ଗଞ୍ଜାମ

ପୃଥକ୍‌ ସଡ଼କ ଦୁର୍ଘଟଣା: ୨ ମୃତ

ଛତ୍ରପୁର,୯।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସୋମବାର ପୃଥକ୍‌ ପୃଥକ୍‌ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଛତ୍ରପୁର ଏକାମ୍ର ନଗର ନିକଟ ଜାତୀୟ ରାଜପଥରେ ଡିଭାଇଡରକୁ ଏକ ବାଇକ୍‌ ଧକ୍କା ଦେବା ଫଳରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ…

ଛତ୍ରପୁର ମହୋତ୍ସବ ଉଦ୍‌ଯାପିତ

ଛତ୍ରପୁର୯ା୧୨(ଡି.ଏନ୍‌.ଏ.)-ଗତ ୫ଦିନ ଧରି ସ୍ଥାନୀୟ ଷ୍ଟାଡିୟମଠାରେ ଚାଲିଥିବା ଛତ୍ରପୁର ମହୋତ୍ସବ ରବିବାର ଉଦ୍‌ଯାପିତ ହୋଇଯାଇଛି । ରବିବାର ସନ୍ଧ୍ୟାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ । ମୁଖ୍ୟ ଅତିଥି ଭାବେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର…

ଅନିଶ୍ଚିତତାରେ ସିଟି ବସ୍‌ଷ୍ଟାଣ୍ଡ ପୁନଃ ନିର୍ମାଣ

ବ୍ରହ୍ମପୁର ଅଫିସ,୯ା୧୨-ବ୍ରହ୍ମପୁର ସିଟି ବସଷ୍ଟାଣ୍ଡର ମରାମତି ତଥା ପୁନଃନିର୍ମାଣ କାର୍ଯ୍ୟକୁ ନେଇ ଅନିଶ୍ଚିତତା ଦେଖାଦେଇଛି । ଗତ ୨୬ ତାରିଖରେ ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ବସଷ୍ଟାଣ୍ଡ ପରିସରର ବିଭିନ୍ନ ରାସ୍ତା ମରାମତି ପାଇଁ ଜେସିବି ଦ୍ୱାରା ଖୋଳାଯାଇଛି। ମାତ୍ର…

ସ୍ତ୍ରୀଙ୍କୁ ଯୌତୁକ ନିର୍ଯାତନା, ହତ୍ୟା ଉଦ୍ୟମ: ଜେଲ ଗଲେ ଓଏପିଏଫ୍‌ କନ୍‌ଷ୍ଟେବଳ

ବ୍ରହ୍ମପୁର ଅଫିସ,୯ା୧୨-ସ୍ତ୍ରୀଙ୍କୁ ଯୌତୁକ ନିର୍ଯାତନା ଦେବା ସହ ବଳପୂର୍ବକ ଗର୍ଭପାତ କରାଇବା ଓ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ଜଣେ ଓଏପିଏଫ କନ୍‌ଷ୍ଟେବଳଙ୍କୁ ବ୍ରହ୍ମପୁର ମହିଳା ଥାନା ପୋଲିସ ରବିବାର ଗିରଫ କରିଛି। ସେ ହେଲେ ଗଜପତି ଜିଲା ସେରଙ୍ଗ ଥାନା…

ପାଟପୁରରେ ପୁଣି ଲଜ୍ୟା: ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ; ଗ୍ରାମର ମୁଖିଆ ଅଟକ

ପାଟପୁର,୯ା୧୨- ଗଞ୍ଜାମ ଜିଲା ପାଟପୁର ଥାନା ଅଧୀନ ଏକ ଗାଁରେ ଜଣେ ୬ ବର୍ଷୀୟା ବାଳିକାଙ୍କୁୁ ବଳାତ୍କାର କରାଯାଇଥିବା ରବିବାର ଅଭିଯୋଗ ହୋଇଛି। ଏ ନେଇ ପାଟପୁର ପୋଲିସ ନଂ. ୨୬୩/୧୯ରେ ମାମଲା ରୁଜୁ କରି ଉକ୍ତ ଗ୍ରାମର ମୁଖିଆ (୬୨)ଙ୍କୁ…

ବ୍ରହ୍ମପୁରରେ ଆଦର୍ଶ ବିବାହ: ଦୃଷ୍ଟିବାଧିତ ସୌମ୍ୟାଙ୍କୁ ମିଳିଲେ ଜୀବନସାଥୀ

ବ୍ରହ୍ମପୁର ଅଫିସ୍‌,୯ା୧୨-ଖୁବ୍‌ କମ୍‌ ବୟସରୁ ଦୃଷ୍ଟିଶକ୍ତି ହରାଇଥିଲେ ସୌମ୍ୟା। ଜୀବନ ଯେମିତି ଅନ୍ଧକାର ଆଡ଼କୁ ଠେଲି ହୋଇଯାଇଥିଲା। ତେବେ ସୌମାଙ୍କ ଅନ୍ଧାର ଜୀବନ ମଧ୍ୟରେ ଆଲୋକ ଭରିଦେବାକୁ ମିଳିଯାଇଛନ୍ତି ଜଣେ ଜୀବନ ସାଥୀ। ରବିବାର ବ୍ରହ୍ମପୁରର ଏକ କଲ୍ୟାଣ ମଣ୍ଡପରେ ସୌମ୍ୟାଙ୍କ…

ବନ୍ଧୁକ ଦେଖାଇ ଦମ୍ପତିଙ୍କ ଠାରୁ ଗହଣା ଲୁଟ୍‌

ପାତ୍ରପୁର,୮ା୧୨ (ଡି.ଏନ୍‌.ଏ.)- ଜରଡ଼ା ଥାନା ପାତ୍ରପୁର ବ୍ଲକ କେଲୁଆ-ପଦାଦିଗି କେନାଲ ରାସ୍ତାରେ ବନ୍ଧୁକ ଦେଖାଇ ଦମ୍ପତ୍ତିଙ୍କ ଠାରୁ ପ୍ରାୟ ୩ଭରି ଓଜନର ୨ଟି ସୁନା ଚେନ୍‌ ରବିବାର ମଧ୍ୟାହ୍ନରେ ଦୁଇ ଜଣ ଲୁଟେରା ବନ୍ଧୁକ ଦେଖାଇ ଲୁଟି ନେଇଥିବା ଜଣାପଡ଼ିଛି। ମିଳିଥିବା…

୪ଶହ ଲିଟର ରନ୍ଧାମଦ ଜବତ, ୭ ଗିରଫ

ଧରାକୋଟ,୮ା୧୨(ଡି.ଏନ.ଏ.)- ଧରାକୋଟ ଥାନା ଗମୋହନ ପଞ୍ଚାୟତ ଚମ୍ପାପଲ୍ଲୀ ଗ୍ରାମରେ ପୋଲିସ ଶନିବାର ସକାଳୁ ଚଢ଼ାଉ କରି ୪ ଶହ ଲିଟର ଦେଶୀ ରନ୍ଧାମଦ ଜବତ କରିବା ସହ ୭ଜଣଙ୍କୁ ଗିରଫ କରିଛି। ଏଥିସହ ୮ ହଜାର ଲିଟର ପୋଚ ନଷ୍ଟ କରିଛି।…

କବିସୂର୍ଯ୍ୟନଗର କାମଦେବ ହତ୍ୟା ମାମଲା: ୨୪ ବର୍ଷ ପରେ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ,୮।୧୨: ଏକ ହତ୍ୟା ମାମଲାରେ ଦୀର୍ଘ ୨୪ ବର୍ଷ ଧରି ନାମ ବଦଳାଇ ଫେରାର ଥିବା ଜଣେ ଅଭିଯୁକ୍ତଙ୍କୁ ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ପୋଲିସ ଗିରଫ କରିଛି । ଅଭିଯୁକ୍ତ ଜଣଙ୍କ ଏ. ହରି ଦାସ (୫୦)ଓ ତାଙ୍କ…

ବ୍ରହ୍ମପୁରରେ ଆଦର୍ଶ ବିବାହ: ଦୃଷ୍ଟିହୀନ ସୌମ୍ୟାଙ୍କ ହାତଧରିଲେ ମଦନ

ବ୍ରହ୍ମପୁର ଅଫିସ,୮।୧୨: ସାଧାରଣତଃ ଦୃଷ୍ଟିହୀନ ଝିଅମାନଙ୍କ ବିବାହରେ ଅନେକ ପ୍ରତିବନ୍ଧକ ଦେଖାଦେଇଥାଏ। ହେଲେ ଗଞ୍ଜାମରେ ଏହାର ବ୍ୟତିକ୍ରମ ସ୍ବରୂପ ଦୃଷ୍ଟିହୀନ ସୌମ୍ୟାଙ୍କ ହାତ ଧରିଛନ୍ତି ଆନ୍ଧ୍ରପ୍ରଦେଶର ମଦନ ମୋହନ। ରବିବାର ବ୍ରହ୍ମପୁରର ଏକ କଲ୍ୟାଣ ମଣ୍ଡପରେ ଉଭୟଙ୍କ ବିବାହ ଅନୁଷ୍ଠିତ ହୋଇଛି…

ବାଲ୍ୟ ବିବାହ ସୂଚନା ଦେଲେ ମିଳିବ ପୁରସ୍କାର

ଛତ୍ରପୁର,୮ା୧୨(ଡି.ଏନ.ଏ)-ବାଲ୍ୟ ବିବାହ ଏକ ବଡ଼ ସାମାଜିକ ସମସ୍ୟା ଓ କୁସଂସ୍କାର। ବାଲ୍ୟ ବିବାହ ସମ୍ପର୍କରେ ଯେ କେହି ସୂଚନା ଦେଲେ ତାଙ୍କୁ ଜିଲା ପ୍ରଶାସନ ପକ୍ଷରୁ ୫ ହଜାର ଟଙ୍କା ପୁରସ୍କାର ଦିଆଯିବ। ଏଥିସହ ସୂଚନାଦାତାଙ୍କ ନାଁ ଗୋପନ ରଖାଯିବ। ନିର୍ଭୟ…

କାର ଧକ୍କାରେ ଛାତ୍ର ମୃତ

କ୍ଷତିପୂରଣ ଦାବିରେ ରାସ୍ତାରୋକୋ ପାଟପୁର,୮ା୧୨-ପାଟପୁର ଥାନା ଟି.ଗୋବିନ୍ଦପୁର ପଞ୍ଚାୟତ ଲକ୍ଷ୍ମୀନାରାୟଣପୁର ମୁଖ୍ୟ ରାସ୍ତାରେ ଶନିବାର ଗଜପତି ଜିଲା ମୋହନାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ କାର ଧକ୍କାରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?