ଗଛରେ ପିଟିହେଲା ଚାଉଳ ବୋଝେଇ ପିକ୍ଅପ
ଶେରଗଡ଼,୨୮ା୧(ଡି.ଏନ୍.ଏ.)- ଶେରଗଡ ବ୍ଲକ ଭୁଷୁଣ୍ଡା ଗ୍ରାମ ଛକ ଆସିକା ଶେରଗଡ଼ ମୁଖ୍ୟ ରାସ୍ତାରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୩ଟାରେ ଏକ ଚାଉଳ ବୋଝେଇ ପିକ୍ଅପର ଟାୟାର ଫାଟିଯିବାରୁ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା। ଚାଳକ ସାମନ୍ୟ ଆହତ ହୋଇଛନ୍ତି। ମାତ୍ର…
ଛତ୍ରପୁରସ୍ଥିତ ସର୍କିଟ ହାଉସଠାରେ ରାଜ୍ୟପାଳଙ୍କୁ ଗାର୍ଡ ଅଫ ଅନର
ଛତ୍ରପୁର,୨୮।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଗସ୍ତ ଅବସରରେ ମଙ୍ଗଳବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଛତ୍ରପୁରସ୍ଥିତ ସର୍କିଟ ହାଉସଠାରେ ପୋଲିସ ପକ୍ଷରୁ ଗାର୍ଡ ଅଫ ଅନର ଦିଆଯାଇଛି। ପରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର ରୟ ରାଜ୍ୟପାଳଙ୍କୁ…
ପିଏମ୍ଜିଏସ୍ୱାଇ: ମାର୍ଚ୍ଚ ୩୧ ସୁଦ୍ଧା ଖର୍ଚ୍ଚ ନ କଲେ ଅନୁଦାନ ଫେରିବ
ଛତ୍ରପୁର,୨୮।୧(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାର ଅଗ୍ରଗତି ନେଇ ଏକ ସମୀକ୍ଷା ବୈଠକ ମଙ୍ଗଳବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ପିଏମ୍ଜିଏସ୍ୱାଇ ଅନୁଦାନ ମାର୍ଚ୍ଚ…
ଛାତ୍ରୀଙ୍କୁ ଅସଦାଚରଣ ଘଟଣା, ଅଭିଯୁକ୍ତ ଗିରଫ
ବ୍ରହ୍ମପୁର ଅଫିସ,୨୮ା୧-ଜଣେ ସ୍କୁଲ ଛାତ୍ରୀଙ୍କୁ ଅସଦାଚରଣ ଓ ଏହାର ପ୍ରତିବାଦ କରିବାରୁ ପୀଡିତାଙ୍କ ମା’ଙ୍କୁ ଧମକଚମକ ଅଭିଯୋଗରେ ଟାଉନ ଥାନା ପୋଲିସ ଜଣଙ୍କୁ ଗିରଫ କରିଛି। ସେ ହେଲେ ଟାଉନ ଥାନା ଅନ୍ତର୍ଗତ ଲୋଚାପଡା ଲକ୍ଷ୍ମୀନଗରର ଚିଣ୍ଟୁ ସେଠୀ (୨୨)। ପୋଲିସ…
ଜିଲାପାଳଙ୍କ ଅଫିସ ଘେରିଲେ ଆଦିବାସୀ
ଛତ୍ରପୁର,୨୮ା୧(ଡି.ଏନ.ଏ)-ଗଞ୍ଜାମ ଜିଲାର ବିଭିନ୍ନ ଆଦିବାସୀ ସଙ୍ଗଠନ ୭ ଦଫା ଦାବି ନେଇ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ। ଆଦିବାସୀ ଓ ପାରମ୍ପରିକ ବନବାସୀଙ୍କୁ ଜମି ଓ ଜଙ୍ଗଲ ଅଧିକାର, ଆଦିବାସୀ ଅଞ୍ଚଳରେ ଶିକ୍ଷା, ସ୍ବାସ୍ଥ୍ୟସେବା, ପିଇବା ପାଣି, ଜଳସେଚନ, ସେତୁ…
ଶିକ୍ଷକଙ୍କ ମାଡ଼ରେ ଛାତ୍ର ଆହତ ଘଟଣା,ମାମଲା ରୁଜୁ କଲା ପୋଲିସ
ଦିଗପହଣ୍ଡି,୨୭।୧(ଡି.ଏନ୍.ଏ.)-ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ନୋଡାଲ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ବିରେଣି କୁମାର ସାହୁଙ୍କ କାଠ ଫାଳିଆ ମାଡ଼ରେ ୭ମ ଶ୍ରେଣୀ ଛାତ୍ର ଟି. ସୁଜିତ୍ କୁମାର ପାତ୍ର ଆହାତ ହୋଇଥିଲେ। ଛାତ୍ରଙ୍କ ବାପା ଟି.କପିଳାସ ପାତ୍ରଙ୍କ ଏତଲାକୁ ଭିତ୍ତି କରି…
୭ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଅଫିସ ଘେରିଲେ ଆଦିବାସୀ
ଛତ୍ରପୁର,୨୭।୧(ଡି.ଏନ୍.ଏ.): ଗଞ୍ଜାମ ଜିଲାର ବିଭିନ୍ନ ଆଦିବାସୀ ସଂଗଠନ ପକ୍ଷରୁ ୭ ଦଫା ଦାବି ନେଇ ସୋମବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି। ଏଥିସହ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଧାରଣା ଜାରି ରାହିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି।…
ପୁରୁଷୋତ୍ତମପୁରରେ ସାଧାରଣତନ୍ତ୍ର ଦିବସ
ପୁରୁଷୋତ୍ତମପୁର,୨୬।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି। ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ବିଚାରପତି ଅନ୍ନପୂଣ୍ଣା ଷଡ଼ଙ୍ଗୀ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ଓକିଲ ସଂଘ କାର୍ଯ୍ୟାଳୟରେ ସଭାପତି ଜଗନ ମୋହନ ପଟ୍ଟନାୟକ,…
‘ସମ୍ବିଧାନର ମୌଳିକ ନୀତିର ସୁରକ୍ଷା ପାଇଁ ପ୍ରତ୍ୟେକ ନାଗରିକ ବଦ୍ଧପରିକର ହୁଅନ୍ତୁ’
ବ୍ରହ୍ମପୁର ଅଫିସ,୨୬।୧: ଗଞ୍ଜାମ ଜିଲା ଖଲିକୋଟ କଲେଜ ଖେଳ ପଡ଼ିଆ ପରିସରରେ ଉପଖଣ୍ଡସ୍ତରୀୟ ୭୧ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି। ଏଥିରେ ଦକ୍ଷିଣାଞ୍ଚଳ ଆରଡିସି ଟି. ଆଓ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ…
ଗଞ୍ଜାମରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହ: ମନ୍ତ୍ରୀ କହିଲେ ‘ଗଞ୍ଜାମର ସାଲିସ ବିହୀନ ସଂଗ୍ରାମ ଅବିସ୍ମରଣୀୟ
ଛତ୍ରପୁର, ୨୬।୧(ଡି.ଏନ୍.ଏ.)-ଛତ୍ରପୁରସ୍ଥିତ ପୋଲିସ ପଡିଆଠାରେ ରବିବାର ଗଞ୍ଜାମ ଜ଼ିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ କୃଷି ମନ୍ତ୍ରୀ ଅରୁଣ ସାହୁ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡ୍ରେ ଅଭିବାଦନ ଗ୍ରହଣ କରିଥିଲେ। ଗଞ୍ଜାମର…
ବିଏମ୍ସିରେ ସାମିଲ ହେବ ସହରତଳି ପଞ୍ଚାୟତ ଅଞ୍ଚଳ
ବ୍ରହ୍ମପୁର ଅଫିସ,୨୬ା୧-ବ୍ରହ୍ମପୁର ମହାନଗର ନିଗମରେ ସହରତଳି ପଞ୍ଚାୟତ ଅଞ୍ଚଳ ସାମିଲ ହେବା ନେଇ ବାଟ ଫିଟିଛି । ଲୋଚାପଡା ପଞ୍ଚାୟତ ସମେତ ୩ ଗଁ। ବିଏମ୍ସିରେ ସାମିଲ ହେବାକୁ ସମ୍ମତି ପ୍ରକାଶ କରିଛନ୍ତି । ଏ ନେଇ ତୁରନ୍ତ ପଦକ୍ଷେପ ଆରମ୍ଭ…
ଶିକ୍ଷକଙ୍କ କାଠଫାଳିଆ ମାଡ଼ରେ ଛାତ୍ର ଗୁରୁତର: ବହି ହଜିଯିବାରୁ ପିଟିଲେ
ଦିଗପହଣ୍ଡି,୨୬ା୧(ଡି.ଏନ.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ନୋଡାଲ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ବିରେଣି କୁମାର ସାହୁଙ୍କ କାଠଫାଳିଆ ମାଡ଼ରେ ଜଣେ ୭ମ ଶ୍ରେଣୀ ଛାତ୍ର ଟି. ସୁଜିତ କୁମାର ପାତ୍ର ଗୁରୁତର ହୋଇଛନ୍ତି। ଶନିବାର ଛାତ୍ରଙ୍କ ବାପା ଟି.…

