ଗଞ୍ଜାମ

ଜନସେବା କେନ୍ଦ୍ର ଖୋଲିବାରେ ଅନିୟମିତତା ମାସକ ପରେ ତଦନ୍ତ ଆରମ୍ଭ, ୩ ଜଣଙ୍କ ବୟାନ ରେକର୍ଡ

ଛତ୍ରପୁର,୩୧ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲାରେ ଜନସେବା କେନ୍ଦ୍ର ଖୋଲିବା ପାଇଁ ମଞ୍ଜୁରୀ ଦେବାରେ ଅନିୟମିତତା ହୋଇଥିବା ପୂର୍ବରୁ ଜିଲାପାଳ ଓ ଅତିରିକ୍ତ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଥିଲା ା ସେ ସମୟରେ ଅଭିଯୋଗର ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ ମାସକ ପରେ ସୋମବାର ତଦନ୍ତ…

ନିର୍ବାଚିତ ପରିଷଦ କାର୍ଯ୍ୟକାଳ ସରିବାର ୧୫ ମାସ ଝୁଲାଇ ରଖାଯାଇଛି ନିର୍ବାଚନ

ବ୍ରହ୍ମପୁର ଅଫିସ,୩୧ା୧୨-ବ୍ରହ୍ମପୁର ମହାନଗର ନିଗମ ନିର୍ବାଚିତ ପରିଷଦ ୫ ବର୍ଷିଆ କାର୍ଯ୍ୟକାଳ ୨୦୧୮ ସେପ୍ଟେମ୍ବର ୩୦ରେ ଶେଷ ହୋଇଛି। ଗତ ୧୫ ମାସ ହେବ ଗଞ୍ଜାମ ଜିଲାପାଳଙ୍କୁ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଜନ ପ୍ରତିନିଧି ନ ଥିବାରୁ ଉନ୍ନୟନ…

କ୍ରଶର ମିଲ୍‌ ହଟାଇବାକୁ ଉପଜିଲାପାଳଙ୍କୁ ଦାବିପତ୍ର ଦାବିପୂରଣ ନ ହେଲେ ଆନ୍ଦୋଳନ

ବ୍ରହ୍ମପୁର ଅଫିସ,୩୧ା୧୨-ବ୍ରହ୍ମପୁର-ଲାଠି ମୁଖ୍ୟରାସ୍ତା ପାର୍ଶ୍ୱରେ ଚାଲୁ ରହିଥିବା କ୍ରଶର ମିଲ ସମ୍ପୂର୍ଣ୍ଣ ବେଆଇନ ା ଏହାକୁ ତୁରନ୍ତ ହଟାଇବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ା ଏ ନେଇ ସୋମବାର ଅଞ୍ଚଳବାସୀ ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି…

ମାନସିକ ବିକାରଗ୍ରସ୍ତ ଯୁବତୀଙ୍କୁ ବଳାତ୍କାର, ଅଭିଯୁକ୍ତ ଅଟକ

  ପୁରୁଷୋତ୍ତମପୁର,୩୧ା୧୨ (ଡି.ଏନ.ଏ.)-ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ସୋମବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୁକ୍ତଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା ଚଳାଇଛି। ପୁରୁଷୋତ୍ତମପୁର ଏସଡିପିଓ ସୀମା ସ୍ବାଇଁ ଥାନାକୁ ଆସି ଘଟଣାର ତଦନ୍ତ ଚଳାଇଛନ୍ତି।…

ଟ୍ରେନ୍‌ରେ ଯାତ୍ରୀ ଛାଡ଼ିଥିବା ବ୍ୟାଗ୍‌ ଦେଲା ଆର୍‌ପିଏଫ୍‌

ଛତ୍ରପୁର,୩୦ା୧୨(ଡି.ଏନ.ଏ)-ଟ୍ରେନ୍‌ରେ ଜଣେ ଯାତ୍ରୀ ଛାଡି ଯାଇଥିବା ବ୍ୟାଗକୁ ଛତ୍ରପୁର ଆର୍‌ପିଏଫ୍‌ ଆଉଟପୋଷ୍ଟ ପକ୍ଷରୁ ତାଙ୍କୁ ସୋମବାର ହସ୍ତାନ୍ତର କରାଯାଇଛି। ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ୍‌ ଜିଲା ଇଚ୍ଛାପୁରମ୍‌ ଗୋଲା ସାହିରେ ରହୁଥିବା କେ. ମନୋଜ ସୋମବାର କୋଣାର୍କ ଏକ୍ସପ୍ରେସ୍‌ରେ ତାଙ୍କ ବ୍ୟାଗ୍‌ ଛାଡି ଓହ୍ଲାଇ…

ଲଣ୍ଡେଇ ପାହାଡ଼ ପଥର କ୍ୱାରୀରେ ଚଢ଼ାଉ: ୫ ଟ୍ରାକ୍ଟର, ବିପୁଳ ବିସ୍ଫୋରକ ଜବତ, ୧୧ ଗିରଫ

ଭଞ୍ଜନଗର,୩୦।୧୨(ଡି.ଏନ.ଏ): ବେଆଇନ ଭାବେ ମାଫିଆମାନେ ପାହାଡ଼ରେ ବିସ୍ଫୋରଣ କରି ଲକ୍ଷ ଲକ୍ଷ ଟଙ୍କାର ପଥର ଚୋରି କରି ନେଉଛନ୍ତି । ଏ ବାବଦରେ ବିପୁଳ ରାଜସ୍ବ କ୍ଷତି ହେଉଥିଲେ ମଧ୍ୟ ବିଭାଗର ଚେତା ପଶୁନାହିଁ । ଅନ୍ୟପକ୍ଷରେ ବେନିୟମ ବିସ୍ଫୋରଣ ଯୋଗୁ…

ଘୋଡ଼ାହାଡ଼ ନଦୀଗଣ୍ଡରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଦିଗପହଣ୍ଡି,୩୦।୧୨(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ନୂଆଗଡ଼ ଗ୍ରାମ ନିକଟସ୍ଥ ଘୋଡ଼ାହାଡ଼ ନଦୀଗଣ୍ଡରୁ ସୋମବାର ପୂର୍ବାହ୍ନରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ନୂଆଗଡ଼ ଗ୍ରାମର ଜୟନ୍ତୀ ଗୌଡ଼(୪୮)। ସେ ଆଜି ସକାଳେ ଘୋଡ଼ାହାଡ଼…

ନଦୀରେ ବୁଡି ଜଣଙ୍କ ଜୀବନ ଗଲା

ଜଗନ୍ନାଥ ପ୍ରସାଦ,୩୦।୧୨(ଡି.ଏନ.ଏ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦସ୍ଥିତ ବୋଡା ନଦୀରୁ ସୋମବାର ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି l ମୃତକ ହେଲେ ଜଗନ୍ନାଥ ପ୍ରସାଦ ଲକ୍ଷ୍ମୀବଜାରର ପଞ୍ଚୁ ସାହୁ(୬୧)। ପୂର୍ବରୁ ସେ ବାତଜନିତ ରୋଗରେ ପୀଡିତ ଥିଲେ। ସ୍ଥାନୀୟ ଲୋକଙ୍କଠାରୁ ପ୍ରକାଶ…

ଓଡ଼ିଶା ଭାରୋତ୍ତୋଳନ ଚାମ୍ପିୟନଶିପ

ବ୍ରହ୍ମପୁର ଅଫିସ,୩୦ା୧୨-ଗଞ୍ଜାମ ଜିଲା ଭାରୋତ୍ତଳନ ସଂଘ ପକ୍ଷରୁ ୬୭ତମ ବରିଷ୍ଠ ପୁରୁଷ ଓ ୩୫ତମ ବରିଷ୍ଠ ମହିଳା ଓଡିଶା ଭାରୋତ୍ତୋଳନ ଚାମ୍ପିୟନଶିପ ରବିବାର ଅନୁଷ୍ଠିତ ହୋଇଯାଇଛି ା ଖାସ୍ପା ସାହିସ୍ଥିିତ କନ୍ୟକା ପରମେଶ୍ୱରୀ ମନ୍ଦିର ପରିସରରେ ଆୟୋଜିତ ଏହି ପ୍ରତିଯୋଗିତାକୁ ବ୍ରହ୍ମପୁର…

ବାଇକ୍‌ରୁ ଖସି ଯୁବତୀଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୩୦ା୧୨-ବାଇକ୍‌ରୁ ଖସିପଡ଼ି ଗୁରୁତର ଆହତ ହୋଇଥିବା ଜଣେ ଯୁବତୀଙ୍କ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ରାତିରେ ମୃତ୍ୟୁ ଘଟିଛି। ସେ ହେଲେ ବଡ଼ଗଡ଼ ଥାନା ଅନ୍ତର୍ଗତ ରାଇବନ୍ଧ ଗ୍ରାମର ରାଜଲଷ୍ମୀ ଗୌଡ଼। ମେଡିକାଲ ଫାଣ୍ଡି ପୋଲିସ ରବିବାର…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ: ବ୍ରାହ୍ମଣୀଗାଁ ଫରେଷ୍ଟର ଗିରଫ

ବ୍ରହ୍ମପୁର ଅଫିସ,୩୦ା୧୨-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଛନ୍ଦି ହୋଇଥିବା କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଫରେଷ୍ଟର କୈଳାସ ଚନ୍ଦ୍ର ସାହୁଙ୍କୁ ରବିବାର ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। କୈଳାସଙ୍କ ସ୍ତ୍ରୀ ଶ୍ରଦ୍ଧାଞ୍ଜଳିଙ୍କ ନାମରେ ପ୍ରାୟ ସମସ୍ତ ସମ୍ପତ୍ତି ଠୁଳ…

ସାଇକେଲରେ ୯ ଦିନରେ ୭୦୦ କି.ମି. ଯାତ୍ରା: ପରିବେଶ ସୁରକ୍ଷା ବାର୍ତ୍ତା ଦେଲେ ଅମରେଶ

ବ୍ରହ୍ମପୁର ଅଫିସ,୩୦ା୧୨-ପରିବେଶ ସୁରକ୍ଷା ନିମନ୍ତେ ଚାରାରୋପଣ କରିବା ସଚେତନତା ବାର୍ତ୍ତା ନେଇ ଗତ ୨୧ ତାରିଖରୁ ପାରାଦୀପରୁ ସାଇକେଲରେ ବାହାରି ଥିବା ଇଂ. ଅମରେଶ ନରେଶ ସାମନ୍ତ ରବିବାର ପୂର୍ବାହ୍ନରେ ବ୍ରହ୍ମପୁରରେ ତାଙ୍କ ଯାତ୍ରା ଶେଷ କରିଛନ୍ତି। ବ୍ରହ୍ମପୁର ଷ୍ଟାଡିୟମ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?