ଗଞ୍ଜାମ

ଭୋଟ ଗଣତି ପାଇଁ ପ୍ରସ୍ତୁତି: ଜିଲାପାଳ,ଏସ୍‌ପି ଭଞ୍ଜନଗର କେନ୍ଦ୍ର ପରିଦର୍ଶନ କଲେ

ଭଞ୍ଜନଗର,୨୦।୫(ଡି.ଏନ.ଏ.)-ଆସନ୍ତା ୨୩ ତାରିଖରେ ଭୋଟ ଗଣତି କରାଯିବ। ଏଥିପାଇଁ ଭୋଟଗଣତି କେନ୍ଦ୍ର ଗୁଡ଼ିକରେ ପ୍ରସ୍ତୁତି ଚାଲିଛି। ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ କଲେଜରେ ଆସିକା, ସୋରଡ଼ା ଓ ଭଞ୍ଜନଗର ନିର୍ବାଚନମଣ୍ଡଳୀର ଭୋଟ ଗଣତି କରାଯିବ। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାରୁ…

ଅଂଶୁଘାତରେ ଜଣଙ୍କ ମୃତ୍ୟୁ ସନ୍ଦେହ

ଗଞ୍ଜାମ,୨୦।୫(ଡି.ଏନ.ଏ.)-ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ଗ୍ରାମପଞ୍ଚାୟତର ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ସୋମବାର ଅଂଶୁଘାତରେ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ମୃତକ ହେଲେ ଖଣ୍ଡଦେଉଳୀ ଗ୍ରାମର ଖଲି ସାହୁ(୬୨)। ସୋମବାର ପଞ୍ଚାୟତରେ ଚାଉଳ ବଣ୍ଟାଯାଉଥିଲା। ଚତୁର୍ଥ ଶ୍ରେଣୀ କର୍ମଚାରୀ ଖଲି କୌଣସି କାର୍ଯ୍ୟରେ ପଞ୍ଚାୟତ…

ଜବରଦଖଲରେ ମୁଖ୍ୟ ରାସ୍ତା, ବଢୁଛି ଟ୍ରାଫିକ୍‌ ସମସ୍ୟା

ଚିକିଟି,୨୦।୫(ଡି.ଏନ.ଏ.)-ଗଞ୍ଜାମ ଜିଲା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଦିନକୁ ଦିନ ଟ୍ରାଫିକ୍‌ ସମସ୍ୟା ଗୁରୁତର ହେବାରେ ଲାଗିଛି ।ବଜାରର ଅଣଓସାରିଆ ରାସ୍ତା ଏହାର ମୁଖ୍ୟ କାରଣ । ୧୯୭୩ରେ ଚିକିଟି ଏନ୍‌ଏସି ଗଠିତ ହୋଇଥିଲା । କ୍ରମବଦ୍ଧିଷ୍ଣୁ ଏହି ସହରର ମୁଖ୍ୟ ବଜାରରେ…

ଆଞ୍ଚଳିକ ନିଦାନ କେନ୍ଦ୍ରରେ ରୋଗୀଙ୍କୁ ଶୋଷଣ ଅଭିଯୋଗରେ ବିକ୍ଷୋଭ: ଅଧ୍ୟକ୍ଷଙ୍କୁ ଦାବିପତ୍ର

ବ୍ରହ୍ମପୁର ଅଫିସ୍‌,୨୦।୫: ବ୍ରହ୍ମପୁର ବଡ଼ ମେଡ଼ିକାଲ ପରିସରରେ ଥିବା ଆଞ୍ଚଳିକ ନିଦାନ କେନ୍ଦ୍ର(ଆର୍‌ଡିସି)ରେ ରୋଗୀଙ୍କୁ ଶୋଷଣ ଏବଂ ଦୁର୍ବ୍ୟବହାର କରାଯାଉ ଥିବା ନେଇ ସୋମବାର ଅଭିଯୋଗ ହୋଇଛି । ମାନବ ଅଧିକାର ସୁରକ୍ଷା ମଞ୍ଚ ଏଭଳି ଅଭିଯୋଗ ଆଣି ଆର୍‌ଡିସି ସମ୍ମୁଖରେ…

୪ ମାସ ଦରମା ପାଇ ନ ଥିବା ବିଏସ୍‌ଏନ୍‌ଏଲ୍‌ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ବରିଷ୍ଠ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ

ବ୍ରହ୍ମପୁର ଅଫିସ୍‌,୨୦।୫: ଭାରତ ସଞ୍ଚାର ନିଗମ ଲିମିଟେଡ୍‌(ବିଏସ୍‌ଏନ୍‌ଏଲ୍‌)ରେ ଠିକା ଏବଂ ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ଗତ ୪ ମାସ ହେଲା ଦରମା ମିଳି ନ ଥିବା ନେଇ ବାରମ୍ବାର ଉଚ୍ଚ କର୍ତ୍ତୃପକ୍ଷ ନିକଟରେ ଅଭିଯୋଗ ହୋଇଛି। ମାତ୍ର ଏ ନେଇ କୌଣସି ସୁଫଳ…

ପାନୀୟଜଳ, ପକ୍କାରାସ୍ତା, ବିଦ୍ୟୁତ୍‌ରୁ ବଞ୍ଚିତ

ଖଜୁରିପଡା,୨୦ା୫(ଡି.ଏନ.ଏ.)-କନ୍ଧମାଳ ଜିଲା ଖଜୁରିପଡା ବ୍ଲକ ବିଲାବାଡି ପଞ୍ଚାୟତର ମେଣିଆଁକୋଠି ଗାଁ। ଜଙ୍ଗଲ ଘେରା ଏହି ଗାଁରେ ୧୫ ପରିବାର ରହୁଥିବାବେଳେ ଜନସଂଖ୍ୟା ୬୦ରୁ ୭୦। ସ୍ବାଧୀନତାର ୭୨ବର୍ଷ ବିତିଥିଲେ ମଧ୍ୟ ଗାଁକୁ ପକ୍କାରାସ୍ତା, ପାନୀୟଜଳ ଓ ବିଦ୍ୟୁତ୍‌ ବ୍ୟବସ୍ଥା ନାହିଁ। ଭୋଟ…

ଦିନରେ ଆହାର କେନ୍ଦ୍ର, ରାତିରେ ଅସାମାଜିକଙ୍କ ଆଡ୍ଡାସ୍ଥଳୀ

ଗଞ୍ଜାମ,୨୦ା୫(ଡି.ଏନ.ଏ.)-ଗଞ୍ଜାମ ସହରର ବହୁ ପୁରାତନ ଭାରତୀ ବିଦ୍ୟାପୀଠ ନିକଟରେ ରହିଛି ମିନି ଷ୍ଟାଡିୟମ। ଏନ୍‌ଏସିର ପୂର୍ବତନ ନଗରପାଳ ସ୍ବର୍ଗତ ଶରତ ଚନ୍ଦ୍ର ପଣ୍ଡାଙ୍କ ସମୟରେ ଏହାର ଭିତ୍ତିପ୍ରସ୍ତର କରାଯାଇଥିଲା। ୨୦୧୧ରେ ଏହାର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ଓଡ଼ିଶା କ୍ରୀଡ଼ା ମନ୍ତ୍ରାଳୟ…

ପେନାରା ଘାଟିରେ ସଂଯୋଗୀକରଣ ରାସ୍ତା ଦବିଲା

ଦାରିଙ୍ଗବାଡି,୨୦।୫(ଡି.ଏନ.ଏ.)-ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ପେନାରା ଘାଟିରେ ଏକ ବ୍ରିଜ ନିକଟରେ ସଂଯୋଗୀକରଣ ରାସ୍ତା ଦବି ଯାଇଛି। ଫଳରେ ଉକ୍ତ ରାସ୍ତା ଯାତ୍ରୀଙ୍କ ପାଇଁ ଅସୁରକ୍ଷିତ ହୋଇପଡିଥିବାବେଳେ ଯାତ୍ରିବାହୀ ବସ୍‌ ସମେତ ଭାରିଯାନ ଚଳାଚଳରେ ସମସ୍ୟା ଦେଖାଦେଇଛି। ବର୍ଷେହେଲା ବ୍ରାହ୍ମଣୀଗାଁ ଠାରୁ…

କେନ୍ଦୁପତ୍ର ଶ୍ରମିକଙ୍କ ଟଙ୍କା ହଡ଼ପ ଅଭିଯୋଗ

ଫୁଲବାଣୀ ଅଫିସ, ୨୦ା୫-କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡ ଅଧୀନରେ କେନ୍ଦୁପତ୍ର ଶ୍ରମିକଙ୍କ ଟଙ୍କା ହଡପ କରାଯାଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆଣିଛନ୍ତି କେନ୍ଦୁପତ୍ର ଫଡିରେ କାମ କରିଥିବା ଶ୍ରମିକ। ତୁରନ୍ତ ଟଙ୍କା ପ୍ରଦାନ ବ୍ୟବସ୍ଥା କରିବାକୁ ସେମାନେ ଜିଲାପାଳଙ୍କ ନିକଟରେ…

ଗ୍ରୀଷ୍ମରେ ରକ୍ତ ଅଭାବ ଦୂର ପାଇଁ ପ୍ରୟାସ: ଷଷ୍ଠ ଶିବିରରେ ୨୪ ୟୁନିଟ୍‌ ରକ୍ତ ସଂଗ୍ରହ

ବ୍ରହ୍ମପୁର ଅଫିସ୍‌,୨୦ା୫-ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ମେଡ଼ିକାଲ୍‌ ପରିସରରେ ଥିବା ରକ୍ତ ଭଣ୍ଡାରରେ ରକ୍ତର ଘୋର ଅଭାବ ଦେଖିବାକୁ ମିଳିଛି। ଆବଶ୍ୟକ ସ୍ଥଳେ ମଧ୍ୟ ରୋଗୀଙ୍କୁ ରକ୍ତ ମିଳୁନି। ଏହି ଅଭାବ ଦୂର କରିବା ପାଇଁ ଉଦ୍ୟମ କରୁଛି…

ଓୟୁଏଟି ପ୍ରବେଶିକା ପରୀକ୍ଷାରେ ଅବହେଳା ଅଭିଯୋଗ: ଖରାରେ ଛିଡ଼ା ହେବାରୁ ଅଭିଭାବକ-କର୍ତ୍ତୃପକ୍ଷ ମୁହାଁମୁହିିଁ

ବ୍ରହ୍ମପୁର ଅଫିସ,୨୦ା୫-ଗୋପାଳପୁର ରୋଡ ତଥା ଡୁରା ନିକଟସ୍ଥ ବ୍ରହ୍ମପୁର ସ୍କୁଲ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି(ବିଏସ୍‌ଇଟି)ରେ ରବିବାର ଉତ୍ତେଜନା ଦେଖାଦେଇଛି। ବିଏସ୍‌ଇଟିରେ ଓୟୁଏଟି ପରୀକ୍ଷା ପାଇଁ ଆସିଥିବା ପରୀକ୍ଷାର୍ଥୀଙ୍କୁ ଦୀର୍ଘ ସମୟ ଧରି ଖରାରେ ଛିଡା କରାଯିବାକୁ ନେଇ ଅଭିଭାବକ ଓ…

୨୫ ଘନଫୁଟ କାଠ ଜବତ, ୨ ଗିରଫ

ଭଞ୍ଜନଗର,୧୯।୫(ଡି.ଏନ.ଏ.)- ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଗାଲେରୀ ରେଞ୍ଜ ବେରୁଆବାଡିରୁ ବନ ବିଭାଗ କର୍ମଚାରୀ ରବିବାର ସକାଳେ ୨୫ ଘନଫୁଟ ଶାଳ ଓ ହଳନ୍ଦ କାଠ ଗଣ୍ଡି ଜବତ କରିଛି। ୨ଜଣ ଶ୍ରମିକ ଉକ୍ତ କାଠ ଏକ ତୋଟା ଭିତରେ କରତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri