ଗଞ୍ଜାମ

ସ୍ଲିପର,ଏସି ବଗି ଫାଟକ ବନ୍ଦ: ଯାତ୍ରୀ ହଇରାଣ

ଛତ୍ରପୁର,୧ା୧(ଡି.ଏନ.ଏ): ଛତ୍ରପୁର ଷ୍ଟେଶନରେ ରହୁଥିବା ବିଭିନ୍ନ ଟ୍ରେନ୍‌ର ସ୍ଲିପର ଓ ଏସି ବଗିର ଫାଟକ ବନ୍ଦ ରହୁଛି। ଫଳରେ ଏସବୁ ବଗିରେ ଯିବାପାଇଁ ଟିକେଟ କରିଥିବା ଯାତ୍ରୀମାନେ ଟ୍ରେନ୍‌ରେ ଚଢିବାକୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଛତ୍ରପୁର ଷ୍ଟେଶନରେ ଏକ୍ସପ୍ରେସ୍‌, ସୁପରଫାଷ୍ଟ ଓ…

ଆହତଙ୍କୁ ମେଡିକାଲ ନେଲେ ତହସିଲଦାର

ପୁରୁଷୋତ୍ତମପୁର,୧ା୧(ଡି.ଏନ.ଏ.): ପୁରୁଷୋତ୍ତମପୁର ଥାନା ଭାଟକୁମରଡା ନିକଟରେ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାରେ ବୁଧବାର ସନ୍ଧ୍ୟାରେ ଏକ ଅଟୋ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ୨ଜଣ ଆହତ ହୋଇ ରାସ୍ତାରେ ପଡିଥିଲେ। ଫଳରେ ଟ୍ରାଫିକ ସମସ୍ୟା ସୃଷ୍ଟି ହୋଇଥିଲା। ସେହି ରାସ୍ତାଦେଇ…

ଭଞ୍ଜନଗରର ବିଭିନ୍ନ ପର୍ଯ୍ୟଟନସ୍ଥଳୀରେ ଲୋକଙ୍କ ଭିଡ଼

ଭଞ୍ଜନଗର,୧।୧(ଡି.ଏନ୍‌.ଏ.): ନୂଆବର୍ଷ ଉପଲକ୍ଷେ ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳର ବିଭିନ୍ନ ପର୍ଯ୍ୟଟନସ୍ଥଳୀରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି। ସ୍ଥାନୀୟ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନରେ ବୁଧବାର ଅସମ୍ଭବ ଭିଡ଼ ଦେଖିବାକୁ ମିଳିଛି। ପ୍ରାୟ ୩୦ ହଜାରରୁ ଊର୍ଦ୍ଧ୍ୱ ଲୋକ ପାର୍କ ପରିଦର୍ଶନ…

ନୂଆବର୍ଷରେ ମନ୍ତ୍ରୀଙ୍କୁ ଶୁଭେଚ୍ଛା ଦେବା ଲାଗି ବାସଭବନରେ ଭିଡ଼

ଭଞ୍ଜନଗର,୧।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ତଥା ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଅଗଝୋଳସ୍ଥିତ ବାସଭବନରେ ନୂଆବର୍ଷ ଲାଗି ସକାଳୁ ଶୁଭେଚ୍ଛୁଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି। ଭଞ୍ଜନଗର ଓ ସୋରଡ଼ା ନିର୍ବାଚନମଣ୍ଡଳୀର…

ନବବର୍ଷରେ ମା’ ତାରାତାରିଣୀଙ୍କ ଦର୍ଶନ ଲାଗି ପ୍ରବଳ ଭିଡ଼

ପୁରୁଷୋତ୍ତମପୁର,୧।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଇଂରାଜୀ ନବବର୍ଷ ଅବସରରେ ମା’ଙ୍କ ଦର୍ଶନ ଲାଗି ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ହଜାର ହଜାର ସଂଖ୍ୟାରେ ଭକ୍ତଙ୍କ ସମାଗମ ହୋଇଛି। ଏହା ସାଙ୍ଗକୁ ସ୍ଥାନଟି…

ଦକ୍ଷତାବିହୀନ ୫ କର୍ମଚାରୀଙ୍କୁ ପ୍ରାକ୍‌ ଅବସର ନୋଟିସ

ଛତ୍ରପୁର,୧-୧(ଡି.ଏନ୍‌.ଏ.):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି କାର୍ଯ୍ୟକ୍ରମର ମାନଦଣ୍ଡରେ ପ୍ରଶାସନିକ କାର୍ଯ୍ୟ ନିର୍ବାହ କରିବା ବାଧ୍ୟତାମୂଳକ ରହିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜିଲାର ଦକ୍ଷତାବିହୀନ ୫ ସରକାରୀ କର୍ମଚାରୀଙ୍କୁ ପ୍ରାକ୍‌ ଅବସର ଦେବାପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି…

ନୂଆବର୍ଷରେ ଫୁଲତୋଡ଼ା ବଦଳରେ ବହି ଦିଅ: ଜିଲାପାଳ

ଛତ୍ରପୁର,୧ା୧(ଡି.ଏନ୍‌.ଏ.)-ବୁଧବାର ନୂତନ ବର୍ଷ ୨୦୨୦ ଆରମ୍ଭ ହେବ। ସାଧାରଣତଃ ଗ୍ରୀଟିଙ୍ଗସ୍‌ କାର୍ଡ, ଫୁଲ ତୋଡ଼ା ଓ ବିଭିନ୍ନ ଉପହାର ଦେଇ ନୂତନବର୍ଷର ଶୁଭେଚ୍ଛା ଜଣାଯାଏ। ତେବେ ଚଳିତଥର ଏସବୁ ଉପହାର ନ ଦେଇ ବହି ଉପହାର ଦେବାକୁ ଗଞ୍ଜାମ ଜିଲାପାଳ ବିଜୟ…

କାର୍ଯ୍ୟରେ ଅବହେଳା, ଏସ୍‌ଆଇ ନିଲମ୍ବିତ

ଛତ୍ରପୁର,୧ା୧(ଡି.ଏନ୍‌.ଏ.)-ଗଞ୍ଜାମ ପୋଲିସ ଜିଲା ଅଧିନ ପାଟପୁର ଥାନାର ସବ୍‌ ଇନ୍ସପେକ୍ଟର ପ୍ରିତୀ ମଞ୍ଜରୀ ଗଡନାୟକଙ୍କୁ ମଙ୍ଗଳବାର ସନ୍ଧ୍ୟାରେ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। କାର୍ଯ୍ୟରେ ଅବହେଳା ଯୋଗୁ ତାଙ୍କୁ ନିଲମ୍ବିତ କରାଯାଇଥିବା ଯୋଗାଯୋଗବେଳେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ସୂଚନା ଦେଇଛନ୍ତି।…

ମାନସିକ ବିକାରଗ୍ରସ୍ତ ଯୁବତୀଙ୍କୁ ବଳାତ୍କାର ଘଟଣା: ଜେଜେବିକୁ ଗଲେ ନାବାଳକ

ପୁରୁଷୋତ୍ତମପୁର,୧ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ଯୁବତୀ(୨୩)ଙ୍କୁ ସୋମବାର ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ପୋଲିସ ମଙ୍ଗଳବାର ଜଣେ ନାବାଳକ(୧୭)ଙ୍କୁ ବ୍ରହ୍ମପୁର ଜୁଭେନାଇଲ ଜଷ୍ଟିସ ବୋର୍ଡକୁ ପଠାଇଛିି। ଏ ନେଇ ଆଇଆଇସି ଜଗନ୍ନାଥ ମଲ୍ଲିକ…

ମୋ ସରକାର ଅଭିଯୋଗ ସେଲ୍‌ ଉଦ୍‌ଘାଟିତ

ଛତ୍ରପୁର,୧ା୧(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ମୋ ସରକାର ଅଭିଯୋଗ ଶୁଣାଣି ସେଲ୍‌ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ମଙ୍ଗଳବାର ଅପରାହ୍ନରେ ଛତ୍ରପୁର ଏନ୍‌ଏସିରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇ ଗଞ୍ଜାମ ଜିଲପାଳ ବିଜୟ ଅମୃତା କୁଲାଙ୍ଗେ ସେଲ୍‌ର ଉଦ୍‌ଘାଟନ କରିଥିଲେ।…

ଖେଳପଡ଼ିଆରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଚିକିଟି,୩୧ା୧୨(ଡି.ଏନ.ଏ.)-କେ.ନୂଆଗାଁ ଥାନା ନୂଆପଡ଼ା ଗ୍ରାମ ନିକଟରେ ଥିବା ଖେଳପଡ଼ିଆ ପରିସରରୁ ମଙ୍ଗଳବାର ନୂଆପଡା ଫାଣ୍ଡି ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ଦିଗପହଣ୍ଡି ବ୍ଲକ ଆମ୍ବଗାଁର ପରିକ୍ଷିତ ନାୟକ (୩୫)। ଏ ନେଇ କେ.ନୂଆଗାଁ ପୋଲିସ ଏକ…

କରାତଳି ଗାଁରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀ ଅଟକ

ଛତ୍ରପୁର,୩୧ା୧୨(ଡି.ଏନ୍‌.ଏ.): ଛତ୍ରପୁର ଥାନା କରାତଳି ଗାଁର ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଝିଲି ଖୁଣ୍ଟିଆ। ଏ ନେଇ ଝିଲ୍ଲିଙ୍କ ସ୍ବାମୀଙ୍କଠାରୁ ଖବରପାଇ ଛତ୍ରପୁର ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷରେ ଝିଅକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?