ଗାଁ ଦାଣ୍ଡରେ ଯୁବକଙ୍କୁ ହତ୍ୟା ଘଟଣା : ହତ୍ୟାକାରୀ ଅଟକ, ରକ୍ତଭିଜା ଖଣ୍ଡା ଜବତ
ପୁରୁଷୋତ୍ତମପୁର,୨ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭୂତସରସିଙ୍ଗି ପଞ୍ଚାୟତର କଇଠଡ଼ା ଗ୍ରାମରେ ଶନିବାର ରାତିରେ ଡାକ୍ତର ପ୍ରଧାନଙ୍କୁ ସର୍ବସମ୍ମୁଖରେ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା। ତେବେ ଅଭିଯୁକ୍ତ ଜଣକ ସେହି ଗ୍ରାମର ଗାନ୍ଧି ପ୍ରଧାନଙ୍କୁ ପୋଲିସ ଉଠାଇ ଆଣି ଥାନାରେ…
ହଳଦିଆପଦର ରେଳଧାରଣା କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର
ବ୍ରହ୍ମପୁର ଅଫିସ,୨।୬: ଗଞ୍ଜାମ ଜିଲା ବ୍ରହ୍ମପୁର ରେଳବାଇ ପୋଲିସ ରବିବାର ସକାଳେ ହଳଦିଆପଦର ରେଳଧାରଣା କଡ଼ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ଯୁବକଙ୍କ ପରିଚୟ ସ୍ପଷ୍ଟ ହୋଇପାରି ନ ଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ଟ୍ରେନ ଆଗକୁ ଡେଇଁ…
କାଳିଆ ଯୋଜନାରୁ ପ୍ରକୃତ ଚାଷୀ ବଞ୍ଚତ୍ତ ଅଭିଯୋଗ : ସମିତି କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ
ଦିଗପହଣ୍ଡି,୨ା୬(ଡି.ଏନ୍.ଏ.)-ରାଜ୍ୟ ସରକାରଙ୍କ କାଳିଆ ଯୋଜନାକୁ ନେଇ ଓଡ଼ିଶାର ଚାଷୀ ବହୁତ ଖୁସି ଓ ଉତ୍ସାହ ଥିବା ବେଳେ ସାନଖେମୁଣ୍ଡି ବ୍ଲକ ଏରେଣ୍ଡ ପଞ୍ଚାୟତ ଯୁଗୁଡି ବଳଭଦ୍ରପୁର ଚାଷୀ କାଳିଆ ଯୋଜନାରୁ ପ୍ରକୃତ ଚାଷୀ ବଞ୍ଚତ୍ତ ନେଇ ଅଭିଯୋଗ କରିଛନ୍ତି। କାଳିଆ ଯୋଜନାରେ…
ଓଡ଼ିଶା ଆଦର୍ଶ ବିଦ୍ୟାଳୟ ମେଧାବୀ ସମ୍ମାନ ସମାରୋହ : ଅନୁକରଣ ନ ହୋଇ ଦକ୍ଷତା ବିନିଯୋଗ କର
ଛତ୍ରପୁର,୨ା୬(ଡି.ଏନ.ଏ.)-ଛତ୍ରପୁରସ୍ଥିତ ଜିଲା ପରିଷଦ ଭବନରେ ଗଞ୍ଜାମ ଜିଲାସ୍ତରୀୟ ଓଡିଶା ଆଦର୍ଶ ବିଦ୍ୟାଳୟ ମେଧାବୀ ସମ୍ମାନ ସମାରୋହ ଶନିବାର ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇ କହିଥିଲେ, ପ୍ରତ୍ୟେକ ମଣିଷର ସ୍ବତନ୍ତ୍ର ଦକ୍ଷତା ଅଛି। ଅନ୍ୟକୁ ଅନୁକରଣ କରି…
ଡ୍ରେନେଜ ସମସ୍ୟା ନେଇ କମିଶନରଙ୍କୁ ଦାବିପତ୍ର ପ୍ରଦାନ
ବ୍ରହ୍ମପୁର ଅଫିସ,୨ା୬-ବ୍ରହ୍ମପୁର ମହାନଗର ନିଗମ(ବିଏମ୍ସି) ୧୪ ନଂ. ୱାର୍ଡ ଅନ୍ତର୍ଗତ ଅନ୍ନପୂର୍ଣ୍ଣା ନଗରରେ ଦୀର୍ଘ ଦିନ ଧରି ଡ୍ରେନ୍ ମରାମତି କାର୍ଯ୍ୟ ହେଉ ନ ଥିବା ନେଇ ଅଭିଯୋଗ ହୋଇଛି ା ଏନେଇ ଅନ୍ନପୂର୍ଣ୍ଣା ନଗର ବାସିନ୍ଦା ଶନିବାର ବିଏମ୍ସି କମିଶନର…
୧୪ଦିନରେ ମା’ ତାରାଦେବୀ ଠାକୁରାଣୀ ଯାତ୍ରା : ମନମୋହୁଛି ବିଭିନ୍ନ ସାହି ରଥ, କଳାକୁଞ୍ଜ
ବ୍ରହ୍ମପୁର ଅଫିସ,୨ା୬-ବ୍ରହ୍ମପୁରର ଅନ୍ୟତମ ପ୍ରସିଦ୍ଧ ମା’ ତାରାଦେବୀଙ୍କ ଦ୍ୱିବାର୍ଷିକ ଯାତ୍ରା ଶନିବାର ୧୪ ଦିନରେ ପହଞ୍ଚିଛି ା ଏହା ଆଉ ୯ ଦିନ ଯାତ୍ରା ବାକି ରହିଥିବା ବେଳେ ଏବେ ଲାଞ୍ଜିପଲ୍ଳୀ ଅଞ୍ଚଳ ଉତ୍ସବ ମୁଖର ହୋଇଉଠିଛି ା ରଙ୍ଗୀନ ଆଲୋକମାଳା…
ସୁରଟ ଅଗ୍ନିକାଣ୍ଡ ପରେ ଅଗ୍ନିଶମ ବିଭାଗ ତତ୍ପର : ୧୦ କୋଚିଂ ସେଣ୍ଟରରେ ଯାଞ୍ଚ
ବ୍ରହ୍ମପୁର ଅଫିସ,୨ା୬-ନିକଟରେ ଗୁଜରାଟର ସୁରଟରେ ଘଟିଥିବା ଏକ କୋଚିଂ ସେଣ୍ଟର ଅଗ୍ନିକାଣ୍ଡରେ ୨୩ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଏବେ ମୃତ୍ୟୁସଂଖ୍ୟା ବଢି ଚାଲିଛି । ଏହି ଘଟଣା ପରେ ବ୍ରହ୍ମପୁର ଅଗ୍ନିଶମ ବିଭାଗ ତତ୍ପରତା ଦେଖାଇଛି । ପ୍ରାଥମିକ ପର୍ଯ୍ୟାୟରେ…
କାମ ଦେବା ନଁ।ରେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଜିଲାପାଳ,ଏସ୍ପିଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ
ଗଞ୍ଜାମ,୧ା୬(ଡି.ଏନ.ଏ.)- ଗଞ୍ଜାମ ସହରସ୍ଥିତ ଗ୍ରାସୀମ ଇଣ୍ଡଷ୍ଟ୍ରିଜରେ କାର୍ଯ୍ୟରତ ମୁଖ୍ୟ ସୁରକ୍ଷା ଅଧିକାରୀ ସଞ୍ଜୟ କୁମାର ଦାସ ସ୍ଥାନୀୟ ଅଞ୍ଚଳର ଜଣେ ବିବାହିତା ମହିଳାଙ୍କୁ କାମ ଦେବା ନଁାରେ ବଳାତ୍କାର ଉଦ୍ୟମ କରିଥିବା ଗତ ୨୨ ତାରିଖରେ ଗଞ୍ଜାମ ଥାନାରେ ଅଭିଯୋଗ…
ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା
ପୁରୁଷୋତ୍ତମପୁର,୧।୬(ଡି.ଏନ୍.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା କଇଠଡା ଗ୍ରାମରେ ଶନିବାର ରାତିରେ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଛି। ସେ ହେଲେ କଇଠଡାର ଡାକ୍ତର ପ୍ରଧାନ (୪୦)। ଡାକ୍ତର ରାତିରେ ଗାଁ ମଣ୍ଡପରେ ବସି ଲୋକଙ୍କ ସହ କଥା ହେଉଥିବାବେଳେ…
ଅଗ୍ନିକାଣ୍ଡରେ ଦୋକାନ ଜଳିଗଲା
ଖଲ୍ଲିକୋଟ,୧ା୬(ଡି.ଏନ.ଏ.)- ଖଲ୍ଲିକୋଟ ସହର ଧରାକୋଟ ସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ବାଇଣ୍ଡିଙ୍ଗ୍ ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ଦୋକାନରେ ଥିବା ଲକ୍ଷାଧିକ ଟଙ୍କାର ବିଦ୍ୟୁତ୍ ସାମଗ୍ରୀ ପୋଡି ନଷ୍ଟ ହୋଇଛି। ପ୍ରକାଶ ଯେ, ଧରାକୋଟ ସାହିର ଶରତ ଚନ୍ଦ୍ର ମାହାନ୍ତି ଶୁକ୍ରବାର…
୩ ଭରଣ ଭେଣ୍ଡି ପଦର ନଷ୍ଟ ଅଭିଯୋଗ
ବୁଗୁଡ଼ା,୧ା୬(ଡି.ଏନ.ଏ.)- ବୁଗୁଡ଼ା ଥାନା କାଞ୍ଜିଆପଲ୍ଲୀରେ ପ୍ରାୟ ୩ ଭରଣ ଭେଣ୍ଡି ପଦରକୁ କୌଣସି ଦୁର୍ବୃତ୍ତ ନଷ୍ଟ କରିଥିବା ନେଇ ରଙ୍କନିଧି ଗୌଡ଼ ଶନିବାର ବୁଗୁଡ଼ା ଥାନାରେ ଅଭିଯୋଗ କରିଛନ୍ତି। ଏ ନେଇ କୌଣସି ମାମଲା ରୁଜୁ ହୋଇନଥିବା ଜଣାପଡ଼ିଛି। କାଞ୍ଜିଆପଲ୍ଲୀର ରଙ୍କନିଧି…
ଜଳଛତ୍ରରୁ ପାଣି ପିଉନାହାନ୍ତି ଲୋକେ
ବୁଗୁଡ଼ା,୧ା୬(ଡି.ଏନ.ଏ.)- ବୁଗୁଡ଼ା ଏନଏସିର ବିଭିନ୍ନ ସ୍ଥାନରେ ଜଳଛତ୍ର ଖୋଲାଯାଇଛି। କିନ୍ତୁ ରକ୍ଷଣାବେକ୍ଷଣ ଅଭାବରୁ ଲୋକେ ଏହି ପାଣି ପିଇବାକୁ ଅମଙ୍ଗ ହେଉଛନ୍ତି। ବିଭିନ୍ନ ସ୍ଥାନରେ ଜଳଛତ୍ର ଉପରେ ନଡ଼ା ଛପର ନଥିବା ଯୋକୁ ଖରାପଡି ପାଣି ଗରମ ହୋଇଯାଉଛି। ଫଳରେ ଲୋକେ…
Archives


