ବନ୍ଧ୍ୟାକରଣ ଯୋଜନା ଫେଲ୍
ବ୍ରହ୍ମପୁର ଅଫିସ,୭ା୬- ବ୍ରହ୍ମପୁର ମହାନଗର ନିଗମରେ ଗୋରୁଗୁଡିକ ଅବାଧ ଚଳପ୍ରଚଳ କରୁଛନ୍ତି ା ଏହା ସହ ବୁଲା କୁକୁରଙ୍କ ସଂଖ୍ୟା ବୃଦ୍ଧି ପାଇଛି। ସହରବାସୀଙ୍କ ପାଇଁ ବର୍ତ୍ତମାନ ଏହା ଏବେ ମୁଣ୍ଡବ୍ୟଥାର କାରଣ ହୋଇଛି। ସକାଳୁ ସନ୍ଧ୍ୟା ଯାଏ ସହରର ବିଭିନ୍ନ…
ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତ ଫେରାର
ଦିଗପହଣ୍ଡି,୭ା୬(ଡି.ଏନ.ଏ.)- ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ମହିଳାଙ୍କ ଘରେ ପଶି ଅସଦାଚରଣ ସହ କାତିରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଏତଲାକୁ ଭିତ୍ତିକରି ପୋଲିସ ତଦନ୍ତ ଚଳାଇଛି। ପ୍ରକାଶ ଯେ, ବୁଧବାର ରାତିରେ ମହିଳା ଜଣକ ତାଙ୍କ ମା’ଙ୍କ ସହ ଘରେ…
ଯାତ୍ରା ଦାଣ୍ଡରେ ୨୨ କଳାକୁଞ୍ଜ, ୬ ରଥ
ବ୍ରହ୍ମପୁର ଅଫିସ,୭ା୬- ବ୍ରହ୍ମପୁର ଅନ୍ୟତମ ପ୍ରସିଦ୍ଧ ମା’ ତାରାଦେବୀ ଠାକୁରାଣୀ ଯାତ୍ରା ଗୁରୁବାର ୧୯ ଦିନରେ ପହଞ୍ଚିଛି। ଯାତ୍ରାକୁ ଆଉ ମାତ୍ର ୪ ଦିନ ବାକି ଥିବା ବେଳେ ଯାତ୍ରାସ୍ଥଳ ତଥା ସମଗ୍ର ଲାଞ୍ଜିପଲ୍ଲୀ ଅଞ୍ଚଳ ଏବେ ଉତ୍ସବ ମୁଖର ହୋଇଉଠିଛି।…
ବାସ୍କେଟବଲ୍ ପ୍ରଶିକ୍ଷଣ ଶିବିର ଉଦ୍ଯାପିତ
ବ୍ରହ୍ମପୁର ଅଫିସ୍,୭ା୬- ମଡର୍ଣ୍ଣ ୟୁଥ୍ କ୍ଲବ ତରଫରୁ ତଥା ବିଏମ୍ସି ସହଯୋଗରେ ଏସ୍ପିଙ୍କ କାର୍ଯ୍ୟାଳୟ ପରିସରରେ ଚାଲିଥିବା ଗ୍ରୀଷ୍ମକାଳୀନ ବାସ୍କେଟବଲ୍ ପ୍ରଶିକ୍ଷଣ ଶିବିର ଗୁରୁବାର ଉଦ୍ଯାପିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଏମ୍ପି ଚନ୍ଦ୍ରଶେଖର ସାହୁ ଯୋଗ ଦେଇଥିଲେ। କ୍ରୀଡ଼ାରେ ଭବିଷ୍ୟତ…
ଗୁଳିମାଡ଼ରେ ବ୍ୟବସାୟୀ ଗୁରୁତର
ଚିକିଟି,୬।୬(ଡି.ଏନ.ଏ.)-ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ବୀରସିଂହ ଲକ୍ଷ୍ମୀ ନାରାୟଣପୁର ଗ୍ରାମର ଜଣେ ବ୍ୟବସାୟୀଙ୍କୁ ଗୁରୁବାର ସନ୍ଧ୍ୟା ପ୍ରାୟ ୬ଟାରେ ଗୁଳିମାଡ଼ ହୋଇଛି। ସେ ହେଲେ ସୁବାସ ଚନ୍ଦ୍ର ପଣ୍ଡା। ତାଙ୍କ ମୁହଁରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ…
ମାଡ଼ ମାରି ବାଇକ ସହ ଲକ୍ଷାଧିକ ଟଙ୍କା ଲୁଟ୍
ବୁଗୁଡ଼ା,୬।୬(ଡି.ଏନ.ଏ.)- ବୁଗୁଡ଼ା ଥାନା ଏ.କରଡ଼ାବାଡ଼ି-ସୋରଡ଼ ଗ୍ରାମ ରାସ୍ତା ମଧ୍ୟରେ ଗୁରୁବାର ଅପରାହ୍ନରେ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ମାଡ଼ ମାରି ବାଇକ୍ ସହ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ବୁଗୁଡ଼ା ଅରବିନ୍ଦ ନଗରରେ ଥିବା ଏକ ଫାଇନାନ୍ସ କମ୍ପାନୀର କର୍ମଚାରୀ ରଜନୀକାନ୍ତ…
ବଞ୍ଚିଥିବା ପର୍ଯ୍ୟନ୍ତ ଭଞ୍ଜ ମାଟିର ବିକାଶ କରିବି
ଭଞ୍ଜନଗର/ଜଗନ୍ନାଥପ୍ରସାଦ,୬।୬(ଡି.ଏନ.ଏ)- ନୂତନ ମନ୍ତ୍ରୀ ମଣ୍ଡଳରେ ସ୍ଥାନ ପାଇବା ପରେ ସ୍ଥାନୀୟ ବିଧାୟକ ତଥା ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗୁରୁବାର ଭଞ୍ଜନଗର ନିର୍ବାଚନମଣ୍ଡଳୀ ଗସ୍ତରେ ଆସିଛନ୍ତି। ବିଜେଡ଼ି କର୍ମୀମାନେ ବାଇକ ଶୋଭାଯାତ୍ରାରେ ମନ୍ତ୍ରୀଙ୍କୁ…
ତାଲା ଭାଙ୍ଗି ଚୋରି
ଆସିକା,୬।୬(ଡି.ଏନ୍.ଏ.)- ଆସିକା ସହରାଞ୍ଚଳରେ ପୁଣି ଲୁଟେରା ସକ୍ରିୟ ହୋଇଉଠିଛନ୍ତି। ବୁଧବାର ରାତିରେ ଆସିକା ଏନ୍ଏସିର ଅଶୋକା ସିନେମା ରୋଡରେ ଦୁର୍ବୃତ୍ତ ଏକ ସେଲୁନ୍ ଦୋକାନ ତାଲା ନଗଦ ଟଙ୍କା ଲୁଟି ନେଇଛନ୍ତି। ସେଲୁନ୍ଠାରୁ ପ୍ରାୟ ଶହେ ଫୁଟ ଦୂର ମାଲସାହିରେ ଗୋଟିଏ…
ଏନ୍ଏସି ପକ୍ଷରୁ ଚଢ଼ାଉ : ପଲିଥିନ୍, ପାଣିପାଉଚ ଜବତ
ଦିଗପହଣ୍ଡି,୬ା୬(ଡି.ଏନ୍.ଏ.): ଦିଗପହଣ୍ଡି ଏନ୍ଏସି ଏନ୍ଫୋର୍ସମେଣ୍ଟ ସ୍କ୍ବାଡ ପକ୍ଷରୁ ଗୁରୁବାର ସହରରେ ବେଆଇନ ପଲିଥିନ ବିକ୍ରୟ ଓ ବ୍ୟବହାର ବିରୋଧରେ ଧରପଗଡ଼ କରାଯାଇଛି। କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆଙ୍କ ଉପସ୍ଥିତିରେ ଦିଗପହଣ୍ଡି ମେଡିକାଲ ଛକସ୍ଥିତ ସନ୍ତୋଷ କୁମାର ପାତ୍ରଙ୍କ ଦୋକାନରେ ଚଢ଼ାଉ…
ସରପଞ୍ଚଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ : ଥାନାରେ ଏତଲା, ଅଭିଯୁକ୍ତ ଫେରାର
ଦିଗପହଣ୍ଡି,୬ା୬(ଡି.ଏନ୍.ଏ.): ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ସରପଞ୍ଚ ଭୀମସେନ ସାହୁଙ୍କ ସମ୍ପର୍କରେ ସୋସିଆଲ ମିଡିଆରେ ଅସମ୍ମାନସୂଚକ ତଥା ଅଶାଳୀନ ମନ୍ତବ୍ୟ ଦିଆଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ଫଟୋ ସହ ଅଶ୍ଳୀଳ ଭାଷାରେ ସମ୍ବୋଧନ କରି ଫେସବୁକ୍ରେ ପୋଷ୍ଟ କରିଥିବା କଇଠଡ଼ା ଗ୍ରାମର…
ଉନ୍ନୟନମୂଳକ କାର୍ଯ୍ୟ ପାଇଁ ଦାବିପତ୍ର ପ୍ରଦାନ କଲା ଗ୍ରାମ୍ୟ ପରିଚାଳନା କମିଟି
ଗଞ୍ଜାମ,୬ା୬(ଡି.ଏନ୍.ଏ.): ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ବିରୁଳି କାଇଁଚପୁର ଗ୍ରାମରେ ଆମ ଗାଁ ଆମ ବିକାଶ ଯୋଜନା ଠିକ୍ରେ ହୋଇ ନ ଥିବା ଗ୍ରାମବାସୀଙ୍କ ପକ୍ଷରୁ ଅଭିଯୋଗ ହୋଇଛି। ଏନେଇ ଗ୍ରାମ୍ୟ ପରିଚାଳନା କମିଟିର ୫ ଜଣିଆ ପ୍ରତିନିଧି ଦଳ ଗୁରୁବାର…
ମନୋଜ ହତ୍ୟାକାଣ୍ଡର ପର୍ଦ୍ଦାଫାଶ୍: ସୁଲ୍ତାନ ସମେତ ୫ ଗିରଫ
ବ୍ରହ୍ମପୁର ଅଫିସ,୬ା୬: ଆସିକା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ମନୋଜ ଜେନା ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ବ୍ରହ୍ମପୁର ପୋଲିସ। ଏଥିରେ ସାମିଲ ଥିବା ୨ ଅଭିଯୁକ୍ତ ବୁଲୁ ଓରଫ ଗଣେଶ ନାହାକ ଓ ହୃଷୀକେଶ ପାତ୍ରଙ୍କୁ ପୋଲିସ ପୂର୍ବରୁ ଏନ୍କାଉଣ୍ଟର କରିଥିବାବେଳେ…
Archives


