ଗଞ୍ଜାମ

ମହିଳାଙ୍କ ତଣ୍ଟିକାଟି ହତ୍ୟା ଘଟଣାର ପର୍ଦ୍ଦାଫାଶ ଅର୍ଥ ଲୋଭ, ଋଣ ନ ଶୁଝିବାରୁ ହତ୍ୟା

ଶେରଗଡ଼,୮ା୧୨(ଡି.ଏନ୍‌.ଏ.) -ଶେରଗଡ ବ୍ଲକ ବାରସିଙ୍ଗି ଗ୍ରାମରେ ଗତ ୨୭ ତାରିଖ ରାତିରେ କବିତା ସେଠୀଙ୍କୁ ତଣ୍ଟି କାଟି ହତ୍ୟା କରାଯାଇଥିଲା। ଏହି ଘଟଣାର ଫର୍ଦ୍ଦାଫାସ କରିଛି ବଡଗଡ ପୋଲିସ। ମୁଖ୍ୟ ଅଭିଯୁକ୍ତ ବାରସିଙ୍ଗି ଗ୍ରାମର ଶିବ ସେଠୀ ଶନିବାର ସୁରଟ ଚାଲିଯିବାକୁ…

ଅଗ୍ନିକାଣ୍ଡରେ ଜଳିଗଲା ୩ ବଖରା

ବୁଗୁଡ଼ା,୭ା୧୨(ଡି.ଏନ.ଏ.): ବୁଗୁଡ଼ା ବ୍ଲକ ମତାଝରି ଗ୍ରାମରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ୩ ପରିବାରର ୩ ବଖରା ଜଳିଯାଇଛି । ଘର ନିକଟ ଅଳିଆ ଗଦାରୁ ନିଆଁ ବାହାରି ଉକ୍ତ ଗ୍ରାମର ଅମି ପ୍ରଧାନ, ଭାନୁ ପ୍ରଧାନ ଓ ବିଜୟ ପ୍ରଧାନଙ୍କ…

କାଉ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୯ ଅଭିଯୁକ୍ତ ନିର୍ଦ୍ଦୋଷ ସାବ୍ୟସ୍ତ

ବ୍ରହ୍ମପୁର ଅଫିସ,୭।୧୨: ଗଞ୍ଜାମ ଜିଲା ଅତିରିକ୍ତ ଦୌରାଜଜ୍‌ – ୧ (ଏଡିଜେ) ପ୍ରସନ୍ନ କୁମାର ପଣ୍ଡା ଶନିବାର କାଉ ଓରଫ ଧର୍ମେନ୍ଦ୍ର ଦାସ ହତ୍ୟା ମାମଲାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ୯ ଅଭିଯୁକ୍ତଙ୍କୁ ଏଡିଜେ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି ।…

ଦୁର୍ଘଟଣାରେ ଗୁରୁତର ଯୁବତୀଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୭।୧୨: ଗଞ୍ଜାମ ଜିଲା ଗେଟବଜ଼ାର ଛକରେ ଶୁକ୍ରବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଏଥିରେ ବିଷ୍ଣୁ ପ୍ରଧାନ(୩୭)ଗୁରତର ହୋଇଥିଲେ। ତେବେ ଏମ୍‌କେସିଜି ମେଡିକଲରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି। ଟ୍ରାଫିକ୍‌ ପୋଲିସ ମୃତଦେହ ଜବତ…

ଭୂତକୁ ଅପେକ୍ଷା

ଗଞ୍ଜାମ ଗ୍ରାମାଞ୍ଚଳରେ ଭୂତପ୍ରେତ, ଗୁଣିଗାରେଡ଼ି ଏବଂ ଡାହାଣୀ ଭଳି ଅନ୍ଧବିଶ୍ୱାସର ପ୍ରଭାବ ପ୍ରବଳ ଭାବେ ଦେଖିବାକୁ ମିଳୁଛି। ଗୁଣିଆ ସନ୍ଦେହରେ ହତ୍ୟା, ଡାହାଣୀ ବୋଲି ସନ୍ଦେହ କରାଯାଉଥିବା ବ୍ୟକ୍ତିଙ୍କୁ ଗଁ।ରୁ ବାସନ୍ଦ, ଭୂତ ଭୟରେ ସ୍କୁଲ ବନ୍ଦ ଭଳି ଶିରୋନାମା ଥିବା…

କାର୍ଯ୍ୟରେ ଅବହେଳା, ବରଡାବିଲି ପିଇଓ ନିଲମ୍ବିତ

ଛତ୍ରପୁର,୭ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବରଡାବିଲି ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ସଂଧ୍ୟା ରାଣୀ ବେହେରାଙ୍କୁ ଶୁକ୍ରବାର ଚାକିରିରୁ ନିଳମ୍ବିତ କରାଯାଇଛି। କର୍ତ୍ତବ୍ୟରେ ଅବହେଳା, ଉପରିସ୍ଥ ଅଧିକାରୀଙ୍କ ଆଦେଶକୁ ଅବମାନନା ଓ ଦୁର୍ବ୍ୟବହାର ପିଇଓ ବେହେରାଙ୍କୁ ମହଙ୍ଗା ପଡିଛି ା ଗଞ୍ଜାମ…

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ

ଶେରଗଡ,୭ା୧୨(ଡି.ଏନ୍‌.ଏ.)-ଶେରଗଡ ବ୍ଲକ ଅଣ୍ଡରାସିଂହ ଗ୍ରାମର ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଶୁକ୍ରବାର ପୋଲିସ ଉଦ୍ଧାର କରିଛି। ସେ ହେଲେ ଭାରତୀ ନାୟକ (୨୧)। ଖବର ପାଇ ଶେରଗଡ ପୋଲିସ ପହଞ୍ଚତ୍ଥିଲା। ଭାରତୀଙ୍କ ବାପା ପାଟପୁର ବ୍ଲକ ଅନ୍ତର୍ଗତ ନରସିଂହଗଡର ପ୍ରଫୁଲ ବେହେରା…

ଅପହୃତା ନାବାଳିକା ଉଦ୍ଧାର, ନାଚ ମାଷ୍ଟର ଗିରଫ

ଭଞ୍ଜନଗର,୭।୧୨(ଡି.ଏନ୍‌.ଏ.): ବେଲଗୁଣ୍ଠା ଫାଣ୍ଡି ପୋଲିସ ଜଣେ ଅପହୃତା ନାବାଳିକାଙ୍କୁ ଶୁକ୍ରବାର ଉଦ୍ଧାର କରିବା ସହ ଅପହରଣ କରିଥିବା ନାଚ ମାଷ୍ଟରଙ୍କୁ ଗିରଫ କରିଛି। ନଂ୪୪୪।୧୯ରେ ମାମଲା ରୁଜୁ କରି ଅଧିକ ତଦନ୍ତ ଚଳାଇଛି। ପ୍ରକାଶ ଯେ, ବେଲଗୁଣ୍ଠା ଫାଣ୍ଡି ଅଞ୍ଚଳରୁ ଜଣେ…

ଦୁର୍ଘଟଣାରେ ଯୁବକ ମୃତ

କୁକୁଡାଖଣ୍ଡି,୭ା୧୨(ଡି.ଏନ.ଏ.): କୁକୁଡ଼ାଖଣ୍ଡି ବ୍ଲକ ବ୍ରହ୍ମପୁର-ଦିଗପହଣ୍ଡି ମୁଖ୍ୟରାସ୍ତା କାଳୁଆ ମନ୍ଦିର ନିକଟରେ ଶୁକ୍ରବାର ଅପରାହ୍ନ ସାଢେ ୪ଟାରେ ଏକ ସଡ଼କ ଦୁଘଟଣାରେ ବ୍ରହ୍ମପୁର ପାଣିଗ୍ରାହୀପେଣ୍ଠ ସାହିର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ବ୍ରହ୍ମପୁରର ଜଣେ ଆଇନଜୀବୀଙ୍କ ପୁଅ ରୋହିତ ମହାପାତ୍ର।…

୧୫୬ ବର୍ଷର ବ୍ରହ୍ମପୁର ମଣ୍ଡଳ କାରାଗାର : ରାଜ୍ୟର ଏକମାତ୍ର ଫାଶୀଖୁଣ୍ଟ, ନାହାନ୍ତି ଘାତକ

ବ୍ରହ୍ମପୁର ଅଫିସ,୭ା୧୨-ବ୍ରିଟିଶ ଶାସନରେ ଏବଂ ଗଞ୍ଜାମ ଜିଲା ମାଡ୍ରାସ ପ୍ରେସିଡେନ୍ସି ଅଧୀନରେ ଥିବା ବେଳେ ୧୮୬୩ରେ ସ୍ଥାପିତ ହୋଇଥିଲା ବ୍ରହ୍ମପୁର ମଣ୍ଡଳ କାରାଗାର। ୧୫୬ ବର୍ଷର ଏହି ପୁରାତନ ଜେଲରେ ଅଛି ରାଜ୍ୟର ଏକମାତ୍ର ଫାଶୀ ଖୁଣ୍ଟ । ଦେଶ ସ୍ବାଧୀନତା…

ଅପହୃତା ନାବାଳିକା ଉଦ୍ଧାର, ନାଚ ମାଷ୍ଟର ଗିରଫ

ଭଞ୍ଜନଗର,୬।୧୨(ଡି.ଏନ୍‌.ଏ.)- ବେଲଗୁଣ୍ଠା ଫାଣ୍ଡି ପୋଲିସ ଜଣେ ଅପହୃତା ନାବାଳିକାଙ୍କୁ ଶୁକ୍ରବାର ଉଦ୍ଧାର କରିବା ସହ ଅପହରଣ କରିଥିବା ନାଚ ମାଷ୍ଟରଙ୍କୁ ଗିରଫ କରିଛି। ନଂ୪୪୪।୧୯ରେ ମାମଲା ରୁଜୁ କରି ଅଧିକ ତଦନ୍ତ ଚଳାଇଛି। ପ୍ରକାଶ ଯେ, ବେଲଗୁଣ୍ଠା ଫାଣ୍ଡି ଅଞ୍ଚଳରୁ ଜଣେ…

ପୂର୍ବ ଶତ୍ରୁତାରୁ ଖଣ୍ଡାରେ ହାଣି ୨ ଜଣଙ୍କୁ ହତ୍ୟା ଉଦ୍ୟମ

ଦିଗପହଣ୍ଡି,୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ପଞ୍ଚାୟତ ଦେଓଖାଳି ଛକରେ ହୋଟେଲ କରିଥିବା କୃଷ୍ଣ ସାହୁଙ୍କୁ ପୂର୍ବ ଶତ୍ରୁତାରୁ ୪ ଯୁବକ ଶୁକ୍ରବାର ଅପରାହ୍ନରେ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ କରିଛନ୍ତି। ସେହିପରି କରପଡ଼ା ଗାଁର ବିଜୟ ସେଠୀ(୪୫)ଙ୍କୁ ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?