ଗଞ୍ଜାମ ଜିଲା ୨୦୧୯ ନିର୍ବାଚନ: ଦଳବଦଳ ପ୍ରାର୍ଥୀଙ୍କ ବଢ଼ିଛି ଚିନ୍ତା
ବ୍ରହ୍ମପୁର ଅଫିସ,୨୮ା୪-ଗଞ୍ଜାମ ଜିଲାରେ ୨୦୧୯ ସାଧାରଣ ନିର୍ବାଚନ ଦୁଇ ପର୍ଯ୍ୟାୟରେ ସରିଯାଇଛି। ଫଳାଫଳ ଘୋଷଣାକୁ ୨୫ ଦିନ ବାକି ରହିଛି। ଦଳ ବଦଳ କରି ମଇଦାନକୁ ଓହ୍ଲାଇଥିବା ଜିଲାର ୮ ପ୍ରାର୍ଥୀଙ୍କ ହାରଜିତ ନେଇ ଚିନ୍ତା ବଢ଼ିଯାଇଛି। ସେମାନେ ଟେନସନରେ ଅଛନ୍ତି…
ଅସୁରକ୍ଷିତ ଅବସ୍ଥାରେ ମିନାବଜାର
ବ୍ରହ୍ମପୁର ଅଫିସ,୨୮ା୪-ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ସରିବାକୁ ଦୁଇଦିନ ବାକି ରହିଛି। ଦେଶୀ ବେହେରା ସାହିସ୍ଥିତ ମା’ଙ୍କ ଅସ୍ଥାୟୀ ମଣ୍ଡପ, ସାନବଜାର, ବଡ଼ବଜାର, ଗିରି ମାର୍କେଟ, ସବ୍ରେଜିଷ୍ଟ୍ରାର ଅଫିସ, ରାମଲିଙ୍ଗମ୍ ଟ୍ୟାଙ୍କ ରୋଡ, ସତ୍ୟ ନାରାୟଣ ମନ୍ଦିର ରାସ୍ତା,…
ରକ୍ତ ଅଭାବ ଦୂର ପାଇଁ ଆଗକୁ ଆସିଲେଣି ବିଭିନ୍ନ ସଂଗଠନ
ବ୍ରହ୍ମପୁର ଅଫିସ୍,୨୭ା୪- ବ୍ରହ୍ମପୁର ବଡ଼ମେଡ଼ିକାଲ୍ ପରିସରରେ ଥିବା ରକ୍ତ ଭଣ୍ଡାରରେ ରକ୍ତ ଅଭାବ ଦେଖାଦେବାରେ ଲାଗିଛି। ଗ୍ରୀଷ୍ମ ପ୍ରବାହ ଯୋଗୁ ରକ୍ତ ସଂଗ୍ରହ ବହୁ ପରିମାଣରେ କମିଯାଇଛି। ଆବଶ୍ୟକ ଅନୁଯାୟୀ ରକ୍ତ ସଂଗ୍ରହ ହୋଇପାରୁନି। ଫଳରେ ଜରୁରୀ ପରିସ୍ଥିତିରେ ରୋଗୀଙ୍କୁ ରକ୍ତ…
ଠିକାଦାରଙ୍କୁ ଅପହରଣ: ସୁନା ଗହଣା ଦେଇ ମୁକୁଳାଇଲେ ସ୍ତ୍ରୀ
ଆସିକା,୨୭ା୪(ଡି.ଏନ୍.ଏ.)- ଆସିକା ଥାନାର ଆଲିପୁର ଗ୍ରାମଠାରେ ଗୁରୁବାର ରାତି ପ୍ରାୟ ୮ଟାରେ ଜଣେ ଠିକାଦାର ଓ ତାଙ୍କ ସହଯୋଗୀଙ୍କୁ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଅପହରଣ କରିନେଇଥିଲେ। ଅପହୃତ ଠିକାଦାର ଜଣକ କୋଟିବାଡି ଗ୍ରାମର ପ୍ରଶାନ୍ତ ଗୌଡ (୪୭) ଓ ତାଙ୍କ ସହଯୋଗୀ…
ଡାକ୍ତର, କର୍ମଚାରୀଙ୍କ ନାଁରେ ମାମଲା
ବ୍ରହ୍ମପୁର ଅଫିସ,୨୭ା୪- ବ୍ରହ୍ମପୁର ନୂଆ ବସଷ୍ଟାଣ୍ଡ ରୋଡରେ ଥିବା ଏକ ଘରୋଇ ନର୍ସିଂହୋମରେ ଜଣେ ରୋଗୀଙ୍କୁ ମାଡ଼ ମରାଯିବା ସହ ତାଙ୍କ ସୁନାଚେନ ଛଡ଼ାଇ ନିଆଯାଇଥିବା ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ନୟାଗଡ଼ରୁ ଚିିକିତ୍ସା ପାଇଁ ଆସିଥିବା ସୀମାଞ୍ଚଳ ତ୍ରିପାଠୀ ଏହି…
୬ ସାହିରେ ଘଟ ପରିକ୍ରମା: ମନମୋହୁଛି ରଥ, କଳାକୁଞ୍ଜ
ବ୍ରହ୍ମପୁର ଅଫିସ, ୨୭ା୪- ବ୍ରହ୍ମପୁର ପ୍ରସିଦ୍ଧ ମା’ ବୁଢୀ ଠାକୁରାଣୀ ଯାତ୍ରା ଶୁକ୍ରବାର ୨୮ ଦିନରେ ପହଞ୍ଚିଛି। ଆଉ ୩ ଦିନ ପରେ ମା’ଙ୍କ ବାହୁଡାଣୀ ପର୍ବ ଅନୁଷ୍ଠିତ ହେବ। ଅର୍ଥାତ୍ ମା’ ବାପଘରୁ ନିଜସ୍ବ ମନ୍ଦିରକୁ ବାହୁଡିବେ। ତେଣୁ ମା’ଙ୍କ…
ଜଣକୁ ହେଲେ ୧୦ ଜଣଙ୍କୁ ସଂକ୍ରମିତ ଆଶଙ୍କା
ଫୁଲବାଣୀ ଅଫିସ,୨୭ା୪- କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ ହୋଇଯାଇଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ସମୀର କୁମାର ଦାସ ଯୋଗଦେଇ ମ୍ୟାଲେରିଆ ଅଞ୍ଚଳରେ ସ୍ବତନ୍ତ୍ର ଦୃଷ୍ଟି ଦେବା ଉପରେ ଗୁରୁତ୍ୱାରୋପ କରି…
ଛତ୍ରପୁର ହସ୍ପିଟାଲରେ ରାଜ୍ୟସ୍ତରୀୟ ସ୍ବାସ୍ଥ୍ୟ ମନିଟରିଂ ଟିମ୍
ଛତ୍ରପୁର,୨୬ା୪(ଡି.ଏନ.ଏ.)- ଗଞ୍ଜାମ ଜିଲା ହେଡକ୍ୱାର୍ଟରରେ ଥିବା ଛତ୍ରପୁର ହସ୍ପିଟାଲକୁ ୨୦୧୮-୧୯ରେ କାୟାକଳ୍ପ ପ୍ରଶଂସନୀୟ ପୁରସ୍କାର ମିଳିଥିଲା। ଏହି ପୁରସ୍କାର ପରେ ଭାରତ ସରକାରଙ୍କଠାରୁ ନ୍ୟାଶନାଲ କ୍ୱାଲିଟି ଆସ୍ୟୁରାନ୍ସ ଷ୍ଟାଣ୍ଡାର୍ଡସ (ଏନ୍କ୍ୟୁଏସ) ପ୍ରମାଣପତ୍ର ହାସଲ ପାଇଁ ହସ୍ପିଟାଲ କର୍ତ୍ତୃପକ୍ଷ ଉଦ୍ୟମ ଜାରି ରଖିଛନ୍ତି। …
ଇଭିଏମ୍ ଭଙ୍ଗାରୁଜା ଘଟଣା: ନୀଳମଣିଙ୍କ ଜାମିନ ଶୁଣାଣି ୨କୁ ଘୁଞ୍ଚିଲା
ଭଞ୍ଜନଗର/ସୋରଡା,୨୬।୪ (ଡି.ଏନ.ଏ.)- ସୋରଡା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ନୀଳମଣି ବିଷୋୟୀ ଇଭିଏମ୍ ମେଶିନ ଭାଙ୍ଗିବା ଅଭିଯୋଗରେ ଗତ ୧୮ ତାରିଖରୁ ସୋରଡା ଜେଲରେ ଅଛନ୍ତି। ଏହି ମାମଲାରେ ନୀଳମଣି ଜାମିନ ପାଇବା ପାଇଁ ଆବେଦନ କରିଥିବାବେଳେ ପୋଲିସ ୨ଜଣଙ୍କ…
ରାଶନ କାର୍ଡରୁ ବଞ୍ଚିତ ୧୦ କୁଟିଆ ପରିବାର
ତୁମୁଡ଼ିବନ୍ଧ,୨୬ା୪(ଡି.ଏନ୍.ଏ.)- କୁଟିଆ ସମ୍ପ୍ରଦାୟର ସାମଗ୍ରିକ ବିକାଶ ପାଇଁ ସରକାର ସ୍ବତନ୍ତ୍ର ଯୋଜନା କରି ଆସୁଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ହେଉ କି ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ହେବା ପାଇଁ ଏହି ସମ୍ପ୍ରଦାୟର ଲୋକଙ୍କ ନିମନ୍ତେ କୌଣସି ମାନଦଣ୍ଡ…
ବାଳକରେ ପିଟ୍ବୁଲ୍ସ, ବାଳିକାରେ ଚ୍ୟାଲେଞ୍ଜର୍ସ ଚାମ୍ପିୟନ୍
ବ୍ରହ୍ମପୁର ଅଫିସ୍,୨୬ା୪- ବ୍ରହ୍ମପୁର ଷ୍ଟାଡିୟମ୍ରେ ଗତ ୩ ଦିନ ହେଲା ଚାଲିଥିବା ପ୍ରଥମ ବ୍ରହ୍ମପୁର ଗ୍ରୀଷ୍ମକାଳୀନ ବାସ୍କେଟବଲ୍ ଲିଗ୍ ଗୁରୁବାର ଅପରାହ୍ନରେ ଉଦ୍ଯାପିତ ହୋଇଯାଇଛି। ବାଳକ ବର୍ଗରେ ୪ଟି ଦଳ ଭାଗ ନେଇଥିଲେ। ଫାଇନାଲ୍ ମ୍ୟାଚ୍ ବ୍ରହ୍ମପୁର ପିଟ୍ବୁଲ୍ସ ଏବଂ ବ୍ରହ୍ମପୁର…
ଠାକୁରାଣୀ ଯାତ୍ରାଦାଣ୍ଡକୁ ଆକର୍ଷିତ କଲା ସମୂହ ଲଣ୍ଡାବେଶ
ବ୍ରହ୍ମପୁର ଅଫିସ,୨୬ା୪- ରେଶମ ନଗରୀ ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀଙ୍କ ଚଳିତ ବର୍ଷ ଯାତ୍ରାର ଗୁରୁବାର ୨୭ ଦିନ ପୂରିଛି। ସନ୍ଧ୍ୟାରେ ବାହାରିଥିବା ବିଜିପୁର ଲଣ୍ଡା ବେଶ ଯାତ୍ରାଦାଣ୍ଡକୁ ବେଶ୍ ଆକର୍ଷିତ କରିଥିଲା। ଶତାଧିକ ଶିଶୁଠାରୁ ବୟସ୍କ ବ୍ୟକ୍ତି ସମୂହ…
Archives


