ଗଞ୍ଜାମ

ଟ୍ରକ୍‌ ଧକ୍କାରେ ମହିଳା ମୃତ, ସ୍ବାମୀ ଗୁରୁତର

ବ୍ରହ୍ମପୁର ଅଫିସ,୩ା୧- ମରଣଯନ୍ତା କୁହାଯାଉଥିବା ହଳଦିଆପଦର ଜାତୀୟ ରାଜପଥ ଏଣ୍ଟ୍ରି ପଏଣ୍ଟରେ ଗୁରୁବାର ଅପରାହ୍ନରେ ଏକ ସଡକ ଦୁର୍ଘଟଣା ଘଟିଛି। ବ୍ରହ୍ମପୁରରୁ ହଳଦିଆପଦର ଓଭରବ୍ରିଜ ଦେଇ ଜାତୀୟ ରାଜପଥକୁ ଯାଉଥିବା ଏକ ବାଇକ୍‌କୁ ଆନ୍ଧ୍ରରୁ କଟକ ଅଭିମୁଖେ ଆସୁଥିବା ଟ୍ରକ ଧକ୍କା…

ବୃତ୍ତି ନୁହେଁ, ବିଶ୍ୱରୂପ ଦର୍ଶନ ବିଦ୍ୟାର୍ଥୀଙ୍କ ଲକ୍ଷ୍ୟ ହେଉ

ବ୍ର୍‌ହ୍ମପୁର ଅଫିସ,୩ା୧- ବୃତ୍ତି ନୁହେଁ, ବିଶ୍ୱଦର୍ଶନ ଓ ବିଶ୍ୱରୂପ ଦର୍ଶନ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଲକ୍ଷ୍ୟ ହେବା ଉଚିତ। କେବଳ ବୃତ୍ତି ଲକ୍ଷ୍ୟରେ ଅଧ୍ୟୟନ ବିଦ୍ୟାର୍ଥୀଙ୍କୁ ଶିକ୍ଷା କ୍ଷେତ୍ରରେ ହତାଶ କରାଇଥାଏ। ତେଣୁ ବୃତ୍ତି ସହ ନିଜସ୍ବ ପ୍ରତିଭାର ବିକାଶ ପାଇଁ ସ୍ବପ୍ନ…

ଲୋକଙ୍କୁ ସଚେତନ କଲା ଆର୍‌ପିଏଫ୍‌

ଛତ୍ରପୁର,୨ା୧(ଡି.ଏନ୍‌.ଏ.)-ଛତ୍ରପୁର କୋର୍ଟ ହଲ୍ଟ ଷ୍ଟେଶନ ନିକଟ ରେଡ୍ଡୀ ଷ୍ଟ୍ରିଟ୍‌ରେ ଗୁରୁବାର ସ୍ଥାନୀୟ ଆରପିଏଫ୍‌ ଆଉଟପୋଷ୍ଟ ପକ୍ଷରୁ ଲୋକଙ୍କୁ ସୁରକ୍ଷା ସମ୍ପର୍କରେ ସଚେତନ କରାଯାଇଛି । ଏଥିରେ ଆରପିଏଫ୍‌ ଆଉଟପୋଷ୍ଟର ଏସ୍‌ଆଇ ଏଲ. ବି. ସିଂ ଓ ଷ୍ଟାଫ୍‌ ସାମିଲ ଥିଲେ ।…

ପିପି, ଏପିପିଙ୍କ ସହ ଆଲୋଚନା: ଦଣ୍ଡ ହାର ବୃଦ୍ଧି ଉପରେ ଏସ୍‌ପିଙ୍କ ଗୁରୁତ୍ୱାରୋପ

ଛତ୍ରପୁର,୨ା୧(ଡି.ଏନ୍‌.ଏ.)-ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଗୁରୁବାର ଜିଲାର ପବ୍ଲିକ୍‌ ପ୍ରୋସିକ୍ୟୁଟର(ପିପି), ଆସିଷ୍ଟାଣ୍ଟ ପବ୍ଲିକ୍‌ ପ୍ରୋସିକ୍ୟୁଟର(ଏପିପି)ଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏସ୍‌ପିଙ୍କ କାର୍ଯ୍ୟାଳୟଠାରେ ଚାଲିଥିବା ଏହି ଆଲୋଚନା ବେଳେ ଜିଲାର ଆଇନଶୃଙ୍ଖଳା ପରିସ୍ଥିତି ପ୍ରସଙ୍ଗ ଉତ୍‌ଥାପନ କରାଯାଇଥିଲା ।…

ମା’ ତାରା ତାରିଣୀ ମନ୍ଦିରର ବିକାଶମୂଳକ କାର୍ଯ୍ୟ ବୁଲି ଦେଖିଲେ ଜିଲାପାଳ, ତୁରନ୍ତ ଶେଷ କରିବାକୁ ଦେଲେ ନିର୍ଦ୍ଦେଶ

ପୁରୁଷୋତ୍ତମପୁର,୨।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ତଥା ଇଷ୍ଟଦେବୀ ମା’ ତାରା ତାରିଣୀଙ୍କ ମନ୍ଦିରର ବିକାଶ ଲାଗି ଚାଲିଥିବା ଉନ୍ନୟନ କାର୍ଯ୍ୟକୁ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଗୁରୁବାର ବୁଲି ଦେଖିବା ସହ ସମୀକ୍ଷା କରିଛନ୍ତି । ଜିଲାପାଳ ମନ୍ଦିର ପରିସର…

କେନାଲ କୂଅକୁ ଖସିପଡିଲା ବାଇକ, ୩ ମୃତ

ଦିଗପହଣ୍ଡି,୨ା୧(ଡି.ଏନ୍‌.ଏ.)- ନୂଆବର୍ଷ ସନ୍ଧ୍ୟାରେ ଘଟିଛି ଦୁର୍ଘଟଣା। ଦିଗପହଣ୍ଡି ବ୍ଲକ କୋଟିନଡ଼ା-ଦେଉଳପେଡ଼ି କେନାଲ ରାସ୍ତା ବୁଲାଣିରେ ଥିବା ପୋତାଶଙ୍ଖ ନିକଟ କୂଅରେ ସନ୍ଧ୍ୟା ପ୍ରାୟ ସାଢେ ୭ଟାରେ ଏକ ବାଇକ ଖସିପଡିଛି। ଏଥିରେ ଥିବା ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ…

ସାଇକେଲରେ ସବୁଜ ବାହିନୀର ସଚେତନତା

ବ୍ରହ୍ମପୁର ଅଫିସ,୨ା୧- ନୂତନ ବର୍ଷକୁ କିଛି ନିଆରା ଢଙ୍ଗରେ ସ୍ବାଗତ କରିଛନ୍ତି ବ୍ରହ୍ମପୁର ସବୁଜ ବାହିନୀ କର୍ମକର୍ତ୍ତା । ନୂତନ ବର୍ଷରୁ ଗୃହ ମଧ୍ୟରେ ଚାରା ତଥା ଅନ୍ତଃଗୃହ ଚାରା ରୋପଣ ଦିଗରେ ଜନସଚେତନତା ଆରମ୍ଭ କରିଛନ୍ତି। ପୂର୍ବରୁ ସବୁଜ ବାହିନୀ…

ସହରକୁ ସ୍ବଚ୍ଛ, ସୁନ୍ଦର କରିବାକୁ ସଙ୍କଳ୍ପ

ବ୍ରହ୍ମପୁର ଅଫିସ,୨ା୧- ନୂତନବର୍ଷରେ ବହୁ ନୂଆ ପଦକ୍ଷେପ ଗ୍ରହଣ କରିଛି ବ୍ରହ୍ମପୁର ମହାନଗର ନିଗମ। ସହରବାସୀ ଘର ପାଖରେ ବିଭିନ୍ନ ଅତ୍ୟାବଶ୍ୟକ ସେବା ଉପଲବ୍ଧ କରାଇବା ନେଇ ବିଏମ୍‌ସି ପକ୍ଷରୁ ଅର୍ବାନ ସେବା ଆପ୍‌ର ଶୁଭାରମ୍ଭ କରାଯାଇଛି। ସେହିପରି ସହରରେ ଆପରାଧିକ…

ବଢୁଛି ନିଶା କାରବାର: ପୋଲିସ, ଅବକାରୀ ବିଭାଗ ନୀରବଦ୍ରଷ୍ଟା

ବ୍ରହ୍ମପୁର ଅଫିସ,୨ା୧- ଗଞ୍ଜାମ ଜିଲାର ବିଭିନ୍ନ ଗଁ। ରେ ଏବେ ଦିନକୁ ଦିନ ନିଶା କାରବାର ବଢ଼ିବାରେ ଲାଗିଛି। ଯୁବ ପିଢ଼ି ଏହି କାରବାରରେ ଏବେ ଲିପ୍ତ ରହୁଛନ୍ତି। ନିଶା କାରବାରକୁ କେନ୍ଦ୍ର କରି ବିଗତ ଦିନରେ ଜିଲାରେ ଅନେକ ମୁଣ୍ଡ…

ତାମ୍ପରାରେ ବୋଟିଂ ମଜାନେଲେ ପର୍ଯ୍ୟଟକ

ଛତ୍ରପୁର,୨ା୧(ଡି.ଏନ.ଏ)- ନୂତନ ବର୍ଷର ପ୍ରଥମ ଦିନରେ ବୁଧବାର ଛତ୍ରପୁର ଉପକଣ୍ଠ ହୁମ୍ମର ତାମ୍ପରା ପର୍ଯ୍ୟଟନ କ୍ଷେତ୍ରରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା । ରାଜ୍ୟ ତଥା ରାଜ୍ୟ ବାହାରୁ ଆସିଥିବା ପର୍ଯ୍ୟଟକମାନେ ଏଠାରେ ପ୍ରାକୃତିକ ଦୃଶ୍ୟ ଉପଭୋଗ କରିବା ସହ…

ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ମୋହନା,୨ା୧(ଡି.ଏନ୍‌.ଏ.) – ଗଜପତି ଜିଲା ଅଡବା ଥାନାଠାରୁ ୨ଶହ ମିଟର ଦୂର ଶ୍ମଶାନଘାଟ ନିକଟରେ ବୁଧବାର ଜଣେ ଯୁବକଙ୍କ ମୃତଦେହ ପଡିଥିବା କେତେଜଣ ଲୋକ ଦେଖି ଅଡବା ଥାନାକୁ ଜଣାଇଥିଲେ। ଅଡବା ପୋଲିସ ପହଞ୍ଚତ୍ ମୃତଦେହ ଜବତ କରିଛି। ଘଟଣାସ୍ଥଳରୁ ୨ଟି…

ଛୁଟିରେ ଡାକ୍ତର, ରୋଗୀ ଛଟପଟ

ଭଞ୍ଜନଗର,୨।୧(ଡି.ଏନ୍‌.ଏ.)- ଭଞ୍ଜନଗର ଉପଖଣ୍ଡ ହସ୍‌ପିଟାଲ ରାଜ୍ୟର ଏକ ଗୁରୁତ୍ୱପୂର୍ଣ୍ଣ ହସ୍‌ପିଟାଲ। ଉକ୍ତ ହସପିଟାଲକୁ ଜିଲା ହସପିଟାଲ ଠାରୁ ଅଧିକ ରୋଗୀ ଦୈନନ୍ଦିନ ଆସନ୍ତି। ଚାହିଦାକୁ ଦେଖି ଭିତ୍ତିଭୂମି ସୁଦୃଢ଼ କରାଯାଇଛି। କିନ୍ତୁ ଖାଲିଥିବା ଡାକ୍ତର ପଦବୀ ପୂରଣ କରାଯାଉନାହିଁ। ଯେଉଁଥିପାଇଁ ଅଧିକାଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?