ଗଞ୍ଜାମ

ଅଶୁଭ! କଟକ ଚଣ୍ଡୀ ମନ୍ଦିର ଉପରେ ବଜ୍ରପାତ, ଚୂଡ଼ାରୁ ଖସିଲା…..

କଟକ,୭ା୬(ପ୍ରଭୁକଲ୍ୟାଣ ପାଲ୍): କଟକରେ ତାଣ୍ଡବ ରଚିଲା କାଳ ବୈଶାଖୀ । କଟକର ଅଧିଷ୍ଠାତ୍ରୀ ଦେବୀ କଟକ ଚଣ୍ଡୀ ମନ୍ଦିର ଦଧିନଉତି ଉପରେ ଘଡ଼ଘଡ଼ି ପଡିଥିବା ସୂଚନା ରହିଛି । ଫଳରେ ମନ୍ଦିରର ଉପର ଭାଗ କିଛି ଅଂଶ ଭାଙ୍ଗି ଯାଇଥିବା ଦେଖିବାକୁ…

ଘରେ କେହି ନଥିବା ବେଳେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କଲେ ନବମ ଶ୍ରେଣୀ ଛାତ୍ର, ସହଯୋଗ କରିଥିଲେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରେ ଅଭାବନୀୟ ଘଟଣା ଦେଖାଯାଇଛି । ଚଳିତ ବର୍ଷ ୧୦ମ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହୋଇଥିବା ୧୫ ବର୍ଷୀୟା ଛାତ୍ରୀଙ୍କୁ ୯ମ ଶ୍ରେଣୀରେ ପଢ଼ୁଥିବା ସେହି ଗ୍ରାମର ଜଣେ ୧୭…

ପୁରୁଷୋତ୍ତମପୁର ଅଞ୍ଚଳରେ ଆତଙ୍କ ସୃଷ୍ଟି କରୁଛନ୍ତି ଅପରାଧୀ, ଗ୍ୟାଙ୍ଗକୁ ଠାବ କରିବା ଲାଗି ପୋଲିସ…

ପୁରୁଷୋତ୍ତମପୁର,୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଅପରାଧୀମାନେ ଦିନକୁ ଦିନ ସେମାନଙ୍କ ସାମ୍ରାଜ୍ୟ ବିସ୍ତାର କରିବାରେ ଲାଗିଥିବାରୁ ପୋଲିସର ନିଦ ହଜିଯାଇଛି। ଏମାନଙ୍କୁ ଧରିବା ଲାଗି ପୋଲିସ ବିଭିନ୍ନ ସ୍ଥାନରେ ଛାନ୍‌ଭିନ୍‌ କରୁଛି। ମାତ୍ର ସେମାନେ କୌଶଳକ୍ରମେ ପୋଲିସକୁ ଚକମା…

ସୁନ୍ଦରପୁର,ଗଙ୍ଗାପୁରରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ: ଆଗାମୀ ପିଢ଼ି ପାଇଁ ସୃଷ୍ଟି କରିବ ଶିକ୍ଷାର ବାତାବରଣ

ଛତ୍ରପୁର, ୭।୬ (ଦିଲ୍ଲୀପ କୁମାର ସାମଲ): ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ହେଉଛି ଓଡ଼ିଶା ସରକାରଙ୍କ ଗଣଶିକ୍ଷା ବିଭାଗ ଦ୍ୱାରା ପରିଚାଳିତ ଏକ ପ୍ରମୁଖ ସରକାରୀ ଶିକ୍ଷାନୁଷ୍ଠାନ, ଯାହା ଗ୍ରାମାଞ୍ଚଳର ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଏବଂ ଆଧୁନିକ ଶିକ୍ଷା ପ୍ରଦାନ କରିବା…

ବଜାରରୁ କାମସାରି ଘରକୁ ଫେରୁଥିଲେ ରାସ୍ତାରେ ଛକି ବସିଥିଲା ଯମ

ଭଞ୍ଜନଗର,୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ମୁଜାଗଡ ରାସ୍ତାର ଗଣ୍ଡିଶୁଲା ନିକଟରେ ରବିବାର ମଧ୍ୟାହ୍ନରେ ଏକ ପିକ୍ଅପ୍ ଭ୍ୟାନ୍ ଗାଡ଼ି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ହେଲେ ଗଣ୍ଡିସୁଲାର ଭାସ୍କର ଦଳେଇ (୮୨) । ଘଟଣାରୁ…

SIR: କିଛି ଲୋକଙ୍କୁ ନେଇ ଦ୍ୱନ୍ଦ,୧୦୪ ବର୍ଷ ବୟସ୍କା ଭୋଟରଙ୍କୁ ଭେଟିଲେ ଉପ ଜିଲାପାଳ

ଭଞ୍ଜନଗର,୭।୬(ବାବୁଲା ପ୍ରଧାନ): ରାଜ୍ୟରେ ବର୍ତ୍ତମାନ ସ୍ଵତନ୍ତ୍ର ସଘନ ସଂଶୋଧନ (SIR) କାର୍ଯ୍ୟକ୍ରମ ଚାଲିଛି। ଏହିଭଳି ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ମଧ୍ୟ ଚାଲିଛି। ପରିଗଣନା ଫର୍ମ ଭଞ୍ଜନଗର ଉପଖଣ୍ଡରେ ରବିବାର ସୁଦ୍ଧା ଶତପ୍ରତିଶତ ବଣ୍ଟନ ଲକ୍ଷ୍ୟ ରଖାଯାଇଛି। ତାହା ଶେଷ ପର୍ଯାୟରେ…

ସ୍ତ୍ରୀ, ଶଳା ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ

ବ୍ରହ୍ମପୁର,୭।୬(ସୁବାସ ଚନ୍ଦ୍ର ପାଢ଼ୀ): ମୋ ପୁଅକୁ ତା’ ସ୍ତ୍ରୀ ଓ ସମ୍ପର୍କୀୟମାନେ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ହତ୍ୟା କରିବାକୁ ଉଦ୍ୟମ କରିଛନ୍ତି ବୋଲି ପୋଡ଼ିହୋଇ ଗୁରୁତର ଅବସ୍ଥାରେ ଏମ୍‌କେସିଜିରେ ଚିକିତ୍ସାଧୀନ ଥିବା କନ୍‌ଷ୍ଟେବଲ ଆଶୁତୋଷ ମୃଡଙ୍ଗୟା (୩୨)ଙ୍କ ମା’…

ଘରେ ଦାଦନ ଖଟିବାକୁ ଯାଉଛି କହି ବାହାରିଥିଲେ ଶବ ହୋଇ ଫେରିଲେ: କାନ୍ଦ ବୋବାଳିରେ ଫାଟିପଡ଼ୁଛି ଗାଁ ଦାଣ୍ଡ

ଦିଗପହଣ୍ଡି,୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମ ପଶ୍ଚିମ ସାହି ର କେଦାର ଜେନା ଙ୍କ ସାନ ପୁଅ ସାଗର ଜେନା(୨୨) ବ୍ରହ୍ମପୁର ଷ୍ଟେସନ ରେ ଟ୍ରେନ ରୁ ଖସି ମୃତ୍ୟୁବରଣ କରିଥିବା ଜଣାପଡ଼ିଛି।…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ ଆସି ଗୁରୁତର ହୋଇପଡ଼ିଛନ୍ତି। ବ୍ଲିଚିଂ ପାଉଡରରୁ ନିର୍ଗତ ତୀବ୍ର ଗ୍ୟାସ ଯୋଗୁଁ ସେ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ପଦ୍ମପୁର ଗ୍ରାମ ନିକଟ ଶୁଳିିଆ ପାହାଡର ପ୍ରାୟ ୧୦ ହେକ୍ଟର ଇଲାକାରେ ୪…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ ଘର ସମ୍ମୁଖରେ ଅସଦାଚରଣ କରିଥିଲେ।ସେ ପାଟି କରି ଘର ଭିତରକୁ ଦୌଡ଼ି ପଳାଇବାରୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ କରିବା ପାଇଁ ଶନିବାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?