ଆଜି ଅନ୍ତର୍ଜାତୀୟ ଶ୍ରମିକ ଦିବସ: ୧୦ ବର୍ଷ ପରେ ବି ହୋଇପାରୁନି ପଞ୍ଜୀକରଣ
ବ୍ରହ୍ମପୁର ଅଫିସ,୧ା୫-ନିର୍ମାଣ ଶ୍ରମିକଙ୍କୁ ସାମାଜିକ ସୁରକ୍ଷା ପ୍ରଦାନ କରିବା ତଥା ଆର୍ଥତ୍କ, ସାମାଜିକ ସ୍ଥିତିରେ ଉନ୍ନତି ଆଣିବା ନେଇ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି| ଶ୍ରମିକମାନଙ୍କୁ ସାମାଜିକ ସୁରକ୍ଷା ଓ ସୁଦୃଢ କରିବାକୁ ମାଳ ମାଳ…
ବିଜେଡି ବିରୋଧରେ ଏସ୍ପିଙ୍କୁ ଫେରାଦ ହେଲା ଭାଜପା
ବ୍ରହ୍ମପୁର ଅଫିସ,୩୦ା୪-ପ୍ରଥମ ପର୍ଯ୍ୟାୟ ଅର୍ଥାତ ଗତ ୧୧ ତାରିଖରେ ଚିକିଟି ବିଧାନସଭା ଆସନ ଲାଗି ହୋଇଥିବା ମତଦାନ ପରେ ବିଜେଡି ନେତା ଓ କର୍ମୀମାନେ ଭାଜପା ନେତା, କର୍ମୀ ଓ ସାଧାରଣ ଲୋକଙ୍କ ଉପରେ ଆକ୍ରମଣ କରିଛନ୍ତି। ଏପରିକି ଭାଜପାକୁ ସମର୍ଥନ…
ମଦ କାରବାରକୁ ବିରୋଧ କରିବାରୁ ଯୁବକଙ୍କୁ ହତ୍ୟା
ଖଲ୍ଲିକୋଟ,୩୦ା୪(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା କୁଶଢ଼ିପ ଛକ ନିକଟରେ ରବିବାର ରାତିରେ ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଛକରେ ଚାଲିଥିବା ବେଆଇନ ମଦ କାରବାରକୁ ବିରୋଧ କରିବାରୁ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ମୃତକ ହେଲେ କୈଳାସ…
ଆଜି ସରିବ ଯାତ୍ରା, ନିଜସ୍ବ ମନ୍ଦିରକୁ ବାହୁଡ଼ିବେ ମା’
ବ୍ରହ୍ମପୁର ଅଫିସ,୨୯ା୪-ମାସାଧିକ ସମୟ ଧରି ଅନୁଷ୍ଠିତ ହୋଇଥିବା ବ୍ରହ୍ମପୁର ପ୍ରସିଦ୍ଧ ମା’ ବୁଢୀଠାକୁରାଣୀଙ୍କ ଦ୍ୱିବାର୍ଷିକ ଯାତ୍ରା ସୋମବାର ଶେଷ ହେବ। ରବିବାର ଥିଲା ମା’ଙ୍କ ଯାତ୍ରାର ୩୦ତମ ଦିବସ ତଥା ଅସ୍ଥାୟୀ ପୀଠରେ ଶେଷ ରଜନୀ। ଏହି ଅବସରରେ ରବିବାର ମା’ଙ୍କ ଘଟ…
ଶତାଧିକ ମହିଳା ସଂଘକୁ ମିଳୁନି ବ୍ୟାଙ୍କ ଋଣ
ବ୍ରହ୍ମପୁର ଅଫିସ,୨୯ା୪-ବ୍ରହ୍ମପୁରର ୩ ଶତାଧିକ ମହିଳା ସଂଘ ବ୍ୟାଙ୍କ ଋଣ ପାଇବାରୁ ବଞ୍ଚିତ ହୋଇଛନ୍ତି। ଏଥିପାଇଁ ବିଏମ୍ସି (ମହାନଗର ନିଗମ)ର ଅବହେଳା ଓ ପ୍ରତାରଣାକୁ ଦାୟୀ କରାଯାଇଛି। ସହରାଞ୍ଚଳ ମହିଳାଙ୍କ ସ୍ବାର୍ଥ ପାଇଁ କାର୍ଯ୍ୟ କରୁଥିବା ସ୍ବେଚ୍ଛାସେବୀ ‘ସଂଗଠନ ଶ୍ରୁତାଇ’ର ରବିବାର…
ଏନ୍ଏସି ଖୋଲିନି, ଲୋକେ ଖୋଲିଲେ ଜଳଛତ୍ର
ଭଞ୍ଜନଗର,୨୯।୪(ଡି.ଏନ.ଏ.)-ଭଞ୍ଜନଗର ଅଞ୍ଚଳରେ ବିଗତ କିଛିଦିନ ହେବ ତାପମାତ୍ରା ସର୍ବାଧିକ ୪୨ ଡିଗ୍ରୀ ରହୁଛି। ଫଳରେ ଲୋକେ ଗରମରେ ଛଟପଟ ହେଉଛନ୍ତି। ସହରର ପ୍ରମୁଖ ରାସ୍ତା ଜନଶୂନ୍ୟ ହୋଇପଡୁଛି। ଖରାଦିନେ ଜଳଛତ୍ର ଏନ୍ଏସି ପକ୍ଷରୁ ପ୍ରତ୍ୟେକ ବର୍ଷ ଖୋଲାଯାଉଥିଲା। କିନ୍ତୁ ଚଳିତବର୍ଷ ଏପର୍ଯ୍ୟନ୍ତ…
ପ୍ରସୂତି, ଶିଶୁ ମୃତ୍ୟୁର କାରଣ ଖୋଜିବାକୁ ନିର୍ଦ୍ଦେଶ
ଛତ୍ରପୁର,୨୯ା୪(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଦିଆଯାଉଥିବା ସ୍ବାସ୍ଥ୍ୟ ସେବାର ଏକ ସମୀକ୍ଷା ବୈଠକ ରବିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରି ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇଦେବା ଉପରେ ଗୁରୁତ୍ୱାରୋପ କରିଥିଲେ। ଗତ…
ବେଆଇନ ଜମିରେ ନିର୍ମିତ ହୋଇଛି ନବୀନ ନିବାସ
ବ୍ରହ୍ମପୁର ଅଫିସ୍,୨୯ା୪-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସସ୍ଥାନ ନବୀନ ନିବାସ ଜମିକୁ ନେଇ ବିବାଦ ଦେଖାଦେଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ ରାଜ୍ୟ ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ଏ ନେଇ ଓଡ଼ିଶା ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରିଛନ୍ତି। ଆସନ୍ତା ୧୦ତାରିଖରେ…
ରାସ୍ତାରେ ଓଲଟିଲା ପିକ୍ଅପ : ୧୪ ଶ୍ରମିକ ଆହତ
ଭଞ୍ଜନଗର,୨୮ା୪ (ଡି.ଏନ.ଏ) : ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଚୋପ୍ରା ନିକଟରେ ରବିବାର ପୂର୍ବାହ୍ନରେ ଏକ ପିକ୍ଅପ ରାସ୍ତା ଉପରେ ଓଲଟି ପଡ଼ିଛି। ଉକ୍ତ ଗାଡ଼ିରେ ଯାଉଥିବା ୧୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ଭଞ୍ଜନଗର ଏବଂ ଜଗନ୍ନାଥପ୍ରସାଦ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।…
ମାରୁତି କଲ୍ୟାଣ ମଣ୍ଡପରେ ନିଅଁ।
ଫୁଲବାଣୀ ଅଫିସ, ୨୮ା୪-କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ହାଟପଦାରେ ଥିବା ବେଆଇନଭାବେ ଗଢି ଉଠିଥିବା ମାରୁତି କଲ୍ୟାଣ ମଣ୍ଡପରେ ଶନିବାର ପୂର୍ବାହ୍ନରେ ନିଅଁ। ଲାଗିଛି । ବିଦ୍ୟୁତ୍ ଶର୍ଟ ଶର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଛି ା ଠିକ୍ ସମୟରେ ଅଗ୍ନିଶମ କର୍ମଚାରୀ…
ବିବାହ ଶୋଭାଯାତ୍ରାରେ ଗୋଷ୍ଠୀ ସଂଘର୍ଷ
ପାଟପୁର,୨୮ା୪(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ହିଞ୍ଜିଳି ଥାନା ଅନ୍ତର୍ଗତ ଆଡ଼ପଡ଼ା ଗ୍ରାମରେ ଶୁକ୍ରବାର ରାତିରେ ଏକ ବିବାହ ଶୋଭାଯାତ୍ରାରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଉଭୟ ଗୋଷ୍ଠୀର ୧୨ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଆଡ଼ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ…
ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟ,କାମଚଳା ଅଧ୍ୟକ୍ଷାଙ୍କୁ ପୁଣି ଦାୟିତ୍ୱ
ବ୍ରହ୍ମପୁର ଅଫିସ,୨୮ା୪-ପୁଣି ଥରେ ବଦଳିଲେ ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟର ଅଧ୍ୟକ୍ଷା। ଭାରପ୍ରାପ୍ତ ଅଧ୍ୟକ୍ଷା ଡ. ଦେବଦତ୍ତା ମିଶ୍ରଙ୍କର କଟକସ୍ଥିତ ଜାତୀୟ କବି ବୀର କିଶୋର (ଜେକେବିକେ) ମହାବିଦ୍ୟାଳୟକୁ ବଦଳି ହୋଇଛି। ତାଙ୍କ ସ୍ଥାନରେ ଅଧ୍ୟକ୍ଷା ଦାୟିତ୍ୱ ସମ୍ଭାଳିଛନ୍ତି ପ୍ରଫେସର ପ୍ରମିଳା ଖାଡ଼ଙ୍ଗା।…
Archives


