ସ୍ବାମୀ ମାଡ଼ରେ ସ୍ତ୍ରୀଙ୍କ ହାତଗୋଡ଼ ଭାଙ୍ଗିବା ଘଟଣା: ନ୍ୟାୟ ପାଇଁ ରାସ୍ତାରେ ଶୋଇ ମହିଳାଙ୍କ ଧାରଣା
ଜଗନ୍ନାଥପ୍ରସାଦ,୨୧ା୧୨(ଡି.ଏନ.ଏ.) -ଜଗନ୍ନାଥପ୍ରସାଦ ଥାନା ପଞ୍ଚୁଭୂତି ମୁଖ୍ୟ ରାସ୍ତା ୨୧ ନଂ. ରାଜ୍ୟ ରାଜପଥରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ୨ ଗୋଡ଼, ବାମ ହାତ ଭାଙ୍ଗି ଯାଇଥିବା ଜଣେ ମହିଳା ୬ ବର୍ଷର ପୁଅକୁ ଧରି ରାସ୍ତା ଉପରେ…
ମାଲିକଙ୍କ ଜୀବନ ବଞ୍ଚାଇଲା କୁକୁର: ସାପକୁ ମାରି ମଲା
ଗୋପାଳପୁର,୨୦ା୧୨- ନିଜ ଜୀବନକୁ ବଳି ଦେଇ ମାଲିକଙ୍କୁ ବଞ୍ଚାଇଛି ପୋଷା କୁକୁର। ଏଭଳି ଘଟଣା ଘଟିଛି ଗଂଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ରଣ୍ଢା ପଞ୍ଚମା ରୋଡରେ। ଶୁକ୍ରବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ଏକ ନାଗସାପ ପଞ୍ଚମା ରୋଡ୍ରେ ଥିବା ସନ୍ଦୀପ ମୋବାଇଲ…
ମାଲିକଙ୍କ ଜୀବନ ବଞ୍ଚାଇଲା କୁକୁର: ସାପକୁ ମାରି ଜୀବନ ହାରିଲା
ଗୋପାଳପୁର,୨୦ା୧୨- ନିଜ ଜୀବନକୁ ବଳି ଦେଇ ମାଲିକଙ୍କୁ ବଞ୍ଚାଇଛି ପୋଷା କୁକୁର। ଏଭଳି ଘଟଣା ଘଟିଛି ରଙ୍ଗେଇଲୁଣ୍ଡା ବ୍ଲକ ରଣ୍ଢା ପଞ୍ଚମା ରୋଡରେ। ଶୁକ୍ରବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ଏକ ନାଗସାପ ପଞ୍ଚମା ରୋଡ୍ରେ ଥିବା ସନ୍ଦିପ ମୋବାଇଲ ଦୋକାନ ଭିତରକୁ…
ମହିଳାଙ୍କୁ ଆକ୍ରମଣ, ଜେଲଗଲେ ଶିକ୍ଷକ
ଭଞ୍ଜନଗର,୨୦।୧୨(ଡି.ଏନ୍.ଏ.)- ତାରସିଂ ପୋଲିସ ଶୁକ୍ରବାର ମହିଳାଙ୍କୁ ଆକ୍ରମଣ ଅଭିଯୋଗରେ ଜଣେ ଶିକ୍ଷକଙ୍କୁ ଗିରଫ କରିଛି। ସେହେଲେ ପ୍ରତାପୁରର ଶଙ୍କର ନାୟକ। ମହିଳାଙ୍କ ଏତଲାକ୍ରମେ ନଂ.୧୯୫/୧୯ରେ ଏକ ମାମଲା ରୁଜୁ କରିଛି ପୋଲିସ। ଗିରଫ ଶିକ୍ଷକଙ୍କୁ ସନ୍ଧ୍ୟାରେ କୋର୍ଟ ଚାଲାଣ କରାଯାଇଥିବା ଥାନା…
ଅଭିଯୋଗ ସତ୍ତ୍ୱେ ପୋଲିସ ନୀରବଦ୍ରଷ୍ଟା: ସ୍ବାମୀଙ୍କ ଅତ୍ୟାଚାରରେ ଅତିଷ୍ଠ ହୋଇ ରାସ୍ତାକୁ ଓହ୍ଲାଇଲେ ସ୍ତ୍ରୀ, ଗୁରୁତର ଆହତ ଅବସ୍ଥାରେ ମାଗିଲେ ନ୍ୟାୟ
ଜଗନ୍ନାଥପ୍ରସାଦ,୨୦।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନl ପଞ୍ଚୁଭୂତି ମୁଖ୍ୟ ରାସ୍ତା ୨୧ନଂ ରାଜ୍ୟ ରାଜପଥରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନ୍ୟାୟ ପାଇବା ଲାଗି ଦୁଇ ଗୋଡ଼ ବାମ ହାତ ଭାଙ୍ଗିଯାଇଥିବା ଜଣେ ମହିଳା ୬ ବର୍ଷର…
ଧରିତ୍ରୀ ପ୍ରଭାବ :ସୁନାଥର ଅଗ୍ନି ବିପନ୍ନଙ୍କୁ ଜିଲା ଆଇନ ସହାୟତା କମିଟି ପକ୍ଷରୁ ସହାୟତା
ପୁରୁଷୋତ୍ତମପୁର,୨୦।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ସୁନାଥର ଗ୍ରାମରେ ସୋମବାର ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟି ୨୫ ପରିବାରଙ୍କ ଘର ସମ୍ପୂର୍ଣ୍ଣ ପୋଡି ଯାଇଥିଲା। ମଙ୍ଗଳବାର ଧରିତ୍ରୀରେ ଏକ ଖବର ପ୍ରକାଶ ପାଇଥିଲା । ଏ ନେଇ ଜିଲା ଦୌରାଜଜ କୋର୍ଟ…
ଅଧ୍ୟକ୍ଷ ପଦବୀକୁ ନେଇ ଥମୁନି ଅଶାନ୍ତି: ବ୍ଲକରେ ଜନପ୍ରତିନିଧିଙ୍କ ହୋହଲ୍ଲା
ପୁରୁଷୋତ୍ତମପୁର, ୨୦ା୧୨ (ଡି.ଏନ.ଏ.)- ପୁରୁଷୋତ୍ତମପୁର ବ୍ଲକ ଅଧ୍ୟକ୍ଷ ପଦବୀକୁ ନେଇ ଲାଗି ରହିଥିବା ଅଶାନ୍ତି ଥମିବାର ନାଁ ନେଉନାହିଁ। ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡାଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇ ତାଙ୍କୁ ପଦବୀରୁ ହଟାଇବା ଲାଗି ଅଧିକାଂଶ ସରପଞ୍ଚ, ସମିତିସଭ୍ୟ ଲାଗି ପଡିଛନ୍ତି।…
ବେଆଇନ କ୍ଲିନିକ ଉପରେ ଚଢ଼ାଉ
ଦିଗପହଣ୍ଡି,୨୦ା୧୨(ଡି.ଏନ.ଏ.)-ଦିଗପହଣ୍ଡି ସହର ସମେତ ଗ୍ରାମାଞ୍ଚଳ ମାନଙ୍କରେ ବେନିୟମ ଭାବେ ବହୁ ସଂଖ୍ୟାରେ ପାଥୋଲୋଜି କ୍ଲିନିକ ଖୋଲାଯାଇଛି। ଅଭିଯୋଗ ପାଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଡ୍ରଗ୍ସ ଇନ୍ସପେକ୍ଟର ଲଳିତ କୁମାର ସାହୁ ଓ ସ୍ଥାନୀୟ ତହସିଲଦାର ତଥା…
ଯୁକ୍ତ ୨ ପ୍ରଥମବର୍ଷ ପରୀକ୍ଷା ବାତିଲ
ବ୍ରହ୍ମପୁର ଅଫିସ,୨୦ା୧୨- ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଙ୍କ ପାଇଁ ଅନୁଷ୍ଠିତ ଅର୍ଦ୍ଧବାର୍ଷିକ ପରୀକ୍ଷା କେବଳ ନାମକୁ ମାତ୍ର। କଲେଜ କର୍ତ୍ତୃପକ୍ଷ ହାତରେ ଏହି ପରୀକ୍ଷା କରାଇବା ନେଇ ପରିଷଦ ଦାୟିତ୍ୱ ନ୍ୟସ୍ତ କରିଛି।…
‘ଛାତ୍ରୀଛାତ୍ରଙ୍କୁ ହସିବାର ସୁଯୋଗ ଦେବା ଆମ କର୍ତ୍ତବ୍ୟ’
ବେଗୁନିଆପଡ଼ା,୨୦ା୧୨(ଡି.ଏନ.ଏ.)- ବେଗୁନିଆପଡା ବ୍ଲକ ସାଙ୍କୁଡା ସ୍ଥିତ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶତବାର୍ଷିକୀ ସମାରୋହ ଗୁରୁବାର ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗ ଦେଇ କହିଥିଲେ, ନାରୀମାନଙ୍କୁ ସମ୍ମାନ ଦେବା ହେଉଛି ଆମର ଧର୍ମ।…
ଉପଜିଲାପାଳଙ୍କ ହସ୍ତକ୍ଷେପ ପରେ ବ୍ଲକ କର୍ମଚାରୀଙ୍କ ଧାରଣା ପ୍ରତ୍ୟାହୃତ
ଗୋପାଳପୁର/କନିଷି,୨୦ା୧୨(ଡି.ଏନ.ଏ.)- ରଙ୍ଗେଇଲୁଣ୍ଡା ବିଡିଓଙ୍କୁ ମଙ୍ଗଳବାର ଅପରାହ୍ନରେ ଇନ୍ଦ୍ରାକ୍ଷୀ ସରପଞ୍ଚ ଗାଳିଗୁଲଜ ଓ ଠେଲାପେଲା କରିଥିବା ପ୍ରତିବାଦରେ ବୁଧବାର ବ୍ଲକ କର୍ମଚାରୀ, ସମନ୍ବିତ ଶିଶୁ ବିକାଶ କର୍ମଚାରୀ, କୃଷି ଓ ଅନ୍ୟ ବିଭାଗର କର୍ମଚାରୀମାନେ ବ୍ଲକ ସମ୍ମୁଖରେ ଧାରଣା ଦେଇଥିଲେ। ଗୁରୁବାର ମଧ୍ୟ…
ଗ୍ୟାରେଜରେ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିିଗଲା
ବ୍ରହ୍ମପୁର ଅଫିସ,୨୦ା୧୨: ଟାଉନ ଥାନା ଅନ୍ତର୍ଗତ ଗେଟବଜାର ନିକଟ ରେଡ଼ିଓ ଷ୍ଟେଶନ କଡରେ ଥିବା ଏକ ବାଇକ୍ ଗ୍ୟାରେଜରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି। ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଅଁାକୁ…

