ଗଞ୍ଜାମ

ଦୈନିକ ସଡ଼କ ସୁରକ୍ଷା ନିୟମ ମନେ ରଖିବାକୁ ପଡ଼ିବ: ଜିଲାପାଳ

ଛତ୍ରପୁର,୧୧।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ୩୧ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଶନିବାର ଶୁଭାରମ୍ଭ ହୋଇଛି। ଏହା ୧୭ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ ଛତ୍ରପୁରସ୍ଥିତ ସଂସ୍କୃତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇ ପ୍ରତ୍ୟେକ ଦିନ ସଡ଼କ…

୩୧ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ: ଗୋଲାପ, ଚକୋଲେଟ୍‌ ଦେଇ ସଚେତନ

ବ୍ରହ୍ମପୁର ଅଫିସ,୧୧।୧: ଗଞ୍ଜାମ ଜିଲା ବ୍ରହ୍ମପୁରରେ ଅନୁଷ୍ଠିତ ୩୧ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ କାର୍ଯ୍ୟକ୍ରମକୁ ଟ୍ରାଫିକ୍‌ ଡିଏସ୍‌ପି ସାର୍ଥକ ରାୟ ଶନିବାର ଉଦ୍‌ଘାଟନ କରିଛନ୍ତି। ଖଲ୍ଲିକୋଟ କଲେଜର ଏନ୍‌ସିସି କ୍ୟାଡେଟ୍‌ମାନଙ୍କ ସହାୟତାରେ ଟ୍ରାଫିକ୍‌ ପୋଲିସ ଟାଟା ବେଞ୍ଜ୍‌ ଛକରେ ପ୍ରତ୍ୟେକ…

ବ୍ରହ୍ମପୁର ବନଖଣ୍ଡରେ ୧୨, ୩୩୨ ପକ୍ଷୀ

ବ୍ରହ୍ମପୁର ଅଫିସ,୧୧ା୧-ବ୍ରହ୍ମପୁର ବନଖଣ୍ଡ ଅଞ୍ଚଳରେ ପକ୍ଷୀ ଗଣନା ସରିଛି। ଗତବର୍ଷ ତୁଳନାରେ ଚଳିତ ବର୍ଷ ପକ୍ଷୀ ସଂଖ୍ୟା ବଢ଼ିଛି। ବନଖଣ୍ଡ ଅନ୍ତର୍ଗତ ବ୍ରହ୍ମପୁର, ଦିଗପହଣ୍ଡି, ସାମନ୍ତିଆପଲ୍ଲୀ ଓ ଖଲ୍ଲିକୋଟ ରେଞ୍ଜରେ ୭୨ ପ୍ରଜାତିର ୧୨, ୩୩୨ ପକ୍ଷୀ ଥିବା ଠାବ କରାଯାଇଛି।…

ଗଁ।ରେ ହାତୀ, ସହରରେ କର୍ମଚାରୀ

ଭଞ୍ଜନଗର,୧୧।୧(ଡି.ଏନ.ଏ)-ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡର ଜଙ୍ଗଲ ନିକଟବର୍ତ୍ତୀ କେତେକ ଗ୍ରାମରେ ହାତୀ, ବାର୍‌ହା ଆତଙ୍କ ଦେଖାଦେଇଛି। ହାତୀ ଜଙ୍ଗଲରୁ ବାହାରି ଖଳାରେ ଥିବା ଚାଷୀଙ୍କ ଧାନ ଫସଲ ନଷ୍ଟ କରୁଛି। ଶନିବାର ସୁଦ୍ଧା ଜଗନ୍ନାଥପ୍ରସାଦ ରେଞ୍ଜରେ ୧୭ ହାତୀ ଥିବାବେଳେ ଗାଲେରୀ…

ଧରାପଡ଼ିଲେ ଆଉ ୯ ନକଲି ଶିକ୍ଷକ : ଥାନାରେ ଏତଲା ଦେବାକୁ ଡିଇଓଙ୍କ ନିର୍ଦ୍ଦେଶ

ବ୍ରହ୍ମପୁର ଅଫିସ,୧୧ା୧- ଗଞ୍ଜାମ ଜିଲାରେ ପୁଣି ୯ ଜଣ ନକଲି ଶିକ୍ଷକ ଧରାପଡିଛନ୍ତି। ଏମାନେ ନିଯୁକ୍ତି ବେଳେ ନକଲି ଶିକ୍ଷାଗତ ପ୍ରମାଣପତ୍ର ଦାଖଲ କରିଥିବା ଜଣାପଡିଛି। ଜିଲାରେ ଏପରି ନକଲି ଶିକ୍ଷକଙ୍କ ସଂଖ୍ୟା ଏବେ ୩୦ରେ ପହଞ୍ଚିଛି। ଧରାପଡ଼ିଥିବା ୯ ଶିକ୍ଷୟିତ୍ରୀ,…

ବାଳାଶ୍ରମରୁ ଅନ୍ତେବାସୀ ଫେରାର୍‌ ଘଟଣା: ଆଉ ୨ ନାବାଳିକା ଉଦ୍ଧାର, ମିଳିନି ୭ ଜଣଙ୍କ ପତ୍ତା

ବ୍ରହ୍ମପୁର ଅଫିସ,୧୧ା୧-ଗୋଷାଣୀନୂଆଗଁା ଥାନା ଉତ୍କଳ ବାଳାଶ୍ରମରୁ ଗତ ୬ ତାରିଖରେ ଫେରାର୍‌ ହୋଇଯାଇଥିବା ୧୩ ନାବାଳିକାଙ୍କ ମଧ୍ୟରୁ ପୂର୍ବରୁ ୪ ଜଣ ଉଦ୍ଧାର ହୋଇଥିଲେ। ଶୁକ୍ରବାର ଆଉ ୨ ଜଣଙ୍କୁ ସ୍ବତନ୍ତ୍ର ଟିମ ଉଦ୍ଧାର କରିଛି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ଭୁବନେଶ୍ୱରର…

ଜନଜାଗରଣ ପଦଯାତ୍ରାରେ କେନ୍ଦ୍ରମନ୍ତ୍ରୀ : ‘ବଳବତ୍ତର ରହିବ ସିଏଏ, ଉପକୃତ ହେବେ ସଂଖ୍ୟାଲଘୁ’

ବ୍ରହ୍ମପୁର ଅଫିସ,୧୧ା୧-ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବାମପନ୍ଥୀ ଦଳ, କଂଗ୍ରେସ ଓ ତୃଣମୂଳ କଂଗ୍ରେସ ନେତ୍ରୀ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଦେଶର ଅନ୍ୟମାନେ ସମର୍ଥନ କରୁଛନ୍ତି। ଯେତେ ଅପପ୍ରଚାର କରାଗଲେ ମଧ୍ୟ ସିଏଏ ବଳବତ୍ତର ରହିବ। ଏହାଦ୍ୱାରା ସଂଖ୍ୟାଲଘୁମାନେ ବିଶେଷ…

ସରିଲା କୁମ୍ଭୀର ଗଣନା: ଆଖପାଖ ପୋଖରୀ ସହ ଘୋଡ଼ାହାଡ଼ ଡ୍ୟାମରେ ୬୫ କୁମ୍ଭୀର ଚିହ୍ନଟ

ଦିଗପହଣ୍ଡି, ୧୦।୧(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ଘୋଡ଼ା ହାଡ଼ ଡ଼୍ୟାମ ସମେତ ଆଖପାଖ ପୋଖରୀରେ ଶୁକ୍ରବାର ବନବିଭାଗ ପକ୍ଷରୁ କୁମ୍ଭୀର ଗଣନା ସରିଛି। ଗତ ବର୍ଷ ଡ଼୍ୟାମରେ ୪୩ଟି ଗୋ ମୁହାଁ ପ୍ରଜାତିର କୁମ୍ଭୀର ଚିହ୍ନଟ କରାଯାଇଥିବା ବେଳେ ଚଳିତ ବର୍ଷ ୪୪…

ପାନ ଦୋକାନୀରୁ ଓଏଏସ୍‌: ନାରାୟଣଙ୍କୁ ପୁରୁଷୋତ୍ତମପୁରରେ ସମ୍ବର୍ଦ୍ଧନା

ପୁରୁଷୋତ୍ତମପୁର, ୧୦।୧(ଡି.ଏନ୍‌.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ନାରାୟଣ ବେହେରା(୨୫) ଓଡିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାରେ ୫୧ ନଂ ର଼୍ୟାଙ୍କରେ ରହି ପୁରୁଷୋତ୍ତମପୁର ଲାଗି ଗୌରବ ଅର୍ଜନ କରିଛନ୍ତି। ଏହି ଉପଲକ୍ଷେ ସହରର ବିଭିନ୍ନ ସଂଗଠନ ଓ ଜନସାଧାରଣଙ୍କ ପକ୍ଷରୁ ତାଙ୍କୁ…

ବାଳାଶ୍ରମରୁ ନାବାଳିକା ଫେରାର ଘଟଣା: ଶିଶୁ ମଙ୍ଗଳ କମିଶନ ସଦସ୍ୟ ସଚିବଙ୍କ ସମୀକ୍ଷା

ବ୍ରହ୍ମପୁର ଅଫିସ୍‌,୧୦ା୧- ଗୋଷାଣୀନୂଆଗଁା ଥାନା ଉତ୍କଳ ବାଳାଶ୍ରମରୁ ୧୩ ନାବାଳିକା ନିଖୋଜ ଘଟଣାକୁ ୭୨ ଘଣ୍ଟା ବିତିଥିଲେ ସୁଦ୍ଧା ଅଦ୍ୟାବିଧି ୯ ଜଣଙ୍କୁ ଉଦ୍ଧାର କରାଯାଇପାରିନାହିଁ। ବର୍ତ୍ତମାନ ଜିଲା ପ୍ରଶାସନ ଓ ବାଳାଶ୍ରମ ଅଧିକାରୀଙ୍କ ପ୍ରତି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଘଟଣା…

କଳାବ୍ୟାଜ୍‌ ପରିଧାନ କଲେ ଚିନିଶିଳ୍ପ ଶ୍ରମିକ

ଆସିକା,୧୦ା୧(ଡି.ଏନ୍‌.ଏ.): ଆସିକା ସମବାୟ ଚିନିଶିଳ୍ପରେ ଚଳିତବର୍ଷର ଆଖୁପେଡା ଲାଗି କାରଖାନା ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ଏପଟେ କାରଖାନା କର୍ତ୍ତୃପକ୍ଷ ଶ୍ରମିକମାନଙ୍କ ଦୀର୍ଘ ଦିନର ଦାବି ପ୍ରତି ଦୃଷ୍ଟି ଦେଉ ନ ଥିବା ଅଭିଯୋଗ କରି ଗୁରୁବାର ଶ୍ରମିକମାନେ କଳାବ୍ୟାଜ ପରିଧାନ…

୧୫ ସୁଦ୍ଧା ପାଇଖାନା ନିର୍ମାଣ ବକେୟା ପ୍ରଦାନ ନିର୍ଦ୍ଦେଶ: ଘରକୁ ଯାଇ କାର୍ଯ୍ୟାଦେଶ ଦେଲେ ବିଡିଓ

ଛତ୍ରପୁର,୯ା୧(ଡି.ଏନ.ଏ)-ଗଞ୍ଜାମ ଜିଲାରେ ବାହ୍ୟ ମଳମୁକ୍ତ ଘୋଷଣା ହୋଇଥିଲେ ମଧ୍ୟ ଏବେ ଲୋକେ ଖୋଲାରେ ଶୌଚ ହେଉଛନ୍ତି। ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ପାଇଖାନା ନିର୍ମାଣ ପାଇଁ ନୂତନ ଭାବେ ପଞ୍ଜୀକୃତ ୧୯,୪୭୪ ହିତାଧିକାରୀଙ୍କୁ ବୁଧବାରଠାରୁ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?