ଗଞ୍ଜାମ

ବ୍ରହ୍ମପୁରରେ ଭାରତ ବନ୍ଦର ପ୍ରଭାବ: ରେଳ ଅଟକାଇ ବିଭିନ୍ନ ସଂଗଠନର ବିକ୍ଷୋଭ ପ୍ରଦର୍ଶନ

ବ୍ରହ୍ମପୁର ଅଫିସ,୮।୧- ଦରଦାମ ବୃଦ୍ଧି, ନିଯୁକ୍ତି, ପେଟ୍ରୋଲ ଦର ବୃଦ୍ଧି, ନାଗରିକତା ସଂଶୋଧନ ଆଇନ(ସିଏଏ) ସମେତ ବହୁ ଦାବି ନେଇ ବିଭିନ୍ନ ସଂଗଠନ ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି । ଏହାର ପ୍ରଭାବ ସକାଳୁ ଦେଖିବାକୁ ମିଳିଛି ।…

ଗଞ୍ଜାମ ଜିଲାର ସମସ୍ତ ସ୍କୁଲ ଛୁଟି

ବ୍ରହ୍ମପୁର ଅଫିସ,୮।୧: ବିଭିନ୍ନ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର ଜିଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। ଏ ସମ୍ପର୍କରେ ଜିଲା ଶିକ୍ଷା…

ଓଡ଼ିଶାର ଗାଁ, ଆନ୍ଧ୍ରର ଜଣଙ୍କ ନାମରେ ୧୦୦ରୁ ଊର୍ଦ୍ଧ୍ୱ ପଟ୍ଟା

ପାତ୍ରପୁର,୮ା୧(ଡି.ଏନ୍‌.ଏ.): ପ୍ରାୟ ୨୦୦ ବର୍ଷ ତଳର ଗାଁ। ଏଠାରେ ପୁରାତନ ସ୍କୁଲ, ଅଙ୍ଗନଓ୍ବାଡ଼ି କେନ୍ଦ୍ର, ପୋଖରୀ, ପକ୍କା ରାସ୍ତା, ପକ୍କା ଘର ଅଛି। ଓଡ଼ିଶା ସରକାରଙ୍କ ବିଭିନ୍ନ ଜନହିତକର କାର୍ଯ୍ୟ ଚାଲିଛି ା ହେଲେ ସ୍କୁଲ, ଗ୍ରାମ୍ୟ ରାସ୍ତା ଓ ୧୦୦ରୁ…

ଓଏଏସ୍‌ ପରୀକ୍ଷା: ୫୧ ର଼୍ୟାଙ୍କରେ ନାରାୟଣ

ପୁରୁଷୋତ୍ତମପୁର,୮ା୧(ଡି.ଏନ.ଏ.):-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅନ୍ତର୍ଗତ ଚିଙ୍ଗୁଡିଆପଦର ସାହିର ନାରାୟଣ ବେହେରା ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ୫୧ ର଼୍ୟାଙ୍କରେ ରହିଛନ୍ତି। ତାଙ୍କ ବାପାଙ୍କ ନାମ ରାମ ବେହେରା ଓ ମାଆଙ୍କ ନାମ ସୁଷମା । ବର୍ତ୍ତମାନ ସେ କନ୍ଧମାଳ ଜିଲା…

ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା: ମାସେ ପରେ ଅପମୃତ୍ୟୁ ହେଲା ହତ୍ୟା ମାମଲା

ବ୍ରହ୍ମପୁର ଅଫିସ,୮ା୧-ଗୋଷାଣୀନୂଆଗଁା ଥାନାରେ ରୁଜୁ ହୋଇଥିବା ଏକ ଅପମୃତ୍ୟୁ ମାମଲା ଏବେ ହତ୍ୟା ମାମଲାରେ ରୂପାନ୍ତରିତ ହୋଇଛି। ପୋଲିସ ନଂ.୧/୨୦ରେ ମାମଲା ରୁଜୁୁ କରି ଘଟଣାର ଅନୁସନ୍ଧାନ ଚଳାଇଛି ବୋଲି ଥାନାଧିକାରୀ ସୁମିତ କୁମାର ସୋରେନ ସୂଚନା ଦେଇଛନ୍ତି। ହତ୍ୟାର ଶିକାର…

ଜେଏନ୍‌ୟୁରେ ଆକ୍ରମଣ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ବିଭିନ୍ନ ସଂଗଠନର ବିକ୍ଷୋଭ

ବ୍ରହ୍ମପୁର ଅଫିସ,୮ା୧-ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) ଛାତ୍ରୀଛାତ୍ର ଓ ଅଧ୍ୟାପିକାଅଧ୍ୟାପକଙ୍କ ଉପରେ ରବିବାର ହୋଇଥିବା ଆକ୍ରମଣକୁ ନେଇ ଏବେ ବିଭିନ୍ନ ସଂଗଠନ ରାସ୍ତାକୁ ଓହ୍ଲାଇବା ସହ ଘଟଣାର ତୀବ୍ର ନିନ୍ଦା କରିଛନ୍ତି। ସୋମବାର ଏ ନେଇ ଅଲ୍‌ ଇଣ୍ଡିଆ ଡିଏସ୍‌ଓ(ଡେମୋକ୍ରାଟିକ ଷ୍ଟୁଡେଣ୍ଟସ୍‌…

ସିଜେଡ୍‌ଏମ୍‌ପି ଜନଶୁଣାଣି: ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ନିର୍ଦ୍ଦେଶ

ଛତ୍ରପୁର,୮ା୧(ଡି.ଏନ.ଏ)-ଗଞ୍ଜାମ ଜିଲା ପାଇଁ ପ୍ରସ୍ତୁତ ସିଜେଡ୍‌ଏମ୍‌ପି (ଉପକୂଳ ଜୋନ୍‌ ପରିଚାଳନା ପ୍ଲାନ୍‌) ଡ୍ରାଫ୍ଟ ନେଇ ମଙ୍ଗଳବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଜନଶୁଣାଣି ହୋଇଥିଲା ା ଏଥିରେ ଅତିରିକ୍ତ ଜିଲାପାଳ କବୀନ୍ଦ୍ର କୁମାର ସାହୁ ଅଧ୍ୟକ୍ଷତା କରିଥିଲେ। ପାଲୁର ସାଏବ କେନାଲ…

୨୪ ଘଣ୍ଟା ପରେ ଧରାପଡ଼ିଲେ ଜେଲରୁ ଚମ୍ପଟ ବଳାତ୍କାର ଅଭିଯୁକ୍ତ, କର୍ତ୍ତବ୍ୟରେ ଅବହେଳା ମୁଖ୍ୟ ଜେଲ ଓ୍ବାଡର ନିଲମ୍ବିତ

ଛତ୍ରପୁର,୭।୧(ଡି.ଏନ.ଏ)-ଗଞ୍ଜାମ ଜିଲା ଛତ୍ରପୁର ସବ୍‌ଜେଲ ପାଚେରି ଡେଇଁ ସୋମବାର ସନ୍ଧ୍ୟାରେ ଚମ୍ପଟ ମାରିଥିବା ବଳାତ୍କାର ଅଭିଯୁକ୍ତ ୨୪ ଘଣ୍ଟା ପରେ ମଙ୍ଗଳବାର ସନ୍ଧ୍ୟାରେ ଧରାପଡ଼ିଛନ୍ତି। ସେ ହେଲେ ପୁରୁଷୋତ୍ତମପୁର ଥାନା ଅଧୀନ ସୁନାଥର ଗାଁର କବିରାଜ ବେହେରା। ଜେଲ ନିକଟସ୍ଥ ବିଲପାର୍ଶ୍ୱ…

ମଧ୍ୟାହ୍ନଭୋଜନ ଡାଲମାରେ ବାହାରିଲା ବିଛା: ବିଇଓଙ୍କୁ ଭେଟିଲେ ଉତ୍ତ୍ୟକ୍ତ ଅଭିଭାବକ

ହିଞ୍ଜିଳିକାଟୁ,୭ା୧(ଡି.ଏନ୍‌.ଏ.)- ହିଞ୍ଜିଳିକାଟୁ ବ୍ଲକ ସାରୁ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୋମବାର ସ୍କୁଲ ଛାତ୍ରୀଛାତ୍ରଙ୍କୁ ଦିଆଯାଇଥିବା ଖାଦ୍ୟରେ ବିଛା ବାହାରଥିବା ଅଭିଯୋଗ ହୋଇଛି। ସ୍କୁଲର ଜଣେ ୮ମ ଶ୍ରେଣୀ ଛାତ୍ରଙ୍କୁ ଡାଲମା ପରଷା ଯିବାବେଳେ ସେଥିରୁ ବିଛା ବାହାରିଥିଲା। ଫଳରେ ଉକ୍ତ…

୨୪ ଘଣ୍ଟା ପରେ ଧରାପଡ଼ିଲେ ଜେଲରୁ ଚମ୍ପଟ ବଳାତ୍କାର ଅଭିଯୁକ୍ତ

ଛତ୍ରପୁର,୭।୧(ଡି.ଏନ.ଏ)-ଗଞ୍ଜାମ ଜିଲା ଛତ୍ରପୁର ସବ୍‌ଜେଲ ପାଚେରି ଡେଇଁ ସୋମବାର ସନ୍ଧ୍ୟାରେ ଚମ୍ପଟ ମାରିଥିବା ବଳାତ୍କାର ଅଭିଯୁକ୍ତ ୨୪ ଘଣ୍ଟା ପରେ ମଙ୍ଗଳବାର ସନ୍ଧ୍ୟାରେ ଧରାପଡ଼ିଛନ୍ତି। ସେ ହେଲେ ପୁରୁଷୋତ୍ତମପୁର ଥାନା ଅଧୀନ ସୁନାଥର ଗାଁର କବିରାଜ ବେହେରା। ଜେଲ ନିକଟସ୍ଥ ବିଲପାର୍ଶ୍ୱ…

ବାଳାଶ୍ରମରୁ ଅନ୍ତେବାସୀ ନିଖୋଜ: ଉଦ୍ଧାର ପାଇଁ ଟିମ୍‌ ଗଠନ

ବ୍ରହ୍ମପୁର ଅଫିସ,୭।୧: ଗଞ୍ଜାମ ଜିଲା ବ୍ରହ୍ମପୁର ଗୋଶାଣିନୂଆଗାଁଠାରେ ଥିବା ଉତ୍କଳ ବାଳାଶ୍ରମରୁ ସୋମବାର ବିଳମ୍ବିତ ରାତିରେ ୧୩ ଜଣ ଅନ୍ତେବାସୀ ନିଖୋଜ ହୋଇଯାଇଛନ୍ତି । ଏନେଇ ମଙ୍ଗଳବାର ବାଳାଶ୍ରମ ସୁପରିଣ୍ଟେଣ୍ଡେଣ୍ଟ ଗୋଶାଣିନୂଆଗାଁ ଥାନାରେ ଅଭିଯୋଗ କରିବା ପରୋ ନିଖୋଜ ଝିଅ ମାନଙ୍କୁ…

ବାଳାଶ୍ରମରୁ ଅନ୍ତେବାସୀ ନିଖୋଜ: ଉଚ୍ଚସ୍ତରୀୟ ତଦନ୍ତ ଦାବିକଲା ଭାଜପା

ବ୍ରହ୍ମପୁର ଅଫିସ,୭।୧ ଗଞ୍ଜାମ ଜିଲା ବ୍ରହ୍ମପୁର ଗୋଶାଣିନୂଆଗାଁଠାରେ ଥିବା ଉତ୍କଳ ବାଳାଶ୍ରମରୁ ସୋମବାର ବିଳମ୍ବିତ ରାତ୍ରରେ ୧୩ ଜଣ ଅନ୍ତେବାସୀ ନିଖୋଜ ହୋଇଯାଇଛନ୍ତି । ଏନେଇ ମଙ୍ଗଳବାର ବାଳାଶ୍ରମ ସୁପରିଣ୍ଟେଣ୍ଡେଣ୍ଟ ଗୋଶାଣିନୂଆଗାଁ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା ରୁଜୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?