାରେ ଆକ୍ରୋଶମୂଳକ ଭାବେ ଅଲଗା ନିୟମ କରାଯାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏଠାରେ ପାଇଖାନା ନିର୍ମାଣ ନକଲେ ରାଶନ ସାମଗ୍ରୀ ବନ୍ଦ କରାଯାଉଛି।…
ଟଙ୍କା ହେରଫେର ମାମଲା: ପୂର୍ବତନ ଏନ୍ଏସି ଅଧ୍ୟକ୍ଷଙ୍କୁ ଜାମିନ
ବ୍ରହ୍ମପୁର ଅଫିସ,୧୭ା୯-ଦିଗପହଣ୍ଡି ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି) ପାଇଖାନା ଟାଙ୍କି ସଫା ମେଶିନ କିଣାରେ ସରକାରୀ ଟଙ୍କା ହେରଫେର ମାମଲାରେ ଏନ୍ଏସିର ପୂର୍ବତନ ଅଧ୍ୟକ୍ଷ ଭି.ରବିନାରାୟଣ ରାଜୁଙ୍କୁ ସୋମବାର ଜାମିନ ମିଳିଛି। ଭିଜିଲାନ୍ସ ସ୍ବତନ୍ତ୍ର ଜଜ ବିଜୟ କୁମାର ଜେନା ତାଙ୍କୁ…
ନାବାଳିକାଙ୍କୁ ବଳାକତ୍ାର ଘଟଣା:ଅଭିଯୁକ୍ତଙ୍କୁ ପାଉନି ପୋଲିସ
ଚିକିଟି,୧୭ା୯(ଡି.ଏନ.ଏ.): କେ.ନୂଆଗାଁ ଥାନା ନୂଆପଡା ଫାଣ୍ଡି ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାକତ୍ାର ଘଟଣାରେ ଅଭିଯୁକ୍ତଙ୍କୁ ପୋଲିସ ୨ମାସରୁ ଉର୍ଦ୍ଧ୍ୱ ଦିନ ପରେ ବି ଗିରଫ କରିପାରିନି। ଏପଟେ ଗତ ସପ୍ତାହକ ତଳେ ନାବାଳିକା ଜଣକ ଏକ ଶିଶୁକନ୍ୟାକୁ ଜନ୍ମ ଦେଇଛନ୍ତି ା…
ବ୍ରହ୍ମପୁରରେ ଏଆର୍ଟିଓ ଅଫିସ ଖୋଲିବା ଦାବି
ବ୍ରହ୍ମପୁର ଅଫିସ,୧୭ା୯-ନୂଆ ଟ୍ରାଫିକ ନିୟମ ଲାଗୁ ହେବା ପରେ ପୋଲିସ ଏବେ ଜୋର୍ଦାର ଚେକିଂ କରୁଛି। ନିୟମ ଉଲ୍ଲଂଘନ କରୁଥିବା ଗାଡି ଚାଳକଙ୍କଠାରୁ ଜରିମାନା ଆଦାୟ କରାଯାଉଛି। ଜନସାଧାରଣଙ୍କ ସୁବିଧା ନିମନ୍ତେ ବ୍ରହ୍ମପୁର ସହରରେ ଏକ ସହକାରୀ ଆଞ୍ଚଳିକ କାର୍ଯ୍ୟାଳୟ(ଏଆର୍ଟିଓ) ଖୋଲିବା…
Archives


