ଗଞ୍ଜାମ

ଜାତୀୟ ସ୍କେଟିଂ ପ୍ରତିଯୋଗିତା: ସ୍ବର୍ଣ୍ଣ, ବ୍ରୋଞ୍ଜ ଜିଣିଲେ ବ୍ରହ୍ମପୁର ଖେଳାଳି

ବ୍ରହ୍ମପୁର ଅଫିସ,୧୩ା୧୦-ଛତିଶଗଡ଼ ରାୟପୁରରେ ଅନୁଷ୍ଠିତ ହେଉଥିବା ଜାତୀୟସ୍ତରୀୟ ରୋଲର ସ୍କେଟିଂ ପ୍ରତିଯୋଗିତାର ପ୍ରଥମ ଦିନରେ ବ୍ରହ୍ମପୁର ସ୍କେଟର ସଫଳତା ହାସଲ କରିଛନ୍ତି। ୩୦୦ ମିଟର ଟାଇମ ଟ୍ରାଏଲ ବାଳିକା ବିଭାଗର ୮ ବର୍ଷ ବର୍ଗରେ ବ୍ରହ୍ମପୁର ଡିଏଭି ପବ୍ଲିକ ସ୍କୁଲ ଦ୍ୱିତୀୟ…

ସୁରଟ ଫେରନ୍ତା ନାବାଳକଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୧୩ା୧୦-ସୁରଟରୁ ବ୍ରହ୍ମପୁର ଫେରୁଥିବା ଜଣେ ନାବାଳକଙ୍କର ଏମ୍‌କେସିଜିରେ ଶନିବାର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଗଞ୍ଜାମ ଜିଲା ବଡଗଡ ଗୌଡ଼ ସାହିର ରଘୁନାଥ ଗୌଡ଼ଙ୍କ ପୁଅ କୃଷ୍ଣ (୧୬)। ମେଡିକାଲ ଫାଣ୍ଡି ପୋଲିସ ମୃତଦେହ ଜବତ କରି ନଂ.୫୩୪/୧୯ରେ ଏକ…

ବଡ଼ ବଜାର ପୋଷ୍ଟ ଅଫିସ କମ୍ପ୍ୟୁଟର ଅଚଳ: ସେବା ଠପ୍‌

ଗଞ୍ଜାମ,୧୨।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବଡ଼ ବଜାରରେ ଥିବା ପୋଷ୍ଟ ଅଫିସ କମ୍ପ୍ୟୁଟର ୨୦ ଦିନରୁ ଊର୍ଦ୍ଧ୍ୱ ହେବ ଅଚଳ ରହିଛି। ଫଳରେ ପୋଷ୍ଟ ସମ୍ବନ୍ଧୀୟ ସେବା ଠପ୍‌ ହୋଇଯାଇଛି। ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ଅଞ୍ଚଳବାସୀ ଅଫିସ…

ଫାଇଲିନ୍‌କୁ ପୂରିଲା ୬ ବର୍ଷ : ମନେପଡ଼ିଲେ ଥରିଉଠେ ଛାତି

ଛତ୍ରପୁର,୧୨ା୧୦(ଡି.ଏନ.ଏ)-୨୦୧୩ ଅକ୍ଟୋବର ୧୨ ତାରିଖ ରାତିରେ ଆସିଥିଲା ଭୟଙ୍କର ସାମୁଦ୍ରିକ ଝଡ଼ ‘ଫାଇଲିନ’। ଏହି ବାତ୍ୟାରେ ଗଞ୍ଜାମ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ବିଶେଷକରି ଗଞ୍ଜାମ ଜିଲାବାସୀଙ୍କ ଆର୍ଥତ୍କ ମେରୁଦଣ୍ଡ ସମ୍ପୂର୍ଣ୍ଣ ରୂପେ ଭାଙ୍ଗି ଯାଇଥିଲା। ବହୁ ଅସୁବିଧାର ସମ୍ମୁଖୀନ ହୋଇଥିଲେ…

ନିଶାସକ୍ତ ଯୁବକଙ୍କ ଠେଙ୍ଗା ମାଡ଼ରେ: ମହିଳା ଗୁରୁତର

ସୋରଡ଼ା,୧୨ା୧୦(ଡି.ଏନ.ଏ.)-ସୋରଡ଼ା ବ୍ଲକ ଗୋପାଳପୁର ଶାସନ ହାତିପଡ଼ା ଗ୍ରାମର ବିଦେଶୀ ଗୌଡ଼ଙ୍କ ସ୍ତ୍ରୀ ନୟନୀଙ୍କୁ ଶୁକ୍ରବାର ଜଣେ ନିଶାସକ୍ତ ଯୁବକ ଠେଙ୍ଗାରେ ଆକ୍ରମଣ କରିଛନ୍ତି। ନୟନୀ ଅପରାହ୍ନରେ ନିଜ ଜମିରେ ଚାଷକାମ କରୁଥିବାବେଳେ ଗ୍ରାମର ଜଣେ ଯୁବକ ନିଶାସକ୍ତ ଅବସ୍ଥାରେ ସେଠାରେ ପହଞ୍ଚତ୍…

ପାରିବାରିକ କଳହରୁ : ୨ ଝିଅଙ୍କୁ ଧରି ଟ୍ରେନ ଆଗକୁ ଡେଇଁଲେ ମା’

ବ୍ରହ୍ମପୁର ଅଫିସ,୧୨ା୧୦-ବ୍ରହ୍ମପୁର ରେଳଷ୍ଟେଶନ ନିକଟରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଜଣେ ମହିଳା ତାଙ୍କ ୨ ଝିଅଙ୍କୁ ଧରି ଟ୍ରେନ ଆଗକୁ ଡେଇଁ ପଡ଼ିଥିଲେ। ଟ୍ରେନରେ କଟି ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଝିଅ…

ଗଞ୍ଜାମ ଜିଲା: ବଢ଼ୁଛି କୁଷ୍ଠ ଆକ୍ରାନ୍ତଙ୍କ ସଂଖ୍ୟା : ଗ୍ରାମାଞ୍ଚଳରୁ ୩୪୧ ରୋଗୀ ଚିହ୍ନଟ

ବ୍ରହ୍ମପୁର ଅଫିସ୍‌,୧୨ା୧୦-ଗଞ୍ଜାମ ଜିଲାରେ କୁଷ୍ଠ ରୋଗୀଙ୍କ ସଂଖ୍ୟା ବଢ଼ିଛି। ଜିଲାର କେବଳ ଗ୍ରାମାଞ୍ଚଳରେ ନିକଟରେ ଆୟୋଜିତ ହୋଇଥିବା କୁଷ୍ଠ ଚିହ୍ନଟ କାର୍ଯ୍ୟକ୍ରମରେ ୩୪୧ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସ୍ବାସ୍ଥ୍ୟ ବିଭାଗ ତରଫରୁ ସେମାନଙ୍କୁ ଏମ୍‌ଡିଟି ଔଷଧ ପ୍ରଦାନ କରାଯାଉଛି। ନିୟମିତ…

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୫ ଗିରଫ

ଖଲିକୋଟ,୧୧।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲିକୋଟ ଥାନା ଅନ୍ତର୍ଗତ ଘୋଡ଼ାପଡ଼ା ଦେବୀଝର ଡ୍ୟାମ୍‌ ନିକଟରେ ଥିବା ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ପୋଲିସ ଗୁରୁବାର ରାତିରେ ୫ ଜୁଆଡ଼ିଙ୍କୁ ଗିରଫ କରିଛିି। ସେମାନଙ୍କ ନିକଟରୁ ନଗଦ ୪୨ ଶହ ଟଙ୍କା,…

ଭୀମରାଓପେଟାରେ ଜୁଆଆଡ୍ଡା ଉପରେ ଚଢ଼ାଉ: ୨ପୂର୍ବତନ କର୍ପୋରେଟରଙ୍କ ସମେତ ୧୫ ଗିରଫ, ୭ ଲକ୍ଷ ୬୮ ହଜାର,୧୬ମୋବାଇଲଜବତ

ବ୍ରହ୍ମପୁର ଅଫିସ ,୧୧।୧୦: ଗଞ୍ଜାମ ଜିଲା ଟାଉନ ଥାନା ପୋଲିସ ଗୁରୁବାର ବିଳମ୍ବିତ ରାତିରେ ଭିମାରାଓପେଟାରେ ଏକ ଘର ଭିତରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଚଢ଼ାଉ କରିଥିଲା। ଏଥିରେ ବ୍ରହ୍ମପୁର ମହାନଗର ନିଗମର ୨ଜଣ ପୂର୍ବତନ କର୍ପୋରେଟରଙ୍କ ସମେତ ୧୫…

ଗଞ୍ଜାମରେ ବଢ଼ୁଛନ୍ତି ମାନସିକ ରୋଗୀ

ବ୍ରହ୍ମପୁର ଅଫିସ୍‌,୧୧ା୧୦- ଗଞ୍ଜାମ ଜିଲାରେ ମାନସିକ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ବ୍ରହ୍ମପୁର ସିଟି ହସ୍‌ପିଟାଲ୍‌ ତଥା ଜିଲା ମୁଖ୍ୟ ଚିକିତ୍ସାଳୟ ମାନସିକ ରୋଗ ବିଭାଗରେ ଗତ ଅଢ଼େଇ ବର୍ଷରେ ପ୍ରାୟ ୯ହଜାର ରୋଗୀ ଚିକିତ୍ସିତ ହୋଇଛନ୍ତି। ବିଭାଗ…

ବମକେଇରେ ପୁଣି ରାଜନୈତିକ ହିଂସା: ଅଟୋଚାଳକ ଗୁରୁତର

ଦିଗପହଣ୍ଡି,୧୧ା୧୦(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବମକେଇ ପଞ୍ଚାୟତରେ ପୁଣି ରାଜନୈତିକ ହିଂସା ଘଟିଛି। ଏକ ରାଜନୈତିକ ଦଳର ସମର୍ଥକ ହୃଷିକେଶ ପ୍ରଧାନଙ୍କୁ ଅନ୍ୟଏକ ଦଳର ୪ ଜଣ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ହୃଷି ଅଟୋ ନେଇ ଘରକୁ ଫେରୁଥିବା ବେଳେ ବମକେଇ…

ଛତ୍ରପୁର,ପୁରୁଷୋତ୍ତମପୁର ଉପଖଣ୍ଡର ଅପରାଧ ସମୀକ୍ଷା

ଛତ୍ରପୁର,୧୧ା୧୦(ଡି.ଏନ.ଏ.)- ଗଞ୍ଜାମ ପୋଲିସ ଜିଲା ଅଧୀନ ଛତ୍ରପୁର ଓ ପୁରୁଷୋତ୍ତମପୁର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ଥାନା ଅଞ୍ଚଳର ଅପରାଧ ସମୀକ୍ଷା ବୈଠକ ଏସ୍‌ପିଙ୍କ ସମ୍ମିଳନୀ ଗୃହରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଅଧ୍ୟକ୍ଷତା କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri